Breaking News/ମୁଖ୍ୟ ଖବର:
ଶିକ୍ଷା, ସଚେତନତା ମାଧ୍ୟମରେ ମଧ୍ୟସ୍ଥତା ସଂସ୍କୃତି ସୃଷ୍ଟି କରିବା ଉପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗୁରୁତ୍ୱାରୋପରନ୍ଧନ ଗ୍ୟାସ ବ୍ୟବହାର କରୁଛନ୍ତି କି ହେଇ ଯାଆନ୍ତୁ ସାବଧାନ !ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଓଡ଼ିଶା କମ୍ୟୁନିଟି ଟ୍ୟାଙ୍କ ବିକାଶ ସମିତି ପରିଚାଳନା ପରିଷଦର ଦ୍ୱାଦଶ ବୈଠକ ଅନୁଷ୍ଠିତଦ୍ଵିତୀୟ ନ୍ୟାସନାଲ ମେଡିଏସନ କର୍ମଶାଳା ନେଇ ପ୍ରସ୍ତୁତି ବୈଠକଏନ୍.ଭାସ୍କର ରାଓ ଓ ହିମିରିକାଙ୍କ ଇସ୍ତଫାକଟକ ଜିଲ୍ଲାରେ ରାଜସ୍ୱ ଓ ଭୂଅର୍ଜନ ସମ୍ବନ୍ଧୀୟ ସମୀକ୍ଷା ବୈଠକ ଅନୁଷ୍ଠିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ

ପୋଲିସ ଅଧିକାରୀଙ୍କ କାର୍ଯ୍ୟାଳୟ ରେ ହେଲା ବାହାଘର।
ବାରିପଦା(ନିରପେକ୍ଷ ଖବର)ତା-୦୫/୦୫-ବାହାଘରରେ ପଡିଛି କରୋନା ପ୍ରଭାବ।ଲକ ଡାଉନ ଯୋଗୁଁ ମନ୍ଦିର କିମ୍ବା ମଣ୍ଡପରେ ବିବାହ ନିମନ୍ତେ ଅନୁମତି ନ ମିଳିବାରୁ ରାଇରଙ୍ଗପୁର ଉପଖଣ୍ଡ ପୋଲିସ ଅଧିକାରୀଙ୍କ କାର୍ଯ୍ୟାଳୟରେ ବାହାଘର ସମ୍ପାଦନା ହେଲା। ନା ବାଜା ନା ରୋଷଣୀ ନା ବରଯାତ୍ରୀ ନିରାଡମ୍ବର ଭାବେ…
Read More...
Read More...
ମୟୂରଭଞ୍ଜକୁ ଫେରିଲେ କୋଟାରେ ଫସି ଥିବା ଛାତ୍ରଛାତ୍ରୀ ।
ବାରିପଦା(ନିରପେକ୍ଷ ଖବର)ତା-୦୫/୦୫-ଲକ ଡାଉନ ପାଇଁ ମୟୁରଭଞ୍ଜ ଜିଲ୍ଲା ସମେତ ରାଜ୍ୟର ଅନେକ ଛାତ୍ରଛାତ୍ରୀ ଓ ଲୋକମାନେ ବିଭିନ୍ନ ରାଜ୍ୟରେ ଫସି ରହିଛନ୍ତି। ତେବେ ରାଜ୍ୟ ସରକାର ସେମାନଙ୍କୁ ଓଡିଶା ଫେରାଇ ଆଣିବା ପାଇଁ ଉଦ୍ୟମ କରୁଛନ୍ତି। ମୟୁରଭଞ୍ଜ ଜିଲ୍ଲାର ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା…
Read More...
Read More...
ପି ଆର୍ ଏମ୍ ହସ୍ପିଟାଲରେ ନିଆଁ…
ବାରିପଦା(ନିରପେକ୍ଷ ଖବର)ତା୨୦/୦୧- ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ହସ୍ପିଟାଲରେ ସର୍ଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟିଛି।ଅଗ୍ନିଶମ ବିଭାଗ ଅଗ୍ନିକାଣ୍ଡ ସ୍ଥାନରେ ପହଞ୍ଚି ନିଆଁକୁ ଆୟତ କରିବା ରେ ସକ୍ଷମ ହୋଇଛି।ସୂଚନା ଅନୁସାରେ ସୋମବାର ୯ ଟା ସମୟରେ ସାକିଆଟ୍ରିକ ବିଭାଗରେ…
Read More...
Read More...
