ସାମାଜିକ ବଳତ୍କାରିକୁ ଫାଶୀ ଦଣ୍ଡ ଶୁଣାଇଲେ ଜିଲ୍ଲା ଦୌରାଜଜ୍ Biswajit bhuyan/Baripada Aug 28, 2019 0 ବାରିପଦା(ନିରପେକ୍ଷ ଖବର)ତା-୨୮/ଅଗଷ୍ଟ/୨୦୧୯- ମୟୁରଭଞ୍ଜ ଜିଲ୍ଲାରେ ଜଣେ ୮ବର୍ଷର ଝିଅକୁ ବଳାତ୍କାର କରି ନିର୍ମମ ଭାବେ ହତ୍ୟା କରିଥିବା ଅଭିଯୁକ୍ତକୁ ଜିଲ୍ଳା ଦୌରାଜଜ ବୁଧବାର ଫାଶୀ ଦଣ୍ଡ ଶୁଣାଇଛନ୍ତି। ମୟୁରଭଞ୍ଜ ଜିଲ୍ଲା ଦୌରାଜଜ କାର୍ଯ୍ୟାଳୟ-1 ପୋସ୍କୋ କୋର୍ଟ ଆଜି ପ୍ରଥମ ଥର ଏଭଳି… Read More...
ସାମାଜିକ ହାତରେ ଜୋତା ଧରି ବନ୍ୟାଚଳ ପରିଦର୍ଶନ କଲେ ବିଡିଓ Biswajit bhuyan/Baripada Aug 26, 2019 0 ବାରିପଦା(ନିରପେକ୍ଷ ଖବର)ତା-୨୬/ଅଗଷ୍ଟ/୨୦୧୯-ହାତରେ ଜୋତା ଧରି ଖାଲି ପାଦରେ ଚାଲି ଚାଲି ବନ୍ୟାଞ୍ଚଳ ପରିଦର୍ଶନ କଲେ ବିଡ଼ିଓ। ବନ୍ୟାର ତାଣ୍ଡବରେ ରାସ୍ତାରେ ଆଣ୍ଠୁଏ ଆଣ୍ଠୁଏ ପାଣି ଜମାଟ ବାନ୍ଧି ଘରେ ବନ୍ୟା ଜଳ ପସୁଥିବା ବେଳେ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ଗାଁରେ ସରକାରୀ ସାହାଯ୍ୟ… Read More...
ସାମାଜିକ ଶିକ୍ଷାନୁଷ୍ଠାନରୁ ନିଖୋଜ ନବମ ଶ୍ରେଣୀରେ ପଢ଼ୁଥିବା ତିନି ଛାତ୍ର ଉଦ୍ଧାର Biswajit bhuyan/Baripada Aug 21, 2019 0 ବାରିପଦା(ନିରପେକ୍ଷ ଖବର)ତା-୨୧/ଅଗଷ୍ଟ/୨୦୧୯-ବାରିପଦା ସଦର ଥାନା ଅଧିନସ୍ଥ ଏକ ଘରେଇ ଶିକ୍ଷାନୁଷ୍ଠାନରୁ ନିଖୋଜ ହୋଇଥିବା ୩ ଜଣ ଛାତ୍ର ଉଦ୍ଧାର ହୋଇଛନ୍ତି। ସୂଚନା ମୁତାବକ ଗତ ୧୫ ତାରିଖ ସ୍ବାଧୀନତା ଦିବସ ଓ ରାଖୀ ବନ୍ଧନ ପାଳନ ସାରି ରାତି ପ୍ରାୟ ଗୋଟାଏ ବେଳେ ହଷ୍ଟେଲରେ ସମସ୍ତେ ସୋଇଥିବା… Read More...
