Blank space
Blank space
Breaking News/ମୁଖ୍ୟ ଖବର:
ବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତପଠାଣି ସାମନ୍ତ ଜୟନ୍ତୀ ଉପଲକ୍ଷେ କଳାଭୁମି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତଭୁବନେଶ୍ୱର ରେଳ ଷ୍ଟେସନର ପୁନଃ ବିକାଶ କାର୍ଯ୍ୟ ତଦାରଖ ପାଇଁ ଷ୍ଟେସନ ସାମ୍ନାରେ ଅସ୍ଥାୟୀ କ୍ୟାମ୍ପ ଅଫିସ୍ କାର୍ଯ୍ଯ ଆରମ୍ଭ
Blank space

ଫୋନି ବାତ୍ୟା ସଚେତନ ଓ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହେବେ ବିଜେପି କର୍ଯ୍ୟକର୍ତା…

0

ଭୁବନେଶ୍ୱର:ନିରପେକ୍ଷ ଖବର,୦୨/୦୫: ଓଡିଶାରେ ସମ୍ଭାବ୍ୟ ଫୋନି ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ବିଜେପି କାର୍ଯ୍ୟକର୍ତାମାନେ ଜନସାଧାରଣଙ୍କୁ ସଚେତନ କରାଇବା ସହ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହେବେ । ନିଜ ନିଜ ଅଂଚଳର
କାର୍ଯ୍ୟକର୍ତାମାନେ ସଜାଗ ରହି ଲୋକଙ୍କୁ ସର୍ତକ କରାଇବେ । ସହ ବାତ୍ୟା ପରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟରେ ବିଜେପି କାର୍ଯ୍ୟକର୍ତାମାନେ ବିଭିନ୍ନ ସରକାରୀ ଏବଂ ବେସରକାରୀ ସଙ୍ଗଠନମାନଙ୍କ ସହାୟତାରେ କାର୍ଯ୍ୟ କରିବେ ବୋଲି ରାଜ୍ୟ ବିଜେପି ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ରାଜ୍ୟ ମୁଖପାତ୍ର ଶ୍ରୀ ଗୋଲକ ମହାପାତ୍ର କହିଛନ୍ତି । ରାଜ୍ୟ କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ମହାପାତ୍ର କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାତ୍ୟାକୁ ଦେଖି ଆଗୁଆ ୩୪୦ କୋଟି ୮୭ ଲକ୍ଷ ଟଙ୍କା ସହାୟତା ଯୋଗାଇଛନ୍ତି । କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦିଲ୍ଲୀ ଗସ୍ତ  କରି ଓଡିଶାରେ କିପରି ଅଧିକରୁ ଅଧିକ ସହାୟତା ସୁବିଧା ପହଂଚାଯାଇପାରିବ ସେ ସମ୍ବନ୍ଧରେ ବିଭିନ୍ନ ବିଭାଗର ସଚିବମାନଙ୍କ  ସହ ଆଲୋଚନା କରିଛନ୍ତି । ସ୍ୱତନ୍ତ୍ର ହେଲିକପ୍ଟର ଏବଂ ସ୍ୱତନ୍ତ୍ର ଟ୍ରେନ ଯୋଗାଇବାରେ କେନ୍ଦ୍ରସରକାରଙ୍କ ପ୍ରମୁଖ ଭୂମିକା ରହିଛି । ଓଡିଶା ସରକାର ଫୋନି ପାଇଁ ଯେକୌଣସି ସହାୟତା ଲୋଡିବେ ମୋଦି ସରକାର ଦେବା ପାଇଁ ପ୍ରସ୍ତୁତ ଅଛନ୍ତି  ଏଥି ସହ ବାତ୍ୟା ସମୟରେ ସଜାଗ ଏବଂ ସତର୍କ ରହିବା ପାଇଁ ରାଜ୍ୟର ଜନସାଧାରଣମାନଙ୍କୁ ଶ୍ରୀ ମହାପାତ୍ର ଅନୁରୋଧ କରିଛନ୍ତି

 

 

Mo sapath

Leave A Reply

Your email address will not be published.