
Sign in
Sign in
Recover your password.
A password will be e-mailed to you.
Breaking News/ମୁଖ୍ୟ ଖବର:
ଗ୍ରାମାଞ୍ଚଳ ଛାତ୍ରୀଙ୍କୁ ବିଜ୍ଞାନ ଓ ବୈଷୟିକ ଶିକ୍ଷାରେ ସଶକ୍ତ କରିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱଡ୍ରୋନ୍ ନିରୀକ୍ଷଣରେ ଅଗ୍ରଣୀ ପୂର୍ବତଟ ରେଳପଥଦେଶୀୟ ପର୍ଯ୍ୟଟନକୁ ପ୍ରୋତ୍ସାହନ ଦେଲେ ରାଜ୍ୟପାଳଓଡ଼ିଆ ଘରର ମହିଳାଙ୍କ ପ୍ରତିଭାକୁ ମିଳିବ ନୂଆ ପରିଚୟ, ଜୀ-ସାର୍ଥକରେ ଆସୁଛି ‘ଗୃହଲକ୍ଷ୍ମୀ’ସ୍ୱଚ୍ଛତା ଅଭିଯାନ ସହ ଯାତ୍ରୀଙ୍କ ସହ ଜନସମ୍ବାଦ ଜାରି ରଖିଛି ପୂର୍ବତଟ ରେଳପଥବିଶ୍ୱର ଶ୍ରେଷ୍ଠ ୨% ବୈଜ୍ଞାନିକ ତାଲିକାରେ କିଟ୍-କିସ୍ର ୩୪ ଅଧ୍ୟାପକଅପରାଧୀଙ୍କୁ ଧରିବାକୁ ପୁଲିସର ନୂଆ ପ୍ରସ୍ତୁତିଗୋପବନ୍ଧୁଙ୍କ ଆଦର୍ଶରେ ଗଢ଼ିବ ସମୃଦ୍ଧ ଓଡ଼ିଶା!କିଟ୍ ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ପ୍ରୟାସ: ପବ୍ଲିକ ସର୍ଭିସ୍ ଆଶାୟୀଙ୍କୁ କୋଚିଂ ସୁବିଧାସ୍ୱାସ୍ଥ୍ୟ ଉପକରଣ କ୍ରୟରେ ବାହ୍ୟ ହସ୍ତକ୍ଷେପକୁ ରୋକିବାକୁ ସ୍ୱାସ୍ଥ୍ୟ ବିଭାଗର କଡ଼ା ନିର୍ଦ୍ଦେଶକିଟ୍ର ୨୨ତମ ବାର୍ଷିକ ସମାବର୍ତ୍ତନ ଉଦ୍ଯାପିତସମାଜସେବୀ କାବ୍ୟା ପ୍ରିୟା ଧଳଙ୍କୁ ପିଏଚ୍ଡି ଡିଗ୍ରୀକିଟ୍ ଓ କିସ୍ର କାର୍ଯ୍ୟକୁ ଭୁଟାନ ପ୍ରତିନିଧିମଣ୍ଡଳୀଙ୍କ ପ୍ରଶଂସାସୁପୋଷିତ ଓଡ଼ିଶା ଗଠନ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ: ମୁଖ୍ୟମନ୍ତ୍ରୀମୟୂରଭଞ୍ଜ ବାଉଁଶ ଚାଷକୁ ‘ପ୍ରମାଣ’ ସାର୍ଟିଫିକେଟ୍ସଂଶୋଧିତ ଏମଏମଡିଆର ଆଇନ ଓଡ଼ିଶାର ସ୍ୱାର୍ଥରେ: ଡା. ସମ୍ବିତ ପାତ୍ରଖଣ୍ଡଗିରି-ଉଦୟଗିରିରେ ଲାଇଟ୍ ଆଣ୍ଡ ସାଉଣ୍ଡ ଶୋ’ର ଶୁଭାରମ୍ଭପଦବୀଠାରୁ ବଡ଼ ମାଟିର ଡାକ: ନିଜ ଅଞ୍ଚଳ ପାଇଁ କାବ୍ୟାପ୍ରିୟାଙ୍କ ପ୍ରୟାସଓଡ଼ିଶାରେ ପାଳିତ ହେଲା ବିଶ୍ୱ ପର୍ଯ୍ୟଟନ ଦିବସ ୨୦୨୬ରାଷ୍ଟ୍ର ନିର୍ମାଣରେ ସକ୍ରିୟ ଭୂମିକା ନେବାକୁ ଆହ୍ୱାନ: ମନମୋହନ ସାମଲ

ଦୁର୍ଗା ମାଧବ ମହଲା ଙ୍କୁ ଆଉ ଏକ ଗୁରୁଦାୟିତ୍ୱ…..
ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୩/୦୮ ଓ଼ଡିଶା ପ୍ରଦେଶ କଂରେସ ତରଫରୁ ଦୁର୍ଗା ମାଧବ ମହଲାଙ୍କୁ ସୋସିଆଲ ମିଡ଼ିଆର ରାଜ୍ୟସମ୍ପାଦକ ଭାବରେ ମନୋନୀତ କରାଯାଇଛି । ଶ୍ରୀ ଦୁର୍ଗା ମାଧବ ମହଲା ଆଗରୁ ରାଜ୍ୟଛାତ୍ର କଂଗ୍ରେସ ର ସମ୍ପାଦକ, ଏବଂ ଖୋର୍ଦ୍ଧା ଜିଲ୍ଲା ର ରାଜୀବ ଗାନ୍ଧୀ ଛାତ୍ର ସଂଗଠନ…
ଆମେରିକାର ସର୍ବବୃହତ୍ ହିନ୍ଦୁ ମନ୍ଦିରରେ ରଥଯାତ୍ରା ଆୟୋଜନ
ଆମେରିକା,ମିନିଆପଲିସି:ଭୁବନେଶ୍ୱର,ନିରପେକ୍ଷ ଖବର:ତା ୧୫/୦୭ : ଯୁକ୍ତରାଷ୍ଟ୍ର ଆମେରିକାର ସର୍ବବୃହତ ହୀନ୍ଦୁ ମନ୍ଦିରଠାରେ ବ୍ରହ୍ମାଣ୍ଡର ସବୁଠୁ ବଡ଼ଠାକୁରଙ୍କର ପବିତ୍ର ରଥଯାତ୍ରା ପର୍ବ ପାଳନ କରାଯାଇଛି । ମିନେସୋଟ୍ଟା ରାଜ୍ୟର ମାପଲଗ୍ରୋଭ ସହର ଠାରେ ଅବସ୍ଥିତ ଏହି ମନ୍ଦିରରେ ମହାପ୍ରଭୁ…
ପରିଚୟ ଫାଉଣ୍ଡେସନ ଓ ଟେକ୍ ମହିନ୍ଦ୍ରାର ପ୍ରୟାସ ପକ୍ଷରୁ ୬୦୦ ଖୋର୍ଦ୍ଧା ଗାମୁଛା ବୁଣାକାର ପରିବାରଙ୍କୁ ସହାୟତା…
ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୫/୦୭ ପରିଚୟ ଫାଉଣ୍ଡେସନ୍ ଓ ଟେକ୍ ମହିନ୍ଦ୍ରା ପକ୍ଷରୁ ଖୋର୍ଦ୍ଧା ଗାମୁଛା ପ୍ରସ୍ତୁତ କରୁଥିବା ବୁଣାକାରଙ୍କୁ କୋଭିଡ୍ ସହାୟତା ଅଭିଯାନ ଜାରି ରହିଛି । ଆଜି ବେଗୁନିଆ ହୀରାପୁର ପଞ୍ଚାୟତ ଓ ବୋତଲମା ପଞ୍ଚାୟତର ୬୦୦ ବୁଣାକାର ପରିବାରଙ୍କୁ ଶୁଖିଲା ଖାଦ୍ୟ ଓ…
ଓଡିଶାର ଏକ ପ୍ରତିଭାବାନ ଯୁବ ନେତ୍ରୀ ଅର୍ପିତା ଅପରାଜିତାଙ୍କୁ ବିଜେପି ଯୁବ ମୋର୍ଚ୍ଚା ରାଷ୍ଟ୍ରୀୟ ଉପାଧକ୍ଷା ଦାୟିତ୍ୱ
* ଯୁବ ମୋର୍ଚ୍ଚାର ରାଷ୍ଟ୍ରୀୟ ପଦାଧିକାରୀ ତାଲିକାରେ ଅର୍ପିତା ଅପରାଜିତା ବଡଜେନାଙ୍କୁ ସ୍ଥାନ ଦିଆଯାଇଥିବାରୁ ରାଷ୍ଟ୍ରୀୟ ସଭାପତି ଶ୍ରୀ ଜେ.ପି.ନଡ୍ଡା, ଯୁବ ମୋର୍ଚ୍ଚା ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ତେଜସ୍ୱୀ ସୂର୍ଯ୍ୟା ଏବଂ ରାଜ୍ୟ ସଭାପତି ଶ୍ରୀ
ସମୀର ମହାନ୍ତିଙ୍କୁ ଧନ୍ୟବାଦ ଜଣାଇଲେ ଯୁବ…
ଅଗଷ୍ଟ ୧ ପର୍ଯ୍ୟନ୍ତ ଆଂଶିକ ଲକଡାଉନ,ପୂର୍ବ ପରି A ଓ B କାଟେଗୋରୀ ସହିତ ରହିବ ସାମାନ୍ୟ କୋହଳ ନୀୟମ ….
*କାଟେଗୋରୀ A’ରେ ରାତି ୮ଟା ଯାଏଁ ଖୋଲିବ ଦୋକାନ ବଜାର .....
