ନିରପେକ୍ଷ ଖବର:ତା ୨୫/୦୬ ରାଜେଶ କୁମାର ଲେଙ୍କା(ନିଆଳି):ନିଆଳି ଅଞ୍ଚଳର ଯୋଗଜନ୍ମା ସୁପୁତ୍ର ଓଡ଼ିଶାର ବିଶିଷ୍ଟ ସାହିତ୍ୟକ ୰ମହାପାତ୍ର ନୀଳମଣି ସାହୁ ଯିଏକି ୨୦୧୨ ମସିହା ଜୁନ ୨୫ ତାରିଖରେ ଇହଧାମ ତ୍ୟାଗ କରିଥିଲେ,ତାଙ୍କର ୪ର୍ଥ ବାର୍ଷିକ ଶ୍ରାଦ୍ଧ ଉତ୍ସବ ଆଜି ରିମା କ୍ରିଏସନ କାର୍ଯ୍ୟାଳୟରେ ପାଳନ ହୋଇଯାଇଛି | ନିଆଳି ଅଞ୍ଚଳର ମନୋରଞ୍ଜନ ଶିଳ୍ପ ଅନୁଷ୍ଠାନ ରିମା କ୍ରିଏସନ ପକ୍ଷରୁ ଅନୁଷ୍ଠିତ ଏହି ଶ୍ରଦ୍ଧାଞ୍ଜଳି ସଭାରେ ଅନୁଷ୍ଠାନର ଅଧ୍ୟକ୍ଷ ଡାକ୍ତର ଚିତ୍ତରଂଜନ ମିଶ୍ର ,ପ୍ରକଳ୍ପ ମୁଖ୍ୟ ପୀତବାସ ସେନାପତି ,ଅବସର ପ୍ରାପ୍ତ ଶିକ୍ଷକ ଯୋଗେନ୍ଦ୍ର ସାହୁ,ରିମା କ୍ରିଏସନ କାର୍ଯ୍ୟ କର୍ତ୍ତା ହେମନ୍ତ ମିଶ୍ର,ପବିତ୍ର ମୋହନ ସାହୁ,ସୁରେଶ ପ୍ରଧାନ,ଟେକନିସିଆନ କର୍ଣ୍ଣ ଦାସ ,ଅଜିତ କାଣ୍ଡି,ସୌମ୍ୟରଂଜନ ଦାସ ଓ ଦେବେନ୍ଦ୍ର ଭୋଇ ଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି କଳାକାର ଓ ସାହିତ୍ୟକ ଯୋଗ ଦେଇ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ | ନୀଳମଣି ସାହୁ ଙ୍କର ରଚନାବଳୀ ସବୁ କୁ ଆଧାର କରି କଳାତ୍ମକ ଚଳଚିତ୍ର ଓ ଟେଲି ଚଳଚିତ୍ର ସବୁ ନିର୍ମାଣ କରା ଯିବ ବୋଲି ରିମା କ୍ରିଏସନ ର ଅଧ୍ୟକ୍ଷ ଡାକ୍ତର ଚିତ୍ତରଞ୍ଜନ ମିଶ୍ର ଘୋଷଣା କରିଥିଲେ |
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍ଘାଟିତ