Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ରଘୁନାଥପୁରରେ ଏଚଡିଏଫସି ବ୍ୟାଙ୍କର ନୂଆ ଶାଖା

0

ଭୁବନେଶ୍ବର,ନିରପେକ୍ଷ ଖବର:ତା ୧୧/୦୨ ନନ୍ଦନକାନନ ସ୍ଥିତ ରଘୁନାଥପୁରରେ ଏଚଡିଏଫସି ବ୍ୟାଙ୍କର ନୂତନ ଶାଖା ଆରମ୍ଭ ହୋଇଛି। ମୁଖ୍ୟ ଅତିଥି ଭାବେ ସାଂସଦ ତଥା କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଯୋଗଦେଇ ଏହି ଶାଖାକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଏଚଡିଏଫସି ହେଉଛି ସବୁଠୁ ଉତ୍କୃଷ୍ଟ ସେବା ଯୋଗାଉଥିବା ବ୍ୟାଙ୍କ। ଯୁବବର୍ଗଙ୍କୁ ଏଠାରେ ପ୍ରାଧାନ୍ୟ ଦିଆଯାଇଛି। ଏଠାରେ ନୂତନ ଶାଖା ହେବା ଦ୍ବାରା ଆଖ ପାଖ ଅଞ୍ଚଳର ଲୋକେ ଉପକୃତ ହୋଇପାରିବେ। ସମ୍ମାନିତ ଅତିଥି ଭାବେ ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ, ମତ୍ସ୍ୟ ଉନ୍ନୟନ ନିଗମର ଅଧ୍ୟକ୍ଷ ସୁବାଷ ଚନ୍ଦ୍ର ପାତ୍ର ଉପସ୍ଥିତ ଥିଲେ।
ସିନିୟର ଭାଇସ ପ୍ରେସିଡେଣ୍ଟ ତଥା ଓଡିଶା ଜୋନ୍’ର ଜୋର୍ନାଲ ମୁଖ୍ୟ ଦୀପକ କୁମାର ସିଂ କହିଛନ୍ତି ଯେ ଓଡିଶାର ଏହା ୧୮୮ତମ ଶାଖା ହୋଇଥିବା ବେଳେ ଭୁବନେଶ୍ବରର ଏହା ୩୨ ତମ ଶାଖା। ଲୋକମାନଙ୍କ ସେବା କରିବାକୁ ଆଉ ଥରେ ସୁଯୋଗ ମିଳିଲା। ସବୁ ବର୍ଗର ଲୋକଙ୍କୁ ଆମେ ସେବା ଯୋଗାଇଦେବୁ। ଏଠାରେ ଗୃହ, ସୁନା ଋଣ ସହ ସମସ୍ତ ପ୍ରକାର ବ୍ୟାଙ୍କିଙ୍ଗ୍ ସୁବିଧା ଉପଲବ୍ଧ ହେବ। ଅନ୍ୟମାନଙ୍କ ମଧ୍ୟରେ କଷ୍ଟର ମୁଖ୍ୟ ଦେବେନ୍ଦ୍ର ଜେନା ଓ ଶାଖା ପରିଚାଳକ ତାରିଣୀ ପ୍ରସାଦ ଦାଶ ଉପସ୍ଥିତ ଥିଲେ।

Mo sapath

Leave A Reply

Your email address will not be published.