Breaking News/ମୁଖ୍ୟ ଖବର:
ଶିକ୍ଷା, ସଚେତନତା ମାଧ୍ୟମରେ ମଧ୍ୟସ୍ଥତା ସଂସ୍କୃତି ସୃଷ୍ଟି କରିବା ଉପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗୁରୁତ୍ୱାରୋପରନ୍ଧନ ଗ୍ୟାସ ବ୍ୟବହାର କରୁଛନ୍ତି କି ହେଇ ଯାଆନ୍ତୁ ସାବଧାନ !ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଓଡ଼ିଶା କମ୍ୟୁନିଟି ଟ୍ୟାଙ୍କ ବିକାଶ ସମିତି ପରିଚାଳନା ପରିଷଦର ଦ୍ୱାଦଶ ବୈଠକ ଅନୁଷ୍ଠିତଦ୍ଵିତୀୟ ନ୍ୟାସନାଲ ମେଡିଏସନ କର୍ମଶାଳା ନେଇ ପ୍ରସ୍ତୁତି ବୈଠକଏନ୍.ଭାସ୍କର ରାଓ ଓ ହିମିରିକାଙ୍କ ଇସ୍ତଫାକଟକ ଜିଲ୍ଲାରେ ରାଜସ୍ୱ ଓ ଭୂଅର୍ଜନ ସମ୍ବନ୍ଧୀୟ ସମୀକ୍ଷା ବୈଠକ ଅନୁଷ୍ଠିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ

ସାର୍ବଜନୀନ ସ୍ଥାନରେ ଗଣେଶ ପୂଜା ମନା
ବାରିପଦା(ନିରପେକ୍ଷ ଖବର) ତା-୨୧/୦୮-ମୟୁରଭଞ୍ଜ ଜିଲାର କୌଣସି ସର୍ବସାଧାରଣ ସ୍ଥାନରେ ଏଥର ଗଣେଶ ପୂଜା ହେବ ନାହିଁ। କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏହି ପ୍ରକାର ନିଷ୍ପତ୍ତି ଗ୍ରହଣ କରାଯାଇଛି। କୌଣସି ସାର୍ବଜନୀନ ସ୍ଥାନରେ ଗଣେଶ ପୂଜା କରିପାରିବେ ନାହିଁ…
Read More...
Read More...
ପ୍ରକାଶ ଡାଙ୍ଗଙ୍କୁ ବିଜେଡିର ଯୁଗ୍ମ ସମ୍ପାଦକ ଦାୟିତ୍ୱ
ବାରିପଦା(ନିରପେକ୍ଷ ଖବର) ତା-୨୧/୦୮-ବିଜେଡି ସଂଗଠନର ପୁନର୍ବିନ୍ୟାସ ଜାରି ରହିଛି। ଦଳର ସଙ୍ଗଠନକୁ ଆହୁରି ମଜବୁତ କରିବା ପାଇଁ ଦଳର ସାଙ୍ଗଠନିକ ପଦ ପଦବୀର ପୁନର୍ଗଠନ କରାଯାଇଛି। ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୪୫ ଜଣଙ୍କୁ ଦଳର ସମ୍ପାଦକ ଓ ୪୧ ଜଣଙ୍କୁ ଯୁଗ୍ମ ସମ୍ପାଦକ…
Read More...
Read More...
ପ୍ରକାଶ ପାଇଲା ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷା ଫଳ
ବାରିପଦା(ନିରପେକ୍ଷ ଖବର) ତା-୧୯/୦୮-ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ)ପକ୍ଷରୁ ଯୁକ୍ତ ୨ ବାଣିଜ୍ୟର ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ବହୁ ଘାତ ପ୍ରତିଘାତ ମଧ୍ୟରେ ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ଫଳ ବାହାରିଥିବା ବେଳେ ରେଜଲ୍ଟ ମଧ୍ୟ ବେଶ୍ ଉତ୍ସାହଜନକ ରହିଛି।…
Read More...
Read More...
ଧାର୍ଯ ଲକ୍ଷ୍ୟ ଠାରୁ ବହୁ ଦୂରରେ ସୂବର୍ଣ୍ଣର୍ରେଖା ବୃହତ ଜଳସେଚନ ପ୍ରକଳ୍ପ
ବାରିପଦା (ନିରପେକ୍ଷ ଖବର) ତା୧୮/୦୮-ଓଡିଶାର ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲା ଦେଇ ଯାଇଥିବା ବୃହତ ଜଳ ସେଚନ ପ୍ରକଳ୍ପ ସୂବର୍ଣ୍ଣର୍ରେଖା ଜଳସେଚନ ପ୍ରକଳ୍ପ ଦୀର୍ଘ ବର୍ଷ ହେଲା ମୟୂରଭଞ୍ଜ ଜିଲ୍ଲାରେ କାର୍ଯ୍ୟକାରୀ ହୋଇଆସୁଥିବା ବେଳେ ଅଦ୍ୟାବଧି ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇ ପାରୁନାହିଁ…
Read More...
Read More...
କରୋନା ସମୟରେ ରାଜ କରୁଛନ୍ତି ଗଞ୍ଜେଇ ବେପାରୀ
ବାରିପଦା(ନିରପେକ୍ଷ ଖବର)ତା-୧୭/୦୮-କରୋନା ସମୟରେ ଲୋକେ ଖାଇବାକୁ ପାଉନାହାନ୍ତି କିନ୍ତୁ ଚୋରା ଗଞ୍ଜେଇ ବେପାରୀଙ୍କ ବେପାର କମୁନି।ସାଧାରଣ ଜନତା ବରଂ ମରନ୍ତୁ କିନ୍ତୁ ଆମେ ବେପାର କରିବୁ। ରାତା ରାତି କୋଟିପତି ହେବାର ନିଶା ପାଇଁ ଗଞ୍ଜେଇ ନିଶାକୁ ଏହି ଚୋରା ବେପାରୀ ମାନେ ଆପଣେଇ ନେଇଛନ୍ତି।…
Read More...
Read More...
୭୪ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ
ବାରିପଦା(ନିରପେକ୍ଷ ଖବର)ତା-୧୫/ଅଗଷ୍ଟ/୨୦୨୦- ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି।ମୟୁରଭଞ୍ଜ ଜିଲ୍ଲାର ସଦର ମହକୁମା ବାରିପଦା ଠାରେ ପାଳିତ ହୋଇଥିବା ଏହି ସ୍ୱାଧୀନ ଭାରତର ୭୪ତମ ସ୍ୱାଧୀନତା ଦିବସରେ ପର୍ଯ୍ୟଟନ,ସାହିତ୍ୟ ଓ ସଂସ୍କୃତି ବିଭାଗର ମାନ୍ୟବର ମନ୍ତ୍ରୀ ଜ୍ୟୋତି…
Read More...
Read More...
ମୋତେ ଯେତେ ମାଠିବୁ ମାଠ, ମୁଁ ସେଇ ଦରପୋଡା କାଠ
ବାରିପଦା(ନିରପେକ୍ଷ ଖବର) ତା-୧୪/୦୮-ମୋତେ ଯେତେ ମାଠିବୁ ମାଠ ମୁଁ ସେଇ ଦରପୋଡା କାଠ। ଏ କଥା କହିବାର କାରଣ କଣ ଆପଣମାନେ ଜାଣିଛନ୍ତି ତ ! ଆମେ କହୁଛୁ ମୟୁରଭଞ୍ଜ ଜିଲ୍ଲାର ବିଜେଡି ନେତାଙ୍କର ମହାମାରୀ କରୋନା ସଂକ୍ରମଣ ରୋକିବାର ପ୍ରୟାସ କଥା । ଜିଲ୍ଲାରେ ଦିନକୁ ଦିନ କରୋନା ସଂକ୍ରମଣ…
Read More...
Read More...
ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ
ବାରିପଦା(ନିରପେକ୍ଷ ଖବର) ତା-୧୨/୦୮-ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ)ପକ୍ଷରୁ ଯୁକ୍ତ ୨ ବିଜ୍ଞାନର ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ଚଳିତବର୍ଷ ଉତ୍ତର ଓଡ଼ିଶା ଜୋନର ଯୁକ୍ତ ଦୁଇ ବିଜ୍ଞାନ ଛାତ୍ରଛାତ୍ରୀଙ୍କ ପାସ ହାର ୭୧.୭ ପ୍ରତିଶତ ରହିଛି।ତେବେ ପ୍ରକାଶ ପାଇଥିବା…
Read More...
