[pj-news-ticker]
Browsing Category

ସାମାଜିକ

ରାଜ୍ୟସଭାରେ ପ୍ରଥମ ଥର ପାଇଁ ଶୁଭିଲା ସାନ୍ତାଳୀ ଭାଷାର ସ୍ୱର

ପଣ୍ଡିତ ରଘୁନାଥ ମୁର୍ମୁଙ୍କୁ ଭାରତରତ୍ନ ଦେବାକୁ ଦାବି କଲେସାଂସଦ ସରୋଜିନୀ... ବାରିପଦା(ନିରପେକ୍ଷ ଖବର)ତା୭/୧୨/୨୦୧୯: ରାଜ୍ୟସଭାରେ ପ୍ରଥମ ଥର ପାଇଁ ଶୁଭିଲା ସାନ୍ତାଳୀ ଭାଷାର ସ୍ୱର। ସାନ୍ତାଳୀ ଭାଷାର ସ୍ରଷ୍ଟା ପଣ୍ଡିତ ରଘୁନାଥ ମୁର୍ମୁଙ୍କୁ ଭାରତରତ୍ନ ଦେବାକୁ ଦାବି କେଲେ…
Read More...

ମୟୁରଭଞ୍ଜିଆଙ୍କ ଦୁଃଖ କେବେ ସରିବ ?

*ଭଗବାନଙ୍କ ଭରଷାରେ ପିଆରଏମ୍ ମେଡିକାଲର ରୋଗୀ *  ହସ୍ପିଟାଲ କ୍ୟାଣ୍ଟିନର ମହିଳା କର୍ମଚାରୀଙ୍କ ହାତରେ ବନ୍ଧା ପଡିଛି ରୋଗୀଙ୍କ ଜୀବନ ବାରିପଦା(ନିରପେକ୍ଷ ଖବର) ୦୬/୧୨/୧୯/ଡ଼ିସେମ୍ବର/୨୦୧୯-ପିଆରଏମ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ ହେବା ପରେ ମୟୁରଭଞ୍ଜ ଜିଲ୍ଲାରେ ଖୁସିର ଲହରୀ ଖେଳି…
Read More...

ଗୁରୁ ଶବ୍ଦର କଳଙ୍କ……

ବାରିପଦା(ନିରପେକ୍ଷ ଖବର)ତା-୩/ଡ଼ିସେମ୍ବର/୨୦୧୯-ଗୁରୁ ନାମକ ଶବ୍ଦରେ ପୁଣି ଲାଗିଲା କଳଙ୍କ।ସାରଙ୍କ ପାଖକୁ ଟିଉସନ ପଢିବାକୁ ଆସି ଅସଦାଚରଣ ଶିକାର ହୋଇଥିବା ଅଭିଯୋଗ ଆଣିଛନ୍ତି ଛାତ୍ରୀ। ଏଭଳି ଏକ ସଙ୍ଗୀନ ଘଟଣା ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ଅଞ୍ଚଳରେ ସାମ୍ନାକୁ ଆସିଛି। ନାବାଳିକା…
Read More...

ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷଙ୍କ ମୟୁରଭଞ୍ଜ ଗସ୍ତ।

ବାରିପଦା(ନିରପେକ୍ଷ ଖବର)ତା-୦୩/ଡ଼ିସେମ୍ବର/୨୦୧୯-ରାଇରଙ୍ଗପୁର ମହାବିଦ୍ୟାଳୟର ଛାତ୍ରୀନିବାସ ଘଟିଥିବା ଅଧ୍ୟାପିକା ଆତ୍ମହତ୍ୟା ଘଟଣା।ଏହା ପ୍ରକୃତରେ ଆତ୍ମହତ୍ୟା କିମ୍ବା ଷଡଯନ୍ତ୍ର ଜନିତ ହତ୍ୟା ତାହାର ଗୁମର ଏବେ ଯାଏ ଖୋଲି ନଥିବା ବେଳେ ଆଜି ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷ ଡ. ମିନତୀ…
Read More...

ଡ଼ିଏମୟୁ ଟ୍ରେନ ରେ ଲାଗିଲା ନିଆଁ…..

