Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ଭବାନୀ ମଲ୍ ଭଳି ଜନଗହଳି ସ୍ଥାନରେ ମଦୁଆଙ୍କ ଗୁଣ୍ଡା ଗିରି..

0

*ପୋଲିସ୍ ବାବୁଙ୍କୁ ହାତ ଉଠାଇବା ସହ ଅଶ୍ଳୀଳ ଭାଷାରେ ସାଧାରଣ ଜନତା ଙ୍କୁ ଗାଳି …

ଭୁବନେଶ୍ୱର, ନିରପେକ୍ଷ ଖବର:୨୭/୦୯/୧୯ ଆଜି ସହିଦ୍ ନଗର ଭବାନୀ ମଲ୍ ରେ ଜଣେ ନିଶାକ୍ତ ଯୁବକ ମଲ୍ ଭିତରେ ନିଶା ଖାଇ ଭଙ୍ଗା ରୁଜା କରିବା ସହ ମଲ୍ ଆସିଥିବା ସମସ୍ତ ଲୋକଙ୍କ ଭିତରେ ଏକ ପ୍ରକାର ଆତଙ୍କ ଖେଳାଇ ଦେଇଥିଲା। ମଲ୍ ରେ ନିଓଜିତ ସୁରକ୍ଷା କର୍ମୀ ଆସି ବୁଝାଇବାକୁ ଚେଷ୍ଟା କରିଥିଲେ କିନ୍ତୁ ପୁରିସ୍ଥିତି ଅଣାୟତ ହେବାରୁ ପୋଲିସ୍ କୁ ଡାକିଥିଲେ ।ନିଶାକ୍ତ ଯୁବକ ପୋଲିସ୍ କୁ ମଧ୍ୟ ହାତ ଉଠାଇବାକୁ ପଛାଇନଥିଲା।ଶେଷରେ ପୋଲିସ୍ ନିଶାକ୍ତ ଯୁବକ କୁ ଥାନା ହାଜତକୁ ନେଇଛନ୍ତି। ଏହା ଦେଖି ଏକ ପ୍ରକାର କହିଲେ ଅସମ୍ଭବ ହେବନି ଦିନକୁ ଦିନ ସହିଦ୍ ନଗରରେ ମଦୁଆଙ୍କ ଅତ୍ୟାଚାର ବୃଦ୍ଧି ପାଇବାରେ ଲାଗିଛି। କମିଶନରେଟ୍ ପୋଲିସ୍ ର ପେଟ୍ରୋଲିଂ ଅଭାବ ଯୋଗୁଁ ଆଜିର ଏଭଳି ଘଟଣା ଘଟିଛି ବୋଲି ସାଧାରଣ ଲୋକଙ୍କ ମଧ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି।

Mo sapath

Leave A Reply

Your email address will not be published.