ମୟୁରଭଞ୍ଜରେ ସ୍ବତନ୍ତ୍ର କୋଭିଡ-୧୯ ହସ୍ପିଟାଲ କାର୍ଯ୍ୟକ୍ଷମ ହେବାର ଦିନକ ପରେ ଭି କେ ପଣ୍ଡିଆନ ପରିଦର୍ଶନ କଲେ
ବାରିପଦା(ନିରପେକ୍ଷ ଖବର)ତା-୧୬/୦୪-ମୟୁରଭଞ୍ଜରେ ସ୍ବତନ୍ତ୍ର କୋଭିଡ-୧୯ ହସ୍ପିଟାଲ କାର୍ଯ୍ୟକ୍ଷମ ହେବାର ଦିନକ ପରେ ଭି କେ ପଣ୍ଡିଆନ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି। ତାଙ୍କ ସହିତ ଓଡିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ମଧ୍ୟ ଉପସ୍ଥିତ ଥିଲେ।କରୋନା ପାଇଁ ୫ଟି…
Read More...
Read More...
ଆଜିଠାରୁ କାର୍ଯ୍ୟକ୍ଷମ ହେଲା ମୟୂରଭଞ୍ଜ ସ୍ବତନ୍ତ୍ର କୋଭିଡ ହସ୍ପିଟାଲ।
ବାରିପଦା(ନିରପେକ୍ଷ ଖବର)ତା-୧୫/୦୪-କୋରୋନା ଭାଇରସ ବିଶ୍ଵରେ ଆତଙ୍କ ସୃଷ୍ଟି କରିଥିବା ବେଳେ ଭାରତ ରେ ମଧ୍ୟ କାୟା ବିସ୍ତାର କରିବାରେ ଲାଗିଛି। ଓଡିଶା ସରକାର କୋରୋନା ଭାଇରସ ରୋକିବା ପାଇଁ ଅନେକ ଯୋଜନା ପ୍ରଣୟନ କରୁଛନ୍ତି। ବୁଧବାର ମୟୁରଭଞ୍ଜ ଜିଲ୍ଲା ଆଦାନୀ କିସ ପରିସରରେ କାର୍ଯ୍ୟକ୍ଷମ…
Read More...
Read More...
ଚୈତ୍ର ମାସରେବି ଶୁଭୁନି ବାରିପଦାରେ ଗୁରୁଗମ୍ଭୀର ଛଉବାଦ୍ୟ
ବାରିପଦା,ନିରପେକ୍ଷ ଖବର: ତା ୧୩/୪ ଚୈତ୍ର ମାସ ଆସିଲେ ଦୁଲୁକି ଉଠେ ମୟୂରଭଞ୍ଜ ମାଟି । ବିଶ୍ୱ ପ୍ରସିଦ୍ଧ ଲୋକନୃତ୍ୟ ଛଉର ତାଳେତାଳେ ବାଦ୍ୟକାର ଏବଂ ନୃତ୍ୟଶିଳ୍ପୀ ମାନେ ସାରା ଚୈତ୍ରମାସ ଆଖଡା ଘରେ ଅଭ୍ୟାସ କରିବା ପରେ ମାସର ଶେଷ ତିନିଦିନ ବାରିପଦା ଛଉପଡିଆରେ ଅନୁଷ୍ଠିତ ହୋଇ ଥାଏ ଛଉନୃତ୍ୟର…
Read More...
Read More...
୫୦ରୁ ଅଧିକ ପରିବାରକୁ ଆହାର ଦେଲା ହେଲ୍ପିଂ ବୟ
*ଜିଲ୍ଲା ପ୍ରଶାସନର ଅବହେଳା ପାଇଁ ନାହିଁ ନ ଥିବା ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି ୫୦ରୁ ଅଧିକ ପରିବାର*
ବାରିପଦା୧/୪ (ନିରପେକ୍ଷ ଖବର): କରୋନା ଭାଇରସ ଦାଉରୁ ରକ୍ଷା ପାଇଁ ସାରା ଦେଶକୁ ଲକ ଡାଉନ ରଖାଯାଇ ଥିବାବେଳେ କିଛି ଅତ୍ୟାବଶ୍ୟକ ଖାଦ୍ୟ ପଦାର୍ଥକୁ ଛାଡି ଅନ୍ୟ ସମସ୍ଥ ଦୋକାନ ବଜାର…
Read More...
Read More...
ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦଶ ଲକ୍ଷ ଟଙ୍କା ସହାୟତା ଦେଲେ ରାଜ୍ୟ କୃଷି ନିଗମ ଅଧ୍ୟକ୍ଷ ଦେବାଶିଷ ମହାନ୍ତି ।
ବାରିପଦା(ନିରପେକ୍ଷ ଖବର)ତା-୩୦/୦୩-କରୋନା ମୁକାବିଲା ପାଇଁ ଆଗେଇ ଆସିଲେ
ରାଜ୍ୟ କୃଷି ନିଗମ ଅଧ୍ୟକ୍ଷ ଦେବାଶିଷ ମହାନ୍ତି । ସମ୍ପ୍ରତି କରୋନା ମହାମାରୀ ର ମୁକାବିଲା ପାଇଁ ସମସ୍ତେ ତତ୍ପର ଥିବାବେଳେ ମୟୁରଭଞ୍ଜ ବିଜେଡିର ପୂର୍ବତନ ଜିଲ୍ଲା ସଭାପତି ତଥା କୃଷି ନିଗମ ଅଧ୍ୟକ୍ଷ ଦେବାଶିଷ…
Read More...
Read More...
ସଚେତନତା ପାଇଁ ପୋଲିସ୍ ର ଅଭିନବ ଉପାୟ
ବାରିପଦା(ନିରପେକ୍ଷ ଖବର)ତା-୨୬/୦୩-ଲକ୍ ଡାଉନ୍ ନିୟମ ଅବମାନନା କରି ବିଚ୍ ରାସ୍ତାରେ ଉଠ୍ ଵସ୍ ହେଲେ। କରୋନା ପାଇଁ ଜାରି କରାଯାଇଥିବା ଲକ୍ ଡାଉନ୍ ନିୟମ ଭାଙ୍ଗି ଦଣ୍ଡିତ ହେଲେ। କରୋନାକୁ ହରାଇବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଲଢ଼େଇ ଜାରି ରଖିଛନ୍ତି। କେଉଁ ରାଜ୍ୟରେ ଗୁଳି କରିବାକୁ…
Read More...
Read More...
ଲକ୍ ଡାଉନ୍ କୁ ନ ମାନି ବିଳମ୍ବିତ ରାତିରେ ଗିରଫ ହେଲେ ହୋଟେଲ ମାଲିକ
ବାରିପଦା(ନିରପେକ୍ଷ ଖବର)ତା-୨୫/୦୩-କରୋନାର ଭୟବହତା ସମ୍ପର୍କରେ ଜାଣି ସୁଦ୍ଧା ସାଧାରଣ ଜନତାଙ୍କ ଜୀବନ ସହ ଖେଳ ଖେଳୁଛନ୍ତି କିଛି ହୋଟେଲ ମାଲିକ।ସରକାରଙ୍କ କଟାକଣାକୁ ତିଳେ ହେଲେ ଖାତିର ନ କରି ଏମାନେ ଚଳାଇଛନ୍ତି ଅସାଧୁ ବ୍ୟବସାୟ।କରୋନକୁ ମୁକାବିଲା କରିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ…
Read More...
Read More...
କରୋନାକୁ ନେଇ ଗୁଜବ ପ୍ରଚାର କରି ଜେଲ ଗଲେ ଯୁବକ।
ବାରିପଦା(ନିରପେକ୍ଷ ଖବର)ତା୨୫/୦୩-ସାରା ବିଶ୍ୱରେ କରୋନା ଆତଙ୍କ ସୃଷ୍ଟି କରିଛି । ଭାରତରେ ମଧ୍ୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି । ଏହି ସମୟରେ ସୋସିଆଲ ମିଡ଼ିଆରେ କରୋନାକୁ ନେଇ ଗୁଜବ ସୃଷ୍ଟି କରାଯାଉଛି । ଏହି ଗୁଜବକାରୀଙ୍କ ଉପରେ ପୁଲିସ କଡ଼ା ନଜର ରଖିଛି । ଇତି ମଧ୍ୟରେ…
Read More...
Read More...
