Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ଭତ୍ତା ନେଲା ଜୀବନ

0

*ରାସ୍ତା ପାରି ହେଉଥିବା ବେଳେ ଅଜଣା ଗାଡି ଧକ୍କାରେ ବୃଦ୍ଧା ଙ୍କ ମୃତ୍ୟୁ…..

ବାରିପଦା(ନିରପେକ୍ଷ ଖବର)ତା-୧୦/ଜାନୁଆରୀ/୨୦୨୦-ଭତ୍ତା ନେବା ପାଇଁ ରାସ୍ତା ପାରି ହେଉଥିବା ବେଳେ ଅଜଣା ଗାଡି ଧକ୍କାରେ ବୃଦ୍ଧା ଙ୍କ ମୃତ୍ୟୁ।

Blank space
Advertising:

ମୟୁରଭଞ୍ଜ ଜିଲ୍ଲା କୁଳିଅଣା ଥାନା ୧୮ ନମ୍ବର ଜାତୀୟ ରାଜପଥ ବାଇଗଣବାଡ଼ିଆ ଛକରେ ଏ ଭଳି ଏକ ଦୁଃଖଦ ଘଟଣା ଘଟିଛି। ବାଇଗଣବାଡ଼ିଆ ଗ୍ରାମପଞ୍ଚାୟତ ର ଚାଉଳଘେରି ଗ୍ରାମର ବୃଦ୍ଧା ସୁନି ସିଂ ଗ୍ରାମପଞ୍ଚାୟତ କୁ ଭତ୍ତା ନେବାପାଇଁ ୧୮ ନମ୍ବର ଜାତୀୟ ରାଜପଥ ପାରି ହେଇଯାଉଥିବା ବେଳେ ଅଜଣା ଗାଡି ପଛପଟୁ ଧକ୍କାଦେଇଥିଲା ଫଳରେ ବୃଦ୍ଧା ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା । ଅଜଣା ଗାଡି ଟି ବୃଦ୍ଧା ଙ୍କୁ ଧକ୍କା ଦେବାପରେ ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଦୁର୍ଘଟଣା ପରେ ଗ୍ରାମବାସୀ ମୃତକ ଙ୍କ ପରିବାର ବର୍ଗ କୁ କ୍ଷତିପୂରଣ ଓ ବାଇଗଣବାଡ଼ିଆ ଛକ ରେ ଓଭରବ୍ରିଜ ନିର୍ମାଣ ଦାବିରେ ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଘଟଣାସ୍ଥଳରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ପହଞ୍ଚି ଉତ୍ତକ୍ତ ଲୋକଙ୍କ ସହ ବୁଝାସୁଝା କରିଥିଲେ ବି ବର୍ତ୍ତମାନ ସୁଦ୍ଧା ରାସ୍ତାରୋକ ହଟିନାହିଁ। ଜାତୀୟ ରାଜପଥର ଦୁଇ ପାର୍ଶ୍ୱ ୨କିଲୋମିଟର ପର୍ଯ୍ୟନ୍ତ ଅବରୋଧ ହେବାଫଳରେ ଶହଶହ ଟ୍ରକ ଓ ବସ ଅଟକି ରହିଛି।

Mo sapath

Leave A Reply

Your email address will not be published.