Blank space
Blank space
Breaking News/ମୁଖ୍ୟ ଖବର:
ସମ୍ବଲପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ  ୪୫୧.୨୪ କୋଟି ଟଙ୍କା ବ୍ୟୟରେ ବୃହତ ୱାଟର ସପ୍ଲାଏ ପ୍ରକଳ୍ପର ଭେଟି ଆଜି ୨୫ ଟି ଇ-ବସ୍‌ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀସ୍ୱର୍ଗତଃ ସଂଚିତା ମହାନ୍ତିଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ସଭାକଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍‌ଘାଟିତବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନକେଏଲ୍ ବିଶ୍ବବିଦ୍ୟାଳୟ ପକ୍ଷରୁ କ୍ୟାରିୟର ସମ୍ମିଳନୀକଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହେଲା ୩୭ତମ ସବ-ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍୨୩ ରେ ପାରାଦୀପ ଡମ୍ପର ମାଲିକ ସଙ୍ଘ ନିର୍ବାଚନ : ସଦା ଙ୍କ ପଲ୍ଲା ଭାରି !ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତପାରାଦୀପ କଲେଜ ଏନସିସି ଓ ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜିତ : ୧୧୬ ୟୁନିଟ ରକ୍ତ ସଂଗୃହିତସରକାରୀ ଯୋଜନାରେ ବଦଳିନି ୪ ଅସହାୟ ପିଲାଙ୍କ ଭାଗ୍ୟ : ଭବିଷ୍ୟତ ଅନ୍ଧାରରେ, ସହାୟତା ପାଇଁ ସ୍ନେହମୟୀ ଙ୍କ ପ୍ରଚେଷ୍ଟାନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ଯବ୍ୟାଙ୍କ ଅଫ ବରୋଦା ଦ୍ୱାରା ମେଗା କିଷାନ ମେଳା ଆୟୋଜିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ
Blank space

କରୋନା ଯନ୍ତ୍ରଣାରେ ଦାଦନ କାନ୍ଦୁଛି…

ବାରିପଦା(ନିରପେକ୍ଷ ଖବର)ତା-୧୫/୫ -କରୋନା ଯନ୍ତ୍ରଣାରେ କାନ୍ଦୁଛନ୍ତି ଦାଦନ।ଗତ ଦୁଇ ମାସ ହେଲା ଆଖିର ଲୁହ ପାଟିରେ ପିଇ ଘରକୁ ଫେରିବା ବାଟକୁ ଚାହିଁ ବସିଛନ୍ତି। ଯିଏ ଫେରିଛି ସେମାନେ ଅପବାଦ ମୁଣ୍ଡାଉଛନ୍ତି, ଆଉ ଯିଏ ଫେରିପାରୁନାହିଁ ଭୋକ ଉପାସରେ ଦିନ କାଟୁଛନ୍ତି। ମହାମାରୀ କରୋନାର କରାଳ…

ରଙ୍ଗିଲା ପୋଲିସ୍ ବାବୁ ରାକେଶ ଶେଷରେ ଆଇନ୍ ଜାଲରେ ଧରା ପଡ଼ିଲେ।

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୪/୦୫ ରଙ୍ଗିଲା ପୋଲିସ୍ ବାବୁ ଶେଷରେ ଆଇନ୍ ଜାଲରେ ଧରା ପଡ଼ିଲେ। ଭଲପାଇବା, ଧୋକା ଓ ଠକେଇ ମାମଲାରେ ଫେରାର ଥିବା କ୍ୟାପିଟାଲ ଥାନାର ନିଲମ୍ବିତ ପୋଲିସ୍ ସବ୍-ଇନସ୍ପେକ୍ଟର ରାକେଶ ସାମଲ ଆଇନ୍ ଜାଲରେ ଧରାପଡ଼ିଲେ। ରାଉରକେଲା ପୁଲିସ୍ ର ସହଯୋଗରେ କମିଶନରେଟ…

