Blank space
Blank space
Breaking News/ମୁଖ୍ୟ ଖବର:
ଯୁଗପୁରୁଷ ସ୍ୱାମୀ ବିବେକାନନ୍ଦଙ୍କ ଜନ୍ମ ଜୟନ୍ତୀ ତଥା ଜାତୀୟ ଯୁବ ଦିବସ ପାଳିତସମ୍ବଲପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ  ୪୫୧.୨୪ କୋଟି ଟଙ୍କା ବ୍ୟୟରେ ବୃହତ ୱାଟର ସପ୍ଲାଏ ପ୍ରକଳ୍ପର ଭେଟି ଆଜି ୨୫ ଟି ଇ-ବସ୍‌ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀସ୍ୱର୍ଗତଃ ସଂଚିତା ମହାନ୍ତିଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ସଭାକଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍‌ଘାଟିତବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନକେଏଲ୍ ବିଶ୍ବବିଦ୍ୟାଳୟ ପକ୍ଷରୁ କ୍ୟାରିୟର ସମ୍ମିଳନୀକଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହେଲା ୩୭ତମ ସବ-ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍୨୩ ରେ ପାରାଦୀପ ଡମ୍ପର ମାଲିକ ସଙ୍ଘ ନିର୍ବାଚନ : ସଦା ଙ୍କ ପଲ୍ଲା ଭାରି !ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତପାରାଦୀପ କଲେଜ ଏନସିସି ଓ ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜିତ : ୧୧୬ ୟୁନିଟ ରକ୍ତ ସଂଗୃହିତସରକାରୀ ଯୋଜନାରେ ବଦଳିନି ୪ ଅସହାୟ ପିଲାଙ୍କ ଭାଗ୍ୟ : ଭବିଷ୍ୟତ ଅନ୍ଧାରରେ, ସହାୟତା ପାଇଁ ସ୍ନେହମୟୀ ଙ୍କ ପ୍ରଚେଷ୍ଟାନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ଯବ୍ୟାଙ୍କ ଅଫ ବରୋଦା ଦ୍ୱାରା ମେଗା କିଷାନ ମେଳା ଆୟୋଜିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘ
Blank space
Browsing Category

Uncategorized

ଯୁବକକୁ ପଥରରେ ଛେଚି ହତ୍ୟା କରାଯାଇଥିବା ଅଭିଯୋଗ

ବାରିପଦା,(ନିରପେକ୍ଷ ଖବର)୧/୯: ଜଣେ ଯୁବକୁ ମଦ ପିଇବାକୁ ଡାକିନେଇ ତାର ସାଙ୍ଗମାନେ ପଥରରେ ଛେଚି ଛେଚି ହତ୍ୟା କରିଥିବା ଅଭିଯୋଗ ଆଣିଲେ ମୂର୍ତ ଯୁବକର ଭାଇ। ମୟୁରଭଞ୍ଜ ଜିଲ୍ଲା ବେତନଟୀ ଥାନା ଅନ୍ତର୍ଗତ ସୋରଶଳ ଗାଁରେ ଶନିବାର ଦିନ ଏଭଳି ଲୋମହର୍ଷଣକାରୀ ଘଟଣା ଘଟିଯାଇଛି। ଗତକାଲି ବିଳମ୍ବିତ…
Read More...

ଦାଇତ୍ୱହୀନ ଥାନାଧିକାରୀ ହେଲେ ନିଲମ୍ବିତ

ବାରିପଦା,(ନିରପେକ୍ଷ ଖବର) ୩୧।୮: କଥାରେ ଅଛି ଜଣେ ଦୋଷୀ ବରଂ ଛାଡ଼ ପାଇଯାଉ, କିନ୍ତୁ ଜଣେ ନିର୍ଦୋଷ ଦଣ୍ଡିତ ନ ହେଉ। ହେଲେ ମୟୂରଭଞ୍ଜ ଜିଲ୍ଲାର ବାଦାମପାହାଡ଼ ଥାନା ଅଧୀନରେ ଗୋଟିଏ ନିର୍ଦୋଷ ପରିବାରକୁ ଦଣ୍ଡିତ କରାଯାଇଥିଲା।ଯାହାକୁ ନେଇ ମୟୁରଭଞ୍ଜ ଜିଲ୍ଲା ସମେତ ସମଗ୍ର ଓଡ଼ିଶାରେ ଚହଳ…
Read More...

