Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ସମୃଦ୍ଧ ଉକ୍ରଳ ପ୍ରଦେଶ ଗଠନ  ଓ ମଧୁବାବୁଙ୍କ ସ୍ୱପ୍ନ ସାକାର କରିବା ବିିଜେପି  ମୂଳ ଲକ୍ଷ୍ୟ : ଅମିତ ଶାହା 

0

କଟକ: ନିରପେକ୍ଷ ଖବର :ତା.୨୯/୦୧: ଉକ୍ରଳଗୌରବ ମଧୁବାବୁଙ୍କ ଜନ୍ମମାଟିକୁ ଆସି ମୁଁ ଗର୍ବିତ । ମଧୁବାବୁଙ୍କ ସ୍ୱପ୍ନ ସାକାର କରିବା  ବିଜେପି ଦଳର  ମୂଳ ଲକ୍ଷ୍ୟ ବୋଲି କହିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଅମିତ ଶାହା । ଓଡିଶା ଗସ୍ତ ଅବସରର ଆଜି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଶାହା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ମଧୁବାବୁଙ୍କ ଜନ୍ମମାଟି ସତ୍ୟଭାମାପୁର ଯାଇ ମଧୁବାବୁଙ୍କ

ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିବା ସହ ଜନ୍ମସ୍ଥାନ ବୁଲି ଦେଖିଥିଲେ ।
ଏ ଅବସରରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଶାହା କହିଥିଲେ ଯେ, ଅନ୍ୟାୟ, ଅନୀତି ବିରୋଧରେ ମଧୁବାବୁ ସଂଘର୍ଷ  କରିଥିଲେ । ଉକ୍ରଳପ୍ରଦେଶର ମହିଳାଙ୍କ ବିକାଶ ଓ ଶିକ୍ଷାର ବିକାଶରେ ତାଙ୍କର ଭୂମିକା ମହତ୍ତ୍ୱ ରହିଥିଲା । ମଧୁବାବୁଙ୍କ  ରାସ୍ତାରେ ବିଜେପି ଚାଲିବା ପାଇଁ ପ୍ରୟାସ କରିବ ବୋଲି ଶ୍ରୀ ଶାହା କହିଥିଲେ । ସମୃଦ୍ଧ ଉକ୍ରଳ ପ୍ରଦେଶ ଗଠନ ପାଇଁ ବିଜେପି  ପରିବାର  ସଂକଳ୍ପବଧ ।

Mo sapath

Leave A Reply

Your email address will not be published.