ସାମାଜିକ ପିଆରଏମ ମେଡିକାଲରେ ରୋଗୀଙ୍କୁ ଲୁଟୁଛନ୍ତି ନର୍ସ Biswajit bhuyan/Baripada Aug 19, 2019 0 ବାରିପଦା(ନିରପେକ୍ଷ ଖବର)ତା-୧୯/ଅଗଷ୍ଟ/୨୦୧୯- ହସ୍ପିଟାଲରେ ଗର୍ଭବତୀ ମହିଳାମାନଙ୍କୁ ଉତ୍ତମ ଚିକିତ୍ସା ସୁବିଧା ଯୋଗାଇ ଦେବା ନାଁରେ ତାଙ୍କ ସମ୍ପର୍କୀୟଙ୍କୁ ଲୁଟୁଛନ୍ତି ନର୍ସ। କିଏ ମିଠା ବାବଦରେ ଟଙ୍କା ମାଗୁଛନ୍ତି ତ ଆଉ କେଉଁ ନର୍ସ ତୁମର ପୁଅ ହୋଇଛି ବୋଲି କହି ଗର୍ଭବତୀ ମହିଳାଙ୍କୁ ଲୁଟି… Read More...
ସାମାଜିକ ଲିଖିତ ଚୁକ୍ତିନାମା ପରେ ଶବକୁ ମିଳିଲା ନ୍ୟାୟ Biswajit bhuyan/Baripada Aug 16, 2019 0 ବାରିପଦା(ନିରପେକ୍ଷ ଖବର)ତା-୧୬/ଅଗଷ୍ଟ/୨୦୧୯- ମୟୁରଭଞ୍ଜ ଜିଲ୍ଲାରେ ପୁଣି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାତିପ୍ରଥାକୁ କେନ୍ଦ୍ରକରି ଘରେ ଦୁଇଦିନ ପଡ଼ିରହିଲା ଶବ। ଘଟଣାସ୍ଥଳରେ ପୁଲିସ ପହଂଚି ଦୁଇ ପରିବାର ଭିତରେ ଲିଖିତ ଚୁକ୍ତିନାମା କରିବା ପରେ ଶବକୁ ନ୍ୟାୟ ମିଳିଛି। ଆଦିବାସୀ… Read More...
ସାମାଜିକ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଅବସରରେ ସମ୍ମାନିତ ହେଲେ ସୁବ୍ରତ…. Biswajit bhuyan/Baripada Aug 15, 2019 0 ବାରିପଦା(ନିରପେକ୍ଷ ଖବର)ତା-୧୫/ଅଗଷ୍ଟ/୨୦୧୯ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଅବସରରେ ସମ୍ମାନିତ ହେଲେ ସୁବ୍ରତ କୁମାର ଦାସ।ମୟୁରଭଞ୍ଜ ଜିଲ୍ଲାର ସଦର ମହକୁମା ବାରିପଦା ଠାରେ ପାଳିତ ହୋଇଥିବା ଏହି ସ୍ୱାଧୀନ ଭାରତର ୭୩ତମ ସ୍ୱାଧୀନତା ଦିବସରେ ପଞ୍ଚାୟତ ରାଜ ଓ ପାନୀୟ ଜଳ,ଆଇନ ଓ ଗୃହ… Read More...
ସାମାଜିକ ସୁବ୍ରତ ଦାସଙ୍କ ପାଇଁ ମୟୁରଭଞ୍ଜ ଜିଲ୍ଲା ଗର୍ବିତ…. Biswajit bhuyan/Baripada Aug 13, 2019 0 ବାରିପଦା(ନିରପେକ୍ଷ ଖବର)ତା-୧୩/ଅଗଷ୍ଟ/୨୦୧୯- ସୁବ୍ରତ ଦାସଙ୍କ ପାଇଁ ମୟୁରଭଞ୍ଜ ଜିଲ୍ଲା ତଥା ଓଡ଼ିଶା ମାଟି ଆଜି ଗର୍ବିତ। ଜାତୀୟ ଯୁବ ପ୍ରତିଭା ସମ୍ମାନରେ ସମ୍ମାନିତ ହେଲେ ଓଡ଼ିଶାର ଏକମାତ୍ର ଯୁବକ ସୁବ୍ରତ କୁମାର ଦାସ। ଆନ୍ତର୍ଜାତିକ ଯୁବ ଦିବସ ଅବସରରେ ନୂଆଦିଲ୍ଲୀ ଠାରେ ଆୟୋଜିତ ଏକ ଯୁବ… Read More...
