Blank space
Blank space
Breaking News/ମୁଖ୍ୟ ଖବର:
ବଜେଟରୁ ଲାଭ ପାଇବାରେ ଓଡ଼ିଶା ହେବ ଅଗ୍ରଣୀ ରାଜ୍ୟଡିଜିଟାଲ ମିଡ଼ିଆ ଏଡିଟର ଏବଂ ଓନରସ ଆସୋସିଏସନ ର କାର୍ଯ୍ୟକାରିଣୀ ବୈଠକୟୁରୋକିଡ୍ସ ଆଇଆରସି ଭିଲେଜ୍, ନୟାପଲ୍ଲୀ ସ୍କୁଲର ପ୍ରଥମ ବାର୍ଷିକ ଉତ୍ସବପଚାରିଲେ ଚାଷୀ, ଉତ୍ତର ରଖିଲେ ମନ୍ତ୍ରୀଆକର୍ଷଣ ବଢାଉଛି ଜୀବନ୍ତ ମତ୍ସ୍ୟପାଟଣାଗଡ଼ ଏନ୍‌ଏସି ଉପାଧ୍ୟକ୍ଷଙ୍କ ସମେତ ୭ ଜଣ କାଉନ୍‌ସିଲର ବିଜେଡି ଛାଡ଼ି ବିଜେପିରେ ହେଲେ ସାମିଲଆକର୍ଷଣର କେନ୍ଦ୍ର ପାଲଟିଛି ବିଶ୍ବର କ୍ଷୁଦ୍ରତମ ଗାଈ- ପୁଙ୍ଗାନୁରଚିତାକର୍ଷକ ‘ଡଗ୍ ସୋ’ରେ ଦର୍ଶକ ବିଭୋର  ବି.ଜେ.ଇ.ଏମ୍. ସ୍କୁଲରେ ବାର୍ଷିକ ପ୍ରକଳ୍ପ ପ୍ରଦର୍ଶନୀ ଅନୁଷ୍ଠିତରାଜ୍ୟର ସମସ୍ତ ଜିଲ୍ଲାରେ ଧାନ ସଂଗ୍ରହ ତ୍ୱରାନ୍ୱିତମତ୍ସ୍ୟ ପ୍ରାଣୀ ସମାବେଶରେ ଆକର୍ଷଣ ସାଜିଥିଲା “ପେଟ୍ ଫ୍ୟାସନ୍ ସୋବିଜେପି ଓବିସି ମୋର୍ଚ୍ଚାର ନୂତନ ରାଜ୍ୟ ସଭାପତିସମ୍ପୂର୍ଣ୍ଣ ଅନ୍‌ଲାଇନ୍‌ ମାଧ୍ୟମରେ ହେବ ଏହି ସବୁ ସରକାରୀ କାର୍ଯ୍ୟରାଜ୍ୟସ୍ତରୀୟ ‘ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୬’ଯୁଗପୁରୁଷ ସ୍ୱାମୀ ବିବେକାନନ୍ଦଙ୍କ ଜନ୍ମ ଜୟନ୍ତୀ ତଥା ଜାତୀୟ ଯୁବ ଦିବସ ପାଳିତସମ୍ବଲପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ  ୪୫୧.୨୪ କୋଟି ଟଙ୍କା ବ୍ୟୟରେ ବୃହତ ୱାଟର ସପ୍ଲାଏ ପ୍ରକଳ୍ପର ଭେଟି ଆଜି ୨୫ ଟି ଇ-ବସ୍‌ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀସ୍ୱର୍ଗତଃ ସଂଚିତା ମହାନ୍ତିଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ସଭାକଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍‌ଘାଟିତବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ
Blank space

ରାଜ୍ୟସ୍ତରୀୟ ‘ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୬’