ପୁଣି ଏକ ଲୋମହର୍ଷକାରୀ ଘଟଣା ସାମ୍ନାକୁ ଆସିଲା……

ବାରିପଦା(ନିରପେକ୍ଷ ଖବର)ତା-୧୦/ଅଗଷ୍ଟ/୨୦୧୯-ଆଦିବାସୀ ଅଧୁସିତ ମୟୁରଭଞ୍ଜ ଜିଲ୍ଲାରେ ପୁଣି ଏକ ଲୋମହର୍ଷକାରୀ ଓ ଲଜ୍ୟା ଘଟଣା ସାମ୍ନାକୁ ଆସିଛି। ଜଣେ କଲେଜ ପଢୁଆ ଝିଅର ଲଗ୍ନ ଫୋଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ମଣିଷରୂପୀ ରାକ୍ଷସଙ୍କ କବଳରେ ଶିକାର ହେଲେ ଏହି କଲେଜ ପଢ଼ୁଆ ନାବାଳିକା…
Read More...

ଚୋରା ଚାଲାଣ ହେଉଥିବା କାଠ ବୋଝେଇ ପିକଅପକୁ ଜବତ କଲା ପୁଲିସ୍….

ବାରିପଦା(ନିରପେକ୍ଷ ଖବର)ତା-୧/ଅଗଷ୍ଟ/୨୦୧୯-ମୟୂରଭଞ୍ଜ ଜିଲ୍ଲା ଅନ୍ତର୍ଗତ ଠାକୁରମୁଣ୍ଡା ଥାନା ପୋଲିସ୍ କୁ ମିଳିଛି ଏକ ବଡ ସଫଳତା । ଗୁରୁବାର ସକାଳୁ ପୋଲିସ୍ ପେଟ୍ରୋଲିଂ କରୁଥିବାବେଳେ ମୂଲ୍ୟବାନ କାଠ ସହ ଏକ ପିକଅପ ଭ୍ୟାନ ଓ ଗୋଟିଏ ଇଣ୍ଡିଗୋ କାର ଏବଂ ୫ ଜଣକୁ ସନ୍ଦେହରେ ଅଟକ ରଖିଛି…
Read More...

ପ୍ରଶାସନିକ ଅଧିକାରୀ ନାଁରେ ଠକେଇ କରୁଥିବା ଠକକୁ ଦଣ୍ଡିତ କଲେ କୋର୍ଟ…

ବାରିପଦା(ନିରପେକ୍ଷ ଖବର)ତା-୩୧/ଜୁଲାଇ/୨୦୧୯- ନକଲି ସରକାରୀ ଅଧିକାରୀ ବୋଲି ନିଜର ପରିଚୟ ଦେଇ ଲୋକଙ୍କୁ ଠକି ଚାଲୁଥିବା ଜଣେ ବ୍ୟକ୍ତିକୁ ମୟୁରଭଞ୍ଜ ଜିଲ୍ଲା ସ୍ପେଶାଲ ଦୌରା ଜର୍ଜ ସୁମିତା ଆଚାର୍ଯ୍ୟ ଦଣ୍ଡିତ କରିଛନ୍ତି। ବୁଧବାର ମାନ୍ୟବର କୋର୍ଟ ଦୋଷୀକୁ ୬ବର୍ଷ ଜେଲଦଣ୍ଡ ସହ ୧୦୦୦୦ ଟଙ୍କା…
Read More...

ଦଣ୍ଡିତ ହେଲେ ଲାଞ୍ଚୁଆ ସରକାରୀ ଅଧିକାରୀ….

ବାରିପଦା(ନିରପେକ୍ଷ ଖବର)ତା-୩୦/ଜୁଲାଇ/୨୦୧୯- ଲାଞ୍ଚ ମାଗିବା ମହଙ୍ଗା ପଡିଲା। ଦଣ୍ଡିତ ହେଲେ ଲାଞ୍ଚୁଆ ସରକାରୀ ଅଧିକାରୀ। ୨୦୧୨ ମସିହାର ଏକ ଲାଞ୍ଚ ମାମଲାର ବିଚାର କରି ମଙ୍ଗଳବାର ବାରିପଦା ଭିଜିଲାନ୍ସ କୋର୍ଟର ସ୍ପେଶାଲ ଜର୍ଜ ବେଣୁଧର ପାତ୍ର ରାୟ ଶୁଣାଇଛନ୍ତି। ଅଭିଯୁକ୍ତ ମୟୁରଭଞ୍ଜ…
Read More...

ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତ ଦେହ ଉଦ୍ଧାର..