ସାମାଜିକ କ୍ଷତ ବିକ୍ଷତ ଅବସ୍ଥାରେ ଉଦ୍ଧାର ହେଲା ଯୁବକଙ୍କ ମୃତ ଦେହ…. Biswajit bhuyan/Baripada Aug 11, 2019 0 ବାରିପଦା(ନିରପେକ୍ଷ ଖବର)ତା-୧୧/ଅଗଷ୍ଟ/୨୦୧୯-ମୟୁରଭଞ୍ଜ ଜିଲ୍ଲା ବିଶୋଇ ଠାରେ ଏକ ଅଜଣା ବ୍ୟକ୍ତିଙ୍କ ମୃତ୍ୟୁ ଦେହ ଉଦ୍ଧାର ହୋଇଅଛି।ବିଶୋଇ ଥାନା ଅଧୀନରେ ଥିବା ଖଡମ୍ବେଡା ଗ୍ରାମ ନିକଟସ୍ଥ ୪୯ ନଂ ଜାତୀୟ ରାଜପଥ କଡ଼ରୁ ଏହି ମୃତଦେହ ଉଦ୍ଧାର କରାଯାଇଅଛି । ଏ ପର୍ଯ୍ୟନ୍ତ ମୃତ ଯୁବକଙ୍କ ପରିଚୟ… Read More...
ସାମାଜିକ ଜିଲ୍ଲା ଜର୍ଜ ଓ ଦୌରା ଜର୍ଜ କୋର୍ଟର ସ୍ଥାନାନ୍ତରକୁ ବିରୋଧ କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ବୁଖରେ ହରତାଳ କରିବ… Biswajit bhuyan/Baripada Aug 6, 2019 0 ବାରିପଦା(ନିରପେକ୍ଷ ଖବର)ତା-୭/ଅଗଷ୍ଟ/୨୦୧୯- ଜିଲ୍ଲା ଜର୍ଜ ଓ ଦୌରା ଜର୍ଜ କୋର୍ଟର ସ୍ଥାନାନ୍ତରକୁ ବିରୋଧ କରି ବୁଧବାର ମୟୁରଭଞ୍ଜ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ବୁଖରେ ହରତାଳ କରିବାକୁ ଚେତାବନୀ ଦେଲା ଜିଲ୍ଲା ଓକିଲ ସଂଘ। ସ୍ଥାୟୀ କୋର୍ଟ ରହିଥିବା ଜାଗାରେ ନୂତନ ଗୃହ ନିର୍ମାଣ କରିବାକୁ… Read More...
ସାମାଜିକ ଅସୁରକ୍ଷିତ ହୋଇପଡ଼ିଛି ବାରିପଦା ସହର….. Biswajit bhuyan/Baripada Aug 6, 2019 0 ବାରିପଦା(ନିରପେକ୍ଷ ଖବର)ତା-୬/ଅଗଷ୍ଟ/୨୦୧୯-ବାରିପଦା ସହରରେ ଦିନକୁ ଦିନ ଲୁଟ,ଡକାୟତି, ଦୁର୍ଘଟଣା ଆଦି ବଢ଼ିବାରେ ଲାଗିଛି। ଟ୍ରାଫିକ ବ୍ୟବସ୍ଥା ମଧ୍ୟ ଭୁଶୁଡି ପଡ଼ିଲାଣି। ଏପରି କି ରାସ୍ତା ମଝିରେ ଯାହାର ଯେଉଁଠି ମନ ହେଉଛି, ସିଏ ସେଠି ଗାଡି ଛିଡା କରିଦେଉଛି। ସତେ ଯେମିତି ଏ ସହର ପାଇଁ… Read More...