ଭେଟେରିନାରୀ କଲେଜ ଅଡ଼ିଟୋରିୟମଠାରେ ସାମ୍ବାଦିକ ସମ୍ମିଳନୀ ଆୟୋଜିତ

0

 ୨୧ ରୁ ୨୩ ଜାନୁଆରୀ ପର୍ଯ୍ୟନ୍ତ ଜନତା ମଇଦାନଠାରେ ତୃତୀୟ ରାଜ୍ୟସ୍ତରୀୟ ‘ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୬’ ଅନୁଷ୍ଠିତ ହେବ ।
 ଉଦଘାଟନ କରିବେ ମାନ୍ୟବର ମୁଖ୍ୟମନ୍ତ୍ରୀ, ଉଦଯାପନୀ ସମାରୋହରେ ଯୋଗ ଦେବେ ମାନ୍ୟବର ରାଜ୍ୟପାଳ
 ଏଥରର ଥିମ୍ “ମତ୍ସ୍ୟ-ପ୍ରାଣୀ ଏବେ ନୂତନ ଦିଶା; ବିକଶିତ ହେବ ଆମ ଓଡ଼ିଶା ।”
 ସମାବେଶରେ ସାମିଲ ହେବେ ପ୍ରତି ବ୍ଲକ୍ ରୁ ୨୬ ଜଣ ଚାଷୀ, ମୋଟ ୮୧୬୪ ଜଣ ମତ୍ସ୍ୟଚାଷୀ ଓ ପ୍ରାଣିପାଳକ
 ପ୍ରତ୍ୟେକ ଉପଖଣ୍ଡରୁ ୬ ଜଣ, ମୋଟ ୩୪୮ ଜଣ ସଫଳ ପ୍ରାଣିପାଳକ ଓ ମତ୍ସ୍ୟଚାଷୀ ସମ୍ବର୍ଦ୍ଧିତ ହେବେ
 ଉଲ୍ଲେଖନୀୟ ଅବଦାନ ପାଇଁ ୨୦ ଜଣ ଶ୍ରେଷ୍ଠ ବିଭାଗୀୟ ଅଧିକାରୀଙ୍କୁ ସମ୍ମାନ ମିଳିବ
 ୧୨ ଟି ଇଣ୍ଟରାକ୍ଟିଭ୍ ପ୍ୟାନେଲ୍ ଆଲୋଚନାରେ ମାର୍ଗ ଦର୍ଶନ କରିବେ ସ୍ଵନାମଧନ୍ୟ ବିଶେଷଜ୍ଞ
 “ମନ୍ତ୍ରୀଙ୍କୁ ପଚାରନ୍ତୁ” କାର୍ଯ୍ୟକ୍ରମରେ ଚାଷୀଙ୍କ ପ୍ରଶ୍ନର ସିଧାସଳଖ ଉତ୍ତର ରଖିବେ ମାନ୍ୟବର ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ
 ୩ ଟି ହ୍ୟାଙ୍ଗର୍ ରେ ପ୍ରାୟ ୨୦୮ ଟି ଷ୍ଟଲ୍‌ ରେ ମତ୍ସ୍ୟ, ପ୍ରାଣିପାଳନ, ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ, ବେସରକାରୀ ଅନୁଷ୍ଠାନ ବିକାଶମୂଳକ କାର୍ଯ୍ୟକ୍ରମ ପ୍ରଦର୍ଶନ କରିବେ
 ୨ଟି ଖୋଲା ହ୍ୟାଙ୍ଗରରେ ହେବ ଜୀବନ୍ତ ପ୍ରାଣୀ ଓ ମତ୍ସ୍ୟ ପ୍ରଦର୍ଶନୀ
 ଦୁଇଟି ମଇଁଷି ଷଣ୍ଢ (ସୁରବୀର ଏବଂ ଇନ୍ଦର – ହରିୟାଣା), ପୁଙ୍ଗାନୁର ଗାଈ (ଆନ୍ଧ୍ର ପ୍ରଦେଶ), କାଙ୍କରେଜ୍ ଷଣ୍ଢ (ଗୁଜୁରାଟ), “ଡଗ୍ ସୋ” ଓ “ପେଟ୍ ଫ୍ୟାଶନ ସୋ”, ଡ୍ରୋନ୍ ସୋ, ଲେଜର୍ ସୋ, ଲାଇଭ୍ ସି ଫୁଡ୍ କିଚେନ୍, ଭର୍ଚୁଆଲ୍ ରିଅଲିଟି ଫାର୍ମ ଟୁର୍, ପେଣ୍ଟିଙ୍ଗ ପ୍ରଦର୍ଶନୀ, ମାନ୍ୟବର ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀଗଣଙ୍କ ସହ ସେଲଫି ଜୋନ୍, ପେଟ୍ ଜୋନ୍, କିଡ଼ସ୍ ଜୋନ୍, ପଲଟ୍ରି ଏକ୍ସପେରିୟେନ୍ସ ଜୋନ୍ ଆକର୍ଷଣ ସାଜିବ ।
 ୨୧ ଜାନୁଆରୀ ସକାଳ ୬ଟାରେ କଳିଙ୍ଗ ଷ୍ଟାଡିୟମ ଠାରୁ ଜନତା ମଇଦାନ ପର୍ଯ୍ୟନ୍ତ ଆୟୋଜିତ ହେବ ସଚେତନତା ୱାକାଥନ୍
 ଯୁବପିଢିଙ୍କ ଉପରେ ପ୍ରଭାବ ସୃଷ୍ଟି ପାଇଁ ଆୟୋଜିତ ବକ୍ତୃତା ଓ ଚିତ୍ରାଙ୍କନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ମିଳିବ
 ପ୍ରତି ସନ୍ଧ୍ୟାରେ ରହିଛି ଲୋକନୃତ୍ୟ ଏବଂ ଶାସ୍ତ୍ରୀୟ ନୃତ୍ୟ ସମ୍ବଳିତ ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ମେଲୋଡ଼ି କାର୍ଯ୍ୟକ୍ରମ
 ଜାନୁଆରୀ ୨୧ ରେ ଅନନ୍ୟା ଶ୍ରୀତମ ନନ୍ଦ ଓ ବର୍ଣ୍ଣାଳି ହୋତା, ଜାନୁଆରୀ ୨୨ ରେ ଦିପ୍ତିରେଖା ପାଢୀ ଏବଂ ଜାନୁଆରୀ ୨୩ ରେ ସ୍ଵୟମ ପାଢୀ ସଂଗୀତ ପରିବେଷଣ କରିବେ ।

