Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ବିଜେପିରେ ସାମିଲ ହେଲେ ସିନେ ଅଭିନେତ୍ରୀ ବିଦୁସ୍ମିତା ମନ୍ତ୍ରୀ ଓ ଅଭିନେତା ଅଖିଳ ପଟ୍ଟନାୟକ…

ମହାକାଳପଡାର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ପଦ୍ମନାଭ ଚୌଧୁରୀ ବିଜେପିରେ ସାମିଲ ହେଲେ...

0

ଭୂବନେଶ୍ୱର ନିରପେକ୍ଷ ଖବର, ତା.୨୮/୦୩: ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଅମିତ
ଶାହାଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ମହାକାଳପଡାର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ପଦ୍ମନାଭ ଚୌଧୁରୀ , ସିନେ
ଅଭିନେତା ଅଖିଳ ପଟ୍ଟନାୟକ ଏବଂ ସିନେ ଅଭିନେତ୍ରୀ ବିଦୁସ୍ମିତା ମନ୍ତ୍ରୀ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି ।
କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରୀୟ ଉପସଭାପତି ଓ ରାଷ୍ଟ୍ରୀୟ ପ୍ରବକ୍ତା ଶ୍ରୀ ବୈଜୟନ୍ତ ପଣ୍ଡା, ବରିଷ୍ଠ ନେତା
ବିଶ୍ୱଭୂଷଣ ହରିଚନ୍ଦନ ସମସ୍ତ ନୂତନ ସଦସ୍ୟଙ୍କୁ ଉତରୀୟ ଏବଂ ଟୋପି ପିନ୍ଧାଇ ସ୍ୱାଗତ କରିଥିଲେ । ଏହି ମିଶ୍ରଣ ଦ୍ୱାରା ଦଳ
ଆହୁରି ମଜବୁତ ହେବ ବୋଲି ରାଜ୍ୟ ଉପସଭାପତି ଶ୍ରୀ ସମୀର ମହାନ୍ତି କହିଛନ୍ତି ।
ଏହି ମିଶ୍ରଣ ପର୍ବରେ ବରିଷ୍ଠ ନେତା ଡା. ଦାମୋଦର ରାଉତ, ବିଜୟ ମହାପାତ୍ର, ରାଷ୍ଟ୍ରୀୟ ସାଧାରଣ ସଂପାଦକ ତଥା  ରାଜ୍ୟ ପ୍ରଭାରୀ ଅରୁଣ ସିଂହ, ରାଜ୍ୟ ସଂପାଦକ ଦିଲ୍ଲୀପ ମଲ୍ଲିକ, ରାଜ୍ୟ ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ରାଜ୍ୟ ମୁଖପାତ୍ର ଗୋଲକ ମହାପାତ୍ର, ସିନେ ଅଭିନେତ୍ରୀ ଅନୁ ଚୌଧୁରୀ ପ୍ରମୁଖ ଉପସ୍ଥିତ ଥିଲେ।

 

Mo sapath

Leave A Reply

Your email address will not be published.