ସାମାଜିକ ଫକୀର ମୋହନ ମହାବିଦ୍ୟାଳୟରେ ସାନ୍ତାଳୀ ପାଠ୍ୟକ୍ରମ ଖୋଲିବାକୁ ମାର୍ସା ଆର୍ମିର ଦାବି…. Biswajit bhuyan/Baripada Aug 4, 2019 0 ବାରିପଦା(ନିରପେକ୍ଷ ଖବର)୪/୮/୧୯: ଫକୀରମୋହନ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ସାନ୍ତାଳୀ ପାଠ୍ୟକ୍ରମ ଆରମ୍ଭ କରିବା ପାଇଁ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ ଶ୍ରୀମୟ ଦାସ ଅଧିକାରୀଙ୍କୁ ଭେଟି ମୟୁରଭଞ୍ଜ ଜିଲ୍ଲାର ଅଗ୍ରଣୀ ଛାତ୍ର ସଂଗଠନ ମାର୍ସା ଆର୍ମି ପକ୍ଷରୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି।… Read More...
ସାମାଜିକ ସତ୍ୟନଗର କାଳୀମନ୍ଦିର ନିର୍ମାଧୀନ ରାସ୍ତାରେ ଫସିଲା ସ୍କୁଲ ବସ… Alok Lenka Aug 2, 2019 0 ଭୁବନେଶ୍ୱର:(ନିରପେକ୍ଷ ଖବର )୦୨/୦୮/୧୯ : ଶୁକ୍ରବାର ସକାଳ ୯ଟା ସମୟରେ ରାଜଧାନୀ ଭୁବନେଶ୍ୱର ସ୍ଥିତ କାଳୀମନ୍ଦିର ଛକ ନିକଟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। କାଳୀମନ୍ଦିର ଛକ ନିକଟରେ ନିର୍ମାଣଧନ ରାସ୍ତାରେ ଏକ ସ୍କୁଲ ବସ ଫସି ଯାଇଛି। ବସ ଭିତରେ କୁନିକୁନି ସ୍କୁଲ ପିଲା ରହିଥିଲେ ମଧ୍ୟ… Read More...
ସାମାଜିକ ପାଇଖାନା ସମ୍ବୁଖରେ ଚିକିତ୍ସିତ ହେଉଛନ୍ତି ରୋଗୀ…. Alok Lenka Jul 31, 2019 0 ପୁରୀ:(ନିରପେକ୍ଷ ଖବର):୩୧-୭-୧୯: ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ହେଉଛନ୍ତି ହନ୍ତସନ୍ତ। ଏପରିକି ମେଡିକାଲରେ ଥିବା ପାଇଖାନ ନିକଟରେ ରୋଗୀଙ୍କୁ ଚିକିତ୍ସା କରାଯାଉଛି। ପାଇଖାନାର ମଳମୂତ୍ର ଗନ୍ଧରେ ରୋଗୀମାନେ ନାହିଁ ନଥିବା ଅସୁବିଧାରେ ସମ୍ବୁଖିନ ହେଉଛନ୍ତି। ଫଳରେ ରୋଗୀ ଆରୋଗ୍ୟ… Read More...
