Blank space
Blank space
Breaking News/ମୁଖ୍ୟ ଖବର:
ମାଇକ୍ରୋ ଫାଇନାନ୍ସ ଇଣ୍ଡିଷ୍ଟ୍ରି ନେଟୱାର୍କ (ଏମ.ଏଫ.ଆଇ. ଏନ) ଆନୁକୂଲ୍ୟରେ ମାଇକ୍ରୋଫାଇନାନ୍ସ ସଚେତନତା କାର୍ଯ୍ୟକ୍ରମଯାଜପୁରରେ ବ୍ୟାପୁଛି ଡାଇରିଆ ୨୦୦ରୁ ଉର୍ଦ୍ଧ୍ବ ଆକ୍ରାନ୍ତସମ୍ବଲପୁର ଜିଲ୍ଲାର ଉନ୍ନତି ଉପରେ ପ୍ରାଥମିକତା ଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରପଦ୍ମଶ୍ରୀ ହଳଧର ନାଗ ଙ୍କୁ ଭେଟିଲେ ଖଇରା ମାଟିର ପୁଅଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ ର (ଉତ୍କଳିକା) ୬୭ ତମ ପ୍ରତିଷ୍ଠା ଦିବସ ପାଳିତ*କେନ୍ଦୁଝର ଠାରେ ରଙ୍ଗବତୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା”ର ଟାଇଟଲ ଘୋଷଣା*କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟ
Blank space

୭୪ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ

0

ବାରିପଦା(ନିରପେକ୍ଷ ଖବର)ତା-୧୫/ଅଗଷ୍ଟ/୨୦୨୦- ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି।ମୟୁରଭଞ୍ଜ ଜିଲ୍ଲାର ସଦର ମହକୁମା ବାରିପଦା ଠାରେ ପାଳିତ ହୋଇଥିବା ଏହି ସ୍ୱାଧୀନ ଭାରତର ୭୪ତମ ସ୍ୱାଧୀନତା ଦିବସରେ ପର୍ଯ୍ୟଟନ,ସାହିତ୍ୟ ଓ ସଂସ୍କୃତି ବିଭାଗର ମାନ୍ୟବର ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ରିଜର୍ଭ ପୁଲିସ ପେରେଡ଼ ପଡିଆ ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୟୁରଭଞ୍ଜ ଜିଲ୍ଲାପାଳ ବିନୀତ ଭରଦ୍ୱାଜ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ପରମାର ସ୍ମିଥ ପୁରୁଷୋତ୍ତମ ଦାସ ମଧ୍ୟ ଅତିଥିଭାବେ ଉପସ୍ଥିତ ରହିଥିଲେ।କରୋନା ନିମନ୍ତେ କୋଭିଡ଼ ନିୟମ ଅନୁପାଳନ ପୂର୍ବକ ଆଜିର ସ୍ୱାଧୀନତା ଦିବସ ପାଳିତ ହୋଇଥିଲା। କେବେଳ ପୋଲିସ ବାହିନୀ ଦ୍ୱାରା ମୁହଁରେ ଫେସ ମାସ୍କ ଓ ସାମାଜିକ ଦୂରତ୍ୱ ରଖି ଆଜିର ସ୍ୱାଧୀନତା ଦିବସ ପାଳିତ ହୋଇଥିଲା। ଏହି ଅଵସରରେ ମୁଖ୍ୟ ଅତିଥୀଙ୍କ ଦ୍ୱାରା ଆନୁଷ୍ଠାନିକ ଭାବେ ଜାତୀୟ ପତାକା ଉତ୍ତୋଳନ କରାଯାଇ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରିଥିଲେ। ରାଜ୍ୟରେ କରୋନାର ସ୍ଥିତି ସମ୍ପର୍କରେ ଓ କୋଭିଡ ଯୋଧ୍ୟା ମାନଙ୍କ ବଳିଦାନକୁ ମନେ ପକାଇଛନ୍ତି। ପବିତ୍ର ଦିବସରେ ପ୍ୟାରେଡ଼ରେ କରୋନା ବିରୁଦ୍ଧରେ ଲଢେଇ ଜାରି ରଖିଥିବା କୋଭିଡ ଯୋଧ୍ୟା ମାନଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ମୁଖ୍ୟ ଅତିଥି ପୁରସ୍କୃତ କରିଥିଲେ।ପୁଲିସ ଓ ଜିଲ୍ଲା ପ୍ରଶାସନର ଉଚ୍ଚପଦସ୍ଥ ଅଧିକାରୀମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

Mo sapath

Leave A Reply

Your email address will not be published.