ସେବିକାଙ୍କୁ ସମ୍ବର୍ଦ୍ଧିତ କଲେ ଦେବାଶିଷ୍।

ବାରିପଦା(ନିରପେକ୍ଷ ଖବର)ତା-୧୨/୦୫-ପ୍ରତିବର୍ଷ ମେ ୧୨ ତାରିଖକୁ ଅନ୍ତର୍ଜାତୀୟ ନର୍ସ ଦିବସ ଭାବେ ପାଳନ କରାଯାଏ। ସମାଜରେ ଲୋକମାନଙ୍କୁ ନୀରୋଗ ରଖିବା ଓ ସେମାନଙ୍କ ସେବାକରିବାରେ ନର୍ସମାନଙ୍କ ଭୂମିକା ଅତୁଳନୀୟ। ପ୍ରାକୃତିକ ବିପତ୍ତିଠାରୁ ଆରମ୍ଭ କରି ଯୁଦ୍ଧ, ମହାମାରୀ କିମ୍ବା ଯେକୌଣସି…

*ମା ପାଇଁ ଦିନଟିଏ*

*ବୃଦ୍ଧାଶ୍ରମରେ ବେସାହାରା ମା କାଟୁଛନ୍ତି ଜୀବନ* ବାରିପଦା(ନିରପେକ୍ଷ ଖବର)ତା-୧୦/୦୫ ଗୋଟେ ସମୟ ଥିଲା ଯେତେବେଳେ ଆମ ସମାଜରେ ଏକାନ୍ନବର୍ତ୍ତୀ ପରିବାର ପ୍ରଥା ପ୍ରଚଳିତ ଥିଲା, ହେଲେ ଧୀରେ ଧୀରେ ମଣିଷ ଏତେ ଆତ୍ମକୌନ୍ଦ୍ରିକ ହୋଇଗଲା ଯେ ଦାଦା, ବଡବାପା ତ ଦୂରର କଥା ନିଜ ଜନ୍ମ କଲା ବାପା ମା…

ପଦାକୁ ଆସିଲା ୧୮୮ ନମ୍ବର କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି।

ବାରିପଦା(ନିରପେକ୍ଷ ଖବର)ତା-୦୯/୦୫-ମୟୁରଭଞ୍ଜ ଜିଲ୍ଲାରୁ ଚିନ୍ହଟ ହୋଇଥିବା ରାଜ୍ୟର ୧୮୮ ନମ୍ବର କରୋନା ଆକ୍ରାନ୍ତଙ୍କ ଟ୍ରାଭେଳ ହିଷ୍ଟ୍ରି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।ଆକ୍ରାନ୍ତ ଜଣକ କାହା କାହା ସଂସ୍ପର୍ଶରେ ଆସିଛନ୍ତି ତାହାର ପୁରା ତଥ୍ୟ…

ମୟୁରଭଞ୍ଜରେ ଆଉ ଜଣେ ପଜିଟିଭି ଚିହ୍ନଟ….

ବାରିପଦା(ନିରପେକ୍ଷ ଖବର)ତା-୦୭/୦୫-ମୟୂରଭଞ୍ଜରୁ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିସହ ମୟୂରଭଞ୍ଜରେ ପଜିଟିଭଙ୍କ ସଂଖ୍ୟା ୪କୁ ବୃଦ୍ଧି ପାଇଛି । ଗୁରୁବାର ସକାଳେ ମୟୂରଭଞ୍ଜରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।ପ୍ରଥମ ଥର ପାଇଁ ମୟୂରଭଞ୍ଜ ଜିଲ୍ଲାରୁ ୪ ପଜିଟିଭ ଚିହ୍ନଟ…

କରୋନା ମ୍ୟାପ୍ ରେ ମୟୁରଭଞ୍ଜ……

ବାରିପଦା(ନିରପେକ୍ଷ ଖବର)ତା୦୭/୦୫/ରାଜ୍ୟରେ ଆଜି କରୋନ ମ୍ୟାପରେ ମୟୁରଭଞ୍ଜ ଯୋଡ଼ି ହୋଇଛି ।ଦିନକରେ ୩ଜଣ କରୋନା ରୋଗୀ ଜିଲ୍ଲାରେ ଚିହ୍ନଟ ହୋଇଛି। ଚିନ୍ହଟ ହୋଇଥିବା ରୋଗୀମାନେ ସୁରତ ଫେରନ୍ତା ପ୍ରବାସୀ ବୋଲି ଜଣାପଡ଼ିଛି। ଏ ବାବଦରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଟ୍ୱିଟ୍…