କରୋନା ପାଇଁ ପରିବା ଦର ଆକାଶ ଛୁଆଁ
ବାରିପଦା(ନିରପେକ୍ଷ ଖବର)ତା-୨୫/୦୩-କରୋନା କୁ ନେଇ ହୁ ହୁ ହୋଇ ଦର ବଢ଼ିବାରେ ଲାଗିଛି। ରାଜ୍ୟ ସରକାର ସାରା ରାଜ୍ୟ ସମେସ୍ତ ମୟୁରଭଂଜ ଜିଲ୍ଲା କୁ ଲକ ଡାଉନ ଘୋଷଣା କରିବା ପରେ କିଛି ମୁନାଫା ଖୋର ବ୍ୟବସାୟୀ ମାନେ ତାଙ୍କର ଅସାଧୁ ବ୍ୟବସାୟୀ ଆରମ୍ଭ କରିଛନ୍ତି।ନିଜର ସ୍ୱାର୍ଥ ପାଇଁ ଅସାଧୁ…
Read More...
Read More...
କରୋନା ସନ୍ଦିଗ୍ଧ ସୁସ୍ଥହୋଇ ଫେରିଲେ ଘରକୁ
ବାରିପଦା(ନିରପେକ୍ଷ ଖବର)ତା-୧୯/୦୩-ପିଆରଏମ ମେଡିକାଲରେ ଚିକିତ୍ସାଧିନ କରୋନା ସନ୍ଦିଗ୍ଧ ସୁସ୍ଥ ହୋଇ ଘରକୁ ଫେରିଲେ। କରୋନାକୁ ନେଇ କେହି ଭୟଭୀତ ହୁଅନ୍ତୁ ନାହିଁ। ମୟୁରଭଞ୍ଜରେ ଏ ପର୍ଯ୍ୟନ୍ତ କେହି କରୋନା ରୋଗରେ ପଜେଟିଭ ଚିହ୍ନଟ ହୋଇ ନାହାଁନ୍ତି। କରୋନା ଆକ୍ରାନ୍ତ ସନ୍ଦେହରେ ବାରିପଦା…
Read More...
Read More...
ବାରିପଦାରେ ଜଣେ କରୋନା ରୋଗୀ ସନ୍ଦେହ
ବାରିପଦା(ନିରପେକ୍ଷ ଖବର)ତା-୧୬/୦୩-ବାରିପଦା ରେ ଜଣେ କରୋନା ରୋଗୀ ସନ୍ଦେହରେ ପିଆରଏମ ମେଡିକାଲ କଲେଜ ଏଣ୍ଡ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।ସନ୍ଦିଗ୍ଧ ଜଣକ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଥିବା କରୋନା ରୋଗୀ ସହ ଦିଲ୍ଲୀରୁ ଆସିଥିଲେ। ତେଣୁ ଭୟରେ ସନ୍ଦିଗ୍ଧ ଜଣକ ପିଆରଏମ…
Read More...
Read More...
ସରକାରଙ୍କ ନିଷ୍ପତିକୁ ବାଆଁ ବାଆଁ କରି ଉଡାଇ ଦେଉଛି ମୟୁରଭଞ୍ଜ ଜିଲ୍ଲା ପ୍ରଶାସନ
ବାରିପଦା (ନିରପେକ୍ଷ ଖବର) ୧୫/୩ : କରୋନାର କରାଳ ରୂପରେ ସାରା ବିଶ୍ୱ ଦୋହଲୁଥିବା ବେଳେ ଓଡ଼ିଶାରେ ମଧ୍ୟ କୋକୁଆ ଭୟର ବାତାବରଣ ସୃଷ୍ଟି ହୋଇଛି। ସେଥିପାଇଁ ରାଜ୍ୟ ସରକାର କରୋନକୁ ମହାମାରୀ ଘୋଷଣା କରି ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଶିକ୍ଷାନୁଷ୍ଠାନ, ପ୍ରେକ୍ଷାଳୟ ଆଦିକୁ ବନ୍ଦ…
Read More...
Read More...
ପ୍ରଶାସନର ଚୋରାପୀରତି ପାଇଁ ବଢୁଛି ଚୋରା ପଥର ଖାଦାନ ଖନନ..
ବଞ୍ଚିବା ପାଇଁ ସଂଘର୍ଷ କରୁଛି ଶ୍ରମିକ.....
ବାରିପଦା,୧୫/୩(ନିରପେକ୍ଷ ଖବର) - ଜଙ୍ଗଲ ବିଭାଗ ଆଇନକୁ ଅବମନନା କରି ବେଆଇନ ଭାବରେ ପଥର ଉତ୍ତୋଳନ କାରବାର ବଢ଼ିବାରେ ଲାଗିଛି। ପ୍ରଶାସନର ଚୋରା ପୀରତି ପାଇଁ ପଥର ମାଫିଆମାନେ ରାଜୁତି ଚଳାଇଛନ୍ତି। ଯାହାର ଫଳସ୍ୱରୂପ ପଥର ଖୋଲୁ ଖୋଲୁ…
Read More...
