Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନରେ ଭିଏସସନଗରରେ ନୀରବ ପ୍ରାର୍ଥନା ଓ ଶପଥ ପାଠ କାର୍ଯ୍ୟକ୍ରମ

0

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୬/୦୮ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ମହାମାରୀ କରୋନା ସମୟରେ ଜୀବନକୁ ବଳିଦାନ ଦେଇଥିବା କରୋନାଯୋଦ୍ଧା ମାନଙ୍କ ସମ୍ମାନାର୍ଥେ #ଜୟ_ଜଗନ୍ନାଥ_ଚାରିଟେବୁଲ_ଟ୍ରଷ୍ଟ ଭିଏସସନଗର ତରଫରୁ ଏକ ମିନିଟ୍ ନିରବ ପ୍ରାର୍ଥନା କରାଯିବା ସହିତ କରୋନା ଯୋଦ୍ଧା ମାନଙ୍କୁ ଉତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଲିଖିତ ଶପଥ ପାଠ କାର୍ଯ୍ୟକ୍ରମରେ ସ୍ଥାନୀୟ ଅଞ୍ଚଳର ଯୁବକ, ଛାତ୍ର ଓ ବରିଷ୍ଠ ନାଗରକମାନେ ଯୋଗଦେଇଥିଲେ ବୋଲି ଟ୍ରଷ୍ଟ ର ପ୍ରତିଷ୍ଠାତା ଡଃ ପ୍ରକାଶ ତ୍ରିପାଠୀ ଜଣାଇଛନ୍ତି।

Mo sapath

Leave A Reply

Your email address will not be published.