Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ଲକ୍ ଡାଉନ୍ ପରେବି ୧୦୦ ଛୁଇଁଲା …

ସଚେତନ ହେଉନାହାନ୍ତି ଜନସାଧାରଣ

0

ଭୁବନେଶ୍ୱର, ନିରପେକ୍ଷ ଖବର:ତା,୨୫/୦୪/୨୦ ଓଡ଼ିଶାରେ ଲକ୍ ଡାଉନ୍ ହୋଇ ମଧ୍ୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ଛୁଇଁଲା। ସଚେତନ ହେଉନାହାନ୍ତି ଜନସାଧାରଣ । ଯାହା ଫଳରେ ଆକ୍ରାନ୍ତଙ୍କ ସଂଖ୍ୟା କମିବା ବଦଳରେ ବୃଦ୍ଧି ପାଉଛି। ଆଜି ଯାଜପୁର ଅଂଚଳରୁ ୬ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତେ ପୁରୁଷ। ସେମାନଙ୍କ ବୟସ ୨୩,୪୯,୫୨,୫୭ ଓ ୫୦ ବର୍ଷ। ସେମାନଙ୍କ ମଧ୍ୟରୁ ୪ଜଣ ଆକ୍ରାନ୍ତ କଟିକଟା ଅଞ୍ଚଳର ଓ ଜଣେ ୩୯ ବର୍ଷୀୟ ପୁରୁଷ ମଳିକାପୁର ପଂଚାୟତର ମହାନ୍ତିପାଟଣା ଅଞ୍ଚଳର ବୋଲି ସୂଚନା ଦେଇଛନ୍ତି ଜିଲ୍ଲା ପ୍ରଶାସନ । ୬ଜଣ ଯାକ କଲିକତା ଫେରନ୍ତା ।ଏଇ ୬ ଜଣଙ୍କୁ ମିଶାଇ ଯାଜପୁରର ମୋଟ ଆକ୍ରାନ୍ତ ସଂଖ୍ୟା ୧୮ରେ ପହଞ୍ଚିଲା। ଓଡ଼ିଶାରରେ ପୂର୍ବରୁ ଆକ୍ରାନ୍ତଙ୍କ ସଂଖ୍ୟା ୯୪ରେ ଥିଲା ବର୍ତ୍ତମାନ ସମୁଦାୟ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ରେ ପହଞ୍ଚିଲା ।

Public advised
Mo sapath

Leave A Reply

Your email address will not be published.