Read More...
ମୟୁରଭଂଜ ବିଜେଡି ଛାତ୍ର ରାଜନୀତିରେ କିଏ ପିନ୍ଧିବ ସୁନା ମୁକୁଟ !
ବଢୁଛି ଆଶାୟୀଙ୍କ ସଂଖ୍ୟା.....
ବାରିପଦା(ନିରପେକ୍ଷ ଖବର)ତା-୧୨/୦୩-ମୟୁରଭଞ୍ଜ ରାଜନୀତିରେ ବିଜୁ ଜନତା ଦଳ ତାର ପୂର୍ବସ୍ଥିତିକୁ ଫେରିବା ପାଇଁ ସଗଠନକୁ ନେଇ ଅଙ୍କକଷା ଜାରି ରଖିଛି। ବହୁ କଳ୍ପନା ଜଳ୍ପନାର ପୂର୍ଣ୍ଣଛେଦ ଟାଣି ଜିଲ୍ଲା ସଭାପତି ଭାବେ ଦୁଇ ଜଣଙ୍କୁ ଦାୟିତ୍ୱ ଦିଆଗଲା।…
Read More...
Read More...
ହୋଲି ଖେଳ ହେଲା କାଳ
ବାରିପଦା(ନିରପେକ୍ଷ ଖବର)ତା-୧୦/୦୩/୨୦୨୦-ରଙ୍ଗର ଉତ୍ସବ ହୋଲି ଖେଳରେ ସବୁଠି ମସଗୁଲ ଥିବା ବେଳେ ଘଟି ଯାଇଛି ଅଘଟଣ।ହୋଲି ଖେଳ କାଳ ସାବ୍ୟସ୍ତ ହେଲା।ହୋଲି ଖେଳି ସାରି ଗାଧୋଉଥିବା ବେଳେ ପ୍ରଖର ସୁଅରେ ଭାସିଯାଇ ଯୁବକ ମୃତ ହୋଇଛି। ମୃତକ ଜଣକ ବାରିପଦା ସହର ଅନ୍ତର୍ଗତ କାଳିମନ୍ଦିର ସାହିର…
Read More...
Read More...
ଜନ୍ମଦିନ ପାଇଁ ରାଜରାସ୍ତା ବନ୍ଦ କଲେ ଏସ୍ପି , କାର୍ଯ୍ୟନୁଷ୍ଠାନ ଶୂନ
ବାରିପଦା(ନିରପେକ୍ଷ ଖବର)ତା-୦୯/୦୩-ମୟୁରଭଞ୍ଜ ଇତିହାସରେ ଏମିତି କେବେ ଘଟି ନ ଥିଲା। କିନ୍ତୁ ଏବେ ଘଟିଛି। ଏସପିଙ୍କ ଦବଙ୍ଗ ଗିରି ଓ ରାଜକୀୟ ଠାଣି ସାମ୍ନାକୁ ଆସିଛି। ଜନ୍ମଦିନ ପାଳନ କରିବା ପାଇଁ ରାଜରାସ୍ତାକୁ ସେ ବନ୍ଦ ରଖିବାକୁ ବି ପଛାଇଲେ ନାହିଁ। ୫ ମିନିଟ କି ୧୦ ମିନିଟ ନୁହେଁ ଦୁଇ…
Read More...
Read More...
ଏସ୍ପି ଙ୍କ ରାଜକୀୟ ଠାଣି…
ବାରିପଦା(ନିରପେକ୍ଷ ଖବର)ତା-୦୭/୦୩/୨୦୨୦-ମୟୁରଭଞ୍ଜ ପୁଲିସର ରାଜକିଅ ଠାଣି। ଏସପିଙ୍କ ଜନ୍ମଦିନ ପାଳନ ପାଇଁ ଦୁଇ ଘଂଟା ରାସ୍ତା ବନ୍ଦ ରଖିଲା ପୁଲିସ ପ୍ରଶାସନ। ନାହିଁ ନ ଥିବା ଅସୁବିଧାରେ ସମ୍ବୁଖୀନ ହେଲେ ଲୋକେ। ଗଣମାଧ୍ୟମ କର୍ମୀ ପହଂଚିବା ପରେ ଗମନାଗମନ ହେଲା ସ୍ୱାଭାବିକ। ଘଟଣା ଟି…
Read More...
Read More...