ଭୁବନେଶ୍ଵର,ନିରପେକ୍ଷ ଖବର ତା: ୧୯/୦୧/୨୦୨୬
ରାଜ୍ୟସ୍ତରୀୟ “ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୬” ଆୟୋଜନ ପରିପ୍ରେକ୍ଷୀରେ ଏକ ସାମ୍ବାଦିକ ସମ୍ମିଳନୀ ଆଜି ଭେଟେରିନାରୀ କଲେଜ ଅଡ଼ିଟୋରିୟମଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ସାମ୍ବାଦିକ ସମ୍ମିଳନୀରେ ମାନ୍ୟବର ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗ ଦେଇ ସମାବେଶ ସମ୍ପର୍କରେ ଗଣମାଧ୍ୟମ ସମ୍ମୁଖରେ ସବିଶେଷ ତଥ୍ୟ ରଖିଥିଲେ । ପରେ ପରେ ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ରଖି କହିଥିଲେ, ମତ୍ସ୍ୟଚାଷୀ ଓ ପ୍ରାଣିପାଳକଙ୍କ ପାଇଁ ଏହି ସମାବେଶ ସଚେତନତା ଓ ସମୃଦ୍ଧିର ମହାକୁମ୍ଭ ସାଜିବ । କ୍ଷୀର, ମାଂସ, ଅଣ୍ଡା ଓ ମାଛ ଉତ୍ପାଦନରେ ଓଡ଼ିଶାକୁ ଆତ୍ମନିର୍ଭରଶୀଳ କରିବା ପାଇଁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ମଧ୍ୟ ସେ ତଥ୍ୟ ରଖିଥିଲେ ।

