
Sign in
Sign in
Recover your password.
A password will be e-mailed to you.
Breaking News/ମୁଖ୍ୟ ଖବର:
ଜୀ-ସାର୍ଥକରେ ମେଗା ମୁଭି ପ୍ରିମିୟର ‘ଜଗା ପରି ଭାଇ ଜଗତେ ନାହିଁବନ୍ୟା କ୍ଷତିଗ୍ରସ୍ତ ଚାଷୀମାନଙ୍କ ଉପରୁ କୃଷି ଋଣ ଛାଡ଼ କରାଯାଉଜୀ-ସାର୍ଥକରେ ‘ଜଗା ପରି ଭାଇ ଜଗତେ ନାହିଁ’ର ୱାର୍ଲଡ ଟେଲିଭିଜନ ପ୍ରିମିୟର ୨୩ ଅଗଷ୍ଟରେଅମିତ ଶାହଙ୍କୁ ଭେଟିଲେ ଓଡ଼ିଶା ନେତା, ଝାରସୁଗୁଡ଼ା ରାଜନୀତି ନେଇ ହେଲା ଆଲୋଚନାନୂଆଦିଲ୍ଲୀ ଗସ୍ତରେ ଖାଦ୍ୟ ଯୋଗାଣ ମନ୍ତ୍ରୀIIMT Bhubaneswar Hosts Expert Talk on AI-Powered Research Tools, Techniques and Best Practicesଲୋକାୟୁକ୍ତ ନିଯୁକ୍ତିରେ ୨ ବର୍ଷ ବିଳମ୍ବ! ମନ୍ତ୍ରୀଙ୍କୁ ଘେରିଲା ବିଜେଡିଜୀ ସାର୍ଥକ’ରେ ପ୍ରଥମ ଥର ପାଇଁ ସୁପରହିଟ ଓଡ଼ିଆ ଚଳଚ୍ଚିତ୍ର ଦେଖନ୍ତୁ ‘ଡଟ୍ପେନ୍’ ।Oriom Group Enters Odisha’s Real Estate Sector with Launch of Oriom Realtyରେଳ ସୁରକ୍ଷା ଓ ବିକାଶର ଦାୟିତ୍ୱ ଏବେ ଭିକ୍ଟର ଜୋସେଫଙ୍କ କାନ୍ଧରେହଟାତ୍ ଇସ୍ତଫା ଦେଲେ ଭୁବନେଶ୍ୱର DCPOdisha Clinches 20 Medals at 11th Senior National Minigolf Championship 2025-26ସାମାଜିକ ଗଣମାଧ୍ୟମରେ ଅଶାଳୀନ ମନ୍ତବ୍ୟ ବିରୋଧରେ ସାଇବର ଥାନାରେ ଏତଲାଟେଣ୍ଡର ପ୍ରକ୍ରିୟାରେ ସ୍ୱଚ୍ଛତା ନେଇ ପ୍ରଶ୍ନ, ଅନିୟମିତତା ଅଭିଯୋଗଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିରରେ ଯୋଗଦେଲେ ରାଷ୍ଟ୍ରୀୟ ସଭାପତି ଶ୍ରୀ ନୀତିନ ନବୀନସାମ୍ବାଦିକ ସୁରକ୍ଷା ଆଇନ୍ ଓ ପେନସନ ଦାବିକୁ ନେଇ IJU ପକ୍ଷରୁ ଜୋରଦାର ଉଠିଲା ସ୍ୱରବିଜେଡିର କଡା ସମାଲୋଚନା : ରାଜ୍ୟରେ ଆଇନ ଶୃଙ୍ଖଳା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ପାଇଁ କଡ଼ା ସୁରକ୍ଷା, ୩୦ ପ୍ଲାଟୁନ୍ ଫୋର୍ସ ମୁତୟନଇପିଏଫଓର ବଡ଼ ଅପଡେଟ୍। ଏଣିକି ଏଟିଏମ ଓ ୟୁପିଆଇ ମାