Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

କଟକ ଓ ଭୁବନେଶ୍ୱର ମଧ୍ୟରେ ଗଡ଼ିବା ବସ..

ଯାତୟାତ କରିବେ ସରକାରୀ କର୍ମଚାରୀ...

0

ଭୁବନେଶ୍ବର ନିରପେକ୍ଷ ଖବର:ତା୧୨/୫/ ସରକାରୀ ଅଧିକାରୀଙ୍କ ଯାତାୟତ ପାଇଁ ରାଜ୍ୟ ସରକାର ବସ୍ ଚଳାଇକୁ ନିସ୍ପତି ନେଇଛନ୍ତି। ଆସନ୍ତାକାଲିଠୁ ଏହି ସେବା ଆରମ୍ଭ ହେବ । କଟକରୁ ଭୁବନେଶ୍ବରକୁ ଗୋଟିଏ ବସ୍ ଯାତାୟତ କରିବ । ଭଡା ୩୦ ଟଙ୍କା ନିଆଯିବ । ଏନେଇ ପରିବହନ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି ।ଗ୍ରୀନ୍ ଜୋନ୍ରେ ରେ ବସ୍ ଗଡିବା ପ୍ରସଙ୍ଗରେ ମନ୍ତ୍ରୀ କହିଛନ୍ତି ପରିବହନ ବିଭାଗ ପଠାଇଥିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ମିଳିଛି । ଭଡାକୁ ଦ୍ବିଗୁଣିତ କରିବା ପାଇଁ ବ୍ୟବସ୍ଥା ହୋଇଛି । ଯେହେତୁ ଗ୍ରୀନ୍ ଜୋନ୍ ରେଡ୍ ଜୋନ୍ ହୋଇଯାଉଛି ତେଣୁ ବସ୍ ଚଳାଚଳ କରିବାରେ ସମସ୍ୟା ହେଉଛି । ଦିନେ କି ଦୁଇ ଦିନ ଭିତରେ ସରକାର ଏନେଇ ନିଷ୍ପତ୍ତି ନେବେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।ସେହିଭଳି ଟ୍ରେନ୍ ଚଳାଚଳ ପ୍ରସଙ୍ଗ ମନ୍ତ୍ରୀ କହିଛନ୍ତି ଆଜି ସନ୍ଧ୍ୟା ସୁଦ୍ଧା ପ୍ରସ୍ତୁତ ଗାଇଡ୍ ଲାଇନ୍ କରାଯିବ । ଯେଉଁ ମାନେ ଆସିବେ ସେମାନେ ଗାଇଡ୍ ଲାଇନ୍ ମାନିବାକୁ ବାଧ୍ୟ । ସଂଘରୋଧ ଓ ସାମାଜିକ ଦୂରତା ମଧ୍ୟ ପାଳନ କରିବେ । ଟ୍ରେନ୍ ଯୋଗେ ପ୍ରାୟତଃ ଭିଆଇପି ଲୋକ ଆସୁଛନ୍ତି ତ ସେମାନେ ନିଜସ୍ବ ସୁବିଧାରେ ଯାତାୟତ କରିବେ । ଯେଉଁମାନେ ଯାଇ ପାରିବେ ନାହିଁ ସେମାନଙ୍କ ପାଇଁ ସରକାର ବ୍ୟବସ୍ଥା କରିବେ । ଯେଉଁମାନେ ଅନ୍ୟ ରାଜ୍ୟରୁ ଆସୁଛନ୍ତି ସେମାନଙ୍କ ପାଇଁ ପଞ୍ଜିକରଣ ବାଧ୍ୟତାମୂଳକ କରାଯାଇଛି । ଯଦି ସେମାନେ ପଞ୍ଜିକରଣ କରି ନଥିବେ ଏଠାରେ କରିପାରିବେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।

Mo sapath

Leave A Reply

Your email address will not be published.