Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ଭିଏସ୍‍ଏସ୍‍ ନଗର ଗଡ଼େଶ୍ୱର ହାଟ୍‍ ବଣିକ ସଂଘ ପକ୍ଷରୁ ୭୪ତମ ସ୍ୱାଧୀନତା ଦିବସ ପାଳିତ

0

ଭୁବନେଶ୍ବର ,ନିରପେକ୍ଷ ଖବର:ଭିିଏସ୍‍ଏସ୍‍ ନଗର ଗଡ଼େଶ୍ୱର ହାଟ ବଣିକ ସଂଘ ପକ୍ଷରୁ ୭୪ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। କୋଭିଡ୍‍ ନିୟମାନୁସାରେ ସାମାଜିକ ଦୂରତା ଅବଲମ୍ବନ କରି ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା। ଭିଏସ୍‍ଏସ୍‍ ନଗର ଫାଣ୍ଡି ଭାରପ୍ରାପ୍ତ ଅଧିକାରୀ ଚିତ୍ତରଞ୍ଜନ ରାଉତ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ ସହ ଦେଶ ମାତୃକା ପାଇଁ ବଳିଦାନ ଦେଇଥିବା ଅମର ସହିଦଙ୍କ ଅବଦାନ ଉପରେ ଆଲୋକପାତ କରିଥିଲେ। କାର୍ଯ୍ୟକ୍ରମରେ ପାଇକ ମହାସଂଘର ରାଜ୍ୟ ସଭାପତି ଅଶୋକ କୁମାର ପାଲଟାସିଂ ଓ ଗଡେଶ୍ୱର ହାଟ ବଣିକ ସଂଘ ସଭାପତି ଲକ୍ଷ୍ମଣ ସାହୁ ଉଦ୍‍ବୋଧନ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଦୀପକ କୁମାର ବାରିକ, ଉତ୍ତମ କୁମାର ମହାନ୍ତି, ପପୁ ସାହୁ, ସମରଞ୍ଜନ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ଭିଏସ୍‍ଏସ୍‍ ନଗର ଫାଣ୍ଡି ଅଧିକାରୀ ଚିତ୍ତରଞ୍ଜନ ରାଉତ, ବିଏମ୍‍ସି-ଜାଗୃତି ପ୍ରକଳ୍ପ ସଂଯୋଜକ ପ୍ରବେଶ କୁମାର ସାହୁ, ‘ସମାଜ’ ପ୍ରତିନିଧି ରମାକାନ୍ତ ମହାନନ୍ଦ, ଯୁବ ସାମ୍ବାଦିକ ରାଜୀବନୟନ ରଥଙ୍କୁ କରୋନା ଯୋଦ୍ଧା ଭାବେ ସମ୍ମାନୀତ କରାଯାଇଥିଲା। ଗଡ଼େଶ୍ୱର ହାଟ ବଣିକ ସଂଘ ସମ୍ପାଦକ ମନୋରଞ୍ଜନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।

Mo sapath

Leave A Reply

Your email address will not be published.