Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ରାଜଧାନୀରେ ହୁହୁ ହୋଇ ଜଳିଲା ବସ….

0

ଭୁବନେଶ୍ୱର,ନିରପେକ୍ଷ ଖବର:ତା,୨୫/୧୨/୧୯:ରାଜଧାନୀ ଭୁବନେଶ୍ୱରରେ ହୁ ହୁ ହୋଇ ଜଳିଲା ବସ। ନିଆଁକୁ ଆୟତ କରିବା ପାଇଁ ଅଗ୍ନିଶମ ବିଭାଗ ଦୀର୍ଘ ସମୟ ଧରି ଉଦ୍ୟମ ଜାରି ରଖିଥିଲେ ମଧ୍ୟ ନିଆଁ ଆୟତ ହେବା ବେଳକୁ ବସଟିର ୭୦ଭାଗ ଜଳି ପୋଡି ପାଉଁଶ ହୋଇଯାଇଥିଲା। ସୂଚନା ମୁତାବକ ବୁଧବାର ସହୀଦନଗରରେ ଇମ୍ଫା ପାର୍କ ନିକଟରେ ଦୀର୍ଘ ଦିନ ଧରି ରାସ୍ତା ଉପରେ ଠିଆ ହୋଇଥିବା ଏକ ବସ୍ରେ ହଠାତ୍ ଭୟଙ୍କର ନିଆଁ ଲାଗିଥିବାର ଦୃଶ୍ୟ ଦେଖିବାକୁ ମିଳିଥିଲା । ଯାହାକୁ ନେଇ ଘଟଣାସ୍ଥଳରେ ଏକ ଭୟଙ୍କର ବାତାବରଣ ସୃଷ୍ଟି କରିଥିଲା। ଉଚିତ୍ ସମୟରେ ସ୍ଥାନୀୟ ଜନସାଧାରଣ ଦମକଳ ବାହିନୀକୁ ଡାକିଦେବାରୁ ଯଥା ଶୀଘ୍ର ଘଟଣା ସ୍ଥଳରେ ଅଗ୍ନିଶମ ବିଭାଗର କର୍ମଚାରୀମାନେ ପହଁଚି ନିଆଁ ଲିଭାଇବାକୁ ଉଦ୍ୟମ କରିଥିଲେ ।

Advertising:
Blank space

ଦମକଳ ବାହିନି ପାଣି ଢାଳି ନିଆଁକୁ ଆୟତ କରିବାକୁ ଚେଷ୍ଟା କରିଥିଲେ। ସୂଚନା ମୁତାବକ ଦମକଳ ବାହିନି ନିଆଁକୁ ଆୟତ କରିବାରେ ସଫଳ ହୋଇଛନ୍ତି ।ଏହା ସତ୍ୱେ ମଧ୍ୟ ବସଟି ୭୦%ଜଳିଯାଇଛି ଏହି ଅଗ୍ନିକାଣ୍ଡ ପଛରେ କାରଣ କଣ ବର୍ତ୍ତମାନ ସୁଦ୍ଧା ଜଣାପଡିନାହିଁ ।ବସର ନମ୍ବର – କେ ଏ ୦୧ ଡି ୫୧୮୦ ରହିଛି ।

Mo sapath

Leave A Reply

Your email address will not be published.