Blank space

ଚଳିତ ଜାନୁଆରୀ ୨୧ ରୁ ୨୩ ପର୍ଯ୍ୟନ୍ତ ଜନତା ମଇଦାନଠାରେ ଏହି ସମାବେଶ ଆୟୋଜିତ ହେବ । ୨୧ ଜାନୁଆରୀ ଅପରାହ୍ନରେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ସମାବେଶର ଉଦଘାଟନ କରିବେ । ସେହିପରି ଉଦଯାପନୀ ସମାରୋହରେ ମାନ୍ୟବର ରାଜ୍ୟପାଳ ଶ୍ରୀ ହରି ବାବୁ କମ୍ଭମପାଟି ଏହାର ଗରିମା ବୃଦ୍ଧି କରିବେ । ୨୦୨୬ ବର୍ଷ ପାଇଁ ଥିମ ରହିଛି “ମତ୍ସ୍ୟ-ପ୍ରାଣୀ ଏବେ ନୂତନ ଦିଶା; ବିକଶିତ ହେବ ଆମ ଓଡ଼ିଶା ।” ଏହି ସମାବେଶରେ ପ୍ରତି ବ୍ଲକ୍ ରୁ ୨୬ ଜଣ ଚାଷୀ ମୋଟ ୮୧୬୪ ଜଣ ମତ୍ସ୍ୟଚାଷୀ ଓ ପ୍ରାଣିପାଳକ ଯୋଗ ଦେବେ । ତା ସହ ପ୍ରତ୍ୟେକ ଉପଖଣ୍ଡରୁ ୬ ଜଣ ସଫଳ ପ୍ରାଣିପାଳକ ଓ ମତ୍ସ୍ୟଚାଷୀଙ୍କୁ ଏହି ଅବସରରେ ସମ୍ବର୍ଦ୍ଧିତ କରାଯିବ । ବିଭାଗ ପାଇଁ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ୨୦ ଜଣ ଶ୍ରେଷ୍ଠ ଅଧିକାରୀଙ୍କୁ ମଧ୍ୟ ପୁରସ୍କୃତ କରାଯିବ । ସମାବେଶ ଉପଲକ୍ଷେ ଆୟୋଜିତ ବକ୍ତୃତା ଓ କୁଇଜ୍‌ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ମଧ୍ୟ ପୁରସ୍କୃତ କରାଯିବ ।

ଚଳିତଥର ମୋଟ ୧୨ଟି ଇଣ୍ଟରାକ୍ଟିଭ୍ ପ୍ୟାନେଲ୍ ଆଲୋଚନାଚକ୍ର ଆୟୋଜନ ପାଇଁ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇଛି । “ମନ୍ତ୍ରୀଙ୍କୁ ପଚାରନ୍ତୁ” କାର୍ଯ୍ୟକ୍ରମରେ ଚାଷୀଙ୍କ ପ୍ରଶ୍ନର ସିଧାସଳଖ ଉତ୍ତର ରଖିବେ ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ । ୩ ଟି ହ୍ୟାଙ୍ଗର୍ ରେ ପ୍ରାୟ ୨୦୮ ଟି ଷ୍ଟଲ୍‌ ରେ ମତ୍ସ୍ୟ, ପ୍ରାଣିପାଳନ, ବିଭିନ୍ନ ବିଭାଗ ଓ କମ୍ପାନୀର ଉତ୍ପାଦ ପ୍ରଦର୍ଶିତ ହେବ । ସେହିପରି ୨ଟି ଖୋଲା ହ୍ୟାଙ୍ଗରରେ ମତ୍ସ୍ୟ ଓ ପ୍ରାଣୀ ଲାଇଭ୍ ଡେମନଷ୍ଟ୍ରେସନ୍ କରାଯିବ । ପ୍ରତି ସନ୍ଧ୍ୟାରେ ଲୋକନୃତ୍ୟ ଏବଂ ଶାସ୍ତ୍ରୀୟ ନୃତ୍ୟ ସମ୍ବଳିତ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେବ ।

