Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ବିଜେଡି ଘୋଷଣା କଲା ପ୍ରଥମ ପ୍ରାର୍ଥୀ ତାଲିକା…

ବୋହୁ କଳ୍ପନାର ଅନ୍ତ ଘଟିଲା ପ୍ରକାଶ ପାଇଲା , ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ପ୍ରାର୍ଥୀ ତାଲିକା...

0

ଭବନେଶ୍ୱର ନିରପେକ୍ଷ ଖବର:ତା:୧୮/୦୩/୨୦୧୯ ବୋହୁ କଳ୍ପନାର ଅନ୍ତ ଘଟିଲା ପ୍ରକାଶ ପାଇଲା , ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ପ୍ରାର୍ଥୀ ତାଲିକା. ପ୍ରଥମ ଓ ଦ୍ଵିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଘୋସଣାକରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜ୍ଞପ୍ତି ପ୍ରକାଶ ସହ ଅପ୍ରେଲ ୧୧ରେ ହେବାକୁ ଥିବା ନିର୍ବାଚନ ପାଇଁ ଆଜିଠାରୁ ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଯାଇଛି । ଆସନ୍ତୁ ଜାଣିବା- (  କଳାହାଣ୍ଡି: ପୁଷ୍ପେନ୍ଦ୍ର ସିଂହଦେଓ, ଭବାନୀପାଟଣା : ଦୁଷ୍ମନ୍ତ ନାୟକ,ନର୍ଲା : ଭୂପିନ୍ଦର ସିଂହ,  ଜୁନାଗଡ଼ : ଦିବ୍ୟଶଙ୍କର ମିଶ୍ର, ନୂଆପଡ଼ା : ରାଜେନ୍ଦ୍ର ଢୋଲକିଆ, ଖରିଆର : ଲମ୍ବୋଧର ନିହାଲ, ବ୍ରହ୍ମପୁର ସାଂସଦ ପ୍ରାର୍ଥୀ : ଚନ୍ଦ୍ରଶେଖର ସାହୁ , ହିଞ୍ଜିଳି : ନବୀନ ପଟ୍ଟନାୟକ, କନ୍ଧମାଳ ସାଂସଦ ପ୍ରାର୍ଥୀ: ଅଚୁ୍ୟତ ସାମନ୍ତ, ଜି ଉଦୟଗିରି : ସାଲୁଗା ପ୍ରଧାନ, ଭଞ୍ଜନଗର : ବିକ୍ରମ କେଶରୀ ଆରୁଖ, ଦଶପଲା : ରମେଶ ବେହେରା, କନ୍ଧମାଳ : ଅଚୁ୍ୟତ ସାମନ୍ତ, ଅତାବିରା : ସ୍ନେହାଗିନୀ ଛୁରୀଆ, ବିଜେପୁର : ନବୀନ ପଟ୍ଟନାୟକ, କୋରାପୁଟ ସାଂସଦ ପ୍ରାର୍ଥୀ : କୌଶଲ୍ୟା ହିକକା, ବିଷମକଟକ : ଜଗନ୍ନାଥ ସାରକା, ରାୟଗଡ଼ା :ଲାଲବିହାରୀ ହିମିରିକା, କୋରାପୁଟ : ରଘୁରାମ  , ଜୟପୁର : ରବି ନାରାୟଣ ନନ୍ଦ)

Mo sapath

Leave A Reply

Your email address will not be published.