Blank space
Blank space
Breaking News/ମୁଖ୍ୟ ଖବର:
ମାଇକ୍ରୋ ଫାଇନାନ୍ସ ଇଣ୍ଡିଷ୍ଟ୍ରି ନେଟୱାର୍କ (ଏମ.ଏଫ.ଆଇ. ଏନ) ଆନୁକୂଲ୍ୟରେ ମାଇକ୍ରୋଫାଇନାନ୍ସ ସଚେତନତା କାର୍ଯ୍ୟକ୍ରମଯାଜପୁରରେ ବ୍ୟାପୁଛି ଡାଇରିଆ ୨୦୦ରୁ ଉର୍ଦ୍ଧ୍ବ ଆକ୍ରାନ୍ତସମ୍ବଲପୁର ଜିଲ୍ଲାର ଉନ୍ନତି ଉପରେ ପ୍ରାଥମିକତା ଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରପଦ୍ମଶ୍ରୀ ହଳଧର ନାଗ ଙ୍କୁ ଭେଟିଲେ ଖଇରା ମାଟିର ପୁଅଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ ର (ଉତ୍କଳିକା) ୬୭ ତମ ପ୍ରତିଷ୍ଠା ଦିବସ ପାଳିତ*କେନ୍ଦୁଝର ଠାରେ ରଙ୍ଗବତୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା”ର ଟାଇଟଲ ଘୋଷଣା*କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟ
Blank space

ବିଜେପୁର ବିଜେପି ପ୍ରାର୍ଥୀ ସନତ ଗଡତିଆଙ୍କ ସହ ରୋଡ ସୋ ରେ ସାମିଲ ହେବେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ….

ରୋଡ ସୋ ମାଧ୍ୟମରେ ଶ୍ରୀ ପ୍ରଧାନ ବିଜେପୁରବାସୀଙ୍କୁ ସନତଙ୍କ ପାଇଁ ମାଗିବେ ଭୋଟ.....

0

ଭୁବନେଶ୍ୱର,ନିରପେକ୍ଷ ଖବର:ତା.୧୦/୧୦: ଆସନ୍ତାକାଲି ବିଜେପୁର ଉପନିର୍ବାଚନ ପ୍ରଚାର ପାଇଁ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ, ଷ୍ଟିଲ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ସକାଳ ୧୧ଟାରେ ବରଗଡ ଜିଲ୍ଲା ଗାଇସିଲଟ ବ୍ଲକ ତଳପାଲିଠାରେ ପହଂଚି ଏକ ସାଧାରଣ ସଭାରେ ଯୋଗଦେବେ ।ପରେ ଶ୍ରୀ ପ୍ରଧାନ ଅପରାହ୍ନ ୧ଟାରେ ବିଜେପୁର ବ୍ଲକ ଲାଉମୁଣ୍ଡାଠାରେ ବିଜେପି ପ୍ରାର୍ଥୀ ସନତ ଗଡତିଆଙ୍କ ସହ ରୋଡ ସୋ ରେ ସାମିଲ ହେବେ । ଶ୍ରୀ ପ୍ରଧାନ ରୋଡ ସୋ ମାଧ୍ୟମରେ ବିଜେପୁରବାସୀଙ୍କୁ ସନତଙ୍କ ପାଇଁ ଭୋଟ ମାଗିବେ । ଏହି ରୋଡ ସୋ ବିଜେପୁର ଏବଂ ବରପାଲି ବ୍ଲକର ପଥରଲା, ସାଇପାଲି, ମହୁଲପାଲି, ମହୁଲପାଲି ଛକ, ମାମା ଛକ, ଖରମୁଣ୍ଡା, ବୈରଖପାଲି ପର୍ଯ୍ୟନ୍ତ ଚାଲିବ ବୋଲି ରାଜ୍ୟ ବିଜେପି ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ରାଜ୍ୟ ମୁଖପାତ୍ର ଶ୍ରୀ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି । ସେହିପରି ଅପରାହ୍ନ ୪ ଟାରେ ବରପାଲି ବ୍ଲକ ଅଗଲପୁରଠାରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଏକ ସାଧାରଣ ସଭାରେ ଯୋଗ ଦେଇ ଜନମାନସଙ୍କୁ ସମ୍ବୋଧିତ କରିବେ ବୋଲି ଶ୍ରୀ ମହାପାତ୍ର ସୂଚନା ଦେଇଛନ୍ତି ।

Mo sapath

Leave A Reply

Your email address will not be published.