Blank space
Blank space
Breaking News/ମୁଖ୍ୟ ଖବର:
ମାଇକ୍ରୋ ଫାଇନାନ୍ସ ଇଣ୍ଡିଷ୍ଟ୍ରି ନେଟୱାର୍କ (ଏମ.ଏଫ.ଆଇ. ଏନ) ଆନୁକୂଲ୍ୟରେ ମାଇକ୍ରୋଫାଇନାନ୍ସ ସଚେତନତା କାର୍ଯ୍ୟକ୍ରମଯାଜପୁରରେ ବ୍ୟାପୁଛି ଡାଇରିଆ ୨୦୦ରୁ ଉର୍ଦ୍ଧ୍ବ ଆକ୍ରାନ୍ତସମ୍ବଲପୁର ଜିଲ୍ଲାର ଉନ୍ନତି ଉପରେ ପ୍ରାଥମିକତା ଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରପଦ୍ମଶ୍ରୀ ହଳଧର ନାଗ ଙ୍କୁ ଭେଟିଲେ ଖଇରା ମାଟିର ପୁଅଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ ର (ଉତ୍କଳିକା) ୬୭ ତମ ପ୍ରତିଷ୍ଠା ଦିବସ ପାଳିତ*କେନ୍ଦୁଝର ଠାରେ ରଙ୍ଗବତୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା”ର ଟାଇଟଲ ଘୋଷଣା*କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟ
Blank space

ଓଡିଶା କଂଗ୍ରେସର ପୂର୍ବତନ ଉପସଭାନେତ୍ରୀ ଶ୍ରୀମତୀ ଜୟଶ୍ରୀ ପଟ୍ଟନାୟକ ବିଜେପିରେ ସାମିଲ ..

ମୋଦୀଙ୍କ ବିକାଶ ଧାରାରେ ଅନୁପ୍ରାଣିତ ହୋଇ ବିଜେପିରେ ସାମିଲ ହେଲେ ଶତାଧିକ ବିଜେଡି ଏବଂ କଂଗ୍ରେସ କର୍ମୀ ...

0

ଭୁବନେଶ୍ୱର, ତା.୨୦/୦୧: ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଅମିତ ଶାହାଙ୍କ ନୀତି ଆଦର୍ଶରେ
ଅନୁପ୍ରାଣିତ ହୋଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅବସରପ୍ରାପ୍ତ ବରିଷ୍ଠ ପ୍ରଶାସିକା ଶ୍ରୀମତୀ ଅପରାଜିତା ଷଡଙ୍ଗୀଙ୍କ ଉପସ୍ଥିତିରେ
ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀର ଶତାଧିକ କର୍ମୀ ବିଜେଡି ଓ କଂଗ୍ରେସ ଛାଡି ବିଜେପିରେ ସାମିଲ ହୋଇଛନ୍ତି ।
ଓଡିଶା କଂଗ୍ରେସର ପୂର୍ବତନ ଉପସଭାନେତ୍ରୀ ଶ୍ରୀମତୀ ଜୟଶ୍ରୀ ପଟ୍ଟନାୟକ ଆଜି ବିଦ୍ଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି


ସେହିପରି ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ବ୍ଲକ ସଭାପତି ଶତ୍ରୁଘ୍ନ ମାନସିଂହ, ଫାଶିଓଦା ପଂଚାୟତର ସରପଂଚ ବ୍ରଜ କିଶୋର ପାତ୍ର, ପୂର୍ବତନ ସରପଂଚ ବିଜୟ ପ୍ରଧାନ, ବୋଲଗଡର ପୂର୍ବତନ ଜିଲ୍ଲା ପରିଷଦ ଫକୀର ପ୍ରଧାନ, ଖୋର୍ଦ୍ଧା ଜିଲ୍ଲାର ପୂର୍ବତନ ବିଜେଡି ଉପସଭାପତି  ସନ୍ତୋଷ ସାହୁ , ଜିଲ୍ଲା ପରିଷଦ ପ୍ରାର୍ଥୀ ରମାକାନ୍ତ ରନବୀର, ପୂର୍ବତନ ସମିତି ସଭ୍ୟ ପ୍ରଭାତ କମୁ ।ର ସାହୁ, ଛତ୍ରପଡା କମିଟି ପୂର୍ବତନ ସଭାପତି ଅଶୋକ ବଳବନ୍ତରାୟ, ବିଜେଡି ନେତା କରୁଣାକର ସାହୁ, ରାଧାକାନ୍ତ ବେହେରା, ଆର୍ତବନ୍ଧୁ ପ୍ରଧାନ, ଗୋପବନ୍ଧୁ ପ୍ରଧାନ, ଅଜଂନ  ମଙ୍ଗରାଜ, ଗଗନ ପ୍ରଧାନ, ନିରଜଂନ ରାଉତରାୟ , ଦିନବନ୍ଧୁ ରାଉତରାୟ, ବିଷ୍ଣୁପ୍ରସାଦ ମହାନ୍ତି, ପ୍ରଦୀପ ମାଝୀ, ପ୍ରସନ୍ନ ସାହୁ, ସର୍ବେଶ୍ୱର  ମାର୍ଥା, ଲକ୍ଷ୍ମଣ ବରାଡ, ପ୍ରହଲ୍ଲାଦ ଦଳାଇଙ୍କ ସମେତ ଶତାଧିକ କର୍ମୀ ବିଜେଡି ଓ କଂଗ୍ରେସ ଛାଡି ବିଜେପିରେ ଯୋଗ ଦେଇଛନ୍ତି । ଜୟଦେବ ନିର୍ବାଚନ ମଣ୍ଡଳୀର ଖୋର୍ଦ୍ଧା ଜିଲ୍ଲା କଂଗ୍ରେସର ସାଧାରଣ ସଂପାଦକ ଅଶୋକ ପ୍ରଧାନ, ଅବସରପ୍ରାପ୍ତ ଶିକ୍ଷକ ବାଉରୀବନ୍ଧୁ ସାହୁ, ବିଜେଡି ନେତା କଂଗ୍ରେସ ନେତା ନବଘନ ସ୍ୱାଇଁ, ଭାଗିରଥୀ ଭୋଇ, ମହାଦେବ ବେହେରା, ଶ୍ୟାମଘନ ପରିଡା କବିତା ଭୋଇଙ୍କ ସମେତ ଶତାଧିକ କର୍ମୀ ବିଜେଡି ଓ କଂଗ୍ରେସ ଛାଡି ବିଜେପିରେ ଯୋଗ ଦେଇଛନ୍ତି ।
କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଏବଂ ଶ୍ରୀମତୀ ଷଡଙ୍ଗୀ ସମସ୍ତଙ୍କୁ ଉତରୀୟ ଓ ଟୋପି ପିନ୍ଧାଇ ବିଦ୍ଧିବଦ୍ଧ ଭାବେ ଦଳରେ ସାମିଲ କରାଇଛନ୍ତି
ା ରାଜ୍ୟ ଉପସଭାପତି ଶ୍ରୀ ସମୀର ମହାନ୍ତି ସମସ୍ତଙ୍କୁ ସ୍ୱାଗତ କରିବା ସହ ସାଧୁବାଦ ଜଣାଇଛନ୍ତି । ଏହି ମିଶ୍ରଣ ଦ୍ୱାରା ଦଳ ଆହୁରି ମଜବୁତ୍  ହେବ ବୋଲି ଶ୍ରୀ ମହାନ୍ତି କହିଛନ୍ତି ।
ଅନ୍ୟପଟେ ବିଜେଡି ଦଳ ପ୍ରତି ଅତିଷ୍ଠ ହୋଇ ଏବଂ ମୋଦୀଙ୍କ ବିକାଶ ଧାରାରେ ଅନୁପ୍ରାଣିତ ହୋଇ ବିଜେପିରେ ସାମିଲ
ହୋଇଛନ୍ତି ବୋଲି ସଦ୍ୟ ବିଜେପିରେ ମିଶିଥିବା କର୍ମୀମାନେ କହିଛନ୍ତି । ରାଜ୍ୟର ବକି ।ଶ ବିଜେପି ସରକାର କରିପାରିବ । ଏଥି ସହ ବିଜେପି ହିଁ ଏକମାତ୍ର ବିକଳ୍ପ ବୋଲି ସେମାନେ କହିବା ସହ ବିଜେଡି ଦଳର ନେତାମାନେ ଦୁର୍ନୀତି ଓ ଭ୍ରଷ୍ଟାଚାର ଲିପ୍ତ ବୋଲି ଅଭିଯୋଗ କରିଛନ୍ତି ।  ଦଳୀୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବ କାର୍ଯ୍ୟକମ୍ର ରେ ରାଜ୍ୟ ସାଧାରଣ ପୃଥୀରାଜ ହରିଚନ୍ଦନ, ସଂପାଦକ ଯତୀନ ମହାନ୍ତି, ମୁଖପାତ୍ର ପିତାମ୍ବର ଆଚାର୍ଯ୍ୟ, ଲଲିତେନ୍ଦୁ ମହାପାତ୍ର, ଉପାସନା ମହାପାତ୍ର, ମହେଶ୍ୱତା ରାୟ ପ୍ରମୁଖ ଉପସ୍ଥିତ ଥିଲେ ।

Mo sapath

Leave A Reply

Your email address will not be published.