ବାରିପଦା(ନିରପେକ୍ଷ ଖବର)-ତା-୩/ଡ଼ିସେମ୍ବର/୨୦୧୯-ବାଙ୍ଗିରିପୋଷିରୁ ବାଲେଶ୍ୱର ଅଭିମୁଖେ ଯିବାକୁ ଥିବା ଡ଼ିଏମୟୁ ଟ୍ରେନରେ ଅଗ୍ନିକାଣ୍ଡ ଘଟିଛି। ଫଳରେ ଅପରାହ୍ନ ୧:୧୦ ରେ ଛାଡିବା ପରିବର୍ତ୍ତେ ବାଙ୍ଗିରିପୋଷିରେ ଅଟକି ରହିଛି। ଡ଼ିଏମୟୁ ଟ୍ରେନ ରେ ଯିବାକୁ ଥିବା ଯାତ୍ରୀମାନେ ଘଣ୍ଟା…
Read More...

ରାଇରଙ୍ଗପୁର କଲେଜ ଅଧ୍ୟାପିକାଙ୍କ ଆତ୍ମହତ୍ୟା ଘଟଣା ପରେ ଝାରପୋଖରିଆ ଆଇଆଇସିଙ୍କୁ ନିଲମ୍ବିତ କଲେ ପୋଲିସ ଡିଜି…

ବାରିପଦା(ନିରପେକ୍ଷ ଖବର)ତା-୦୨/୧୧-ଛାତ୍ରୀ ନିବାସ ରୁ ଅଧ୍ୟାପିକାଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର ଘଟଣାରେ ଗତକାଲି ତଦନ୍ତକାରୀ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଥିବା ବେଳେ ଆଜି ଝାରପୋଖରିଆ ଆଇ ଆଇ ସିଙ୍କୁ ନିଲମ୍ବିତ କରିଛନ୍ତି ଡିଜିପି। ଗତ ଅକ୍ଟୋବର ୩୦ ତାରିଖରେ ଅଧ୍ୟାପିକା ଜଣଙ୍କ…
Read More...

ମୟୂରଭଞ୍ଜ ପ୍ରେସକ୍ଲବର ପୁର୍ନଗଠନ ଓ ନୂତନ କର୍ମକର୍ତ୍ତା ଚୟନ।

ବାରିପଦା (ନିରପେକ୍ଷ ଖବର) ତା ୨୯/୧୧/୨୦୧୯- ଆଜି ମୟୂରଭଞ୍ଜ ପ୍ରେସକ୍ଲବର ଏକ ବୈଠକ ବାରିପଦା ଷ୍ଟାଡିୟମ ସଭାଗୃହରେ କ୍ଲବର ସମ୍ପାଦକ ସତ୍ୟଜିତ ସୋମଙ୍କ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଭିନ୍ନ ଛପା ଓ ବୈଦ୍ୟୁତିକ ଗଣ ମାଧ୍ୟମର ଜିଲ୍ଲା ପ୍ରତିନିଧି ମାନେ ଯୋଗଦେଇ ପୂର୍ବରୁ ଗଠିତ ହୋଇ…
Read More...

ପିଆରଏମ୍ ହସ୍ପିଟାଲରେ ପୁଣି ଚିକିତ୍ସା ଅଭାବରୁ ରୋଗୀ ମୃତ

ବାରିପଦା(ନିରପେକ୍ଷ ଖବର): ତା-୨୯/୧୧/୨୦୧୯: ଚିକିତ୍ସା ଅଭାବରୁ ବାରିପଦା ପିଆରଏମ୍ ମେଡିକାଲ କଲେଜ ଏଣ୍ଡ ହସ୍ପିଟାଲ ରେ ପୁଣି ରୋଗୀ ମୃତ୍ୟୁ। ଡାକ୍ତରଙ୍କ ବିରୁଦ୍ଧରେ ଏମିତି ସଙ୍ଗିନ ଅଭିଯୋଗ ଆଣିଲେ ମୃତବ୍ୟକ୍ତିଙ୍କ ସମ୍ପର୍କୀୟ। ମୃତ ଶବକୁ ମେଡିକାଲ ର ମୁଖ୍ୟ ଫାଟକ ସମ୍ମୁଖରେ ରଖି ଧାରଣାରେ…
Read More...

