Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ବ୍ରିଜ ତଳେ ଝୁଲୁଛି ମୃତଦେହ….

0

ବାରିପଦା(ନିରପେକ୍ଷ ଖବର)ତା-୨/ଜାନୁଆରୀ/୨୦୨୦-ବାରିପଦା ସହରର ମଧୁବନ ବାରୁଣୀ ଶିବମନ୍ଦିର ନିକଟରେ ଥିବା ଜରାଳୀସରାଳୀ ନଦୀ ବ୍ରିଜ ତଳେ ଝୁଲୁଛି ଏକ ମୃତଦେହ।ଝୁଲନ୍ତା ଅବସ୍ଥାରେ ଥିବା ବ୍ୟକ୍ତି ହେଲେ ଖୁଣ୍ଟା ଅଞ୍ଚଳର ଶରତ ମାଝୀ ।ତାଙ୍କ ମୃତ ଶରୀର ଉଦ୍ଧାର ହୋଇଛି । ଏହି ମୃତ ବ୍ୟକ୍ତି ଙ୍କ ବୟସ ୫୦ ରୁ ଉର୍ଦ୍ଧ ହେବ ବୋଲି ଅନୁମାନ କରାଯାଉଛି ।ବାରୁଣୀ ପୋଲର ବାଡାରେ ଏକ ରସି ବାନ୍ଧି ପୋଲ ତଳକୁ ଡେଇଁ ପଡିଥିବା ଅନୁମାନ କରାଯାଉଛି ।

Advertising:
Blank space

ଘଟଣା ସ୍ଥଳରେ ବାରିପଦା ଟାଉନ ପୋଲିସ ପହଞ୍ଚି ମୃତଶରୀର ଟିକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି ।ତେବେ ଅନ୍ୟପକ୍ଷରେ ତାଙ୍କୁ ହତ୍ୟା କରି ଟାଙ୍ଗି ଦେଇଥିବାର ଅଭିଯୋଗ କରିଛନ୍ତି ପରିବାର ଲୋକ ।

Mo sapath

Leave A Reply

Your email address will not be published.