Blank space
Blank space
Breaking News/ମୁଖ୍ୟ ଖବର:
ମାଇକ୍ରୋ ଫାଇନାନ୍ସ ଇଣ୍ଡିଷ୍ଟ୍ରି ନେଟୱାର୍କ (ଏମ.ଏଫ.ଆଇ. ଏନ) ଆନୁକୂଲ୍ୟରେ ମାଇକ୍ରୋଫାଇନାନ୍ସ ସଚେତନତା କାର୍ଯ୍ୟକ୍ରମଯାଜପୁରରେ ବ୍ୟାପୁଛି ଡାଇରିଆ ୨୦୦ରୁ ଉର୍ଦ୍ଧ୍ବ ଆକ୍ରାନ୍ତସମ୍ବଲପୁର ଜିଲ୍ଲାର ଉନ୍ନତି ଉପରେ ପ୍ରାଥମିକତା ଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରପଦ୍ମଶ୍ରୀ ହଳଧର ନାଗ ଙ୍କୁ ଭେଟିଲେ ଖଇରା ମାଟିର ପୁଅଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ ର (ଉତ୍କଳିକା) ୬୭ ତମ ପ୍ରତିଷ୍ଠା ଦିବସ ପାଳିତ*କେନ୍ଦୁଝର ଠାରେ ରଙ୍ଗବତୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା”ର ଟାଇଟଲ ଘୋଷଣା*କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟ
Blank space

ବିଜେପିରେ ସାମିଲ ହେଲେ ସିନେ ଅଭିନେତ୍ରୀ ବିଦୁସ୍ମିତା ମନ୍ତ୍ରୀ ଓ ଅଭିନେତା ଅଖିଳ ପଟ୍ଟନାୟକ…

ମହାକାଳପଡାର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ପଦ୍ମନାଭ ଚୌଧୁରୀ ବିଜେପିରେ ସାମିଲ ହେଲେ...

0

ଭୂବନେଶ୍ୱର ନିରପେକ୍ଷ ଖବର, ତା.୨୮/୦୩: ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଅମିତ
ଶାହାଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ମହାକାଳପଡାର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ପଦ୍ମନାଭ ଚୌଧୁରୀ , ସିନେ
ଅଭିନେତା ଅଖିଳ ପଟ୍ଟନାୟକ ଏବଂ ସିନେ ଅଭିନେତ୍ରୀ ବିଦୁସ୍ମିତା ମନ୍ତ୍ରୀ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି ।
କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରୀୟ ଉପସଭାପତି ଓ ରାଷ୍ଟ୍ରୀୟ ପ୍ରବକ୍ତା ଶ୍ରୀ ବୈଜୟନ୍ତ ପଣ୍ଡା, ବରିଷ୍ଠ ନେତା
ବିଶ୍ୱଭୂଷଣ ହରିଚନ୍ଦନ ସମସ୍ତ ନୂତନ ସଦସ୍ୟଙ୍କୁ ଉତରୀୟ ଏବଂ ଟୋପି ପିନ୍ଧାଇ ସ୍ୱାଗତ କରିଥିଲେ । ଏହି ମିଶ୍ରଣ ଦ୍ୱାରା ଦଳ
ଆହୁରି ମଜବୁତ ହେବ ବୋଲି ରାଜ୍ୟ ଉପସଭାପତି ଶ୍ରୀ ସମୀର ମହାନ୍ତି କହିଛନ୍ତି ।
ଏହି ମିଶ୍ରଣ ପର୍ବରେ ବରିଷ୍ଠ ନେତା ଡା. ଦାମୋଦର ରାଉତ, ବିଜୟ ମହାପାତ୍ର, ରାଷ୍ଟ୍ରୀୟ ସାଧାରଣ ସଂପାଦକ ତଥା  ରାଜ୍ୟ ପ୍ରଭାରୀ ଅରୁଣ ସିଂହ, ରାଜ୍ୟ ସଂପାଦକ ଦିଲ୍ଲୀପ ମଲ୍ଲିକ, ରାଜ୍ୟ ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ରାଜ୍ୟ ମୁଖପାତ୍ର ଗୋଲକ ମହାପାତ୍ର, ସିନେ ଅଭିନେତ୍ରୀ ଅନୁ ଚୌଧୁରୀ ପ୍ରମୁଖ ଉପସ୍ଥିତ ଥିଲେ।

 

Mo sapath

Leave A Reply

Your email address will not be published.