ସାମାଜିକ ଦ୍ଵିତୀୟ ଶ୍ରୀକ୍ଷେତ୍ର ବାରିପଦାକୁ ଠକି ଚାଲିଛନ୍ତି ରାଜ୍ୟ ସରକାର.. Biswajit bhuyan/Baripada Jul 29, 2019 0 ବାରିପଦା(ନିରପେକ୍ଷ ଖବର)ତା-୨୯/ଜୁଲାଇ/୨୦୧୯-ଦ୍ଵିତୀୟ ଶ୍ରୀକ୍ଷେତ୍ର ବାରିପଦର ଶ୍ରୀ ଶ୍ରୀ ହରିବଳଦେଵ ମହାପ୍ରଭୁ ବିଜେ ଓ ବାଣ୍ଠିଆ ଜଗନ୍ନାଥ ମନ୍ଦିର ସମେତ ବିଭିନ୍ନ ମଠ ମନ୍ଦିର ଗୁଡିକର ସୁରକ୍ଷା ଓ ବିଶେଷ ସୁବିଧା ସୁଯୋଗ ଯୋଗାଇ ଦେବା ପାଇଁ ଦ୍ବିତୀୟ ଶ୍ରୀକ୍ଷେତ୍ର ବାରିପଦାର ସେବାୟତମାନେ… Read More...
ସାମାଜିକ ଜଳାଭିଷେକ ପାଇଁ ଯାଉଥିବା ବେଳେ ଚାଲିଗଲା ଦୁଇ କାଉଡ଼ିଆଙ୍କ ଜୀବନ… Biswajit bhuyan/Baripada Jul 27, 2019 0 ନିରପେକ୍ଷ ଖବର(ବାରିପଦା)ତା: ୨୭/୦୭/୨୦୧୯-ମୟୁରଭଞ୍ଜ ଜିଲ୍ଲାର ବାଙ୍ଗରିପୋଷି ଅଞ୍ଚଳରେ ଘଟିଯାଇଛି ମର୍ମନ୍ତୁତ ସଡ଼କ ଦୁର୍ଘଟଣା। ଶ୍ରାବଣ ମାସର ସୋମବାର ଦିନ ବାବା ମହାଦେବ ଙ୍କ ଲିଙ୍ଗରେ ଜଳାଭିଷେକ କଲେ ପୁଣ୍ୟ ମିଳେ ବୋଲି ଲୋକବାଣୀ ଅଛି। ହେଲେ ମୟୂରଭଞ୍ଜ ଜିଲ୍ଲାର ବାଙ୍ଗରିପୋଷି ଅଞ୍ଚଳରୁ… Read More...
ସାମାଜିକ ରାସ୍ତା ନିର୍ମାଣ ପାଇଁ ଦାବିପତ୍ର ଦେଲେ ୱାଲିଗଞ୍ଜବାସୀ…. Biswajit bhuyan/Baripada Jul 26, 2019 0 ନିରପେକ୍ଷ ଖବର(ବାରିପଦା)ତା୨୬/ଜୁଲାଇ/ ୨୦୧୯: ରାସ୍ତାରେ ଜମି ରହୁଛି ଆଣ୍ଠୁଏ ଲେଖାଏଁ ବର୍ଷା ପାଣି । ବର୍ଷା ଦିନରେ ରାସ୍ତାରେ ଯିବାଆସିବା କରିବା ସମ୍ଭବପର ହେଉନି। ଏପରିକି ରୋଗୀ ଯିବା ପାଇଁ ଆମ୍ବୁଲାନ୍ସ ଆସିବା ମଧ୍ୟ ସମ୍ଭବ ନୁହେଁ। ଏହା ହେଉଛି ବାରିପଦା ପୌରପରିଷଦ ଅନ୍ତର୍ଗତ ଥିବା ୩… Read More...
ସାମାଜିକ ଆଜି ବି ମାନବିକତା ବଞ୍ଚିଛି….. Biswajit bhuyan/Baripada Jul 26, 2019 0 ନିରପେକ୍ଷ ଖବର(ବାରିପଦା)ତା-୨୬/ଜୁଲାଇ/୨୦୧୯-ସରକାରୀ ବାବୁଙ୍କ କ୍ଷେତ୍ରରେ ଥିବା ଜନତାଙ୍କ ଭାବଧାରା କୁ ବଦଳାଇ ଦେଲେ ଜଣେ ସରକାରୀ ବାବୁ।ଏକ ଅସହାୟ ବୃଦ୍ଧା ମହିଳା ଜଣଙ୍କୁ ଉଦ୍ଧାର କରି ପହଞ୍ଚାଇଥିଲେ ବୃଦ୍ଧାଶ୍ରମରେ। ମୟୁରଭଞ୍ଜ ଜିଲ୍ଲା ବାରିପଦା ଠାରେ ଦେଖିବାକୁ ମିଳିଛି ଏଭଳି ଏକ ଉଦାହରଣ… Read More...
