Blank space
Blank space
Breaking News/ମୁଖ୍ୟ ଖବର:
ୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” LaunchedIIMT Conducts international conference on Disruptive Human Resource Managementଛାତ୍ରଛାତ୍ରୀଙ୍କୁ ସହଯୋଗର ହାତ ବଢ଼ାଇଲେ ନିର୍ବାଣ ଫାଉଣ୍ଡେସନ ଟ୍ରଷ୍ଟ ଓ ଓମ୍ କ୍ରିଏସନ୍ଆଦିବାସୀ ମହାସଂଘ ପକ୍ଷରୁ ୯ଦଫା ସମ୍ବଳିତ ଦାବିପତ୍ର ରାଜ୍ୟପାଳଙ୍କୁ ପ୍ରଦାନSeminar at U.N Autonomous college Adaspur in collaboration with IIMT.
Blank space
Browsing Category

ବ୍ୟବସାୟ

ସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମ

ଭୁବନେଶ୍ଵର, ନିରପେକ୍ଷ ଖବର: ତା ୨୧/୦୨ ଭବିଷ୍ୟତରେ ସ୍ମାର୍ଟ ଲିଭିଂକୁ ଅଗ୍ରଣୀ କରିବା ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ, ଆମ୍ପିଓ ପୋଲାଣ୍ଡ ସହ ମିଳିତ ହୋଇଛି। ଘରୋଇ ଅଟୋମେସନ୍ ଓ ସ୍କାର୍ଟ ଲିଭିଂର ମାନ ବୃଦ୍ଧି କରିବା ପାଇଁ ଏହା ଏକ ଗୁରୁତ୍ଵପୂର୍ଣ୍ଣ ପଦକ୍ଷେପ। ପୂର୍ବରୁ ଆର୍କିଟେକ୍ଟର…
Read More...

ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି

ଭୁବନେଶ୍ଵର, ନିରପେକ୍ଷ ଖବର: ତା ୧୫/୦୨ ଏସିଆନ୍ ଆଫ୍ରିକାନ୍ ଚାମ୍ବର ମ୍ବର ଅଫ୍ କମର୍ସ ଆଣ୍ଡ୍ ଇଣ୍ଡଷ୍ଟ୍ରି (ଏଏସିସିଆଇ) ଓଡିଶା ଚାପ୍ଟରର ଆନ୍ତର୍ଜାତୀୟ ଭାବେ ଯୋଗ ଦେଇ ଏହାର ବ୍ୟବସା ସମ୍ମିଳନୀ ଏବଂ ଏକ୍ସପେ ଏକ୍ସପୋ ଭୁବନେଶ୍ୱରସ୍ଥିତ ମେ ଫେୟାର ଲାଗୁନ୍ ବାଟିକା ଠାରେ ଅନୁଷ୍ଠିତ ହୋଇଯାଇଅଛି…
Read More...

ଖୋଲିଲା ଆଭୂଷଣ ଜ୍ବେଲର୍ସ

ଭୁବନେଶ୍ୱର, ନିରପେକ୍ଷ ଖବର: ତା ୨୭/୦୧ ସ୍ଥିତ ସତ୍ୟ ନଗର ଫୋରମ୍ ମାର୍ଟ ଠାରେ ଆଭୂଷଣ ଫ୍ୟାସନ୍ ଜ୍ୱେଲର୍ସ କୁ ଅଭିନେତ୍ରୀ ଦିବ୍ୟାଦିଶା ମହାନ୍ତି, ଶିବାନୀ ସଙ୍ଗୀତା ଓ ଅଭିନେତା ସୁଜିତ୍ ପାଇକରାୟ ରିବନ୍ କାଟି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଏହି ଅବସରରେ ଓଲିଉଡ ଇଣ୍ଡଷ୍ଟ୍ରିର…
Read More...

ୟୁନେସ୍କୋ ଏବଂ ଆଇ.ଆଇ.ଏମ୍.ଟି. ମିଳିତ ସହଯୋଗରେ ଆଲୋଚନା ଚକ୍ର

ଭୁବନେଶ୍ବର : ନିରପେକ୍ଷ ଖବର: ୟୁନେସ୍କୋ ଏବଂ ଆଇ.ଆଇ.ଏମ୍.ଟି ଭୁବନେଶ୍ବର ମିଳିତ ସହଯୋଗରେ ଜୁମ୍ ମାଧ୍ୟମରେ ମାନବିକ ଅଧିକାର ଏବଂ ଆର୍ଥିକ ବ୍ୟବସ୍ଥା ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା। ଏହି ଆଲୋଚନା ଚକ୍ରକୁ ଉଦ୍‌ଘାଟନ କରି ୟୁନେସ୍କୋ ଲେକଚର ସିରିଜ୍ ଚେୟାରର ପ୍ରଫେସର…
Read More...

