Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ରାଜ୍ୟର ଅଗ୍ରଣୀ ସଂସ୍ଥା ଜୟ ଓଡ଼ିଶା ପକ୍ଷରୁ ଜାତୀୟ ଗଣମାଧ୍ୟମ ଦିବସ ଉପଲକ୍ଷେ ଏକ ସ୍ୱତନ୍ତ୍ର ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ…

0

ଭୁବନେଶ୍ୱର ,ନିରପେକ୍ଷ ଖବର:୧୭/୧୧/୧୯ ଭୁବନେଶ୍ୱର ସ୍ଥିତ ଶହିଦ ନଗର ଦୁର୍ଗା ପୂଜା ମଣ୍ଡପରେ ରାଜ୍ୟର ଅଗ୍ରଣୀ ସଂସ୍ଥା ଜୟ ଓଡ଼ିଶା ସଙ୍ଗଠନ ପକ୍ଷରୁ ଜାତୀୟ ଗଣମାଧ୍ୟମ ଦିବସ ଉପଲକ୍ଷେ ଏକ ସ୍ୱତନ୍ତ୍ର ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜୟ ଓଡିଶା ସଙ୍ଗଠନ ପକ୍ଷରୁ ବିଭିନ୍ନ ବୈଦ୍ୟୁତିକ ଓ ମୁଦ୍ରିତ ଗଣମାଧ୍ୟମ ଏବଂ କ୍ୟାମେରାମ୍ୟାନମାନଙ୍କର ନିଷ୍ଠା ଓ ସାହାସିକତା ପାଇଁ ସେମାନଙ୍କୁ ଓ ତାଙ୍କ ପରିବାର ସଦସ୍ୟଙ୍କୁ ସମ୍ବର୍ଧିତ କରାଯାଇଛି । ସମ୍ବାଦିକତାରେ ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ବାଦିକଙ୍କୁ ଏବଂ ସାମ୍ବାଦିକତା ପ୍ରତି ନିଜ ପିଲାଙ୍କୁ ପ୍ରୋତ୍ସାହିତ କରିଥିବାରୁ ସେମାନଙ୍କ ପରିବାର ଲୋକଙ୍କୁ ସମ୍ବର୍ଦ୍ଧିତ କରିଛି ଜୟ ଓଡିଶା । ଏହି ଅବସରରେ ଜୟ ଓଡିଶା ସଭାପତି ରୁଦ୍ର ନାରାୟଣ ସାମନ୍ତରାୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମ୍ବର୍ଦ୍ଧନା ଉତ୍ସବରେ ନିରପେକ୍ଷ ଖବର ସମ୍ପାଦକ ଦେଵବ୍ରତ ମହାନ୍ତି,କଳିଙ୍ଗ ସାମ୍ବାଦିକ ସଂଘ ରାଜ୍ୟ ଆବାହକ ସୁକାନ୍ତ ରାଉତ,ସାମ୍ବାଦିକ,ସୌଭାଗ୍ୟ ପରିଡା, ଲକ୍ଷ୍ମୀନାରାୟଣ କାନୁନଗୋ, ସତ୍ୟଜିତ ସେଣ,ଆଦର୍ଶ ରାଉତ, ପ୍ରମୟ ଫଟୋ ସାମ୍ବାଦିକ ପ୍ରୀତମ ଓ ଅନ୍ୟାନ୍ୟ ବହୁ ସାମ୍ବାଦିକଙ୍କ ପରିବାରଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟ ଅତିଥିଭାବେ ବିଜୁ ଯୁବ ବାହୀନୀ ଅଧକ୍ଷ୍ୟ ଓ ଅବସରପ୍ରାପ୍ତ ଆଇ.ପି.ସ୍ ତଥା ଜୟ ଓଡିଶା ମେଂଟର ଅରୁପ ପଟ୍ଟନାୟକଙ୍କ ସହ ମୁଖ୍ୟ ଉପଦେଷ୍ଟା ଜଗନ୍ନାଥ ମହାପାତ୍ର, ଉମାନାଥ ମିଶ୍ର, ନାରାୟଣ ମହାପାତ୍ର, ସତ୍ୟଜିତ ଦାଶ ପ୍ରମୁଖ ଉପସ୍ଥିତ ଥିଲେ ।

Mo sapath

Leave A Reply

Your email address will not be published.