Blank space
Blank space
Breaking News/ମୁଖ୍ୟ ଖବର:
କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକ
Blank space

ଶ୍ରୀଲଙ୍କାରେ ଘଟିଛି ବଡ ଧରଣର ଆତଙ୍କୀ ହମଲା…

0

କଲମ୍ବୋ: ନିରପେକ୍ଷ ଖବର: ପବିତ୍ର ଇଷ୍ଟର ଉପଲକ୍ଷେ ଶ୍ରୀଲଙ୍କାରେ ଘଟିଛି ବଡ ଧରଣର ଆତଙ୍କୀ ହମଲା । ଦେଶର ରାଜଧାନୀ ସମେତ ବିଭିନ୍ନ ସ୍ଥାନରେ ଘଟିଛି 8ଟି ବୋମା ବିସ୍ଫୋରଣ । ଏହି ବିସ୍ଫୋରଣରେ ୩ଟି ଚର୍ଚ୍ଚ ଓ 3ଟି ପଞ୍ଚତାରକା ହୋଟେଲକୁ କରାଯାଇଛି ଟାର୍ଗେଟ । ଘଟଣାରେ ୧୫୮ ଜଣଙ୍କ ମୃତ୍ୟୁ ହେବାସହ ୪୦୦ ରୁ ଅଧିକ ଆହତ ହୋଇଛନ୍ତି ।ମୃତକଙ୍କ ମଧ୍ୟରୁ ୩୫ ଜଣ ବିଦେଶୀ ରହିଛନ୍ତି । ଏହି ସମସ୍ତ ଘଟଣା ପରେ ଶ୍ରୀଲଙ୍କା ସରକାର ଦେଶସାରା ସନ୍ଧ୍ୟା 6ଟାରୁ ସକାଳ 6ଟା ଯାଏଁ କର୍ଫ୍ୟୁ ଜାରି କରିଛନ୍ତି । କଲମ୍ବୋର ଏଥନୀ ଚର୍ଚ୍ଚ, ନୌଗୋଂବୋ ସ୍ଥିତ ସେବେଷ୍ଟିୟନ ଚର୍ଚ୍ଚ ଓ ବଟ୍ଟିକଲମ୍ବୋ ସ୍ଥିତ ଏକ ଚର୍ଚ୍ଚରେ ଏହି ବୋମା ବିସ୍ଫୋରଣ ଘଟିଛି । ଏହାଛଡା ହୋଟେଲ ଶାଙ୍ଗ୍ର-ଲା, ସିନାମୋନ ଗ୍ରାଣ୍ଡ ଓ କିଙ୍ଗ୍ସବରୀରେ ବିସ୍ଫୋରଣ ଘଟିଛି । ଏହି ପରିସ୍ଥିତିକୁ ଦେଖି ସୋସିଆଲ ମିଡିଆ ପ୍ଲାଟଫର୍ମ ଉପରେ ତତ୍କାଳ ରୋକ ଲଗାଯାଇଛି । ସୁରକ୍ଷା ଅଧିକାରୀ କହିଛନ୍ତି ଯେ ଏହା ଆତ୍ମଘାତୀ ବିସ୍ଫୋରଣ ଥିଲା । ଅନ୍ୟପକ୍ଷେ ଏହି ଆକ୍ରମଣ ପାଇଁ କୌଣସି ସଙ୍ଗଠନ ନିଜକୁ ଦାୟୀ କରି ନାହିଁ ।

Mo sapath

Leave A Reply

Your email address will not be published.