ବାରିପଦା(ନିରପେକ୍ଷ ଖବର)ତା-୨୫/ଜୁଲାଇ/୨୦୧୯: ମୟୁରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ଅଞ୍ଚଳରେ ଏକ ଝୁଲନ୍ତା ଅବସ୍ଥାରେ ମୃତ୍ୟଦେହ ଉଦ୍ଧାର ହୋଇଛି। ଏପରି ଏକ ଦୁଃଖନୀୟ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଟାଉନଥାନା ଅଧିନରେ ଥିବା ନାଗଭାଣ ଗ୍ରାମରେ। ମୃତକ ଜଣକ ହେଲେ ସେହି…
Read More...

ଦୁର୍ଘଟଣା ସ୍ଥାନରେ ୧୦୮ ଆମ୍ବୁଲାନସ୍ ପହଁଚି ପାରିଲାନି..

ବାରିପଦା: ନିରପେକ୍ଷ ଖବର ୨୨/୦୭/୨୦୧୯: ମୟୁରଭଞ୍ଜ ଜିଲ୍ଲାର ଝାରପୋଖରୀଆ ଥାନା ଅନ୍ତର୍ଗତ ଧାଙ୍ଗୁଡିଶୋଳ ଛକ ନିକଟରେ ଆଜି ଦିନ ୧୧ଟା ସମୟରେ ଏକ ସଡକ ଦୂର୍ଘଟଣା ଘଟିଯାଇଛି । ସୂଚନା ଅନୁସାରେ ସାରସକଣାର ଖେକରା ଧଳ ନିଜ  ବମ୍ବେଛକରୁ ବାରିପଦା ପଟେ ଯାଉଥିବା ସମୟରେ ଧାଙ୍ଗୁଡିଶୋଳ ଛକ ନିକଟରେ…
Read More...

ଆତଙ୍କର ଆଡ୍ଡାସ୍ଥଳ ପାଲଟିଛି ସହିଦ ନଗର….

ଭୁବନେଶ୍ୱର, ନିରପେକ୍ଷ ଖବର:୧୯/୦୭/୧୯: ଓଡ଼ିଶାର ରାଜଧାନୀ ଭୁବନେଶ୍ୱରର ସମ୍ବ୍ରାନ୍ତ ଅଞ୍ଚଳ କୁହାଯାଉଥିବା ଶହୀଦ ନଗର ଏବେ ଅସୁରକ୍ଷିତ ହୋଇପଡିଛି। ଅସାମାଜିକ ଲୋକଙ୍କ ଆଡ୍ଡାସ୍ଥଳରେ ପରିଣତ ହୋଇଛି। ଏଠାରେ ଦିନ ଦ୍ୱିପହରେ  ଲୁଟତରାଜ ମଧ୍ୟ ଚାଲୁଛି। କାହା ପାଖରୁ ବନ୍ଧୁକ ଦେଖାଇ ଲୁଟେରାମାନେ…
Read More...

ପାଟକୁରାରେ ପୁଲିସର ବର୍ବର କାଣ୍ଡ….

ବାରିପଦା, ନିରପେକ୍ଷ ଖବର(୧୮/ଜୁଲାଇ/୨୦୧୯)-କେନ୍ଦ୍ରାପଡ଼ା ଜିଲ୍ଳାର ପାଟକୁରାରେ କାର୍ଯ୍ୟରତ ଗଣମାଧ୍ୟମ ପ୍ରତିନିଧିଙ୍କୁ ପୁଲିସର ଦୁର୍ବ୍ୟବହାର ବିରୋଧରେ ମୟୁରଭଞ୍ଜର ସାମ୍ବାଦିକମାନେ ମିଳିତ ହୋଇ ଜିଲ୍ଲାପାଳଙ୍କ ଅଫିସ ସମ୍ବୁଖରେ ପ୍ରତିବାଦ ସଭା କରିଛନ୍ତି।ପାଟକୁରାରେ ପୁଲିସର ବର୍ବର…
Read More...

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ…….

ବାରିପଦା,ନିରପେକ୍ଷ ଖବର:(୧୮/ଜୁଲାଇ/୨୦୧୯) ଭିଜିଲାନ୍ସ ଜାଲରେ ପଡିଲେ ମୟୁରଭଞ୍ଜ ଜିଲ୍ଲାର ସହକାରୀ ଯନ୍ତ୍ରୀ। ବାରିପଦାସ୍ଥିତ ଖୁଦ୍ରଜଳସେଚନ ବିଭାଗରେ କାର୍ଯ୍ୟରତ ଥିବା ଏହି ସହକାରୀ ଯନ୍ତ୍ରୀ ଜଣଙ୍କ ହେଲେ ହୃଦେଶ୍ୱର ବେହେରା ବାରିପଦାରେ ଥିବା ତାଙ୍କ ନିଜ ଘର, ଭୁବନେଶ୍ୱରରେ ଥିବା ଫ୍ଲାଟ…
Read More...