ପୋଲିସ ଅଧିକାରୀଙ୍କ କାର୍ଯ୍ୟାଳୟ ରେ ହେଲା ବାହାଘର।

ବାରିପଦା(ନିରପେକ୍ଷ ଖବର)ତା-୦୫/୦୫-ବାହାଘରରେ ପଡିଛି କରୋନା ପ୍ରଭାବ।ଲକ ଡାଉନ ଯୋଗୁଁ ମନ୍ଦିର କିମ୍ବା ମଣ୍ଡପରେ ବିବାହ ନିମନ୍ତେ ଅନୁମତି ନ ମିଳିବାରୁ ରାଇରଙ୍ଗପୁର ଉପଖଣ୍ଡ ପୋଲିସ ଅଧିକାରୀଙ୍କ କାର୍ଯ୍ୟାଳୟରେ ବାହାଘର ସମ୍ପାଦନା ହେଲା। ନା ବାଜା ନା ରୋଷଣୀ ନା ବରଯାତ୍ରୀ ନିରାଡମ୍ବର ଭାବେ…

ମୟୂରଭଞ୍ଜକୁ ଫେରିଲେ କୋଟାରେ ଫସି ଥିବା ଛାତ୍ରଛାତ୍ରୀ ।

ବାରିପଦା(ନିରପେକ୍ଷ ଖବର)ତା-୦୫/୦୫-ଲକ ଡାଉନ ପାଇଁ ମୟୁରଭଞ୍ଜ ଜିଲ୍ଲା ସମେତ ରାଜ୍ୟର ଅନେକ ଛାତ୍ରଛାତ୍ରୀ ଓ ଲୋକମାନେ ବିଭିନ୍ନ ରାଜ୍ୟରେ ଫସି ରହିଛନ୍ତି। ତେବେ ରାଜ୍ୟ ସରକାର ସେମାନଙ୍କୁ ଓଡିଶା ଫେରାଇ ଆଣିବା ପାଇଁ ଉଦ୍ୟମ କରୁଛନ୍ତି। ମୟୁରଭଞ୍ଜ ଜିଲ୍ଲାର ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା…

ସହଯୋଗର ହାତ ବଢାଇଛି ରେଡ୍ ସ୍ବସ୍ତିକ୍…

ଭୂବନେଶ୍ବର, ନିରପେକ୍ଷ ଖବର: ଦେଶର ଅଗ୍ରଣୀ ସମାଜସେବା ଅନୁଷ୍ଠାନ ରେଡ୍ ସ୍ବସ୍ତିକ୍ ସୋସାଇଟି ବିଶ୍ବ,ଦେଶ ତଥା ରାଜ୍ୟର କରୋନା ପରି ଏକ ମହାମାରୀ ସ୍ଥିତିରେ ଅସହାୟ ଜନସାଧାରଣଙ୍କ ସେବା ନିମନ୍ତେ ସହଯୋଗର ହାତ ବଢାଇଛି।ଅନୁଷ୍ଠାନର ଓଡିଶା ଶାଖା ମୁଖ୍ୟ ଶ୍ରୀ ବିଜୟ ଆଚାର୍ଯ୍ୟ ଓକୋଷାଧକ୍ଷ ତଥା…

ପି ଆର୍ ଏମ୍ ହସ୍ପିଟାଲରେ ନିଆଁ…

ବାରିପଦା(ନିରପେକ୍ଷ ଖବର)ତା୨୦/୦୧- ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ହସ୍ପିଟାଲରେ ସର୍ଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟିଛି।ଅଗ୍ନିଶମ ବିଭାଗ ଅଗ୍ନିକାଣ୍ଡ ସ୍ଥାନରେ ପହଞ୍ଚି ନିଆଁକୁ ଆୟତ କରିବା ରେ ସକ୍ଷମ ହୋଇଛି।ସୂଚନା ଅନୁସାରେ ସୋମବାର ୯ ଟା ସମୟରେ ସାକିଆଟ୍ରିକ ବିଭାଗରେ…

ମୟୁରଭଞ୍ଜରେ ସ୍ବତନ୍ତ୍ର କୋଭିଡ-୧୯ ହସ୍ପିଟାଲ କାର୍ଯ୍ୟକ୍ଷମ ହେବାର ଦିନକ ପରେ ଭି କେ ପଣ୍ଡିଆନ ପରିଦର୍ଶନ କଲେ

