ସାମାଜିକ ଦେଶର ପ୍ରଥମ ଦୂରଗାମୀ ସି.ଏନ୍.ଜି ବସ୍ ର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ… Nirapakhya Khabar Dec 24, 2019 0 *ପ୍ରଥମ ପର୍ଯ୍ୟାୟରେ ଦିଲ୍ଲୀରୁ ଡେରାଡୁନ ପର୍ଯ୍ୟନ୍ତ ଯାତାୟତ କରିବ ଏହି ବସ୍ *ଖୁବ ଶୀଘ୍ର ଦିଲ୍ଲୀରୁ ଜୟପୁର, ଚଣ୍ଡିଗଡ ଏବଂ ଆଗ୍ରାରେ ଗଡିବ ଏଭଳି ବସ୍ *ଆଗାମୀ ପିଢିଙ୍କ ଜୀବନଶୈଳି ପରିବର୍ତନ କରିବାରେ ଭାରତ ସରକାରଙ୍କ ବଡ ପଦକ୍ଷେପ *ସିଏନଜି ଗ୍ୟାସ ଶସ୍ତା, ପରିବେଶ ସନ୍ତୁଳନ, ଅନ୍ୟ… Read More...
ସାମାଜିକ ବଲାଙ୍ଗୀରଠାରେ ବିପିସିଏଲ୍ ଏଲ୍ପିଜି ବଟଲିଂ ପ୍ଲାଣ୍ଟର ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପଣ…. Nirapakhya Khabar Dec 22, 2019 0 * ଭାରତର ମାନନୀୟ ଉପରାଷ୍ଟ୍ରପତି ଶ୍ରୀ ଏମ୍. ଭେଙ୍କିଆ ନାଇଡୁଙ୍କ କରକମଳରେ ଡିସେମ୍ବର ୨୭ ତାରିଖରେ ବଲାଙ୍ଗୀର ଠାରେ ୧୦୩ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏଲ୍ପିଜି ବଟଲିଂ ପ୍ଲାଣ୍ଟ ହେବ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପଣ..... * ୨୦୧୮ ମସିହା ମେ ୨୧ ତାରିଖରେ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ,… Read More...
Uncategorized ୧୫୭ତମ ରାଜ୍ୟସ୍ତରୀୟ ବ୍ୟାଙ୍କିଂ କମିଟି ବୈଠକ…. Nirapakhya Khabar Dec 21, 2019 0 ଭୁବନେଶ୍ୱର,ନିରପେକ୍ଷ ଖବର: ତା ୨/୧୨/୨୦୧୯,ରାଜ୍ୟରେ ଆର୍ଥିକ ବିକାଶ କ୍ଷେତ୍ରରେ ଏସ୍ଏଲ୍ବିସି, ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ, ନାବାର୍ଡ, ଅର୍ଥ ବିଭାଗ ଏବଂ ସମସ୍ତ ବ୍ୟାଙ୍କିଂ କ୍ଷେତ୍ରର ସହଭାଗିତା ଜାରି ରହି ଆର୍ଥିକ ଅନ୍ତର୍ଭୁକ୍ତିକରଣ କାର୍ଯ୍ୟ ସକି୍ରୟ ଭାବେ ସଂପାଦନା କରାଯାଉଥିବା … Read More...
ସାମାଜିକ ମୟୁରଭଞ୍ଜ ଗସ୍ତରେ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ। Biswajit bhuyan/Baripada Dec 20, 2019 0 ବାରିପଦା(ନିରପେକ୍ଷ ଖବର)ତା-୨୦/ଡ଼ିସେମ୍ବର/୨୦୧୯-ଆଜି ମୟୁରଭଞ୍ଜ ଗସ୍ତରେ ଆସିଛନ୍ତି ରାଜ୍ୟ ସରକାରଙ୍କ ମୂଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ। ଜିଲ୍ଲାର ବିଭିନ୍ନ ଉନ୍ନତି ମୂଳକ କାମର ତଦାରଖ କରିବା ସହିତ ଅଧିକାରୀ ମାନଙ୍କ ସହ ସେ ଆଲୋଚନା କରିଛନ୍ତି।ଏଥି ସହିତ ପଣ୍ଡିତ ରଘୁନାଥ… Read More...