*କାଟେଗୋରୀ B’ରେ ସକାଳା ୬ଟାରୁ ସନ୍ଧ୍ଯା ୫ଟା ଯାଏ ଖୋଲିବ ଦୋକାନ ବଜାର .....
ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୫/୦୭ ଆଂଶିକ ଲକଡାଉନ ନେଇ ମୁଖ୍ଯ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସାମ୍ବାଦିକ ସମ୍ମିଳନୀରେ ସୂଚନା…
୧୦୯ ଜଣ ଦୁର୍ଷ୍ଟିହୀନଙ୍କୁ ଶୁଖିଲା ଖାଦ୍ୟ ଦେଲା ନାରାୟଣ ସେବା ସମିତି
ଭୁବନେଶ୍ୱର,ନିରପେକ୍ଷ ଖବର:ତା ୧୩/୦୭ ମହାମାରୀ କରୋନା ସମୟରେ ଦୃଷ୍ଟି ହୀନମାନଙ୍କୁ ସୁଖିଲା ଖାଦ୍ୟ ସମଗ୍ରୀ ଦେଇଛି ନାରାୟଣ ସେବା ସମିତି ଉଦୟପୁର , ରାଜସ୍ଥାନ। ଅନୁଷ୍ଠାନର କର୍ମକର୍ତ୍ତାମାନେ ଉତ୍କଳ ଦୃଷ୍ଟି ହୀନ ସଂଘ କାର୍ଯ୍ୟାଳୟରେ ପହଁଚି ଅସହାୟଙ୍କ ମୁହଁରେ ହସ ଫୁଟାଇଛନ୍ତି। ଏହି…
ଡାକ୍ତର ପ୍ରେମାନନ୍ଦଙ୍କ ଦ୍ୱାରା ଲାପୋରସ୍କୋପି ସର୍ଜରୀ ମେଳାର ସୁଭାରମ୍ଭ
ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୧/୦୭ ପବିତ୍ର ରଥଯାତ୍ରା ଉପଲକ୍ଷେ ଗରିବ ଶ୍ରେଣୀର ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ଡାକ୍ତର ପ୍ରେମାନନ୍ଦଙ୍କ ଦ୍ୱାରା ଲାପୋରସ୍କୋପି ସର୍ଜରୀ ମେଳାର ଆରମ୍ଭ କରାଯାଇଛି, ଯେଉଁ ମାନଙ୍କର ପିତ ସ୍ଥଳୀରେ ପଥର ଅଛି (ହୋଇଛି) , ସେମାନଙ୍କର ସ୍ୱଳ୍ପ ଖର୍ଚ୍ଚରେ…
ଲକଡାଉନ୍ ଅବଧିକୁ ସରକାର ଜୁଲାଇ ୧୯ ପର୍ଯ୍ୟନ୍ତ ବଢ଼ାଇଲେ
ତାମିଲନାଡୁ,ନିରପେକ୍ଷ ଖବର:ତା ୧୦/୦୭ ତାମିଲନାଡୁରେ କରୋନା ସଂକ୍ରମଣ ଧୀରେ ଧୀରେ କମୁଥିଲେ ମଧ୍ୟ ରାଜ୍ୟ ସରକାର ବର୍ତ୍ତମାନ କଟକଣା ସମ୍ପୂର୍ଣ୍ଣ ଉଠାଇ ନାହାଁନ୍ତି। ଲକଡାଉନ୍ ଅବଧିକୁ ସରକାର ଜୁଲାଇ ୧୯ ପର୍ଯ୍ୟନ୍ତ ବଢ଼ାଇଲେ। ଲକଡାଉନ୍ ବଢାଇଥିଲେ ମଧ୍ୟ କଟକଣାକୁ କିଛି ମାତ୍ରାରେ କୋହଳ…
ଅନ୍ତର୍ଜାତୀୟ ସଂସ୍ଥା “ବିଜ୍ନେସ୍ ସଲ୍ୟୁସନ୍ ” ପକ୍ଷରୁ ଡାକ୍ତର ପ୍ରେମାନନ୍ଦ ପଟନାୟକଙ୍କୁ ଗୋଲ୍ଡେନ୍…
ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୦/୦୭ ସିକିତ୍ସା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ପେଟ ରୋଗ ଓ ଲାପରୋସ୍କୋପି ସର୍ଜନ ଡାକ୍ତର ପ୍ରେମାନନ୍ଦ ପଟନାୟକଙ୍କୁ ଅନ୍ତର୍ଜାତୀୟ ସଂସ୍ଥା "ବିଜ୍ନେସ୍ ସଲ୍ୟୁସନ୍ " ପକ୍ଷରୁ ଗୋଲ୍ଡେନ୍ ଏଆଇମ୍ . ଆୱାର୍ଡରେ ସମ୍ମାନୀତ କରାଯାଇଛି। ଅନଲାଇନ୍ ରେ ଆୟୋଜିତ…
