Blank space
Blank space
Breaking News/ମୁଖ୍ୟ ଖବର:
ବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତପଠାଣି ସାମନ୍ତ ଜୟନ୍ତୀ ଉପଲକ୍ଷେ କଳାଭୁମି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତଭୁବନେଶ୍ୱର ରେଳ ଷ୍ଟେସନର ପୁନଃ ବିକାଶ କାର୍ଯ୍ୟ ତଦାରଖ ପାଇଁ ଷ୍ଟେସନ ସାମ୍ନାରେ ଅସ୍ଥାୟୀ କ୍ୟାମ୍ପ ଅଫିସ୍ କାର୍ଯ୍ଯ ଆରମ୍ଭ
Blank space

ବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦ

0

ଭୁବନେଶ୍ୱର, ନିରପେକ୍ଷ ଖବର: ତା ୦୩/୦୯/୨୪ ବଡଗଡର ପ୍ରସିଦ୍ଧ ଗଣେଶ ପୂଜା ମହୋତ୍ସବରେ ମହାରାଷ୍ଟ୍ର ଲାଲବାଗ ଆକୃତିର ୫୭ଫୁଟ ଉଚ୍ଚର ଗଣେଶ, ଓ ୧୨ ଫୁଟ ଉଚ୍ଚର ମୂଷିକ ବାହନ ପୂଜା ପାଇବେ । ୨୦୧୮ ମସିହାରେ ୩୫ ଫୁଟ ଉଚ୍ଚର ମୂର୍ତ୍ତି ଏବଂ ୨୦୨୩ ମସିହାରେ ୫୫ଫୁଟ ଉଚ୍ଚର ମୂର୍ତ୍ତି ପୂଜାପାଇଥିଲେ। ଏଥର ପୂଜାର ମୁଖ୍ୟ ଆକର୍ଷଣ ହେବ ୧୦ କେଜି ଓଜନର ରୂପା ପାଦ ଓ କେ.ଜିର ଲଡ଼ୁ ଭୋଗ, ପୂଜାର ଆୟୋଜକ ବ୍ରାଇଟ୍ ଷ୍ଟାର ୟୁଥ୍ ଆସୋସିଏସନ ଓ ବଡଗଡ ଗଣେଶ ମହୋତ୍ସବ ପୂଜା କମିଟି ପକ୍ଷରୁ ରବିବା ରବିବାର ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି। ଶ୍ରୀ ଗଣେଷ ଠାକୁରଙ୍କ ପରିଧାନ ନିମନ୍ତେ ଏକ ମୂଲ୍ୟବାନ ବସ୍ତ୍ର ସୋନପୁରର ବୁଣାକାର ଶ୍ରୀ ବିକ୍ରମ ମେହେରଙ୍କ ଦ୍ଵାରା ବୁଣାଯାଇଛି। ଏହି ବସ୍ତ୍ର ପାଇଁ ୫୪ ହଜାର ଟଙ୍କା ବ୍ୟୟ ହୋଇଛି। । ଏହି ପରିଧାନ ବସ୍ତ୍ରର ପ୍ରସ୍ତୁତିପାଇଁ ବୁଣାକାରଙ୍କୁ ମାସାଧୂକ ସମୟ ଲାଗିଛି। ଶ୍ରୀ ଗଣେଶଙ୍କ ମୂର୍ତ୍ତିରେ ବ୍ୟବହୃ ହେବ ପ୍ରାକୃତିକ ତିକ ରଙ୍ଗ। ଏଥିସହିତ ଏଥିରେ ଟାଇଟାନିକ୍ ଆକୃତିର ଆଲୋକ ତୋରଣ ମଧ୍ୟ ଶୋଭା ପାଇବ। । ପ୍ରତିଦିନ ସନ୍ଧ୍ୟାରେ ଠାକୁରଙ୍କ ଖେଚୁଡି ପ୍ରସାଦ ଶ୍ରଦ୍ଧାଳୁ ମାନଙ୍କୁ ବିତରଣ କରାଯିବ। କଟକର ତ୍ରିଶୂଳିଆରୁ ମାଟି କିଣାଯାଇ ଇ କୁଶଳୀ ।ରିଗରମାନଙ୍କ ଦ୍ୱାରା ଏହି ମୂର୍ତ୍ତିଗଢିବା କାର୍ଯ୍ୟ ଚାଲିଛି। ୭ ଦିନ ଧରି ପୂଜାକୁ ଜାକଜମକରେ ପାଳନ କରାଯିବ। । ପୂଜା ମଣ୍ଡପରେ ଜର୍ମାନର ହ୍ୟାଙ୍ଗର ସେଡ, ମିନି ପାଗୋଡାରେ ନିର୍ମାଣ କରାଯିବ। ବଡଗଡର ଗଣେଶ ପୂଜା ମଣ୍ଡପ, ଗ୍ରାମ ଛକରୁ କଳ୍ପନା ଛକ ଯାଏ ଆଲୋକ ମାଳାରେ ଝଲସି ଉଠିବ। ପୂଜା ମଣ୍ଡପରେ ଦିବ୍ୟାଙ୍ଗ ଓ ବୟସ୍କ ବ୍ୟକ୍ତିଙ୍କ ଦର୍ଶନ ପାଇଁ ମଣ୍ଡପ ହୁଇଲ ଚେୟାର ସୁବିଧା କରାଯାଇଛି। କମିଟିର ସମ୍ପାଦକ ସଂଗ୍ରାମ ମାର୍ଥାଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମରେ ଓଲିଉଡ ଷ୍ଟାର ଅର୍ଚ୍ଚନା ପାଢ଼ୀ, ଇରା ମହାନ୍ତି, କୁଲଦିପ୍ ପଟ୍ଟନାୟକ, ନାଭ୍ୟା ଦୁର୍ଗା ତାରିକ୍ ଅଜିଜ୍, ଅଙ୍କିତ ପାତ୍ର, ମଣ୍ଡୁ ଛୁରିଆ ଏବଂ ସହଯୋଗୀ ପ୍ରମୁଖ ସଙ୍ଗୀତ ମହାକୁମ୍ଭରେ ଯୋଗ ଦେବେ ବୋଲି ସୂଚନା ଦିଆଯାଇଛି। ଏହି ସମ୍ମିଳନୀରେ ସମ୍ପାଦକଙ୍କ ସମେତ ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ।

Mo sapath

Leave A Reply

Your email address will not be published.