Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ଜେଇଇ ମେନ୍ ପରୀକ୍ଷା ପାଈଁ ମାନବ ସମ୍ବଳ ବିକାଶ ମନ୍ତ୍ରୀଙ୍କ ବଡ଼ ଘୋଷଣା ….

ଜାଣନ୍ତୁ କେଉଁ ତାରିଖରେ ହେବ କେଉଁ ପରୀକ୍ଷା...

0

ଭୁବନେଶ୍ୱର, ନିରପେକ୍ଷ ଖବର:ତା-୫/୫/ କରୋନାର ଭୟ ଭିତରେ ପରୀକ୍ଷାକୁ ନେଇ ନିଷ୍ପତି ନେଇଛନ୍ତି ସରକାର । ଜୁଲାଇ ୧୮ରୁ ୨୩ ଭିତରେ ହେବ ଜେଇଇ ମେନ୍ ପରୀକ୍ଷା । ସେହିପରି ଅଗଷ୍ଟରେ ହେବ ଜେଇଇ ଆଡ଼ଭାନ୍ସ ପରୀକ୍ଷା । ଜୁଲାଇ ୨୬ରେ ମେଡ଼ିକାଲ ପ୍ରବେଶିକା ପରୀକ୍ଷା କରିବା ନେଇ ଘୋଷଣା କରିଛନ୍ତି ସରକାର । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିଆଲ ନିସଙ୍କ ।ଚଳିତ ବର୍ଷ ସାରା ଦେଶରେ ନିଟ ବା ମେଡ଼ିକାଲ ପ୍ରବେଶିକା ପରୀକ୍ଷା ପାଇଁ ୧୫ ଲକ୍ଷ ଛାତ୍ରଛାତ୍ରୀ ରେଜିଷ୍ଟ୍ରେସନ କରିଥିବା ବେଳେ ୯ ଲକ୍ଷ ଛାତ୍ରଛାତ୍ରୀ ଜେଇଇ ମେନ୍ ପରୀକ୍ଷା ଦେବା ପାଇଁ ରେଜିଷ୍ଟ୍ରେସନ କରିଛନ୍ତି । ଗତବର୍ଷ ଓଡ଼ିଶାରେ ନିଟ୍ ପରୀକ୍ଷା ଦେଇଥିଲେ ୩୫ ହଜାରରୁ ଅଧିକ ଛାତ୍ରଛାତ୍ରୀ । ଜେଇଇ ମେନ ପରୀକ୍ଷା ଦେଇଥିଲେ ପାଖାପାଖି ୪୦ ହଜାର ଛାତ୍ରଛାତ୍ରୀ । ସେପଟେ ଖୁବଶୀଘ୍ର ଦଶମ ଓ ଦ୍ୱାଦଶ ଶ୍ରେଣୀର ବାକିଥିବା ପରୀକ୍ଷା କେବେ ହେବ ସେନେଇ ସିବିଏସଇ ଖୁବଶୀଘ୍ର ନିଷ୍ପତି ନେବ । କରୋନ ପାଇଁ ସ୍ଥଗିତ ରହିଥିଲା ପରୀକ୍ଷା ।

Mo sapath

Leave A Reply

Your email address will not be published.