Read More...
ବିଜେପି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା
ବାରିପଦା(ନିରପେକ୍ଷ ଖବର) ତା-୦୬/୦୮- ବାଲି ଓ ମୋରୋମ ମାଫିଆ ମାନେ ଏବେ ଶାସକ ଦଳ ନେତା ମନ୍ତ୍ରୀ ପ୍ରସାଶନିକ ଅଧିକାରୀଙ୍କୁ ହାତେଇ କୋଟି କୋଟି ଟଙ୍କାର ଲଘୁ ଖଣିିଜ ଦ୍ରବ୍ୟ ଚୋରା ଚାଲାଣ କରି ମୁନାଫା କମାଉଛନ୍ତି।ସାରା ଜିଲ୍ଲାରେ ଏହିଭଳି ଚାଲିଥିବା ବେଆଇନ କାର୍ଯ୍ୟକୁ ବିରୋଧ କରି ଆଜି…
Read More...
Read More...
କରୋନା ଯୋଦ୍ଧାଙ୍କ ଉଦ୍ଧେଶ୍ୟରେ ନିରବ ପ୍ରାର୍ଥନା
ବାରିପଦା(ନିରପେକ୍ଷ ଖବର)ତା-୦୫/୦୮-କରୋନା ସଂକ୍ରମଣ ପ୍ରତିହତ କରିବା ପାଇଁ ଯୋଦ୍ଧା ମାନେ ନିରନ୍ତର ପ୍ରୟାସ ଜାରି ରଖିଛନ୍ତି।କୋଭିଡ୍ ଯୁଦ୍ଧରେ ନିଜର ସୁଖ ସ୍ଵାଛନ୍ଦ୍ୟକୁ ତ୍ୟାଗ କରି ସଂକ୍ରମଣକୁ ରୋକିବା ପାଇଁ ଦିନରାତି ଏକ କରିଦେଇଥିବା କୋଭିଡ୍ ଯୋଦ୍ଧାମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇବା ଏବଂ…
Read More...
Read More...
ସଭ୍ୟ ସମାଜରେ ଅସଭ୍ୟ ଘଟଣା…
ଭଦ୍ରକ, ତିହିଡି ୪/୮ (ନିରପେକ୍ଷଖବର): ସଭ୍ୟ ସମାଜରେ ଅସଭ୍ୟ ବ୍ୟବହାର। ସତରେ କଣ ମଣିଷପଣିଆ ହଜି ଯାଉଛି। ଆମେ ଏମିତି କଣ ପାଇଁ କହୁଛୁ, ତାକୁ ଆପଣମାନେ ପଢିଲେ ବୁଝିପାରିବେ। ଯାହା ଆଜିର ଦୁନିଆରେ କେହି କେବେ କଳ୍ପନା କରି ନ ଥିବେ। ଏମିତି ଲଜ୍ୟା ଜନକ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ତିହିଡି…
Read More...
Read More...
ଜମି ଫାଟି ଆଁ କରିଛି, ବର୍ଷାର ଦେଖା ମିଳୁନି
* ମୁଣ୍ଡରେ ହାତଦେଇ ବସିଛନ୍ତି ଚାଷୀ.....
ଭଦ୍ରକ, ତିହିଡି ୪/୮,(ନିରପେକ୍ଷଖବର): ଶ୍ରାବଣ ମାସ ସାରିବାକୁ ବସିଲାଣି, କିନ୍ତୁ ବର୍ଷାର ଦେଖାଦର୍ଶନ ମିଳୁନି। କେଉଁଠି ଜମି ଫାଟି ଆଁ କଲାଣି ତ ଆଉ କେଉଁ କ୍ଷତ ହଳଦିଆ ପଡ଼ିଗଲାଣି। ବର୍ଷା ଜଳ ଉପରେ ନିର୍ଭର କରୁଥିବା କୃଷକମାନେ ରୁଆ ବେଉଷଣ…
Read More...
Read More...
ବ୍ରାଉନ ସୁଗାର ବ୍ୟବସାୟୀକୁ ୪ ଦିନିଆ ରିମାଣ୍ଡରେ ନେଲା ଏସ.ଟି.ଏଫ ଟିମ୍
ବାରିପଦା(ନିରପେକ୍ଷ ଖବର) ତା-୨୦/୦୭-ଏସଟିଏଫ ଦ୍ୱାରା ଧରାପଡ଼ି ଗିରଫ କରାଯାଇଥିବା ବ୍ରାଉନ ସୁଗାର ବ୍ୟବସାୟୀକୁ ମୟୂରଭଞ୍ଜ ଜିଲ୍ଲାର ଜିଲ୍ଲା ଦୈରାଜଜଙ୍କ କୋର୍ଟରେ ହାଜର କରାଯାଇଛି।ଗିରଫ ଅଭିଯୁକ୍ତ ବାରିପଦା ଚିପଟ ଅସ୍ତିଆ ଅଂଚଳର ସେକ ଆସିଫଙ୍କୁ ଏସ ଟି ଏଫ ର ସ୍ୱତନ୍ତ୍ର ଟିମ୍ ବାରିପଦା…
Read More...
Read More...
କରୋନାକୁ ହରାଇଲେ ହାବିଲଦାର….
ବାରିପଦା(ନିରପେକ୍ଷ ଖବର) ତା-୨୦/୦୭-କରୋନାକୁ ହରାଇଲେ ମୟୁରଭଞ୍ଜ ଜିଲ୍ଲା ଉଦଳା ଥାନାର ହାବିଲଦାର କାରୁହରୀ ମାଝୀ। ଗତ ମେ ମାସ ୨୧ ତାରିଖରେ ସେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। କରୋନା ଯୋଦ୍ଧା ଭାବେ କାର୍ଯ୍ୟରତ ଥିବା ସମୟରେ କାରୁହରୀ ମାଝୀ ମହାମାରୀ କରୋନାରେ ସଂକ୍ରମଣ ହୋଇଥିଲେ ।…
Read More...
Read More...
୩ କିଲୋରୁ ଅଧିକ ବ୍ରାଉନ ସୁଗାର ଜବତ, ଜଣେ ଗିରଫ
ବାରିପଦା (ନିରପେକ୍ଷ ଖବର)ତା-୧୯/୭- ସାରା ରାଜ୍ୟରେ ବ୍ରାଉନ ସୁଗାର ଭଳି ମାରାତ୍ମକ ନିସା କାରବାର ଦିନକୁ ଦିନ ବଢିଚାଲିଥିବା ବେଲେ ଏହାର କବଳରେ ଯୁବ ସମାଜ କବଳିତ ହୋଇ ନିଜ ହସିଲା ସୁଖ ଶାନ୍ତିର ପରିବାରକୁ ନଷ୍ଟ କରୁଛନ୍ତି। ଏଥି ସହିତ ଏହାର ପ୍ରଭାବରେ ମଧ୍ୟ ବହୁ ଅପରାଧିକ ମାମଲା ବଢିବାର…
Read More...
Read More...
ପିଆରଏମରେ ରାପିଡ ଆଣ୍ଟିଜେନ ଟେଷ୍ଟ ଆରମ୍ଭ
ବାରିପଦା(ନିରପେକ୍ଷ ଖବର)ତା-୧୮/୦୭-ବାରିପଦା ସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ରାପିଡ ଆଣ୍ଟିଜେନ ଟେଷ୍ଟ ଆରମ୍ଭ ହୋଇଯାଇଛି।ପୂର୍ବରୁ ରାଜ୍ୟର ଅନ୍ୟ ଜିଲ୍ଲାମାନଙ୍କରେ ଏହି ପରୀକ୍ଷଣ ସେବା ଆରମ୍ଭ ହୋଇଯାଇଥିବା ବେଳେ ଗତ ଶୁକ୍ରବାର ଠାରୁ ଏଠାରେ ଆରମ୍ଭ…
Read More...
