Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ଓଡିଶା କଂଗ୍ରେସର ପୂର୍ବତନ ଉପସଭାନେତ୍ରୀ ଶ୍ରୀମତୀ ଜୟଶ୍ରୀ ପଟ୍ଟନାୟକ ବିଜେପିରେ ସାମିଲ ..

ମୋଦୀଙ୍କ ବିକାଶ ଧାରାରେ ଅନୁପ୍ରାଣିତ ହୋଇ ବିଜେପିରେ ସାମିଲ ହେଲେ ଶତାଧିକ ବିଜେଡି ଏବଂ କଂଗ୍ରେସ କର୍ମୀ ...

0

ଭୁବନେଶ୍ୱର, ତା.୨୦/୦୧: ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଅମିତ ଶାହାଙ୍କ ନୀତି ଆଦର୍ଶରେ
ଅନୁପ୍ରାଣିତ ହୋଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅବସରପ୍ରାପ୍ତ ବରିଷ୍ଠ ପ୍ରଶାସିକା ଶ୍ରୀମତୀ ଅପରାଜିତା ଷଡଙ୍ଗୀଙ୍କ ଉପସ୍ଥିତିରେ
ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀର ଶତାଧିକ କର୍ମୀ ବିଜେଡି ଓ କଂଗ୍ରେସ ଛାଡି ବିଜେପିରେ ସାମିଲ ହୋଇଛନ୍ତି ।
ଓଡିଶା କଂଗ୍ରେସର ପୂର୍ବତନ ଉପସଭାନେତ୍ରୀ ଶ୍ରୀମତୀ ଜୟଶ୍ରୀ ପଟ୍ଟନାୟକ ଆଜି ବିଦ୍ଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି


ସେହିପରି ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ବ୍ଲକ ସଭାପତି ଶତ୍ରୁଘ୍ନ ମାନସିଂହ, ଫାଶିଓଦା ପଂଚାୟତର ସରପଂଚ ବ୍ରଜ କିଶୋର ପାତ୍ର, ପୂର୍ବତନ ସରପଂଚ ବିଜୟ ପ୍ରଧାନ, ବୋଲଗଡର ପୂର୍ବତନ ଜିଲ୍ଲା ପରିଷଦ ଫକୀର ପ୍ରଧାନ, ଖୋର୍ଦ୍ଧା ଜିଲ୍ଲାର ପୂର୍ବତନ ବିଜେଡି ଉପସଭାପତି  ସନ୍ତୋଷ ସାହୁ , ଜିଲ୍ଲା ପରିଷଦ ପ୍ରାର୍ଥୀ ରମାକାନ୍ତ ରନବୀର, ପୂର୍ବତନ ସମିତି ସଭ୍ୟ ପ୍ରଭାତ କମୁ ।ର ସାହୁ, ଛତ୍ରପଡା କମିଟି ପୂର୍ବତନ ସଭାପତି ଅଶୋକ ବଳବନ୍ତରାୟ, ବିଜେଡି ନେତା କରୁଣାକର ସାହୁ, ରାଧାକାନ୍ତ ବେହେରା, ଆର୍ତବନ୍ଧୁ ପ୍ରଧାନ, ଗୋପବନ୍ଧୁ ପ୍ରଧାନ, ଅଜଂନ  ମଙ୍ଗରାଜ, ଗଗନ ପ୍ରଧାନ, ନିରଜଂନ ରାଉତରାୟ , ଦିନବନ୍ଧୁ ରାଉତରାୟ, ବିଷ୍ଣୁପ୍ରସାଦ ମହାନ୍ତି, ପ୍ରଦୀପ ମାଝୀ, ପ୍ରସନ୍ନ ସାହୁ, ସର୍ବେଶ୍ୱର  ମାର୍ଥା, ଲକ୍ଷ୍ମଣ ବରାଡ, ପ୍ରହଲ୍ଲାଦ ଦଳାଇଙ୍କ ସମେତ ଶତାଧିକ କର୍ମୀ ବିଜେଡି ଓ କଂଗ୍ରେସ ଛାଡି ବିଜେପିରେ ଯୋଗ ଦେଇଛନ୍ତି । ଜୟଦେବ ନିର୍ବାଚନ ମଣ୍ଡଳୀର ଖୋର୍ଦ୍ଧା ଜିଲ୍ଲା କଂଗ୍ରେସର ସାଧାରଣ ସଂପାଦକ ଅଶୋକ ପ୍ରଧାନ, ଅବସରପ୍ରାପ୍ତ ଶିକ୍ଷକ ବାଉରୀବନ୍ଧୁ ସାହୁ, ବିଜେଡି ନେତା କଂଗ୍ରେସ ନେତା ନବଘନ ସ୍ୱାଇଁ, ଭାଗିରଥୀ ଭୋଇ, ମହାଦେବ ବେହେରା, ଶ୍ୟାମଘନ ପରିଡା କବିତା ଭୋଇଙ୍କ ସମେତ ଶତାଧିକ କର୍ମୀ ବିଜେଡି ଓ କଂଗ୍ରେସ ଛାଡି ବିଜେପିରେ ଯୋଗ ଦେଇଛନ୍ତି ।
କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଏବଂ ଶ୍ରୀମତୀ ଷଡଙ୍ଗୀ ସମସ୍ତଙ୍କୁ ଉତରୀୟ ଓ ଟୋପି ପିନ୍ଧାଇ ବିଦ୍ଧିବଦ୍ଧ ଭାବେ ଦଳରେ ସାମିଲ କରାଇଛନ୍ତି
ା ରାଜ୍ୟ ଉପସଭାପତି ଶ୍ରୀ ସମୀର ମହାନ୍ତି ସମସ୍ତଙ୍କୁ ସ୍ୱାଗତ କରିବା ସହ ସାଧୁବାଦ ଜଣାଇଛନ୍ତି । ଏହି ମିଶ୍ରଣ ଦ୍ୱାରା ଦଳ ଆହୁରି ମଜବୁତ୍  ହେବ ବୋଲି ଶ୍ରୀ ମହାନ୍ତି କହିଛନ୍ତି ।
ଅନ୍ୟପଟେ ବିଜେଡି ଦଳ ପ୍ରତି ଅତିଷ୍ଠ ହୋଇ ଏବଂ ମୋଦୀଙ୍କ ବିକାଶ ଧାରାରେ ଅନୁପ୍ରାଣିତ ହୋଇ ବିଜେପିରେ ସାମିଲ
ହୋଇଛନ୍ତି ବୋଲି ସଦ୍ୟ ବିଜେପିରେ ମିଶିଥିବା କର୍ମୀମାନେ କହିଛନ୍ତି । ରାଜ୍ୟର ବକି ।ଶ ବିଜେପି ସରକାର କରିପାରିବ । ଏଥି ସହ ବିଜେପି ହିଁ ଏକମାତ୍ର ବିକଳ୍ପ ବୋଲି ସେମାନେ କହିବା ସହ ବିଜେଡି ଦଳର ନେତାମାନେ ଦୁର୍ନୀତି ଓ ଭ୍ରଷ୍ଟାଚାର ଲିପ୍ତ ବୋଲି ଅଭିଯୋଗ କରିଛନ୍ତି ।  ଦଳୀୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବ କାର୍ଯ୍ୟକମ୍ର ରେ ରାଜ୍ୟ ସାଧାରଣ ପୃଥୀରାଜ ହରିଚନ୍ଦନ, ସଂପାଦକ ଯତୀନ ମହାନ୍ତି, ମୁଖପାତ୍ର ପିତାମ୍ବର ଆଚାର୍ଯ୍ୟ, ଲଲିତେନ୍ଦୁ ମହାପାତ୍ର, ଉପାସନା ମହାପାତ୍ର, ମହେଶ୍ୱତା ରାୟ ପ୍ରମୁଖ ଉପସ୍ଥିତ ଥିଲେ ।

Mo sapath

Leave A Reply

Your email address will not be published.