Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ଗିରଫ ହେଲେ ବିଜେଡି ବିଧାୟକ ପ୍ରାର୍ଥୀ ପ୍ରଦୀପ ମହାରଥୀ …

ପିପିଲିରେ ବିଜେଡିକୁ ସକ୍ତ ଧକା...

0

ପିପିଲି:ନିରପେକ୍ଷ ଖବର:୨୨/୦୪/୨୦୧୯ ଗତକାଲି ପିପିଲିରେ ଫ୍ଲାଇଂ ସ୍କ୍ୱାର୍ଡ ଓ ମାଜିଷ୍ଟ୍ରେଟଙ୍କୁ ଆକ୍ରମଣ ଘଟଣାରେ ପ୍ରଦୀପ ମହାରଥୀଙ୍କୁ ଗିରଫ କରିଛି ପୋଲିସ ।ପୁଲିସ୍‌ ପ୍ରଥମେ ମହାରଥୀଙ୍କୁ ପିପିଲି ଥାନାରେ ପଚରାଉଚରା କରିଥିଲା। ପରେ ତାଙ୍କୁ ଗିରଫ କରାଯାଇଥିଲା।ଗିରଫ ନେଇ ପୁରୀ ଏସପି ଉମାଶଙ୍କର ଦାସ କହିଛନ୍ତି,“ ମହାରଥୀଙ୍କ ନାଁରେ ବହୁ ସଂଗୀନ ଦଫା ପୁଲିସ ଲଗାଇଛି।  ଏହି ଦଫା ଗୁଡ଼ିକ ହେଲା -୩୦୭, ୩୫୩, ୩୪୧, ୩୩୨, ୧୪୭, ୧୪୮, ୧୪୯ ଦଫା- ୧୭୧ (ବି), ୧୮୬ ଏବଂ ଲୋକ ପ୍ରତିନିଧି ଆଇନ ୧୨୩।”ଆହତ ମାଜିଷ୍ଟ୍ରେଟ୍ ରବି ନାରାୟଣ ପାତ୍ର  ଅଭିଯୋଗ କରିଥିଲେ ଯେ, ଆଇଆଇସିଙ୍କ ନିର୍ଦ୍ଦେଶରେ ପ୍ରଦୀପ ମହାରଥୀଙ୍କ ଫାର୍ମ ହାଉସରେ ଚଢ଼ଉ କରିଥିଲୁ। ସେଠାରେ ମଦ ଓ ଟଙ୍କା ବଣ୍ଟା ହେଉଥିବା ସୂଚନା ଥିଲା। ପହଞ୍ଚୁ ପହଞ୍ଚୁ ମୁଁ ଓ ମୋର SST(ସ୍ପେଶାଲ ସିକ୍ୟୁରିଟି ଟିମ୍‌) ଟିମକୁ ଫାର୍ମ ହାଉସ ଭିତରେ  ପ୍ରଦୀପ ମହାରଥୀ ଗାଳି ଗୁଲଜ କରିବା ସହ ଗୋଡ଼ାଇ ଗୋଡ଼ାଇ ପିଟିଥିଲେ।

Mo sapath

Leave A Reply

Your email address will not be published.