ନୂଆ ଜାତୀୟ ଶିକ୍ଷା ନୀତିର ଅଗ୍ରଗତି ନେଇ ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର,ନିରପେକ୍ଷ ଖବର:ତା ୦୯/୦୭ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଭାବରେ ନୂଆ ଦାୟିତ୍ୱ ଗ୍ରହଣ କରିଥିବା
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଶିକ୍ଷା ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀ ଏବଂ ବିଭିନ୍ନ ସ୍ୱୟଂଶାସିତ ସଂସ୍ଥା ମାନଙ୍କ ସହିତ ଆଲୋଚନା କରିବା ସହ ନୂଆ ଜାତୀୟ ଶିକ୍ଷା…
ପିସିସି ପକ୍ଷରୁ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧ ଦିବସ ପାଳିତ
ଭୁବନେଶ୍ୱର,ନିରପେକ୍ଷ ଖବର ତା ୦୯/୦୭ ଆଜି ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧ ବାର୍ଷିକୀ କଂଗ୍ରେସ ଭବନ, ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି Iଏହି ଉପଲକ୍ଷେ ସକାଳେ ଗୋପବନ୍ଧୁ ଛକ ସ୍ଥିତ ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତୀରେ ପିସିସି ସଭାପତି…
ମୋଦି ସରକାରଙ୍କ ଦ୍ୱିତୀୟ ପାଳିରେ ପ୍ରଥମ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ
ଭୁବନେଶ୍ୱର,ନିରପେକ୍ଷ ଖବର:ତା ୦୭/୦୭ ମୋଦି ସରକାରଙ୍କ ଦ୍ୱିତୀୟ ପାଳିରେ ପ୍ରଥମ ଥର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହୋଇଛି। ଏଥିରେ ୧୦ଜଣଙ୍କୁ ପ୍ରମୋଶନ ମିଳିଥିବା ବେଳେ ୩୩ ନୂଆ ମୁହଁ ସାମିଲ ହୋଇଛନ୍ତି। ବିଶେଷ କରି ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଓଡିଶାକୁ ଅଧିକ ଗୁରୁତ୍ୱ ଦିଆଯାଇଛି। ଏଥର…
ରାଜନୈତିକ ଅଭିସନ୍ଧି ରଖି ବିଜେପି ନେତ୍ରୀମାନଙ୍କୁ ସୋସିଆଲ ମିଡିଆ ଜରିଆରେ କଦର୍ଯ୍ୟ ଭାଷା ବ୍ୟବହାର କରାଯାଇ ଅପମାନିତ…
* ଏହା କ’ଣ ବିଜେଡିର ମା’ଙ୍କୁ ସମ୍ମାନ ?