ମୟୂରଭଞ୍ଜ ମହୋତ୍ସବର କାର୍ଣ୍ଣିଭାଲ ରୋଡସୋ

ବାରିପଦା,ନିରପେକ୍ଷ ଖବର: ବାରିପଦା ରେ ମୟୂରଭଞ୍ଜ ମହୋତ୍ସବ ଆରମ୍ଭ ହେଉଥିବା ବେଳେ ପ୍ରଥମ ଦିନରେ ବାରିପଦା ଜଗନ୍ନାଥ ମନ୍ଦିର ନିକଟରୁ ବିଭିନ୍ନ ପ୍ରକାର ମୟୂରଭଞ୍ଜିଆ ଲୋକନୃତ୍ୟ ବାଦ୍ୟର ତାଳେତାଳେ ଏକ କାର୍ଣ୍ଣିଭାଲ ରୋଡସୋ ଅନୁଷ୍ଠିତ ହୋଇଯାଇଛି । ଏହି ରୋଡସୋକୁ ମୟୂରଭଞ୍ଜ ଜିଲ୍ଲାପାଳ ବିନୀତ…
Read More...

ଶୋକାକୁଳ ପରିବେଶରେ ସହିଦ୍ ପୋଲିସ୍ ଅଧିକାରୀ ଙ୍କୁ ଦିଆ ଗଲା ସଲାମୀ..

ବାରିପଦା(ନିରପେକ୍ଷ ଖବର)ତା-୧୯/ନଭେମ୍ବର/୨୦୧୯-ଗତକାଲି ବାରିପଦା ତକତପୁର ସ୍ଥିତ ଉତ୍ତର ଓଡ଼ିଶା ବିଶ୍ବ ବିଦ୍ୟାଳୟ ରାସ୍ତାରେ ମଦୁଆ ଗାଡି ଚାଳକ କୁ ଧରିବା ପାଇଁ ଚେକିଂ ଚାଲିଥିବା ବେଳେ ବାଇକ ଧକ୍କା ରେ ବାରିପଦା ଟାଉନ ଥାନା ସବ ଇନ୍ସପେକ୍ଟର ଦୟାନିଧ ଦାସ ଙ୍କ ମୃତ୍ୟୁ ହୋଇଥିଲା । ସବ…
Read More...

ଗାଡ଼ି ଯାଞ୍ଚ ବେଳେ ବାଇକ୍ ଦୁର୍ଘଟଣା ରେ ଚାଲିଗଲା ପୋଲିସ୍ ଅଧିକାରୀଙ୍କ ଜୀବନ..

ବାରିପଦା(ନିରପେକ୍ଷ ଖବର)ତା-୧୮/ନଭେମ୍ବର/୨୦୧୯-ଗାଡି ଯାଞ୍ଚ ବେଳେ ବାଇକ ଦୁର୍ଘଟଣା ରେ ଚାଲିଗଲା ଜଣେ କାର୍ଯ୍ୟରତ ପୋଲିସ ଅଧିକାରୀଙ୍କ ଜୀବନ । ମୟୂରଭଞ୍ଜ ଜିଲ୍ଲାର ବାରିପଦା ଥାନା ଅଞ୍ଚଳରେ ଘଟିଯାଇଛି ଏଭଳି ଏକ ଅଭାବନୀୟ ଘଟଣା।ଯାହାକୁ ନେଇ ସମଗ୍ର ଜିଲ୍ଲା ସ୍ତବ୍ଧ ହୋଇଯାଇଛି। ମଦୁଆ ବାଇକ…
Read More...

ବାରିପଦା ମୁନିସିପାଲଟି ସଫେଇ କର୍ମଚାରୀକୁଂ ମିଳୁନି ପାରିଶ୍ରମିକ….

