Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ବିଜେପି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ଲଘୁ ଖଣିିଜ ଦ୍ରବ୍ୟ ଚୋରା ଚାଲାଣକୁ ବିରୋଧ କରି ବିଧାୟକ ସାଂସଦଙ୍କ ଧାରଣା

0

ବାରିପଦା(ନିରପେକ୍ଷ ଖବର) ତା-୦୬/୦୮– ବାଲି ଓ ମୋରୋମ ମାଫିଆ ମାନେ ଏବେ ଶାସକ ଦଳ ନେତା ମନ୍ତ୍ରୀ ପ୍ରସାଶନିକ ଅଧିକାରୀଙ୍କୁ ହାତେଇ କୋଟି କୋଟି ଟଙ୍କାର ଲଘୁ ଖଣିିଜ ଦ୍ରବ୍ୟ ଚୋରା ଚାଲାଣ କରି ମୁନାଫା କମାଉଛନ୍ତି।ସାରା ଜିଲ୍ଲାରେ ଏହିଭଳି ଚାଲିଥିବା ବେଆଇନ କାର୍ଯ୍ୟକୁ ବିରୋଧ କରି ଆଜି ମୟୂରଭଞ୍ଜ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଜିଲ୍ଲା ବିଜେପି ପକ୍ଷରୁ ଧାରଣାରେ ବସିଛନ୍ତି।ଏଥିରେ ଜିଲ୍ଲା ସଭାପତି (ପୂର୍ବ) କାନ୍ଦ୍ରା ସୋରେନ, ରାଇରଙ୍ଗପୁର ବିଧାୟକ ନବ ଚରଣ ମାଝି, ସାଂସଦ ଇଂ ବିଶେଶ୍ୱର ଟୁଡୁ, ଉଦଳା ବିଧାୟକ ଭାସ୍କର ମଢେଇ, ବଡସାହି ବିଧାୟକ ସନାତନ ବିଜୁଳି, ସାରସକଣା ବିଧାୟକ ଡାଃ ବୁଢାନ ମୁର୍ମୁ ପ୍ରମୂଖ ବହୁ ବିଜେପି ନିର୍ବାଚିତ ପ୍ରତିନିଧି ଏବଂ ଦଳୀୟ କର୍ମକର୍ତା ମାନେ ଯୋଗ ଦେଇଛନ୍ତି। ମୋରୋମ ଗାଡିରୁ ବେଆଇନ ଭାବରେ ଅର୍ଥ ଦାବୀ କରିବା ଅଭିଯୋଗରେ ନିଲମ୍ବିତ ହୋଇଥିବା ପୂର୍ବତନ ବେତନଟି ତହସିଲଦାର ଅନୀଷା ଦାସଙ୍କୁ ତୁରନ୍ତ ଗିରଫ କରାଯିବା ସହିତ ଜିଲ୍ଲାର ସମସ୍ତ ଚୋରା ଖଣିିଖାଦାନ ଉପରେ ବିଧିବଦ୍ଧ ତଦନ୍ତ କରାଯାଇ ବନ୍ଦ କରାଯିବା ଆଦି ଦାବୀରେ ବିଜେପି ବିଧାୟକ ସାଂସଦ ଓ ନେତା ମାନେ ଧାରଣାରେ ବସିିଥିବାର ଜଣାଯାଇଛି ।

Mo sapath

Leave A Reply

Your email address will not be published.