ସାମାଜିକ ଓଡ଼ିଆ ଭାଷା-ସାହିତ୍ୟକୁ କାନ୍ତକବିଙ୍କ ଅବଦାନ ଅବିସ୍ମରଣୀୟ Debabrat Mohanty Dec 11, 2020 0 ଭୁବନେଶ୍ୱର,ନିରପେକ୍ଷ ଖବର ୦୯/୧୨:ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ପକ୍ଷରୁ ଓଡ଼ିଆ ସାହିତ୍ୟର ବରେଣ୍ୟ ସାଧକ ଔପନ୍ୟାସିକ କବି, ନାଟ୍ୟକାର, ବ୍ୟଙ୍ଗକାର କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ୧୩୩ ତମ ଜୟନ୍ତୀ ପାଳିତ ହୋଇଯାଇଛି। ମୁଖ୍ୟ ମହାଡାକପାଳ କାର୍ଯ୍ୟାଳୟ ସମ୍ମୁଖରେ ଅନୁଷ୍ଠିତ… Read More...
ସାମାଜିକ ଦିବ୍ୟାଙ୍ଗଙ୍କ ଯାତ୍ରୀଙ୍କ ସୁବିଧା ପାଇଁ ରାଧାକିଶୋରପୁର ରେଳ ଷ୍ଟେସନରେ ଭୂତଳ ଉପାମାର୍ଗ ଉଦ୍ଘାଟିତ Debabrat Mohanty Dec 5, 2020 0 ଭୁବନେଶ୍ୱର,ନିରପେକ୍ଷ ଖବର:ତା-୦୫/୧୨ ସୁରକ୍ଷାକୁ ଦୃଷ୍ଟିରେ ଦେଇ ଉଭୟ ରେଳ ଓ ସଡକ ବ୍ୟବହାରକାରୀଙ୍କ ସୁବିଧା ପାଇଁ ରାଧାକିଶୋରପୁର ରେଳ ଷ୍ଟେସନରେ ନୂତନ ଭାବେ ନିର୍ମିତ ଭୂତଳ ଉପାମାର୍ଗ ଉଦ୍ଘାଟିତ ହୋଇଯାଇଛି। ରାଜ୍ୟ ଖାଦ୍ୟ ଯୋଗାଣ ତଥା ଉପଭୋକ୍ତା କଲ୍ୟାଣ ମନ୍ତ୍ରୀ ରାଣେନ୍ଦ୍ର ପ୍ରତାପ… Read More...
ସାମାଜିକ ଭିନ୍ନକ୍ଷମ ଦିବସରେ ନୂଆପଲ୍ଲୀରେ ଶୀତବସ୍ତ୍ର ବଣ୍ଟନ Debabrat Mohanty Dec 4, 2020 0 ଭୁବନେଶ୍ୱର,ନିରପେକ୍ଷ ଖବର:୦୪/୧୨ popଆର୍ନ୍ତଜାତୀୟ ଭିନ୍ନକ୍ଷମ ଦିବସରେ ଶ୍ରୀ ଶ୍ରୀ ମହାବୀର ସାମାଜୀକ ସଂଗଠନର ସାଧାରଣ ସଂପାଦକ ତଥା ବିଜୁ ଜନତା ଦଳର ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ସଂପାଦକ ମିଲନ କୁମାର ପାଇକରାୟଙ୍କ ନେତୃତ୍ୱରେ ନୂଆପଲ୍ଲୀରେ ଶୀତବସ୍ତ୍ର ବଣ୍ଟନ କାରାଯାଇଛି। ୱାର୍ଡ ନଂ୩୯… Read More...
ସାମାଜିକ ‘ସବୁଜ ଭାରତ ଗୌରବ’ ସମ୍ମାନରେ ସମ୍ବର୍ଦ୍ଧିତ ହେଲେ ଯୁବ ସାମ୍ବାଦିକ କାହ୍ନୁ ଚରଣ ଶତପଥୀ Debabrat Mohanty Dec 1, 2020 0 ଭୁବନେଶ୍ୱର,ନିରପେକ୍ଷ ଖବର(୧/୧୨): ‘ସବୁଜ ଭାରତ’ର ଅଷ୍ଟମ ସ୍ୱର୍ଣ୍ଣକ୍ଷେତ୍ର ଉତ୍ସବରେ 'ପ୍ରମେୟ'ର ଯୁବ ସାମ୍ବାଦିକ କାହ୍ନୁ ଚରଣ ଶତପଥୀ ସମ୍ବର୍ଦ୍ଧିତ ହୋଇଛନ୍ତି। ଭୁବନେଶ୍ୱର ସ୍ଥିତ ସ୍ଵଳ୍ପବେତନ ଭୋଗୀ କର୍ମଚାରୀ ସଂଘ କାର୍ଯ୍ୟାଳୟରେ ଆୟୋଜିତ ଉତ୍ସବରେ ବିଜେଡି ମୁଖପାତ୍ର ଦୁର୍ଗା… Read More...