ସାମାଜିକ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ଦ୍ୱାରା ମାଲକାନଗିରିଠାରେ ଶିକ୍ଷକ ଆବାସିକ ଭବନ ଓ ଅତିରିକ୍ତ ଶ୍ରେଣୀ ଗୃହ… Nirapakhya Khabar Dec 19, 2019 0 ଭୁବନେଶ୍ୱର,ନିରପେକ୍ଷ ଖବର:୧୮/୧୨/୨୦୧୯ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ ମାଲକାନଗିରି ଜିଲ୍ଲା ଗସ୍ତରେ ଯାଇ ଚିତ୍ରକୋଣ୍ଡା ବ୍ଳକ୍ ଅନ୍ତର୍ଗତ ସ୍ୱାଭିମାନ ଅଞ୍ଚଳରେ କାର୍ଯ୍ୟରତ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କର ରହଣି ସୁବିଧା ଏବଂ ଛାତ୍ରଛାତ୍ରୀମାନଙ୍କର… Read More...
ସାମାଜିକ ବିଧାନସଭା ବାଚସ୍ପତିମାନଙ୍କର ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଡ. ସୂର୍ଯ୍ୟ ନାରାୟଣ ପାତ୍ର Nirapakhya Khabar Dec 18, 2019 0 ଭୁବନେଶ୍ୱର,ନିରପେକ୍ଷ ଖବର: ୧୮/୧୨/୨୦୧୯ ଉତ୍ତରାଖଣ୍ଡ ବିଧାନସଭା ଆନୁକୂଲ୍ୟରେ ଡେରାଡୁନ୍ଠାରେ ଆୟୋଜିତ ୭୯ତମ ବିଧାନସଭା ବାଚସ୍ପତିମାନଙ୍କର ସମ୍ମିଳନୀରେ ବାଚସ୍ପତି ଡ. ସୂର୍ଯ୍ୟ ନାରାୟଣ ପାତ୍ର ଆଜି ଯୋଗଦେଇଛନ୍ତି । ଲୋକସଭା ବାଚସ୍ପତି ଶ୍ରୀ ଓମ୍ ବିର୍ଲାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି… Read More...
ସାମାଜିକ ଡାକ୍ତରଖାନାରେ ନବଜାତ ଶିଶୁକୁ ଛାଡି ବାପା ବୋହିନେଲା ସ୍ତ୍ରୀର ଶବ …. Biswajit bhuyan/Baripada Dec 16, 2019 0 ବାରିପଦା(ନିରପେକ୍ଷ ଖବର)ତା-୧୬/ଡ଼ିସେମ୍ବର/୨୦୧୯-କଥାରେ ଅଛି ସ୍ୱାମୀ ଓ ସ୍ତ୍ରୀର ବନ୍ଧନ ଯୋଗେ ଯୋଗେ ରହିଛି, ଆଗକୁ ବି ରହିବ। ସ୍ତ୍ରୀର ପ୍ରେମ ଆଉ ଭଲ ପାଇବା ଯେ ଖାଲି ଜୀବିତ ଅବସ୍ଥାରେ ତାହା ନୁହେଁ ମୂର୍ତ୍ୟୁପରେ ମଧ୍ୟ ସେହି ଭଲ ପାଇବାକୁ ଜୀବିତ ରଖି ହୁଏ। ତାକୁ ପ୍ରମାଣ କରି… Read More...
ସାମାଜିକ ନିଷ୍ଠୁର ସାଜିଲା ମାଆ…. Biswajit bhuyan/Baripada Dec 16, 2019 0 ବାରିପଦା(ନିରପେକ୍ଷ ଖବର)ତା-୧୬/ଡ଼ିସେମ୍ବର/୨୦୧୯-ପୁଣି ନିଷ୍ଠୁର ସାଜିଲା ମାଆ। ୧୦ ଦିନର ଶିଶୁ କନ୍ୟାକୁ ଡାକ୍ତରଖାନା ବାରଣ୍ଡାରେ ଛାଡି ଦେଲା ମା। ଏମିତି ଏକ ହୃଦୟ ବିଦାରକ ଘଟଣା ମୟୁରଭଞ୍ଜ ଜିଲ୍ଲା ବେତନଟୀ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଦେଖିବାକୁ ମିଳିଛି। ଏହି କିଛି ଦିନ ତଳେ ଜଣେ… Read More...
