Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ଶ୍ରୀ ଯୋଗ ବେଦାନ୍ତ ସେବା ସମିତି ଦ୍ୱାରା ମାତୃ-ପିତୃ ପୂଜନ ଦିବସ ପାଳିତ

0

ଭୁବନେଶ୍ୱର :ନିରପେକ୍ଷ ଖବର : ଭାରତୀୟ ସଂସ୍କୃତିର ‘ମାତୃ-ପିତୃ ଭକ୍ତି’ର ଭାବନାକୁ ପ୍ରୋତ୍ସାହିତ କରିବା ପାଇଁ  ଶ୍ରୀ ଯୋଗ ବେଦାନ୍ତ ସେବା ସମିତି, ଧଉଳୀ ପକ୍ଷରୁ ‘ମାତୃ-ପିତୃ ପୂଜନ ଦିବସ’ ସ୍ଥାନୀୟ  ଭୀମପୁର ଆଦର୍ଶ ଶିଶୁ ବିଦ୍ୟାମନ୍ଦିର ପ୍ରାଙ୍ଗଣରେ ପାଳିତ ହୋଇଯାଇଛି । ଏଥିରେ ୩୦୦ରୁ  ଅଧିକ ଛାତ୍ରଛାତ୍ରୀ ସେମାନଙ୍କ ପିତାମାତାଙ୍କୁ ପୂଜା କରିଥିଲେ । ଆଦର୍ଶ ଶିଶୁ ବିଦ୍ୟା ମନ୍ଦିରର
ନିର୍ଦ୍ଦେଶକ ଭଗବାନ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି

କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ଗୁରୁକଲ୍ୟାଣ ମହାପାତ୍ର ଓ ମୁଖ୍ୟବକ୍ତା ଡଃ ପ୍ରଦୀପ କୁମାର ମିଶ୍ର ପ୍ରମୁଖ  ଯୋଗଦେଇ ପିଲାମାନଙ୍କୁ ଶୁଭ ସଂସ୍କାର ପ୍ରଦାନ କରିଥିଲେ । ଏହାର ପ୍ରଭାବରେ ଭବିଷ୍ୟତ  ଜୀବନରେ ପିଲାମାନଙ୍କ ଉଜ୍ଜ୍ୱଳ ଚରିତ୍ରର ନିର୍ମାଣର ଆଧାରଶିଳା ହେବ ବୋଲି ଅତିଥିମାନେ ଓ ଶ୍ରୀ ଯୋଗ ବେଦାନ୍ତ ସେବା ସମିତିର ନିର୍ଦ୍ଦେଶକ ସୂର୍ଯ୍ୟମଣି ସାମଲ କହିଥିଲେ ।

Mo sapath

Leave A Reply

Your email address will not be published.