Blank space
Blank space
Breaking News/ମୁଖ୍ୟ ଖବର:
ଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ ର (ଉତ୍କଳିକା) ୬୭ ତମ ପ୍ରତିଷ୍ଠା ଦିବସ ପାଳିତ*କେନ୍ଦୁଝର ଠାରେ ରଙ୍ଗବତୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା”ର ଟାଇଟଲ ଘୋଷଣା*କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…
Blank space

କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଜାତୀୟ ଯୁବ ଦିବସରେ ସମୂହ ପଦଯାତ୍ରା ..

0

ଭୁବନେଶ୍ୱର,  ନିରପେକ୍ଷ ଖବର: ତା.୧୨/୦୧/୨୦୧୯ରିଖ
ସ୍ୱାମୀ ବିବେକାନନ୍ଦଙ୍କ ୧୫୬ତମ ଜନ୍ମବାର୍ଷିକୀ ତଥା ଜାତୀୟ ଯୁବ ଦିବସ ଉପଲକ୍ଷେ କ୍ରୀଡ଼ା ଓ ଯୁବସେବା ବିଭାଗ ଆନୁକୂଲ୍ୟରେ ଆଜି ସକାଳେ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ୍‌ ସମ୍ମୁଖରେ
ଶ୍ରଦ୍ଧାଞ୍ଜଳି ଅର୍ପଣ ଓ ସମୂହ ପଦଯାତ୍ରା ଆୟୋଜିତ ହୋଇଥିଲା ।


ସ୍ୱାମୀ ବିବେକାନନ୍ଦଙ୍କ ପ୍ରତିମୂର୍ତ୍ତିରେ ଭୁବନେଶ୍ୱର ରାମକୃଷ୍ଣ ମିଶନ୍‌ର ସଂପାଦକ ସ୍ୱାମୀ  ଆତ୍ମାପ୍ରଭାନନ୍ଦଜୀ ମାଲ୍ୟାର୍ପଣ କରି ବିବେକାନନ୍ଦଙ୍କୁ ଭାରତୀୟ ଦର୍ଶନ ଓ ଚିନ୍ତନର ଆତ୍ମା ଭାବରେ
ଅଭିହିତ କରିଥିଲେ । ପରେ ସେଠାରେ ଆରମ୍ଭ ହୋଇଥିବା ରାଲିର ଶୁଭାରମ୍ଭ କରିଥିଲେ । ପ୍ରାୟ ସାଢ଼େ ତିନି ଶହ ଛାତ୍ର, ଯୁବକ ଓ ସଚେତନ ନାଗରିକ ଭାଗ ନେଇଥିଲେ । ଷ୍ଟାଡିୟମ୍‌ର ୩ ନଂ ଗେଟ୍‌ରୁ ରାଲି ବାହାରି ପାୱାର ହାଉସ୍‌ ଛକଠାରେ ପହଞ୍ଚି ପୁନଶ୍ଚ
ଷ୍ଟାଡିୟମ୍‌ଠାରେ ସମାପ୍ତ ହୋଇଥିଲା । କାର୍ଯ୍ୟକ୍ରମରେ କ୍ରୀଡ଼ା ଓ ଯୁବସେବା ବିଭାଗର ଯୁଗ୍ମ ଶାସନ ସଚିବ ମନୋଜ କୁମାର
ପାଢ଼ୀ, ଉପଶାସନ ସଚିବ ବେଦବନ୍ଧୁ ମିଶ୍ର ଓ ବିଜୁ ଯୁବ ବାହିନୀର କାର୍ଯ୍ୟକ୍ରମ ଅଧିକାରୀ ହରେଶ ମିଶ୍ର ଓ ଅନ୍ୟାନ୍ୟ ପଦାଧିକାରୀ ପଦଯାତ୍ରାରେ ସାମିଲ ହୋଇଥିଲେ ।

Mo sapath

Leave A Reply

Your email address will not be published.