Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ନିଆଳିରେ ଫୁଟିଲା ବିରଳ ପୁଷ୍ପ….

0

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୦-୦୬ (ରାଜେଶ କୁମାର ଲେଙ୍କା:ନିଆଳି):
କଟକ ଜିଲ୍ଲାର ନିଆଳି ବ୍ଲକ ଅନ୍ତର୍ଗତ ମଝିଖଣ୍ଡ ଗ୍ରାମରେ କୃଷ୍ନଚନ୍ଦ୍ର ବେହେରାଙ୍କ ବାଡ଼ିରେ ଏକ ବିରଳ ବ୍ରହ୍ମ କମଳ ଫୁଲ ଫୁଟିଛି।ଏହି ବିରଳ ବ୍ରହ୍ମ କମଳ ଫୁଲ ସାଧାରଣରେ କିଛି ସ୍ଥାନରେ ଦେଖିବାକୁ ମିଳିଥାଏ।ଏହି ବିରଳ ଫୁଲ ଫୁଟିଥିବା ନେଇ ଅଞ୍ଚଳରେ ଖବର ବ୍ୟାପିବା ପରେ ବହୁ ସଂଖ୍ୟାରେ ଲୋକ ଏହି ଫୁଲ କୁ ଦେଖିବା ପାଇଁ ଆସୁଛନ୍ତି।କୃଷ୍ଣ ଚନ୍ଦ୍ର ବେହେରା ଏହି ବ୍ରହ୍ମ କମଳ ଫୁଲ ଗଛଟିକୁ ଅତି ଯତ୍ନର ସହିତ ଦେଖା ରଖା କରୁଥିବା ବେଳେ ଏବେ ଏହି ବିରଳ ଫୁଲ ଏକା ଥରକେ ୨ ରୁ ୩ ଟି ଫୁଟିଥିବା ରୁ ଖୁବ୍ ଆନନ୍ଦ ପ୍ରକାଶ କରିଛନ୍ତି।

Advertisement
Mo sapath

Leave A Reply

Your email address will not be published.