Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

କୃଷି ଓ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରଦୀପ ମହାରଥୀ ନିଜ ପଦରୁ ଇସ୍ତଫା ଦେଲେ…

ପିପିଲି ଗଣଦୁଷ୍କର୍ମ ମାମଲାରେ ବିବାଦୀୟ ମନ୍ତବ୍ୟ  ଦେଇ ଅଡୁଆରେ ପଡ଼ିଥିବା ପ୍ରଦୀପ ମହାରଥୀ ନିଜ ପଦରୁ ଶେଷରେ ଇସ୍ତଫା ଦେଇଛନ୍ତି..

0

ଭୁବନେଶ୍ୱର ନିରପେକ୍ଷ ଖବର: ପିପିଲି ଗଣଦୁଷ୍କର୍ମ ଓ ହତ୍ୟା ମାମଲାରେ ଦୁଇ ଅଭିଯୁକ୍ତ ଙ୍କୁ ଭୁବନେଶ୍ୱର ପ୍ରଥମ ଅତିରିକ୍ତ ଜିଲ୍ଲା ଦୌରାଜଜ ଦୋଷମୁକ୍ତ କରିଥିଲେ। ଏହା ପରେ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ପ୍ରଦୀପ ମହାରଥୀ କୋର୍ଟ ରାୟକୁ ନେଇ ବିବାଦୀୟ ମନ୍ତବ୍ୟ ଦେଇଥିଲେ। ସତ୍ୟର ଜୟ ହୋଇଛି ଓ ପୀଡ଼ିତାଙ୍କୁ ନ୍ୟାୟ ମିଳିଛି ସେ କହିଥିଲେ। ଯାହାକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା।ବିରୋଧୀ ବିଜେପି ଓ କଂଗ୍ରେସ  ଏହାକୁ ନେଇ ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଥିଲେ। ଉଭୟ ଦଳର ମହିଳା ମୋର୍ଚ୍ଚା ମହାରଥୀଙ୍କ ଇସ୍ତଫା ଦାବି କରିଥିଲେ । ଉଭୟ ଦଳର ହଜାର ହଜାର ମହିଳା କର୍ମୀ ରାଜରାସ୍ତାକୁ ଓହ୍ଲାଇ ମନ୍ତ୍ରୀଙ୍କ ଇସ୍ତଫା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ ଚାପ ପକାଇଥିଲେ। ପ୍ରତିଦିନ ଦୁଇ ଦଳର ମହିଳା କର୍ମୀମାନେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଘେରାଉ କରିବାକୁ ଉଦ୍ୟମ କରିବା ସହ ପୁଲିସ୍‌ ସହ ମୁହାଁମୁହିଁ ହୋଇଥିଲେ। ଏପରିକି ମୁଖ୍ୟମନ୍ତ୍ରୀଙ୍କ ଘର ଉପରେ ଅଣ୍ଡା, ବିଲାତି ମାଡ଼ କରିବାରେ ମଧ୍ୟ ପଛାଇନଥିଲେ। ଗତକାଲି ରାତିରେ ମୁଖ୍ୟମନ୍ତ୍ରୀ ତାଙ୍କୁ ଇସ୍ତଫା ଦେବାକୁ ମଧ୍ୟ କହିଥିଲେ। ଆଜି ସେ ନିଜପଦରୁ ଇସ୍ତଫା ଦେଇଛନ୍ତି ।  ୨୦୧୨ ମସିହା ପରେ ସମାନ ଘଟଣାରେ ମହାରଥୀ ୨୦୧୯ରେ ଇସ୍ତଫା ଦେଲେ।

Mo sapath

Leave A Reply

Your email address will not be published.