ସାମାଜିକ ସୀମାନ୍ତ ମହାବିଦ୍ୟାଳୟରେ ଛାତ୍ର ଉତ୍ତେଜନା….. Biswajit bhuyan/Baripada Jul 25, 2019 0 ନିରପେକ୍ଷ ଖବର(ବାରିପଦା)ତା-୨୫/ଜୁଲାଇ/୨୦୧୯-ମୟୁରଭଞ୍ଜ ଜିଲ୍ଲା ସାରସକଣା ବ୍ଲକ ଅନ୍ତର୍ଗତ ଝାରପୋଖରୀଆ ସ୍ଥିତ ସୀମାନ୍ତ ମହାବିଦ୍ୟାଳୟରେ +୩ ଦ୍ବିତୀୟ ବର୍ଷ ଚତୁର୍ଥ ସେମିଷ୍ଟାରର ପରୀକ୍ଷା ଆରମ୍ଭ ହୋଇଯାଇଥିଲା ବେଳେ ଦ୍ବିତୀୟ ଦିନ ପରୀକ୍ଷା ନଦେଇ ପାରିବାକୁ କେନ୍ଦ୍ର କରି ଆଜି… Read More...
ସାମାଜିକ ଡିବିରି ରୁ ଅଗ୍ନିକାଣ୍ଡ : ୩ ଗୁରୁତର …. Biswajit bhuyan/Baripada Jul 25, 2019 0 ବାରିପଦା (ନିରପେକ୍ଷ ଖବର)ତା-୨୫/ଜୁଲାଇ/୨୦୧୯- ଗତକାଲି ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି।ମୟୁରଭଂଜ ଜିଲ୍ଲାର ଶରତ ଥାନା ଅନ୍ତର୍ଗତ କୁଟୁରିଆ ଗ୍ରାମର ମାନି ଦେଓଗାଁ, ଶାନ୍ତି ଦେଓଗାଁ ଓ ଚିର୍ପି ପୂର୍ତ୍ତି ଲାଇନ କଟିଯିବାପରେ ଡିବିରି ଜଳାଇ ତେଲ ଢାଳୁଥିବା ବେଳେ ଘରେ ଥିବା ଏକ… Read More...
ସାମାଜିକ ବାଇକରେ ଲିଫ୍ଟ ଦେବା ବାହାନାରେ ଜଂଗଲରେ ଯୁବତୀକୁ ବଳାତ୍କାର… Biswajit bhuyan/Baripada Jul 25, 2019 0 ବାରିପଦା,ନିରପେକ୍ଷ ଖବର:୨୪/୦୭/୨୦୧୯: ଆଜି ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଭିତ୍ତି କରି ଜଣେ ଯୁବତୀକୁ ବଳାତ୍କାର କରିଥିବା ଅଭିଯୁକ୍ତକୁ ୭ ବର୍ଷ ଜେଲ ଦଣ୍ଡ ସହିତ ୫ ହଜାର ଟଙ୍କା ଜୋରିମାନା ଏବଂ ଅନାଦେୟ ଅଧିକ ୬ ମାସ ଜେଲ ଦଣ୍ଡ ଶୁଣାଇଛନ୍ତି ସ୍ୱତନ୍ତ୍ର ଫାଷ୍ଟଟ୍ରାକ କୋର୍ଟର ବିଚାରପତି ଶାନ୍ତନୁ… Read More...