ବାରିପଦା (ନିରପେକ୍ଷ ଖବର)ତା-୧୩/ନଭେମ୍ବର/୨୦୧୯-ବାରିପଦା ମୁନିସିପାଲଟି ଅଧିକାରୀ ଓ ଠିକାଦାର ଙ୍କ ମନମୁଖୀ କାର୍ଯ୍ୟ ପାଇଁ ସଫେଇ କର୍ମଚାରୀ ମାନେ ଗୋଟିଏ ମାସର ଦରମା ପାଇ ନଥିବା ଅଭିଯୋଗ ଆଣିଛନ୍ତି। ଏ ନେଇ ମଙ୍ଗଳବାର ଠାରୁ ଶତାଧିକ ସଫେଇ କର୍ମଚାରୀ ମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ ଯାରି…
Read More...

ଜମି ବିବାଦକୁ ନେଇ ବୃଦ୍ଧାଙ୍କୁ ହତ୍ୟା…..

ବାରିପଦା(ନିରପେକ୍ଷ ଖବର)ତା-୧/ନଭେମ୍ବର/୨୦୧୯-ଜମି ବିବାଦକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ହତ୍ୟା । ଏହି ଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜର କପ୍ତିପଦା ଥାନା ଅଧିନସ୍ଥ ଛାଞ୍ଚୁଣୀଆ ଗାଁରେ। ଦୀର୍ଘଦିନ ଧରି ଜମିବାଡି ବିବାଦକୁ ନେଇ ଛାଞ୍ଚୁଣୀଆ ଗାଁର ସୁଗୁନି ଚାତାରଙ୍କର, ନିଜ ସମ୍ପର୍କୀୟଙ୍କ…
Read More...

ହାତୀ ପିଠିରେ ବସି ବୁଲିବାର ମଜା ନେଇ ପାରିବେ ପର୍ଯ୍ୟଟକ….

ବାରିପଦା(ନିରପେକ୍ଷ ଖବର)ତା-୧/ନଭେମ୍ବର/୨୦୧୯-ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର ଥିବା ଶିମିଳିପାଳ ଅଭୟାରଣ୍ୟର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରିବା ପାଇଁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ଶିମିଳିପାଳ ଅଭୟାରଣ୍ୟ।ଏହି ସୌନ୍ଦର୍ଯ୍ୟକୁ ଉପଭୋଗ ପାଇଁ ଶୁକ୍ରବାର ସକାଳୁ ରାଜ୍ୟ ତଥା ରାଜ୍ୟ…
Read More...

ଭଦ୍ରକରେ ବାଘ ଆତଙ୍କ…..

ଭଦ୍ରକ(ନିରପେକ୍ଷ ଖବର),ତିହିଡି ବ୍ଲକ ଅନ୍ତର୍ଗତ ସୟା ଗ୍ରାମପଞ୍ଚାୟତ ସ୍ଥିତ ମଥୁରାପୁର କେନାଲ ଆଡ଼ିରେ ବାଘ ଆତଙ୍କ। ମଙ୍ଗଳବାର ସକାଳେ ଦୁଇଟି ବାଘ ମଥୁରାପୁର କେନାଲ ଆଡ଼ିରେ ବୁଲୁଥିବା କିଛି ଗ୍ରାମବାସୀ ଦେଖିବାକୁ ପାଇବା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳି ଯାଇଛି। ଖବରପାଇ…
Read More...

ସୁବ୍ରତ ଦାସ ସମ୍ମାନିତ ହେଲେ ଅନ୍ତର୍ଜାତୀୟ ଯୁବ ପୁରସ୍କାରରେ….

ବାରିପଦା,ନିରପେକ୍ଷ ଖବର:୧୩/୧୦: ସେବା ହିଁ ପରମ ଧର୍ମ। ଜଣେ ନିଷ୍ଠା ଓ ଆନ୍ତରିକତା ଭାବେ କୋୖଣସି କାମ କଲେ ତାହା ବିଫଳ ଯାଇନି। ଏହାର ଏକ ଜ୍ୱଳନ୍ତ ଉଧାହରଣ ପାଲଟିଛନ୍ତି ବାରିପଦା ସ୍ଥିତ (ତଖତପୁର ଅଞ୍ଚଳର) ପିତା ଦିଲ୍ଲୀପ କୁମାର ଦାସ ଓ ମାତା ଭାରତୀ ଦାସ ଙ୍କ ସୁପୁତ୍ର ସୁବ୍ରତ କୁମାର ଦାସ।…
Read More...