* ଶାସକ ବିଜେଡି ଦଳର ଆଇଟି ସେଲ୍ ଦ୍ୱାରା ଡ.ଲେଖାଶ୍ରୀଙ୍କ ପ୍ରସଙ୍ଗରେ ବିଭିନ୍ନ ସମୟରେ ଆଶାଳୀନ
ଓ ଅଭଦ୍ର ଭାଷା ପ୍ରୟୋଗ କରାଯାଇ ସାମାଜିକ ଗଣମାଧ୍ୟମରେ ପ୍ରକାଶିତ କରିବା ଧର୍ତବ୍ୟ ଅପରାଧ
* ନବୀନ ବାବୁ ଦଳର ସଭାପତି ଓ ମୁଖ୍ୟମନ୍ତ୍ରୀ ଭାବରେ…
କେତେ ଶୋଷିଲେ ସନ୍ତୁଷ୍ଟ ହେବ ବିଜେପି
ଭୁବନେଶ୍ୱର,ନିରପେକ୍ଷ ଖବର: ତା ୦୫/୦୭- କରୋନା ଏବଂ ତଦ୍ଜନିତ ତାଲାବନ୍ଦ ଲୋକଙ୍କ ଆର୍ଥିକ ମେରୁଦଣ୍ଡକୁ ଭାଙ୍ଗି ଚୁରମାର କରିସାରିଲାଣି । ଆର୍ଥିକ ଅନାଟନ ଲୋକଙ୍କୁ ମହାମାରୀଠୁ ଅଧିକ କଷ୍ଟ ଦେଲାଣି । ଏହି ସମୟରେ ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ବାରମ୍ବାର ଦରବୃଦ୍ଧି ଲୋକଙ୍କ ପାଇଁ ବେଡି…
ଲିଭିଂଗ ହୁମାନୀଟି ପକ୍ଷରୁ ଦୃଷ୍ଟିହୀନ ପରିବାରଙ୍କୁ ଅତ୍ୟାବଶ୍ୟକୀୟ ସାମଗ୍ରୀ ବଣ୍ଟନ …
ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୪/୦୬ ଲିଭିଂଗ ହୁମାନୀଟି ଏକ ସାମାଜିକ ଅନୁଷ୍ଠାନ ସର୍ବଦା ମଣିଷ ଭିତରେ ଥିବା ମଣିଷ ପଣିଆ ଜାଗ୍ରତ କରିବା ଦିଗରେ ବିଭିନ୍ନ କାଯ୍ୟ କରିଥାଏ । ଦୁଃଖୀ, ଦିଵ୍ୟାଙ୍ଗ,ଅସହାୟ ମାନଙ୍କୁ ସବୁବେଳେ ସାହାଯ୍ୟର ହାତ ବଢ଼ାଇ ଥାଏ । ଏହି ସାହାଯ୍ୟ ବିଭିନ୍ନ ବର୍ଗର…
କରୋନା ରୋଗୀଙ୍କ ଚିକିତ୍ସା ପାଇଁ ସହାୟତା
ଭୁବନେଶ୍ୱର,ନିରପେକ୍ଷ ଖବର:ତା ୦୫/୦୬: କରୋନା ରୋଗୀଙ୍କ ଚିକିତ୍ସା ପାଇଁ ସହାୟତାର ହାତ ବଢାଇଲା ଟିଏମ୍ଟି ବାର୍ର ଅଗ୍ରଣୀ ଉତ୍ପାଦନ ଏବଂ ନିର୍ମାଣକାରୀ ଶ୍ୟାମ ଷ୍ଟିଲ୍ ଇଣ୍ଡିଆ। କମ୍ପାନୀ ପକ୍ଷରୁ ଓଡ଼ିଶା ସରକାରଙ୍କୁ ଅକ୍ସିଜେନ କନସେଣ୍ଟ୍ରେଟର (ଅମ୍ଳଜାନ ସାନ୍ଦ୍ରକ) ଦାନ କରାଯାଇଛି। ରାଜ୍ୟ…
ଲକ୍ଡାଉନ୍ ଅବଧି ଆଉ ୧୪ ଦିନକୁ ବୃଦ୍ଧି…
