Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ଓଡ଼ିଶାରେ ଶ୍ରବଣଯନ୍ତ୍ର ମାଗଣାରେ ବlଣ୍ଟିବେ ସୂର୍ଯ୍ୟୋଦୟ ଫାଉଣ୍ଡେସନର ସଭାପତି ସୁପ୍ରସିଦ୍ଧ ଗାୟିକା ଅନୁରାଧା ପଡୱାଲ୍

0

ଭୁବନେଶ୍ବର,ନିରପେକ୍ଷ ଖବର: ତା ୦୨/୦୨ ସୂର୍ଯ୍ୟୋଦୟ ଫାଉଣ୍ଡେସନ ଭାରତବର୍ଷର ଏକ ସୁପ୍ରସିଦ୍ଧ ସାମାଜିକ ସେବା ଅନୁଷ୍ଠାନ l ସ୍ବାସ୍ଥ୍ୟ, ଶିକ୍ଷା, ଯୁବକଙ୍କୁ ରୋଜଗାର, ଦାରିଦ୍ର୍ୟ ଦୂରୀକରଣ , ମହିଳା ସଶକ୍ତିକରଣ ଆଦି ଅନେକ କାର୍ଯ୍ୟ ବହୁ ବର୍ଷ ଧରି କରିଆସୁଛି l ସମାଜ ରେ ସମସ୍ତେ ରୋଜଗାର ଖ୍ୟମ ହେlଇ ସ୍ବାବଲମ୍ବୀ ହେବା ସହିତ ଉତ୍ତମ ଜୀବନ ଯାପନ କରିବା ଲକ୍ଷରେ ଫାଉଣ୍ଡେସନ ଅନେକ କାର୍ଯ୍ୟ କରିଆସୁଛି l ଏହି ଅନୁଷ୍ଠାନର ସଭାପତି ତଥା ବିଶିଷ୍ଟ ଗାୟିକା ପଦ୍ମଶ୍ରୀ ଅନୁରାଧା ପଡୱାଲ ଆଜି ଭୁନେଶ୍ବରରେ ଏକ ସାମ୍ବାଦିକ ସମ୍ମିଳନୀରେ ଏକ ନୂଆ କଲ୍ୟାଣ କାରି ଯୋଜନା ସମ୍ପର୍କରେ ଘୋଷଣା କରିଛନ୍ତି କି ସୂର୍ଯ୍ୟୋଦୟ ଫାଉଣ୍ଡେସନ ଏକ ମିଳିତ ଉଦ୍ୟମରେ ୱାଇଡେକ୍ସ ଇଣ୍ଡିଆ ଓ ଶିଭୋନ୍ତସ ଇଣ୍ଡିଆ ସହିତ ମିଶି ଓଡ଼ିଶା ରେ ବିଭିନ୍ନ ଅଞ୍ଚଳରେ ଶ୍ରବଣ ଶକ୍ତି ହରାଇଥିବା ଦିବ୍ୟlଙ୍ଗ ବ୍ୟକ୍ତି ମାନଙ୍କୁ ମାଗଣା ରେ ଶ୍ରବଣ ଯନ୍ତ୍ର ଯୋଗାଇବା ସହିତ ଚିକିତ୍ସା ମଧ୍ୟ କରିବାକୁ ଯାଉଛି l ୱାଇଦେକ୍ସ ଇଣ୍ଡିଆ ଓ ସିଭୋ ନ୍ତୋସ ଇଣ୍ଡିଆ ବିଶ୍ୱରେ ସୁନାମ ଅର୍ଜନ କରିଥିବା ଶ୍ରବଣ ଯନ୍ତ୍ର ନିର୍ମାଣ କରୁଥିବା ଭାରତର ଏକ ବିଶ୍ଵସ୍ନୀୟ ଅନୁଷ୍ଠାନ l ଓଡ଼ିଶାର ଅନୁନ୍ନତ, ଆଦିବାସୀ ବହୁଳ ଓ ଉପାନ୍ତ ଅଞ୍ଚଳ ରେ ମଧ୍ୟ ଏହି ସେବା ଯୋଗାଇ ଦିଆଯିବ l ସାମ୍ବାଦିକ ସମ୍ମିଳନୀରେ ସୁନାମଧନ୍ୟ କେଶ ପ୍ରତିରୋପଣ ଡାକ୍ତର ଡା .ପ୍ରଦୀପ ସେଠୀ, ଓଡ଼ିଶା ଅଭିଭାବକ ମହାସଂଘ ଅଧକ୍ଷ ବାସୁଦେବ ଭଟ୍ଟ, ୱେlଡେକ୍ସ ଇଣ୍ଡିଆର ପ୍ରଜ୍ଞା ଜୈନ, ଗୌରବ ଲଲାଣି, ହେମରାଜ ଅଗ୍ରୱାଲ, ପ୍ରସନ୍ନ ବିଶୋଇ ଓ ଚିରଞ୍ଜୀବ ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ l ସର୍ବ ପ୍ରଥମେ ଏହି ଶ୍ରବଣ ଯନ୍ତ୍ର ବଣ୍ଟନ ଓ ଚିକିତ୍ସା କାର୍ଯକ୍ରମ ମହାପ୍ରଭୁ ଜଗନ୍ନାଥଙ୍କ ପୁଣ୍ୟଭୂମି ପୁରୀ ଠାରୁ ଆରମ୍ଭ ହେବ l ପରବର୍ତ୍ତୀ ସମୟରେ ମୟୂରଭଞ୍ଜ, କେନ୍ଦୁଝର, କଟକ, ଭଦ୍ରକ, ବାଲେଶ୍ୱର ଆଦି ଜିଲ୍ଲା ର ବିଭିନ୍ନ ଅଞ୍ଚଳରେ ପ୍ରଦାନ କରିବା ପାଇଁ ଆଜି ସାମ୍ବାଦିକ ସମିଳନୀରେ ଘୋଷଣା କରାଯାଇଛି l

Mo sapath

Leave A Reply

Your email address will not be published.