ସାମାଜିକ ସ୍ୱାସ୍ଥ୍ୟସେବାର ନଗ୍ନ ଚରିତ୍ର, ଉପହାସ ପାଲଟିଛି 5T Biswajit bhuyan/Baripada Dec 16, 2019 0 ବାରିପଦା(ନିରପେକ୍ଷ ଖବର)ତା-୧୬/ଡ଼ିସେମ୍ବର/୨୦୧୯- ପୁଣି ସ୍ୱାସ୍ଥ୍ୟସେବାର ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ସରକାରଙ୍କର 5T ଯୋଜନା ଏଠି ଉପହାସ ପାଲଟିଛି। ଏକ୍ସପାରି ସାଲାଇନରେ ରୋଗୀଙ୍କ ଚିକିତ୍ସା କରାଯାଉଛି। ଜଣେ ରୋଗୀକୁ ଏକ୍ସପାରି ସାଲାଇନ ଦେଇ ଡାକ୍ତର ହଟହଟା ହେବା ଭଳି ଘଟଣା… Read More...
ସାମାଜିକ ନୂତନ ଜଙ୍ଗଲ ବାହାନାରେ ଜଙ୍ଗଲ କାଟି ଧ୍ୱଂସ କରୁଛି ବନ ବିଭାଗ Biswajit bhuyan/Baripada Dec 13, 2019 0 ବାରିପଦା(ନିରପେକ୍ଷ ଖବର)ତା-୧୩/ଡିସେମ୍ବର/୨୦୧୯: ବନ ବିଭାଗର ବିଚିତ୍ର ନୀତି। ଗଛର ଚାରକୁ ଜୀବନ ଦେବାକୁ ଯାଇ ପରିବେଶ ପ୍ରଦୂଷଣ ରୋକୁଥିବା ବଢ଼ିଲା ଗଛଗୁଡ଼ାକୁ କାଟି ପକାଉଛି। ନୂତନ ଚାରା ଉତ୍ପାଦନ ବାହାନାରେ ବଳି ପଡ଼ିଛନ୍ତି ଶତାଧିକ ଔଷଧୀୟ ବୃକ୍ଷ। ବାରିପଦା-ଚିତ୍ରଡ଼ା ରାଜ୍ୟ ରାଜପଥ… Read More...
ସାମାଜିକ ଦେବକୁଣ୍ଡ ଜଳପ୍ରପାତ ପାଖରେ ଏକ ମଲା ହାତୀ ଠାବ.. Biswajit bhuyan/Baripada Dec 9, 2019 0 ବାରିପଦା(ନିରପେକ୍ଷ ଖବର)ତା-୯/ଡ଼ିସେମ୍ବର/୨୦୧୯-ମୟୁରଭଞ୍ଜ ଜିଲ୍ଲା ଶିମିଳିପାଳ ଜଙ୍ଗଲରେ ଏକ ମଲା ହାତୀ ପଡିଥିବା ଠାବ କରାଯାଇଛି। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ର ଜେନାବିଲା ରେଞ୍ଜ ଅଧିନ ପର୍ଯ୍ୟଟନ ସ୍ଥଳୀ ଦେବକୁଣ୍ଡ ଜଳପ୍ରପାତର ବାମ ପାର୍ଶ୍ୱ ରେ ଏହି ହାତୀ ମରି ପଡିଥିବାର… Read More...
ସାମାଜିକ ସ୍ୱଧାର ଗୃହରୁ ଦୁଇ ଅନ୍ତେବାସୀଙ୍କୁ ନେଇ ଚମ୍ପଟ ମାରୁଥିବା ଅଭିଯୁକ୍ତ ଗିରଫ । Biswajit bhuyan/Baripada Dec 9, 2019 0 ବାରିପଦା(ନିରପେକ୍ଷ ଖବର)ତା-୯/ଡିସେମ୍ବର/୨୦୧୯: ସ୍ଥାନୀୟ ସ୍ବଧାର ଗୃହରୁ ୮ଦିନ ଧରି ନିଖୋଜ ଥିବା ଦୁଇ ଜଣ ଅନ୍ତେବାସୀଙ୍କୁ ଉଦ୍ଧାର କଲା ବାରିପଦା ଟାଉନ ଥାନା ପୁଲିସ। ଅଭିଯୁକ୍ତମାନେ ଅନ୍ତେବାସୀମାନଙ୍କୁ ନେଇ ରାସଗୋବିନ୍ଦପୁର ଦେଇ ପଶ୍ଚିମବଙ୍ଗ ନେଇଯାଉଥିବା ବେଳେ ପୁଲିସ ସେମାନଙ୍କୁ… Read More...