ଭୁବନେଶ୍ୱର,ନିରପେକ୍ଷ ଖବର:ତା ୧୮.୦୫.୨୦୨୧ ରାଜ୍ୟ ସରକାର ଆଜି କୋଭିଡ୍ ପାଇଁ ଜାରି ହୋଇଥିବା ଲକ୍ଡାଉନ୍କୁ ଆଉ ଦୁଇ ସପ୍ତହ ଅର୍ଥାତ ଜୁନ ୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ଆଜି ଏହା ଏକ ସ୍ୱତନ୍ତ୍ର ଭିଡ଼ିଓ ବାର୍ତ୍ତା ମାଧ୍ୟମରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର…
ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ବରିଷ୍ଠ ଆଇ.ଏ.ଏସ୍ ଅଧିକାରୀ ଶ୍ରୀ…
ଭୁବନେଶ୍ୱର,ନିରପେକ୍ଷ ଖବର:ତା ୧୩/୦୫ ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ଶ୍ରୀ ବିଷ୍ଣୁପଦ ସେଠୀ ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ନୂତନ ପ୍ରମୁଖ ଶାସନ ସଚିବଙ୍କ ଦାୟିତ୍ୱ ଗ୍ରହଣ ଅବସରରେ ସୂଚନା ଓ ଲୋକସଂପର୍କ ବିଭାଗର…
ଆଇ.ଏ.ଏସ୍. ସ୍ତରରେ ବଡ଼ ଧରଣର ଅଦଳବଦଳ….
ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୧/୦୫ ପ୍ରେମଚନ୍ଦ୍ର ଚୌଧୁରୀଙ୍କୁ ମିିଳିଲା ନୂଆ ଦାଇତ୍ୱ। ପୂର୍ବରୁ ବିଏମସି କମିଶନର ତଥା ଭୁବନେଶ୍ୱର ଡେଭ୍ଲପମେଣ୍ଟ ଅଥୋରିଟି ଭାଇସ୍ ଚେୟାରମ୍ୟାନ୍ ଓ ଭୁବନେଶ୍ୱର ସ୍ମାର୍ଟ ସିଟି ସିଇଓ ଦାୟିତ୍ୱରେ ଥିଲେ । ତାଙ୍କୁ ଏବେ ସାଧାରଣ ପ୍ରଶାସନର ସ୍ବତନ୍ତ୍ର…
୨୪ ଘଣ୍ଟାରେ ଆଉ ୧୭ ଜଣଙ୍କ ଜୀବନ ନେଲା କରୋନା…
ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୧/୦୫ ଗତ ୨୪ ଘଣ୍ଟାରେ ୧୭ ଜଣଙ୍କ ଜୀବନ ନେଲା କରୋନା। ଅନୁଗୁଳ ଓ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖା ସଂକ୍ରମିତଙ୍କ ଜୀବନ ନେଇଛି କରୋନା। ଖୋର୍ଦ୍ଧା ଜିଲ୍ଲାର ମୃତକଙ୍କ ଭିତରେ ୨ ଜଣ ଭୁବନେଶ୍ୱରର । ନୂଆପଡ଼ା, କଳାହାଣ୍ଡି ଓ ସୁନ୍ଦରଗଡ଼ ଜିଲ୍ଲାର ଦୁଇ ଜଣ ଲେଖା…