ବିଜନେସ କ୍ଲବ ଅଫ୍ ଏଣ୍ଟରପ୍ରେନରସ (ବିସିଇ)ଉତ୍କଳ କ୍ଲବ୍ ର ଉଦ୍ଘାଟନୀ…

ଭୁବନେଶ୍ଵର, ନିରପେକ୍ଷ ଖବର:ତା ୨୮/୦୬ ବିଜନେସ କ୍ଲବ୍ ଅଫ୍ ଏଣ୍ଟରପ୍ରେନରସ (ବିସିଇ) ଭାରତର ପ୍ରଥମ ବିଜନେସ କ୍ଲବ୍ ଏବଂ ଏହା ଲକ୍ଷ୍ୟ ରଖିଛି ଯେ ଭାରତରେ ତଥା ଓଡିଶାରେ ୨ ଲକ୍ଷରୁ ଅଧିକ ଉଦ୍ୟୋଗୀଙ୍କ ଆବଶ୍ୟକତା ପୂରଣ କରିବ | ବିସିଇ ଉଦ୍ୟୋଗୀମାନଙ୍କ ପାଇଁ ଏକ ଉତ୍ତରକାରୀ ପ୍ଲାଟଫର୍ମ ଏବଂ ଏହା…
Read More...

ରାଜ୍ୟ ମିଶନ ଶକ୍ତି ଏସ୍ଏଚ୍‌ଜି କାହାର ଅଧ୍ଵସ୍ତ ନୁହଁନ୍ତି କି ଦୟାର ପାତ୍ର ନୁହଁନ୍ତି

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୨୯/୦୫ : ବୁଦ୍ଧ ମନ୍ଦିର ପରିସରରେ ଷ୍ଟେଟ ପ୍ରୋଗ୍ରେସିଭ ୱିମେନ୍ସ ଫୋରମର ସାଧାରଣ ସଭା ଓ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଯାଇଛି । ଏଥିରେ ଉପସ୍ଥିତ ଜିଲ୍ଲା ସଦସ୍ୟା, ଜିଲ୍ଲାର ସ୍ଵଂୟ ସହାୟକ ଗୋଷ୍ଠୀର ସଭାପତି, ସମ୍ପାଦିକାମାନେ ଉଦ୍‌ବେଗ ଜନକ ଭାଷଣ…
Read More...

ୱଣ୍ଡର ୱାର୍ଲ୍ଡରେ ପାଳିତ ହେବ ହୋଲିୟାଁ…..

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୨୪/୦୨ ଚଳିତ ବର୍ଷ ଓଡିଶାର ପୁରୀ ମାଳତିପାଟପୁର ସ୍ଥିତ ସର୍ବବୃହତ ୱାଟର ପାର୍କ ୱଣ୍ଡର ୱାର୍ଲ୍ଡ ହୋଲି ଉତ୍ସବକୁ ସ୍ୱତନ୍ତ୍ର ଭାବରେ ପାଳିବାକୁ ଯାଉଛି । ଏ ନେଇ ଶୁକ୍ରବାର ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ପ୍ରଦ୍ୟୁମ୍ନ ମିଶ୍ର । ହୋଲି ପର୍ବ…
Read More...

ପାହାଳରେ ଉତ୍କଳ ବିଲ୍ଡର୍ସର ଉତ୍କଳ ଲେଭେଲ୍ସ ଉନ୍ମୋଚିତ

* ରହିବ ୨୧ ମହଲା ବିଶିଷ୍ଟ ୩ ଟାୱାର * ଲକ୍‌ଜ୍ୟୁରୀ ଲାଇଫ୍‌ଷ୍ଟାଇଲର ନୂଆ ପରିଚୟ ହେବ * ୫ ତାରକା ହୋଟେଲ ଭଳି ରହିବ ସୁବିଧା ଭୁବନେଶ୍ୱର,ନିରପେକ୍ଷ ଖବର : ତା ୧୨/୦୨ ଓଡ଼ିଶାର ଅଗ୍ରଣୀ ବିଳାସପୂର୍ଣ୍ଣ ରିୟଲ ଇଷ୍ଟେଟ୍ ବ୍ରାଣ୍ଡ ଉତ୍କଳ ବିଲ୍ଡର୍ସ ଗ୍ରୁପ ପକ୍ଷରୁ ନୂଆ ପ୍ରକଳ୍ପ ‘ଉତ୍କଳ…
Read More...

ରଘୁନାଥପୁରରେ ଏଚଡିଏଫସି ବ୍ୟାଙ୍କର ନୂଆ ଶାଖା

ଭୁବନେଶ୍ବର,ନିରପେକ୍ଷ ଖବର:ତା ୧୧/୦୨ ନନ୍ଦନକାନନ ସ୍ଥିତ ରଘୁନାଥପୁରରେ ଏଚଡିଏଫସି ବ୍ୟାଙ୍କର ନୂତନ ଶାଖା ଆରମ୍ଭ ହୋଇଛି। ମୁଖ୍ୟ ଅତିଥି ଭାବେ ସାଂସଦ ତଥା କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଯୋଗଦେଇ ଏହି ଶାଖାକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଏଚଡିଏଫସି ହେଉଛି ସବୁଠୁ…
Read More...

ଫ୍ୟାଶନ୍ ଓ ଲାଇଫ୍ ଷ୍ଟାଇଲ୍ ମେଳାର ତୃତୀୟ ଦିବସ

 ଯୋଗଦେଲେ ବଲିଉଡ଼ ଅଭିନେତ୍ରୀ ଦିଆ ମିର୍ଜା  ଷ୍ଟେଜରେ ଜଲୱା ଦେଖାଇଲେ ଆଦିବାସୀ ମଡ଼େଲର ଭୁବନେଶ୍ୱର,ନିରପେକ୍ଷ ଖବର:ତା ୧୧/୦୧ ଇଣ୍ଡିଆନ ଚାମ୍ବର ଅଫ୍ କମର୍ସ ଏବଂ ମହିଳା ଉଦ୍ୟୋଗୀ ପରିଷଦର ମିଳିତ ସହଯୋଗରେ ପଟିଆ ପାଲଟ୍ରୋନିକ୍ସ ଗ୍ରାଉଣ୍ଡ ଠାରେ ଚାଲିଛି ଫ୍ୟାଶନ ଓ ଲାଇଫ୍ ଷ୍ଟାଇଲ ମେଳା…
Read More...

ବଲିଉଡ୍ ତାରକା ସଲ୍‌ମାନ ଖାନ୍‌ଙ୍କ ଷ୍ଟାଇଲିଷ୍ଟ୍ ତଥା ଚର୍ଚ୍ଚିତ ଫେସନ୍ ଡିଜାଇନର ଆସ୍‌ଲେ ରେବେଲୋଙ୍କ…

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୨୨/୧୧ ଚର୍ଚ୍ଚିତ ଫେସନ୍ ଡିଜାଇନ୍ ଏବଂ ବଲିଉଡ୍ ତାରକା ସଲମାନ ଖାନ୍‌ଙ୍କ ଷ୍ଟାଇଲିଷ୍ଟ୍ ଆସ୍‌ଲେ ରେବେଲୋ ଆଇ.ଏନ୍‌.ଆଇ.ଏଫ୍‌.ଡି ଭୁବନେଶ୍ୱର ପରିଦର୍ଶନ କରି ଏକ ସ୍ୱତନ୍ତ୍ର ଡିଜାଇନ୍ କର୍ମଶାଳାରେ ଅଂଶଗ୍ରହଣ କରିବା ସହ ଆଇଏନ୍‌ଆଇଏଫ୍‌ଡିର ଡିଜାଇନ…
Read More...

ଆଇସିଏଲ ଫିନକର୍ପ ପକ୍ଷରୁ ଓଡ଼ିଶାରେ ୧୩ଟି ତୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୧୨/୧୧ ଭାରତରେ ସବୁଠାରୁ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ଏନବିଏଫସି, ଆଇସିଏଲ ଫିନକର୍ପ ବର୍ତମାନ ଓଡ଼ିଶାରେ ୧୩ଟି ନୂତନ ଶାଖାର ଶୁଭାରମ୍ଭ କରିଛି । ଏହା ସହିତ ରାଜ୍ୟରେ ଏହାର ମୋଟ ଶାଖା ସଂଖ୍ୟା ୩୫ରେ ପହଂଚିଛି । ଗତ ଅଗଷ୍ଟରେ ଆଇସିଏଲ ଫିନକର୍ପ ଓଡ଼ିଶାରେ ଏହାର…
Read More...

ପର୍ଯ୍ୟଟନ ମନ୍ତ୍ରୀଙ୍କ ଦ୍ୱାରା ଓଡ଼ିଶା ଟ୍ରାଭେଲ୍ ବଜାର ୨୦୨୨ ପ୍ରଦର୍ଶନୀ ଉଦ୍‌ଘାଟିତ

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୨୯/୧୦ ଓଡ଼ିଶାର ମାନ୍ୟବର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି, ଅବକାରୀ ଏବଂ ପର୍ଯ୍ୟଟନ ମନ୍ତ୍ରୀ, ଶ୍ରୀଯୁକ୍ତ ଅଶ୍ୱିନୀ କୁମାର ପାତ୍ର ଆଜି ଓଡ଼ିଶା ଟ୍ରାଭେଲ ବଜାର ୨୦୨୨ର ପ୍ରଦର୍ଶନୀକୁ ହୋଟେଲ ସ୍ୱସ୍ତି ପ୍ରିମିୟମଠାରେ ଶୁଭ ଉଦଘାଟନ କରିଛନ୍ତି । ଏହି ଅବସରରେ ସେ…
Read More...

ଅକ୍ଟୋବର ୨୮ରୁ ୩-ଦିନିଆ ଓଡ଼ିଶା ଟ୍ରାଭେଲ୍ ବଜାର ୨୦୨୨

ଭୁବନେଶ୍ୱର,ନିରପେକ୍ଷ ଖବର : ଡୋମେଷ୍ଟିକ୍ ଓ ବିଦେଶୀ ଟୁର ଅପରେଟରମାନଙ୍କ ମଧ୍ୟରେ ଓଡ଼ିଶାର ପ୍ରସାର କରିବା ଲାଗି ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ଏବଂ ଶିଳ୍ପ ସଂଘ ଫିକିର ମିଳିତ ସହଯୋଗରେ ଅକ୍ଟୋବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ଓଡ଼ିଶା…
Read More...

ଭୁବନେଶ୍ୱରରେ ଖୋଲିଲା ଉତ୍କଳମ୍ରିତା’ ଷ୍ଟୋର….

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୨୩/୧୦ ଆଜି ଭୁବନେଶ୍ୱର ସ୍ଥିତ ଶହୀଦ୍ ନଗର ପ୍ଲଟ ନମ୍ବର-୬୫୦ ଠାରେ ସାବତ ଏକ୍ସପୋର୍ଟସ୍ ପ୍ରାଇଭେଟ ଲିମିଟେଡ୍' ଯାହା ଏକ ଅଗ୍ରଣୀ ହସ୍ତତନ୍ତ ସଂସ୍ଥା ଭାବେ ପରିଚିତ, ୨୦୧୫ ମସିହାରେ ଡକ୍ଟର ଅନୀତା ସାବତ ଏବଂ ଅମ୍ରିତା ସାବତଙ୍କର ପ୍ରଚେଷ୍ଟାରେ ନିଜର ସପ୍ତମ…
Read More...

୨୫ତମ କଳିଙ୍ଗ ପୁସ୍ତକ ମେଳା-୨୦୨୨

♦ ୨୫ତମ ବର୍ଷ ପୂର୍ତ୍ତି ଅବସରରେ ରୌପ୍ୟ ଜୟନ୍ତୀ ସମାଗୋହ ପାଳନ ହେବ... * ଆସନ୍ତା ଅକ୍ଟୋବର ୨୮ ତାରିଖ ରୁ ନଭେମ୍ବର ୬ ତାରିଖ ୨୦୨୨ ପର୍ଯ୍ୟନ୍ତ ଚାଲିବ • ଓଡ଼ିଆ ସାହିତ୍ୟର ୧୧ ଗୋଟି ବିଭାଗରେ ଦିଆଯିବ 'ୟୁର୍ମେନ୍ଦ୍ର ମିଶ୍ର ସ୍ମୃତି ସ୍ମାରକୀ ସମ୍ମାନ' ♦ ମହିଳା ମାନଙ୍କ ଦ୍ବାରା…
Read More...