ସାମାଜିକ ମୟୁରଭଞ୍ଜରେ ମୁଣ୍ଡ ବିହୀନ ଛୁଆ..ଦେଖନ୍ତୁ ବିରଳ ଘଟଣା Biswajit bhuyan/Baripada Dec 7, 2019 0 ବାରିପଦା(ନିରପେକ୍ଷ ଖବର)ତା-୮/୧୨/୧୯: ବାଙ୍ଗିରିପୋଷି ବ୍ଲକର କୁସୁମବନ୍ଧ ଗ୍ରାମରେ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ଗାଈ ଏକା ଥରକେ ତିନୋଟି ଛୁଆ ଜନ୍ମ କରିଥିବା ବେଳେ ସେମାନଙ୍କ ମଧ୍ୟରୁ ଗୋଟେ ମୁଣ୍ଡ ବିହୀନ ଛୁଆ ଜନ୍ମ ହୋଇଥିବା ଦେଖିବାକୁ ମିଳିଛି। ସବୁଠୁଁ ବଡ଼ ଆଶ୍ଚର୍ଯ୍ୟର… Read More...
ରାଜନୀତି ରାଜ୍ୟସଭାରେ ପ୍ରଥମ ଥର ପାଇଁ ଶୁଭିଲା ସାନ୍ତାଳୀ ଭାଷାର ସ୍ୱର Biswajit bhuyan/Baripada Dec 7, 2019 0 ପଣ୍ଡିତ ରଘୁନାଥ ମୁର୍ମୁଙ୍କୁ ଭାରତରତ୍ନ ଦେବାକୁ ଦାବି କଲେସାଂସଦ ସରୋଜିନୀ... ବାରିପଦା(ନିରପେକ୍ଷ ଖବର)ତା୭/୧୨/୨୦୧୯: ରାଜ୍ୟସଭାରେ ପ୍ରଥମ ଥର ପାଇଁ ଶୁଭିଲା ସାନ୍ତାଳୀ ଭାଷାର ସ୍ୱର। ସାନ୍ତାଳୀ ଭାଷାର ସ୍ରଷ୍ଟା ପଣ୍ଡିତ ରଘୁନାଥ ମୁର୍ମୁଙ୍କୁ ଭାରତରତ୍ନ ଦେବାକୁ ଦାବି କେଲେ… Read More...
ସାମାଜିକ ମୟୁରଭଞ୍ଜିଆଙ୍କ ଦୁଃଖ କେବେ ସରିବ ? Biswajit bhuyan/Baripada Dec 5, 2019 0 *ଭଗବାନଙ୍କ ଭରଷାରେ ପିଆରଏମ୍ ମେଡିକାଲର ରୋଗୀ * ହସ୍ପିଟାଲ କ୍ୟାଣ୍ଟିନର ମହିଳା କର୍ମଚାରୀଙ୍କ ହାତରେ ବନ୍ଧା ପଡିଛି ରୋଗୀଙ୍କ ଜୀବନ ବାରିପଦା(ନିରପେକ୍ଷ ଖବର) ୦୬/୧୨/୧୯/ଡ଼ିସେମ୍ବର/୨୦୧୯-ପିଆରଏମ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ ହେବା ପରେ ମୟୁରଭଞ୍ଜ ଜିଲ୍ଲାରେ ଖୁସିର ଲହରୀ ଖେଳି… Read More...
ସାମାଜିକ ଗୁରୁ ଶବ୍ଦର କଳଙ୍କ…… Biswajit bhuyan/Baripada Dec 3, 2019 0 ବାରିପଦା(ନିରପେକ୍ଷ ଖବର)ତା-୩/ଡ଼ିସେମ୍ବର/୨୦୧୯-ଗୁରୁ ନାମକ ଶବ୍ଦରେ ପୁଣି ଲାଗିଲା କଳଙ୍କ।ସାରଙ୍କ ପାଖକୁ ଟିଉସନ ପଢିବାକୁ ଆସି ଅସଦାଚରଣ ଶିକାର ହୋଇଥିବା ଅଭିଯୋଗ ଆଣିଛନ୍ତି ଛାତ୍ରୀ। ଏଭଳି ଏକ ସଙ୍ଗୀନ ଘଟଣା ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ଅଞ୍ଚଳରେ ସାମ୍ନାକୁ ଆସିଛି। ନାବାଳିକା… Read More...