ସମାବେଶକୁ ଅଧିକ ଆକର୍ଷଣୀୟ କରିବା ପାଇଁ ହରିୟାଣାର ଦୁଇଟି ମଇଁଷି ଷଣ୍ଢ (ସୁରବୀର ଏବଂ ଇନ୍ଦର), ଆନ୍ଧ୍ରପ୍ରଦେଶର ଛୋଟ ପ୍ରଜାତିର ପୁଙ୍ଗାନୁର ଗାଈ ଏବଂ ଗୁଜୁରାଟରୁ କାଙ୍କରେଜ୍ ଷଣ୍ଢ ଆସୁଛି । ଜାନୁଆରୀ ୨୩ ତାରିଖ ସକାଳ ୮.୩୦ ମିନିଟ୍ ରେ “ଡଗ୍ ସୋ” ହେବାକୁ ଥିବା ବେଳେ ସଂଧ୍ୟା ୬.୩୦ ରେ “ପେଟ୍ ଫ୍ୟାଶନ ସୋ” ଆୟୋଜନ ହେବ । ଲାଇଭ୍ ସି ଫୁଡ୍ କିଚେନ୍, ଭର୍ଚୁଆଲ୍ ରିଅଲିଟି ଫାର୍ମ ଟୁର୍, ଡ୍ରୋନ୍ ସୋ, ଲେଜର୍ ସୋ, ଚିତ୍ରକଳା ପ୍ରଦର୍ଶନୀ, ମାନ୍ୟବର ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀଗଣଙ୍କ ସହ ସେଲଫି ଜୋନ୍ ଆଦି ଆକର୍ଷଣର କେନ୍ଦ୍ର ସାଜିବ ।

ଜାନୁଆରୀ ୨୧ ତାରିଖ ସକାଳ ୬ଟାରେ କଳିଙ୍ଗ ଷ୍ଟାଡିୟମ୍ ଠାରୁ ଜନତା ମଇଦାନ ପର୍ଯ୍ୟନ୍ତ ଏକ ୱାକାଥନ୍ ଆୟୋଜିତ ହେବ । ଏହି ୱାକାଥନ୍ ରେ ଯୋଗ ଦେବାକୁ ମାନ୍ୟବର ମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି । ତା ସହ ‘ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା’ ବୁଲିବାକୁ ଆସି ମତ୍ସ୍ୟ ଓ ପ୍ରାଣି ସମ୍ପଦ ବିକାଶ କ୍ଷେତ୍ରରେ ଆଧୁନିକ ପ୍ରଯୁକ୍ତିବିଦ୍ୟାର ପ୍ରୟୋଗ ସମ୍ପର୍କରେ ଜ୍ଞାନ ଆହରଣ କରିବାକୁ ନିବେଦନ କରିଛନ୍ତି ।

ଏହି ସାମ୍ବାଦିକ ସମ୍ମିଳନୀରେ ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ, ପ୍ରାଣିପାଳନ ଓ ପ୍ରାଣି ଚିକିତ୍ସା ନିର୍ଦ୍ଦେଶକ ଶ୍ରୀ ବିଜୟ ଅମୃତା କୁଲାଙ୍ଗେ, ମତ୍ସ୍ୟ ନିର୍ଦ୍ଦେଶକ ମହମ୍ମଦ ସାଦ୍ଦିକ୍ ଆଲମ୍, ବିଭାଗୀୟ ଅଧିକାରୀ, ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ ।

Mo sapath

Leave A Reply

Your email address will not be published.

news-1701

yakinjp


sabung ayam online

yakinjp

yakinjp

rtp yakinjp

yakinjp

judi bola online

slot thailand

yakinjp

yakinjp

yakin jp

ayowin

yakinjp id

mahjong ways

judi bola online

mahjong ways 2

JUDI BOLA ONLINE

maujp

maujp

sabung ayam online

sabung ayam online

mahjong ways slot

sbobet88

live casino online

sv388

taruhan bola online

maujp

maujp

maujp

maujp

sabung ayam online

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

138000271

138000272

138000273

138000274

138000275

138000276

138000277

138000278

138000279

138000280

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

news-1701