Blank space
Blank space
Breaking News/ମୁଖ୍ୟ ଖବର:
କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକ
Blank space

କରୋନା କୁ ନେଇ ପିସିସି ସଭାପତି ମୁହଁ ଖୋଲିଲେ

0

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୨୯/୦୩   କରୋନା ଭାଇରସ୍ ବିଶ୍ୱରେ ଅକଳ୍ପନୀୟ କ୍ଷତି ଘଟାଇଛି। ଦୁନିଆର ପ୍ରତ୍ୟେକ ଦେଶ ପ୍ରଭାବିତ ହୋଇଅଛି। ଏହାର ପ୍ରତିରୋଧ ପାଇଁ ଲକଡାଉନ୍ ହେଉଛି ଏକମାତ୍ର ବିକଳ୍ପ। ମୁଁ ସମସ୍ତଙ୍କୁ ଅନୁରୋଧ କରୁଛି, ସରକାରଙ୍କ ଆଦେଶକୁ ଶୁଣନ୍ତୁ – ବାହାରକୁ ଯାଆନ୍ତୁ ନାହିଁ। ଯଦି ଆପଣଙ୍କୁ ବାହାରକୁ ଯିବାକୁ ପଡ଼ିବ ତେବେ ସତର୍କତା ଅବଲମ୍ବନ କରନ୍ତୁ।

ଏହି ଭୂତାଣୁ ହୁଏତ ହଜାର ହଜାର ଲୋକଙ୍କ ଜୀବନ ନେଇଥାଇ ପାରେ, କିନ୍ତୁ ଏହା ମାନବ ଜାତିର ଆତ୍ମା – କରୁଣା ଓ ସହାନୁଭୂତି ମାରି ପାରିବ ନାହିଁ। ଆମକୁ ସୁନିଶ୍ଚିତ କରିବାକୁ ପଡ଼ିବ ଯେ, ଲକଡାଉନ୍ ସମୟରେ ଗରିବ ଲୋକ ଅନାହାରରେ ମୃତ୍ୟୁମୁଖରେ ନ ପଡ଼ନ୍ତୁ। ପକ୍ଷୀ ଏବଂ ଅନ୍ୟ ପଶୁଙ୍କୁ ଖାଇବାକୁ ଦେବା ଜରୁରୀ। ମଣିଷ ଭାବରେ ଏହା ଆମର କର୍ତ୍ତବ୍ୟ | ସରକାର ଅନୁରୋଧ ଯଥା ସମ୍ଭବ ସହାୟତା ପ୍ରଦାନ କରନ୍ତୁ।

Mo sapath

Leave A Reply

Your email address will not be published.