ରାଜନୀତି ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷଙ୍କ ମୟୁରଭଞ୍ଜ ଗସ୍ତ। Biswajit bhuyan/Baripada Dec 3, 2019 0 ବାରିପଦା(ନିରପେକ୍ଷ ଖବର)ତା-୦୩/ଡ଼ିସେମ୍ବର/୨୦୧୯-ରାଇରଙ୍ଗପୁର ମହାବିଦ୍ୟାଳୟର ଛାତ୍ରୀନିବାସ ଘଟିଥିବା ଅଧ୍ୟାପିକା ଆତ୍ମହତ୍ୟା ଘଟଣା।ଏହା ପ୍ରକୃତରେ ଆତ୍ମହତ୍ୟା କିମ୍ବା ଷଡଯନ୍ତ୍ର ଜନିତ ହତ୍ୟା ତାହାର ଗୁମର ଏବେ ଯାଏ ଖୋଲି ନଥିବା ବେଳେ ଆଜି ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷ ଡ. ମିନତୀ… Read More...
ଦୁର୍ଘଟଣା ଡ଼ିଏମୟୁ ଟ୍ରେନ ରେ ଲାଗିଲା ନିଆଁ….. Biswajit bhuyan/Baripada Dec 3, 2019 0 ବାରିପଦା(ନିରପେକ୍ଷ ଖବର)-ତା-୩/ଡ଼ିସେମ୍ବର/୨୦୧୯-ବାଙ୍ଗିରିପୋଷିରୁ ବାଲେଶ୍ୱର ଅଭିମୁଖେ ଯିବାକୁ ଥିବା ଡ଼ିଏମୟୁ ଟ୍ରେନରେ ଅଗ୍ନିକାଣ୍ଡ ଘଟିଛି। ଫଳରେ ଅପରାହ୍ନ ୧:୧୦ ରେ ଛାଡିବା ପରିବର୍ତ୍ତେ ବାଙ୍ଗିରିପୋଷିରେ ଅଟକି ରହିଛି। ଡ଼ିଏମୟୁ ଟ୍ରେନ ରେ ଯିବାକୁ ଥିବା ଯାତ୍ରୀମାନେ ଘଣ୍ଟା… Read More...
ସାମାଜିକ ରାଇରଙ୍ଗପୁର କଲେଜ ଅଧ୍ୟାପିକାଙ୍କ ଆତ୍ମହତ୍ୟା ଘଟଣା ପରେ ଝାରପୋଖରିଆ ଆଇଆଇସିଙ୍କୁ ନିଲମ୍ବିତ କଲେ ପୋଲିସ ଡିଜି… Biswajit bhuyan/Baripada Dec 2, 2019 0 ବାରିପଦା(ନିରପେକ୍ଷ ଖବର)ତା-୦୨/୧୧-ଛାତ୍ରୀ ନିବାସ ରୁ ଅଧ୍ୟାପିକାଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର ଘଟଣାରେ ଗତକାଲି ତଦନ୍ତକାରୀ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଥିବା ବେଳେ ଆଜି ଝାରପୋଖରିଆ ଆଇ ଆଇ ସିଙ୍କୁ ନିଲମ୍ବିତ କରିଛନ୍ତି ଡିଜିପି। ଗତ ଅକ୍ଟୋବର ୩୦ ତାରିଖରେ ଅଧ୍ୟାପିକା ଜଣଙ୍କ… Read More...
ସାମାଜିକ ମୟୂରଭଞ୍ଜ ପ୍ରେସକ୍ଲବର ପୁର୍ନଗଠନ ଓ ନୂତନ କର୍ମକର୍ତ୍ତା ଚୟନ। Biswajit bhuyan/Baripada Nov 29, 2019 0 ବାରିପଦା (ନିରପେକ୍ଷ ଖବର) ତା ୨୯/୧୧/୨୦୧୯- ଆଜି ମୟୂରଭଞ୍ଜ ପ୍ରେସକ୍ଲବର ଏକ ବୈଠକ ବାରିପଦା ଷ୍ଟାଡିୟମ ସଭାଗୃହରେ କ୍ଲବର ସମ୍ପାଦକ ସତ୍ୟଜିତ ସୋମଙ୍କ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଭିନ୍ନ ଛପା ଓ ବୈଦ୍ୟୁତିକ ଗଣ ମାଧ୍ୟମର ଜିଲ୍ଲା ପ୍ରତିନିଧି ମାନେ ଯୋଗଦେଇ ପୂର୍ବରୁ ଗଠିତ ହୋଇ… Read More...