Blank space
Blank space
Breaking News/ମୁଖ୍ୟ ଖବର:
ନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା”ର ଟାଇଟଲ ଘୋଷଣା*କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିର
Blank space

ନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା”ର ଟାଇଟଲ ଘୋଷଣା*

0

ଭୁବନେଶ୍ୱର, ନିରପେକ୍ଷ ଖବର: ତା ୦୫/୦୫ ଜୟ ଜଗନ୍ନାଥ ନତଜ୍ୟୋତ୍ସ୍ନା ପ୍ରଡ଼କସନ୍ ହାଉସ ଦ୍ୱାରା ପ୍ରସ୍ତୁତ ନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା” ର ନାମ ଘୋଷଣା ସହିତ ପୋଷ୍ଟର ଉନ୍ମୋଚନ କରାଯାଇଛି l ଏହି ଉତ୍ସବରେ ପ୍ରଯୋଜକ ରୁପେଶ କୁମାର ନାୟକ, ସହ ପ୍ରଯୋଜିକା ସଂଗୀତା ବିଷୋୟୀ, ନିର୍ଦ୍ଦେଶକ ସୁଧାଂଶୁ ମୋହନ ସାହୁ ତଥା ବରିଷ୍ଠ ଅଭିନେତ୍ରୀ ମହାଶ୍ଵେତା ରାୟ ପ୍ରମୁଖ ଯୋଗଦେଇଥିଲେ l

“ନାୟିକା” ଭୂମିକାରେ ଯିଏ ନଜର ଆସିବେ ତାଙ୍କୁ ଓଡିଶାରେ କିଏ ବା ନ ଜାଣେ l ଓଲିଉଡ଼ର ବହୁ ଚର୍ଚ୍ଚିତା ସେଦିନର ଗୌରୀ ନାନୀ ଅର୍ଥାତ ମହାଶ୍ଵେତା ରାୟଙ୍କ ନାୟିକା ଭୂମିକା କୁ ବଡ଼ ପରଦାରେ ଦେଖିବେ ଦର୍ଶକ l

Blank space

ତେବେ, ଏବେ ପ୍ରେକ୍ଷାଳୟ ପ୍ରତି ସମସ୍ତ ସିନେପ୍ରେମୀଙ୍କର ଆଗ୍ରହ ବଢ଼ିବାରେ ଲାଗିଛି l ବିଭିନ୍ନ ମୌଳିକ କାହାଣୀକୁ ନେଇ ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ ହେଉଥିବାରୁ ନିକଟ ଅତୀତରେ ଅନେକ ସିନେମା ହିଟ୍ ମଧ୍ୟ ହୋଇଛି l ସେମିତି ଏକ ମୌଳିକ କାହାଣୀକୁ ନେଇ ନାୟିକା ନିର୍ମାଣ ହେବାକୁ ଯାଉଛି l ନାୟିକା ନାଁ ଏବଂ ପୋଷ୍ଟରରୁ ଅନୁମାନ କରାଯାଇପାରେ ଏହା ଏକ ମଞ୍ଚ ନାଟକର କାହାଣୀ ଉପରେ ପର୍ଯ୍ୟବେଶିତ ହେଇଥିବ ନିଶ୍ଚୟ l କାହାଣୀରେ ପ୍ରେମ ମଧ୍ୟ ଭରପୁର ରହିଛି l

ଏହି ଚଳଚ୍ଚିତ୍ରକୁ ପ୍ରଯୋଜନା କରିଛନ୍ତି ରୁପେଶ କୁମାର ନାୟକ ଏବଂ ନିର୍ଦ୍ଦେଶନା ଦେଉଛନ୍ତି ଇଣ୍ଡଷ୍ଟ୍ରିର ଷ୍ଟାଇଲିଷ୍ଟ ନିର୍ଦ୍ଦେଶକ ସୁଧାଂଶୁ ମୋହନ ସାହୁ l କାହାଣୀ, ଚିତ୍ରନାଟ୍ୟ ଏବଂ ସଂଳାପ ରଚନା କରିଛନ୍ତି ଶଙ୍କର ତ୍ରିପାଠୀ l ଏହାର ସହ ପ୍ରଯୋଜନା କରିଛନ୍ତି ସଂଗୀତା ବିଷୋୟୀ l ପ୍ରଡ଼କସନ ଡିଜାଇନର ଚିତ୍ତ ରଞ୍ଜନ ଆଚାର୍ଯ୍ୟ ଏବଂ ପ୍ରଚାର ଓ ପ୍ରସାର ମୁଖ୍ୟ ରହିଛନ୍ତି ମିଡ଼ିଆ ପ୍ଲାନର ଭରତ ପ୍ରଧାନ l

Mo sapath

Leave A Reply

Your email address will not be published.