ସାମାଜିକ କରୋନା ସଚେତନତାର ବାର୍ତ୍ତା ବାଣ୍ଟିଲେ ବିଧାୟକ ଅନନ୍ତ ନାରାୟଣ ଜେନା Debabrat Mohanty Nov 30, 2020 0 ଭୁବନେଶ୍ୱର,ନିରପେକ୍ଷ ଖବର:୩୦/୧୧ ବିଜୁ ଜନତା ଦଳର ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ସମ୍ପାଦକ ତଥା ଶ୍ରୀ ଶ୍ରୀ ମହାବୀର ସାମାଜିକ ସଂଗଠନର ସାଧାରଣ ସମ୍ପାଦକ ମିଲନ କୁମାର ପାଇକରାୟଙ୍କ ନେତୃତ୍ୱରେ ଏକ କରୋନା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର କର୍ମକର୍ତ୍ତାମାନେ… Read More...
ସାମାଜିକ ଚାକିରୀ ହରାଇ କରିବୁ କଣ ! Debabrat Mohanty Nov 28, 2020 0 ଭୁବନେଶ୍ୱର,ନିରପେକ୍ଷ ଖବର:ତା ୨୮/୧୧ କୋଭିଡ଼ ସମୟରେ ଜୀବନକୁ ବାଜି ଲଗାଇ କରୋନା ରୋଗୀଙ୍କ ଚିକିତ୍ସା କଲୁ। ଘରଦ୍ୱାର ପରିବାର ଲୋକଙ୍କୁ ଛାଡି ଦିନ ରାତି ନିଷ୍ଠାର ସହ କାମ କରିଛୁ। ହେଲେ ଏବେ ସରକାର ଆମକୁ ଛଟେଇ କରୁଛନ୍ତି। ଏବେ ଚାକିରୀ ହରାଇ କଣ କରିବୁ। ପରିବାର ପ୍ରତିପୋଷଣ କେମିତି ହେବ।… Read More...
ସାମାଜିକ ପରିଚୟ ଫାଉଣ୍ଡେସନର ‘ନାଇନ୍ ଦେବୀସ୍’ Debabrat Mohanty Nov 21, 2020 0 ଭୁବନେଶ୍ୱର, ନିରପେକ୍ଷ ଖବର:ତା ୨୧/୧୧ ଦଶହରା ଓ ଦୀପାବଳି ଅବସରରେ ପରିଚୟ ଫାଉଣ୍ଡେସନ୍ ପକ୍ଷରୁ ପ୍ରେରଣାଦାୟୀ ବକ୍ତୃତା ‘ନାଇନ୍ ଦେବୀସ୍’ ଅନୁଷ୍ଠିତ ହୋଇଛି । ଫାଉଣ୍ଡେସନର ପ୍ରତିଷ୍ଠାତା ରୋଜାଲିନ ପାଟ୍ଟଶାଣୀ ମିଶ୍ରଙ୍କ ସଂଯୋଜନାରେ ଭର୍ଚୁଅ।।ଲ ଟକ୍ ସୋ ଆୟୋଜିତ ହୋଇଥିଲା । ବିଭିନ୍ନ… Read More...
ସାମାଜିକ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନବ ଉତ୍କଳର ନିର୍ମାତା ଡଃ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତ Debabrat Mohanty Nov 21, 2020 0 ଭୁବନେଶ୍ୱର,ନିରପେକ୍ଷ ଖବର: ତା ୨୧.୧୧ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନବ ଉତ୍କଳର ନିର୍ମାତା ଡଃ. ହରେକୃଷ୍ଣ ମହତାବଙ୍କର ୧୨୧ତମ ପୂଣ୍ୟଜନ୍ମତିଥି ରାଜ୍ୟସ୍ତରୀୟ ଡଃ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ କମିଟି ପକ୍ଷରୁ ଲୋୟର ପିଏମଜି ଏବଂ ଏକାମ୍ର ନିବାସରେ ପାଳିତ ହୋଇଯାଇଛି । ଏହି କମିଟିର… Read More...