Read More...
ପୁଅ ବୋହୁ ସାଜିଲେ ବଇରି
ଉଦ୍ଧାର କଲେ ଦେବାଶିଷ...
ବାରିପଦା(ନିରପେକ୍ଷ ଖବର)ତା-୧୩/୦୭-ପୁଅ ବୋହୁ ସାଜିଲେ ବଇରି। ବୃଦ୍ଧ ଅବସ୍ଥାରେ ପୁଅ ବୋହୁଙ୍କ ନିର୍ଯ୍ୟାତନା ସହି ନ ପାରି ଘର ଛାଡିଥିଲେ ଦମ୍ପତି। ଦୀର୍ଘ ଆଠ ବର୍ଷ ଧରି ଏକ ଜରି ଛପର ଘରେ ସେମାନେ ଜୀବନ କାଟୁଥିଲେ। ମୋରୋଡା ବ୍ଲକ ଅଞ୍ଚଳରେ ଏଭଳି ଦୁଃଖଦ ଘଟଣା…
Read More...
Read More...
ଏମିତି ବି ଆସେ ମୃତ୍ୟୁ
ବାରିପଦା(ନିରପେକ୍ଷ ଖବର)ତା-୧୩/୦୭-ଏମିତି ବି ମୃତ୍ୟୁ ଆସିଥାଏ,ଶୁଣିଲେ ବି ଆପଣ ଆଶ୍ଚର୍ଯ୍ୟ ହେବେ! ଏମିତି ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ଅନ୍ତର୍ଗତ ଝାରପୋଖରୀଆ ଥାନା ଅଞ୍ଚଳରେ। ଜିଲ୍ଲା ଦେଇ ଯାଇଥିବା ୪୯ନମ୍ବର ଜାତୀୟ ରାଜପଥରେ ୩ କିମି ଦୂର ଜାଲଦା ନିକଟସ୍ଥ ଏକ ଢାବାରେ…
Read More...
Read More...
ଆଉ ନାହାଁନ୍ତି ମୟୁରଭଞ୍ଜ ରାଜମାତା …
ବାରିପଦା(ନିରପେକ୍ଷ ଖବର)ତା-୧୩/୦୭- ମୟୁରଭଞ୍ଜ ରାଜଵଂଶରେ ଆଉ ଏକ ପିଢ଼ିର ଅବସାନ ଘଟିଛି।ପ୍ରଜାବତ୍ସଳ ରାଜମାତା ଶ୍ରୀମତୀ ଭାରତୀ ରାଜ୍ୟଲକ୍ଷ୍ମୀ ଭଞ୍ଜଦେଓଙ୍କ ପରଲୋକ ହୋଇଯାଇଛି।ତାଙ୍କ ବିୟୋଗରେ ସାରା ମୟୁରଭଞ୍ଜ ସ୍ତବ୍ଧ ପାଲଟିଯାଇଛି। ମହାରାଜା ପ୍ରଦୀପ ଚନ୍ଦ୍ର ଭଞ୍ଜଦେଓଙ୍କ ସେ ଥିଲେ…
Read More...
Read More...
ସାମାଜିକ ଦୂରତା ବରଂ ଚୁଲିକି ଯାଉ ଆମେ କିନ୍ତୁ ଆମର ପ୍ରଚାର କରିବୁ
*ତୁମେ କଲେ ଲିଳା, ଆମେ କଲେ କିଳା
ବାରିପଦା(ନିରପେକ୍ଷ ଖବର)ତା-୦୬/୦୭-ସାମାଜିକ ଦୂରତା ସବୁ ଚୁଲିକୁ ଯାଉ। ଆମର କଣ ଗଲା। ଆମେ ପରା ନେତା। ଆମେ ଆଇନ ତିଆରି କରୁଛୁ , ଯାହା ଇଛା ତାହା କରିବୁ। ମନା କିଏ କରିବ ? କରୋନା ପାଇଁ ସାରା ଦେଶ କାନ୍ଦୁଥିବା ବେଳେ ମୟୁରଭଞ୍ଜ ନେତାମାନେ…
Read More...
Read More...