Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ବାରିପଦାରେ ଜଣେ କରୋନା ରୋଗୀ ସନ୍ଦେହ

ବାରିପଦା(ନିରପେକ୍ଷ ଖବର)ତା-୧୬/୦୩-ବାରିପଦା ରେ ଜଣେ କରୋନା ରୋଗୀ ସନ୍ଦେହରେ ପିଆରଏମ ମେଡିକାଲ କଲେଜ ଏଣ୍ଡ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।ସନ୍ଦିଗ୍ଧ ଜଣକ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଥିବା କରୋନା ରୋଗୀ ସହ ଦିଲ୍ଲୀରୁ ଆସିଥିଲେ। ତେଣୁ ଭୟରେ ସନ୍ଦିଗ୍ଧ ଜଣକ ପିଆରଏମ ମେଡିକାଲରେ ଏ ସମ୍ପର୍କରେ କହିବା ସହିତ ଚିକିତ୍ସା କରିବା ପାଇଁ  ନିବେଦନ କରିଥିଲେ। ଫଳରେ ହସ୍ପିଟାଲରେ ଥିବା ଡାକ୍ତରମାନେ ତାଙ୍କୁ ସ୍ୱତନ୍ତ୍ର ପ୍ରକୋଷ୍ଠରେ ରଖି ତାଙ୍କର ବିଭିନ୍ନ ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ଲାବକୁ ପଠାଇଛନ୍ତି। ଲ୍ୟାବରୁ ପୁରା ରିପୋର୍ଟ ଆସିବା ପରେ ସେ କରୋନା ରୋଗରେ ଆକ୍ରାନ୍ତ ଅଛନ୍ତି କି ନାହିଁ ତାହା ସ୍ପଷ୍ଟ ହେବ ବୋଲି ପିଆରଏମ ମେଡିକାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। 

Mo sapath

Comments are closed.