ସାମାଜିକ ଡାକ୍ତର ଅଭୟ ପଟ୍ଟନାୟକ ଙ୍କୁ ‘ ଇଣ୍ଡିଆନ୍ ବୁକ୍ ଅଫ୍ ରେକର୍ଡସ୍ ପକ୍ଷରୁ ସମ୍ମାନିତ Alok Lenka Oct 5, 2020 0 ନିରପେକ୍ଷ ଖବର (କଟକ): ଅକ୍ଟୋବର ୨୦୨୦ ମାନବାଧିକାର ରକ୍ଷାକାରୀ ଡାକ୍ତର ଅଭୟ ରଞ୍ଜନ ପଟ୍ଟନାୟକ ଚଳିତ ବର୍ଷ ର ଏକ ମର୍ଯ୍ୟାଦା ଜନକ ସମ୍ମାନ ପାଇବାର ସୌଭାଗ୍ୟ ଅର୍ଜନ କରିଛନ୍ତି।ସମାଜରେ ସଚେତନତା ସୃଷ୍ଟି କରି ଅନେକ ଅମୂଲ୍ୟ ଜୀବନ ବଞ୍ଚେଇ ଛନ୍ତି। କରୋନା ମହାମାରୀ ସମୟରେ ଦୃଷ୍ଟାନ୍ତମୂଳକ… Read More...
ସାମାଜିକ ‘ଲାସାସା’ ସଂଗଠନ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ Alok Lenka Oct 5, 2020 0 କଟକ, ନିରପେକ୍ଷ ଖବର:ଜାତିର ଜନକ ମହାତ୍ମା ଗାନ୍ଧୀ ଙ୍କ ଜନ୍ମ ଜୟନ୍ତୀ ଲାସାସା ସାମାଜିକ ସଂଗଠନ ପକ୍ଷରୁ ପାଳିତ ହୋଇଯାଇଛି।ସାମାଜିକ ଦୁରତ୍ଵ ଓ ଗୋଷ୍ଠୀ କୈନ୍ଦ୍ରିକ କୁ ରକ୍ଷା କରି ବୃକ୍ଷ ରୋପଣ ଓ ବିଶୋଧନ କାର୍ଯ୍ୟକ୍ରମ କରାଯାଇଥିଲା। ସଙ୍କରପର ସ୍ଥିତ ଶ୍ରୀ ରାମ ମନ୍ଦିର ପ୍ରାଙ୍ଗଣ ରେ ବୃକ୍ଷ… Read More...
ସାମାଜିକ ସରସ୍ଵତୀ କଳା ପରିଷଦ ତରଫରୁ କରୋନା ଯୋଦ୍ଧା ସମ୍ମାନ Alok Lenka Oct 5, 2020 0 କଟକ,ନିରପେକ୍ଷ ଖବର:କଳା, ସାହିତ୍ୟ, ସଂସ୍କୃତିର ଜୟଗାନ କରୁଥିବା ମହତ ଅନୁଷ୍ଠାନ "ସରସ୍ୱତୀ କଳା ପରିଷଦ" କଳାବିହାର,କନ୍ଦରପୁର,କଟକ ପକ୍ଷରୁ କରୋନା ମହାମାରୀ ଭଳି ସମାଜର ଦୁର୍ଦିନରେ ଅହରହ ଦେଶ, ଜାତି ପାଇଁ ନିସ୍ୱାର୍ଥପର ଭାବରେ କାର୍ଯ୍ୟ କରୁଥିବା ପ୍ରଶାସନ ଅଧିକାରୀ,ଅଶାକର୍ମୀ,ଅଙ୍ଗନବାଡି… Read More...
ସାମାଜିକ କଟକ:ପରିବା ବଜାରରେ ନିଆଁ Alok Lenka Sep 29, 2020 0 ନିରପେକ୍ଷ ଖବର:(କଟକ):ତା ୩୦/୦୯ କୃଷି ଭିତ୍ତିକ ଜିଲ୍ଲାରେ ଏବେ ପରିବା ଦର ଆକାଶ ଛୁଆଁ ହୋଇଥିବା ବେଳେ ଏହାର ପ୍ରଭାବ ସିଧା ସଳଖ ଖାଉଟି ଙ୍କ ଉପରେ ପଡିଛି । ଲୋକମାନେ ପରିବା କିଣିବାକୁ ଗଲା ବେଳେ ଏହାର ଦର ଶୁଣି ଏକ ପ୍ରକାର ଛାନିଆଁ ହୋଇଥିବା ଦେଖିବାକୁ ମିଳିଛି ।କୋରନା କଟକଣା କଠୋର ସମୟରେ… Read More...
ସାମାଜିକ ପାନୀୟ ଜଳ ପ୍ରକଳ୍ପ ଅଚଳ Alok Lenka Sep 29, 2020 0 ନିରପେକ୍ଷ ଖବର(ନିଆଳି):ତା ୨୯/୦୯ ଗ୍ରାମାଞ୍ଚଳ ଗୁଡିକରେ ଲୋକ ମାନଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ଲାଗି ସରକାର କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ ତୃଣମୂଳ ସ୍ତରରେ ଯୋଜନା ଗୁଡିକର ସଠିକ ଭାବରେ କାର୍ଯ୍ୟକାରୀ ହେଉ ନଥିବା ଦେଖିବାକୁ ମିଳିଛି ଫଳରେ ପାନୀୟ ଜଳ ପ୍ରକଳ୍ପ ପାଇଁ ବ୍ୟୟ… Read More...
ସାମାଜିକ ସରକାରି ଯୋଜନା କାହା ପାଇଁ ? Alok Lenka Sep 5, 2020 0 *ବିକାଶ ରାସ୍ତାରେ ଓଡିଶା ଆଗକୁ ଆଗକୁ ଚାଲିଛି ତଥାପି ବିକାଶ ପାଖରେ ପହଞ୍ଚିବାକୁ ଆହୁରି ଯେମିତି ଅନେକ ବାଟ ବାକି ରହିଛି.... (ନିଆଳି):ନିରପେକ୍ଷ ଖବର : ବିଭିନ୍ନ ସ୍ଥାନରେ ଫେଲ୍ ମାରିଛି ଆବାସ ଯୋଜନା।ଆବାସ ଯୋଜନାରେ ସରକାର ଘରଟିଏ ଯୋଗାଇ ଦେଉ ନାହାନ୍ତି । ଏଭଳି ଏକ ଅଭାବନିୟ ଘଟଣା… Read More...
ସାମାଜିକ ବହୁଚର୍ଚ୍ଚିତ ଶିଶୁ ଅଦଳ ବଦଳ ଘଟଣା Biswajit bhuyan/Baripada Sep 3, 2020 0 * ମାଆ ରଇବାରୀଙ୍କ କୋଳକୁ ଫେରିବା ପାଇଁ ମାନ୍ୟବର କୋର୍ଟଙ୍କ ରାୟ ବାରିପଦା(ନିରପେକ୍ଷ ଖବର) ତା-୦୩/୦୯- ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ହସ୍ପିଟାଲରେ ଶିଶୁ ଅଦଳ ବଦଳ ଘଟଣା ସାମ୍ନାକୁ ଆସିଥିଲା। ମାଆ ନିଜର ଜନ୍ମିତ ଶିଶୁକୁ ପାଇବାକୁ ୪ ମାସ ଧରି ନ୍ୟାୟିକ ସଂଘର୍ଷ ପରେ… Read More...
ସାମାଜିକ କେବଳ କାଗଜ ପତ୍ରରେ ପ୍ରକଳ୍ପ କାମ ଚାଲିଥିବାର ଅଭିଯୋଗ Biswajit bhuyan/Baripada Sep 2, 2020 0 *ଜେଇ, ପି.ଇ.ଓ. ,ସରପଂଚ ଏବଂ ଭେଣ୍ଡରଙ୍କ ସଲାସୁତୁରା ରେ ବ୍ୟାପକ ଦୁର୍ନିତୀ ଅଭିଯୋଗ ଆଣିଲେ ଗ୍ରାମବାସୀ ବାରିପଦା(ନିରପେକ୍ଷ ଖବର) ତା-୦୨/୦୯- ଗ୍ରାମାଂଚଳରେ ଲୋକଙ୍କୁ କାମ ଯୋଗାଇ ଦେବା ସହ ଅଂଚଳର ପ୍ରଗତୀ ସହ ରାସ୍ତାଘାଟ ଜଳସେଚନ, କୃଷି ଆଦିର ବିକାଶ ପାଇଁ କେନ୍ଦ୍ର ସରକାର… Read More...
