Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ବିଜେଡି ଏବେ ଦିଲ୍ଲୀ ଦରବାରରେ ଆନ୍ଦୋଳନ କରିବାକୁ ସଜବାଜ…

0

ଭୁବନେଶ୍ୱର:(ନିରପେକ୍ଷ ଖବର) ବିଜେଡି ଏବେ ଦିଲ୍ଲୀ ଦରବାରରେ ଆନ୍ଦୋଳନ କରିବାକୁ ସଜବାଜ ହୋଇଛି।ଧାନର ସର୍ବନିମ୍ନ ସହାୟକ ମୂଲ୍ୟ(ଏମଏସପି) କ୍ୱିଣ୍ଟାଲ ପିଛା ୨୯୩୦ଟଙ୍କା ଦାବିକୁ କେନ୍ଦ୍ର ସରକାର ଗ୍ରହଣ କରିନଥିବା ପ୍ରତିବାଦରେ ବିଜେଡି ଆସନ୍ତା ଜାନୁଆରୀ ୮ ତାରିଖରେ ସଂସଦ ଭବନ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବ।ଆଜି ଏନେଇ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେଡି କୃଷକ ସେଲ୍ ସଭାପତି ପ୍ରସନ୍ନ ଆଚାର୍ଯ୍ୟ, ଆବାହକ ପ୍ରତାପ ଜେନା, ସାଂସଦ ବଳଭଦ୍ର ମାଝୀ, ବିଧାୟକ ଦେବୀ ମିଶ୍ର,ସଞ୍ଜୟ ଦାସବର୍ମା ପ୍ରମୁଖ ଚାଷୀ ସମସ୍ୟା ପ୍ରସଙ୍ଗରେ କେନ୍ଦ୍ର ଉପରେ ଦୋଷ ଲଦି ଏମଏସପି ୨୯୩୦ଟଙ୍କା ନହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜୋରଦାର କରାଯିବ ବୋଲି ଚେତାବନୀ ଦେଇଛନ୍ତି। ଏହାସହିତ ଦଳର ପ୍ରାୟ ୧୫ରୁ ୨୦ହଜାର କର୍ମୀ ସ୍ୱତନ୍ତ୍ର ଟ୍ରେନରେ ଯାଇ ଦିଲ୍ଲୀରେ ଜାନୁୟାରୀ ୮ରେ ସଂସଦ ଭବନ ଘେରାଉ କରିବେ ବୋଲି ସୂଚନା ଦେଇଛନ୍ତି।

Mo sapath

Leave A Reply

Your email address will not be published.