ହୋଟେଲରେ ଜଣେ ଯୁବକର ସନ୍ଧେହ ଜନକ ମୃତ୍ୟୁ

ବାରିପଦା,ନିରପେକ୍ଷ ଖବର:୧୬/ଜୁଲାଇ ୨୦୧୯(ମଙ୍ଗଳବାର)- ସ୍ଥାନୀୟ ଏକ ହୋଟେଲରୁ ଜଣେ ଯୁବକର ସନ୍ଧେହ ଜନକ ଭାବେ ମୃତ ଦେହ ଉଦ୍ଧାର ହୋଇଛି। ବାରିପଦା ଟାଉନ ଥାନା ପୁଲିସ୍ ଏହି ମୃତ ଦେହକୁ ଉଦ୍ଧାର କରିଛି। ମଙ୍ଗଳବାର ଅପରାହ୍ନ 2ଟା ସମୟରେ ବାରିପଦା ସହର ମଧ୍ୟ ଭାଗରେ ଥିବା ଅପର୍ଣ୍ଣା ହୋଟେଲରୁ ଏକ…
Read More...

ଡ଼ମ୍ପର ଧକ୍କାରେ ଚାଲିଗଲା ଦୁଇ ଜୀବନ

ବାରିପଦା, ନିରପେକ୍ଷତା ଖବର:୧୬/ଜୁଲାଇ/୨୦୧୯( ସୋମବାର): ଡ଼ମ୍ପର ଧକ୍କାରେ ଚାଲିଗଲା ଦୁଇ ଜୀବନ। ଏବେବି ତିନି ଗୁରୁତର ହସ୍ପିଟାଲରେ ମୃତ୍ୟୁ ସହ ଲଢେ଼ଇ କରୁଛନ୍ତି। ବୈଶିଙ୍ଗା ଥାନା ଅନ୍ତର୍ଗତ ୧୮ନମ୍ବର ଜାତୀୟ ରାଜପଥ ଆଗରିଆ ହନୁମାନ ମନ୍ଦିର ନିକଟରେ ଏକ ମର୍ମନ୍ତୁତ ସଡ଼କ ଦୁର୍ଘଟଣା…
Read More...

ସତ୍ୟବାଦୀ ପଟନାୟକ ଛକରେ ତ୍ରିପଲ ମର୍ଡର….

ପୁରୀ, ନିରପେକ୍ଷ ଖବର: ପୁରୀ ଜିଲ୍ଲା ଅନ୍ତର୍ଗତ ସତ୍ୟବାଦୀ ପଟନାୟକ ଛକରେ ତ୍ରିପଲ ମର୍ଡର। ମୃତକ ମାନେ ସତ୍ୟବାଦୀ ବିରାମଚନ୍ଦ୍ରପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ଅଜୟ ବେହେରାଙ୍କ ଭାଇ ଓ ପୁତୁରା। ଆଜି ସନ୍ଧ୍ୟା ୫ଟାରେ ଦୁର୍ବୁର୍ତ ମାନେ ଆକ୍ରମଣ କରିଥିଲେ ଘଟଣା ସ୍ଥଳରେ ତିନି ଜଣ ମୃତ୍ୟୁ।…
Read More...

ଟ୍ରେନ ଲାଇନରେ ଶୋଇଥିବା ବେଳେ ଟ୍ରେନ ଚଢ଼ିଗଲା….

ବାରିପଦା, ନିରପେକ୍ଷ ଖବର:ଟ୍ରେନ ଲାଇନରେ ଶୋଇଥିବା ବେଳେ ଚଢ଼ିଗଲା ଟ୍ରେନ। ଫଳରେ ଜଣେ ଲୋକକୁ ଦୁଇଟି ଗୋଡ଼ ହରାଇବାକୁ ପଡିଛି। ଭଂଜପୁର ଷ୍ଟେସନରୁ ବାଲେଶ୍ବର ଏକ ପାସେଞ୍ଜର ଟ୍ରେନ ଯାଉଥିବା ବେଳେ ବାଘଡା ରୋଡ଼ ମଝିରେ ଏହି ଦୁର୍ଘଟଣା ଘଟିଛି। ଟ୍ରେନ ଡ୍ରାଇଭର ଆଖୀ ସାମ୍ନାରେ ଏହି ଦୁର୍ଘଟଣା…
Read More...

ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ରଥଟଣା ସମ୍ପୂର୍ଣ୍ଣ..

ବାରିପଦା, ନିରପେକ୍ଷ ଖବର:୬/ଜୁଲାଇ/୨୦୧୯, ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ଶ୍ରୀଶ୍ରୀ ହରିବଳଦେଵ ଜୀଉଙ୍କ ରଥଯାତ୍ରା ସ୍ୱତନ୍ତ୍ର ରୀତିନୀତି ଅନୁଯାୟୀ ପାଳିତ ହୋଇଯାଇଛି। ବିଶେଷକରି ବାରିପଦାରେ ଦେବୀ ସୁଭଦ୍ରାଙ୍କ ରଥ କେବଳ ମହିଳାମାନେ ଟାଣିବାର ସୁଯୋଗ ପାଇଥାନ୍ତି। ଯାହା ବିଶ୍ୱରେ ଏଭଳି…
Read More...

ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦା ହେଲା ଉତ୍ସବ ମୁଖର…

ବାରିପଦା,ନିରପେକ୍ଷ ଖବର:୫/ଜୁଲାଇ/୨୦୧୯, ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ଶ୍ରୀଶ୍ରୀ ହରିବଳଦେଵ ଜୀଉଙ୍କ ରଥଯାତ୍ରା ଧୁମଧାମରେ ଅନୁଷ୍ଠିତ ହୋଇଯାଇଛି। ଶୁକ୍ରବାର ପ୍ରଭୁ ବଳଭଦ୍ରଙ୍କର ରଥ ଟଣା ଯାଇଥିବା ବେଳେ ସନିବାର ଅପରାହ୍ନ 2.30 ମିନିଟ ସମୟରେ ପ୍ରଭୁ ଜଗନ୍ନାଥଙ୍କ ରଥ ଟଣା ଯିବ। ମା'…
Read More...

ଦ୍ୱିତୀୟ ଶ୍ରକ୍ଷେତ୍ର ଭାବେ ପରିଚିତ ବାରିପଦା ହରିବଳଦେଵ ଜୀଉଙ୍କ ପହଣ୍ଡି ବିଜେ ।

ବାରିପଦା ,ନିରପେକ୍ଷ ଖବର:୪ ଜୁଲାଇ ୨୦୧୯(ଗୁରୁବାର)  ଆଜି ବାରିପଦା ସ୍ଥିତ ହରିବଳଦେଵ ଜୀଉ ମନ୍ଦିରରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ପହଣ୍ଡି ବିଜେ ସମ୍ପନ୍ନ ହୋଇଯାଇଛି। ଆଜି ସକାଳ ୮ ଘଟିକାରୁ ନୀତିକାନ୍ତି ଆରମ୍ଭ ହୋଇଥିଲା।ଦିବା ୪ ଘଟିକା ସମୟ ରେ ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ…
Read More...

ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ, ଆଧୁନିକୀକରଣ ଏବଂ ଗୁଣାତ୍ମକ ମାନ ବୃଦ୍ଧି ଉପରେ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଗୁରୁତ୍ୱ..

ଭୁବନେଶ୍ୱର,ନିରପେକ୍ଷ ଖବର: ୨୯/୦୫/୨୦୧୯ ଉଚ୍ଚଶିକ୍ଷା ବିଭାଗର ୫୨ଟି ସରକାରୀ ମହାବିଦ୍ୟାଳୟର ଅଧ୍ୟକ୍ଷମାନଙ୍କ ସମ୍ମିଳନୀ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ମନ୍ତ୍ରୀ ଡ. ସାହୁ ପ୍ରଚଳିତ ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ, ଆଧୁନିକୀକରଣ…
Read More...

ବାରିପଦାର,ବେତାନଟି ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା 4 ମୃତ୍ୟ 10 ଗୁରୁତର।

ବାରିପଦା ନିରପେକ୍ଷ ଖବର:ତା:୨୭ ବୁଧବାର ରାତି 12ଟା ସମୟ ରେ ଭୁବନେଶ୍ୱର ରୁ ବାରିପଦା ଆସୁଥିବା କଳ୍ପନା(ମା ମଙ୍ଗଳା)      ନାମକ ଏକ ଘରୋଇ ବସ ବେତାନଟି ନିକଟସ୍ଥ ଆଗରିଆ ପାଖରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ଏଥିରେ ୪ ଜଣଙ୍କ ମୃତ୍ୟୁ ହୋଇଛି ଓ 10 ଜଣ ଗୁରୁତର ଅବସ୍ଥା ରେ ଚିକିତ୍ସିତ…
Read More...