ବାରିପଦା(ନିରପେକ୍ଷ ଖବର)ତା-୧୬/୦୪-ମୟୁରଭଞ୍ଜରେ ସ୍ବତନ୍ତ୍ର କୋଭିଡ-୧୯ ହସ୍ପିଟାଲ କାର୍ଯ୍ୟକ୍ଷମ ହେବାର ଦିନକ ପରେ ଭି କେ ପଣ୍ଡିଆନ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି। ତାଙ୍କ ସହିତ ଓଡିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ମଧ୍ୟ ଉପସ୍ଥିତ ଥିଲେ।କରୋନା ପାଇଁ ୫ଟି…

ଆଜିଠାରୁ କାର୍ଯ୍ୟକ୍ଷମ ହେଲା ମୟୂରଭଞ୍ଜ ସ୍ବତନ୍ତ୍ର କୋଭିଡ ହସ୍ପିଟାଲ।

ବାରିପଦା(ନିରପେକ୍ଷ ଖବର)ତା-୧୫/୦୪-କୋରୋନା ଭାଇରସ ବିଶ୍ଵରେ ଆତଙ୍କ ସୃଷ୍ଟି କରିଥିବା ବେଳେ ଭାରତ ରେ ମଧ୍ୟ କାୟା ବିସ୍ତାର କରିବାରେ ଲାଗିଛି। ଓଡିଶା ସରକାର କୋରୋନା ଭାଇରସ ରୋକିବା ପାଇଁ ଅନେକ ଯୋଜନା ପ୍ରଣୟନ କରୁଛନ୍ତି। ବୁଧବାର ମୟୁରଭଞ୍ଜ ଜିଲ୍ଲା ଆଦାନୀ କିସ ପରିସରରେ କାର୍ଯ୍ୟକ୍ଷମ…

ଚୈତ୍ର ମାସରେବି ଶୁଭୁନି ବାରିପଦାରେ ଗୁରୁଗମ୍ଭୀର ଛଉବାଦ୍ୟ

ବାରିପଦା,ନିରପେକ୍ଷ ଖବର: ତା ୧୩/୪  ଚୈତ୍ର ମାସ ଆସିଲେ ଦୁଲୁକି ଉଠେ ମୟୂରଭଞ୍ଜ ମାଟି । ବିଶ୍ୱ ପ୍ରସିଦ୍ଧ ଲୋକନୃତ୍ୟ ଛଉର ତାଳେତାଳେ ବାଦ୍ୟକାର ଏବଂ ନୃତ୍ୟଶିଳ୍ପୀ ମାନେ ସାରା ଚୈତ୍ରମାସ ଆଖଡା ଘରେ ଅଭ୍ୟାସ କରିବା ପରେ ମାସର ଶେଷ ତିନିଦିନ ବାରିପଦା ଛଉପଡିଆରେ ଅନୁଷ୍ଠିତ ହୋଇ ଥାଏ ଛଉନୃତ୍ୟର…

ଓଡ଼ିଶାରେ ୨୦ କରୋନା ଆକ୍ରାନ୍ତ, ଗୋଟିଏ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫

ଭୁବନେଶ୍ୱର:ନିରପେକ୍ଷ ଖବର:୦୩/୦୪/୨୦୨୦ ଗୋଟିଏ ଦିନରେ ରାଜ୍ୟରେ ୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭାଗ ଏନେଇ ଟ୍ୱିଟ୍ ମାଧ୍ୟମରେ ସୂଚନା ଦେଇଛି । ଏବେ ରାଜ୍ୟର ରାଜଧାନୀ ଭୁବନେଶ୍ବର ସ୍ଥିତ ସୂର୍ଯ୍ୟ ନଗର ବେଶୀ ଚିନ୍ତା ର କାରଣ ପାଲଟିଛି।…

