Blank space
Blank space
Breaking News/ମୁଖ୍ୟ ଖବର:
ମାଇକ୍ରୋ ଫାଇନାନ୍ସ ଇଣ୍ଡିଷ୍ଟ୍ରି ନେଟୱାର୍କ (ଏମ.ଏଫ.ଆଇ. ଏନ) ଆନୁକୂଲ୍ୟରେ ମାଇକ୍ରୋଫାଇନାନ୍ସ ସଚେତନତା କାର୍ଯ୍ୟକ୍ରମଯାଜପୁରରେ ବ୍ୟାପୁଛି ଡାଇରିଆ ୨୦୦ରୁ ଉର୍ଦ୍ଧ୍ବ ଆକ୍ରାନ୍ତସମ୍ବଲପୁର ଜିଲ୍ଲାର ଉନ୍ନତି ଉପରେ ପ୍ରାଥମିକତା ଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରପଦ୍ମଶ୍ରୀ ହଳଧର ନାଗ ଙ୍କୁ ଭେଟିଲେ ଖଇରା ମାଟିର ପୁଅଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ ର (ଉତ୍କଳିକା) ୬୭ ତମ ପ୍ରତିଷ୍ଠା ଦିବସ ପାଳିତ*କେନ୍ଦୁଝର ଠାରେ ରଙ୍ଗବତୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା”ର ଟାଇଟଲ ଘୋଷଣା*କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟ
Blank space

ଆଜି କ୍ୟାମ୍ପ କୋର୍ଟର ପ୍ରଥମ ଦିନରେ ୨୭୦ କଏଦୀଙ୍କୁ ଜାମିନ..

0

ଆଜି ରାଜ୍ୟର ବିଭିନ୍ନ ଜେଲ୍‌ ପରିସରରେ ଆରମ୍ଭ ହୋଇଛି କ୍ୟାମ୍ପ୍ କୋର୍ଟ। ଓକିଲଙ୍କ ଆନ୍ଦୋଳନ କାରଣରୁ ଛୋଟ ଛୋଟ ମାମଲାରେ ଛନ୍ଦି ହୋଇ ଜେଲ୍‌ରେ ଥିବା କଏଦୀଙ୍କୁ ସର୍ତ୍ତମୂଳକ ଜାମିନ ଦେବା ପାଇଁ ରାଜ୍ୟର ବିଭିନ୍ନ ଜେଲ ପରିସରରେ କ୍ୟାମ୍ପ୍ କୋର୍ଟ ବସିଛି। ଏହି କ୍ୟାମ୍ପ କୋର୍ଟରେ ଆଜି ପ୍ରଥମ ଦିନରେ ମୋଟ ୨୭୦ ଜଣଙ୍କୁ ଜାମିନ ପ୍ରଦାନ କରାଯାଇଛି।

କେନ୍ଦ୍ରାପଡ଼ାରେ ସର୍ବାଧିକ ୧୫୭ ଜଣଙ୍କୁ ଜାମିନ ମିଳିଛି। ସେମାନଙ୍କ ମଧ୍ୟରୁ ୨୬ ଜଣ ବନ୍ଦୀ ମୁକୁଳିଛନ୍ତି। ସେହିଭଳି ଚୌଦ୍ୱାର ଜେଲରେ ୫୬ ଜଣଙ୍କୁ ଜାମିନ ମିଳିଥିବା ବେଳେ ୨୬ ଜଣ ବନ୍ଦୀ ମୁକୁଳିଛନ୍ତି। କରଞ୍ଜିଆ ଜେଲରେ ୨୯,

Blank space

ବଡବିଲରେ ୯, ରାଇରଙ୍ଗପୁରରେ ୭, ଜଗତସିଂହପୁରରେ ୮, ସୋରରେ ୪, ଆନନ୍ଦପୁରରେ ୪, ଚମ୍ପୁଆରେ ୪ ମୁକ୍ତ ହୋଇଛନ୍ତି।

ଓକିଲଙ୍କ ଆନ୍ଦୋଳନ ଯୋଗୁ ରାଜ୍ୟବ୍ୟାପୀ ଉପୁଜିଥିବା ପରିସ୍ଥିତିକୁ ଦେଖି ଗତ ଶନିବାର ହାଇକୋର୍ଟଙ୍କ ପକ୍ଷରୁ ସମସ୍ତ ଜିଲ୍ଲା ଓ ଦୌରାଜଜ୍‌ଙ୍କୁ କ୍ୟାମ୍ପକୋର୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା।

ଅନ୍ୟପଟେ କ୍ୟାମ୍ପ୍ କୋର୍ଟକୁ ବିରୋଧ କରିଛନ୍ତି ଆନ୍ଦୋଳନକାରୀ ଓକିଲ ମାନେ। ଯାଜପୁର, କେନ୍ଦୁଝର, ଉଦଳା, କାମାକ୍ଷାନଗର ଭଳି ସ୍ଥାନରେ ଆନ୍ଦୋଳନକାରୀ ଆଇନ୍‌ଜୀବୀମାନେ ବିଚାରପତିଙ୍କୁ ଜେଲ୍‌ ଭିତରକୁ ନଛାଡ଼ିବାରୁ ଉତ୍ତେଜନା ପ୍ରକାଶ ପାଇଥିଲା।

 

 

Mo sapath

Leave A Reply

Your email address will not be published.