ସାମାଜିକ ସହ ସହ ଏକର ଚାଷ ଜମି ଜଳମଗ୍ନ Alok Lenka Sep 1, 2020 0 କଟକ, ନିରପେକ୍ଷ ଖବର:ଲଘୁଚାପ ବର୍ଷା ଥମିବା ପରେ ସବୁ ନଦୀରେ ବନ୍ୟା ଆସିଛି।ଦେବି ନଦୀରେ ବନ୍ୟା ଜଳ ବୃଦ୍ଧି ପାଇବାରେ ଲାଗିଛି।ଏହି ପାଣି ଏବେ ଗାଁ ମୁହାଁ ହୋଇ ଚାଷ ଜମିରେ ଏବଂ ଘରେ ପଶିବା ଆରମ୍ଭ କରିଛି।ନିଆଳି ବ୍ଳକର ସଡାସଂ ପଞ୍ଚାୟତ ଅନ୍ତର୍ଗତ ଗୁଣ୍ଡର,ସାତ କାଳିଆ, କରାଙ୍ଗ, କଣ୍ଟି ସାଳ,… Read More...
ସାମାଜିକ ଡାକ୍ତର ଅଭୟ ପଟ୍ଟନାୟକ ଙ୍କୁ ସମ୍ମାନିତ କଲା ବ୍ରାଜିଲ ର ଏକ ସଂସ୍ଥା Alok Lenka Aug 30, 2020 0 କଟକ, ନିରପେକ୍ଷ ଖବର:ତା ୩୦/୦୮ ମାନବାଧିକାର ରକ୍ଷାକାରୀ ଡାକ୍ତର ଅଭୟ ରଞ୍ଜନ ପଟ୍ଟନାୟକ ଚଳିତ ବର୍ଷ ର ମର୍ଯ୍ୟାଦା ଜନକ ସମ୍ମାନ ପାଇବାର ସୌଭାଗ୍ୟ ଅର୍ଜନ କରିଛନ୍ତି।ସମାଜରେ ସଚେତନତା ସୃଷ୍ଟି କରି ଅନେକ ଅମୂଲ୍ୟ ଜୀବନ ବଞ୍ଚେଇବା ସହିତ ଉତ୍ସାଗିକୃତ ମନୋଭାବ ନେଇ ସେବା କରି ଥିବାରୁ ବ୍ରାଜିଲ… Read More...
ସାମାଜିକ ଜିଲ୍ଲାରେ କୋଭିଡ଼ ଟେଷ୍ଟ ସଂଖ୍ୟା ଏକ ଲକ୍ଷ ପହଞ୍ଚିଲା Biswajit bhuyan/Baripada Aug 27, 2020 0 ବାରିପଦା(ନିରପେକ୍ଷ ଖବର) ତା-୨୭/୦୮-ଜିଲ୍ଲା ପ୍ରସାଶନ ପକ୍ଷରୁ କୋଭିଡ଼ ଟେଷ୍ଟକୁ ବ୍ୟାପକ କରାଯାଇ ନମୁନା ପରୀକ୍ଷାର ସଂଖ୍ୟା ବୃଦ୍ଧି କରାଯାଇଛି। ଏଥି ସହିତ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ଘଟୁଛି। ପ୍ରତେକ ଦିନ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତଙ୍କ ନମୁନା ପରୀକ୍ଷଣ… Read More...
ସାମାଜିକ ଲଘୁଚାପ ଜନିତ ବର୍ଷା ହେଲା କାଳ Biswajit bhuyan/Baripada Aug 26, 2020 0 ବାରିପଦା(ନିରପେକ୍ଷ ଖବର) ତା-୨୬/୦୮- ବାରିପଦା ସହର ଏକ ଲଗାଣ ବର୍ଷା ଯେ ସହିବାକୁ ଅସମର୍ଥ ତାହା ଆଜି ଧରା ପଡ଼ିଯାଇଛି।ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଲୋ ପ୍ରେସରରେ ପରିଣତ ହେବା ଦ୍ୱାରା ରାଜ୍ୟର ଅଧିକାଶଂ ଜିଲ୍ଲାରେ ବର୍ଷା ଲାଗି ରହିଛି। ମୟୁରଭଞ୍ଜ ଜିଲ୍ଲାର ସମେତ ବାରିପଦାରେ ସୋମବାର ଠାରୁ… Read More...