ହଜିଯାଇଛି ମାନବିକତା…..

ବାରିପଦା(ନିରପେକ୍ଷ ଖବର)ତା-୧୦/ଅକ୍ଟୋବର/୨୦୧୯: ସତରେ କଣ ମାନବିକତା ହଜିଯାଇଛି। ଆଉ କଣ ମଣିଷ ପଣିଆ ଦେଖାଯାଉନି ..?। ଏମିତି ଅନେକ ପ୍ରଶ୍ନ ଆପଣଙ୍କ ମନ ଭିତରେ ଉଙ୍କି ମାରିବ। ଏମିତି ଏକ ନିଷ୍ଠୁର ଓ ହୃଦୟ ବିଦାରକ ଘଟଣା ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ…
Read More...

ପେଟ୍ରୋଲ ପାଇଁ ଅଧାବାଟରେ ଚାଲିଗଲା ପ୍ରସୂତିଙ୍କ ଜୀବନ….

*ସ୍ୱାସ୍ଥ୍ୟ ସେବାର ନଗ୍ନ ଚିତ୍ର..... ବାରିପଦା(ନିରପେକ୍ଷ ଖବର)ତା-୫/ଅକ୍ଟୋବର/୨୦୧୯- ମୟୁରଭଞ୍ଜ ଜିଲ୍ଲାରେ ଆଜି ଏମିତି ଏକ ଘଟଣା ଘଟି ଯାଇଛି ତାହା ଜାଣିଲେ ଆପଣଙ୍କୁ ଚକିତ କରିଦେବ। ପେଟ୍ରୋଲ ପାଇଁ ଜଣେ ଗର୍ଭବତୀ ମହିଳାଙ୍କର ଜୀବନକୁ ରକ୍ଷା କରାଯାଇ ପାରିଲା ନାହିଁ। ଆମ୍ବୁଲାନ୍ସରେ…
Read More...

ଛାତ୍ର ବୃତ୍ତି ହଡ଼ପ୍ ମିଥ୍ୟା ଘଟଣା…..

ବାରିପଦା,ନିରପେକ୍ଷ ଖବର: ତା-୪/୧୦:ଚିତ୍ରଡା ପାଟପୁର ଠାରେ ଥିବା ଏସିଏସବି ଇଞ୍ଜିନିୟରିଂ କଲେଜରେ ହୋଇଥିବା ଛାତ୍ର ବୃତି ଟଙ୍କା ହଡପ୍ ଘଟଣା ସମ୍ବଦ୍ଧରେ ନିଜର ଭୁଲ୍ ବୁଝି ପାରିଲେ ଛାତ୍ର ମାନେ।ନିଜର ଅଭିଯୋଗ ବିରୁଦ୍ଧରେ ଏକ କ୍ଷମାପତ୍ର ପ୍ରଦାନ କରିଛନ୍ତି । ଗତ ୨୩ ତାରିଖ ଦିନ କିଛି ଛାତ୍ର…
Read More...

ଦିନ ଦ୍ବିପହରରେ ପୋଲିସ ଆଖିରେ ଧୂଳି ଦେଇ ଖସି ଗଲେ ଅଭିଯୁକ୍ତ।

ବାରିପଦା (ନିରପେକ୍ଷ ଖବର)ତା୨/ଅକ୍ଟୋବର/୨୦୧୯- ମୟୁରଭଞ୍ଜ ଜିଲ୍ଲାରେ ପୋଲିସ ର ନିଷ୍କ୍ରିୟତା ପଦା ରେ ପଡିଛି।ଦିନ ଦ୍ବିପହରରେ ପୋଲିସ ଆଖିରେ ଧୂଳି ଦେଇ ଅଭିଯୁକ୍ତ ମାନେ ଖସି ଯାଉଛନ୍ତି।ପୋଲିସ ର ଦାୟିତ୍ୱ ହୀନତା ଓ ଅବହେଳା ପାଇଁ ବାରମ୍ବାର ମୟୁରଭଞ୍ଜ ଜିଲ୍ଲାରେ ଏଭଳି ସମସ୍ୟା ଦେଖା ଯାଉଥିଲେ…
Read More...