୫୦ରୁ ଅଧିକ ପରିବାରକୁ ଆହାର ଦେଲା ହେଲ୍ପିଂ ବୟ

*ଜିଲ୍ଲା ପ୍ରଶାସନର ଅବହେଳା ପାଇଁ ନାହିଁ ନ ଥିବା ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି ୫୦ରୁ ଅଧିକ ପରିବାର* ବାରିପଦା୧/୪ (ନିରପେକ୍ଷ ଖବର): କରୋନା ଭାଇରସ ଦାଉରୁ ରକ୍ଷା ପାଇଁ ସାରା ଦେଶକୁ ଲକ ଡାଉନ ରଖାଯାଇ ଥିବାବେଳେ କିଛି ଅତ୍ୟାବଶ୍ୟକ ଖାଦ୍ୟ ପଦାର୍ଥକୁ ଛାଡି ଅନ୍ୟ ସମସ୍ଥ ଦୋକାନ ବଜାର…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦଶ ଲକ୍ଷ ଟଙ୍କା ସହାୟତା ଦେଲେ ରାଜ୍ୟ କୃଷି ନିଗମ ଅଧ୍ୟକ୍ଷ ଦେବାଶିଷ ମହାନ୍ତି ।

ବାରିପଦା(ନିରପେକ୍ଷ ଖବର)ତା-୩୦/୦୩-କରୋନା ମୁକାବିଲା ପାଇଁ ଆଗେଇ ଆସିଲେ ରାଜ୍ୟ କୃଷି ନିଗମ ଅଧ୍ୟକ୍ଷ ଦେବାଶିଷ ମହାନ୍ତି ।   ସମ୍ପ୍ରତି କରୋନା ମହାମାରୀ ର ମୁକାବିଲା ପାଇଁ ସମସ୍ତେ ତତ୍ପର ଥିବାବେଳେ ମୟୁରଭଞ୍ଜ ବିଜେଡିର ପୂର୍ବତନ ଜିଲ୍ଲା ସଭାପତି ତଥା କୃଷି ନିଗମ ଅଧ୍ୟକ୍ଷ ଦେବାଶିଷ…

ସଚେତନତା ପାଇଁ ପୋଲିସ୍ ର ଅଭିନବ ଉପାୟ

ବାରିପଦା(ନିରପେକ୍ଷ ଖବର)ତା-୨୬/୦୩-ଲକ୍ ଡାଉନ୍ ନିୟମ ଅବମାନନା କରି ବିଚ୍ ରାସ୍ତାରେ ଉଠ୍ ଵସ୍ ହେଲେ। କରୋନା ପାଇଁ ଜାରି କରାଯାଇଥିବା ଲକ୍ ଡାଉନ୍ ନିୟମ ଭାଙ୍ଗି ଦଣ୍ଡିତ ହେଲେ। କରୋନାକୁ ହରାଇବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଲଢ଼େଇ ଜାରି ରଖିଛନ୍ତି। କେଉଁ ରାଜ୍ୟରେ ଗୁଳି କରିବାକୁ…

ଲକ୍ ଡାଉନ୍ କୁ ନ ମାନି ବିଳମ୍ବିତ ରାତିରେ ଗିରଫ ହେଲେ ହୋଟେଲ ମାଲିକ

ବାରିପଦା(ନିରପେକ୍ଷ ଖବର)ତା-୨୫/୦୩-କରୋନାର ଭୟବହତା ସମ୍ପର୍କରେ ଜାଣି ସୁଦ୍ଧା ସାଧାରଣ ଜନତାଙ୍କ ଜୀବନ ସହ ଖେଳ ଖେଳୁଛନ୍ତି କିଛି ହୋଟେଲ ମାଲିକ।ସରକାରଙ୍କ କଟାକଣାକୁ ତିଳେ ହେଲେ ଖାତିର ନ କରି ଏମାନେ ଚଳାଇଛନ୍ତି ଅସାଧୁ ବ୍ୟବସାୟ।କରୋନକୁ ମୁକାବିଲା କରିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ…

କରୋନାକୁ ନେଇ ଗୁଜବ ପ୍ରଚାର କରି ଜେଲ ଗଲେ ଯୁବକ।

ବାରିପଦା(ନିରପେକ୍ଷ ଖବର)ତା୨୫/୦୩-ସାରା ବିଶ୍ୱରେ କରୋନା ଆତଙ୍କ ସୃଷ୍ଟି କରିଛି । ଭାରତରେ ମଧ୍ୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି । ଏହି ସମୟରେ ସୋସିଆଲ ମିଡ଼ିଆରେ କରୋନାକୁ ନେଇ ଗୁଜବ ସୃଷ୍ଟି କରାଯାଉଛି । ଏହି ଗୁଜବକାରୀଙ୍କ ଉପରେ ପୁଲିସ କଡ଼ା ନଜର ରଖିଛି । ଇତି ମଧ୍ୟରେ…

Latest Videos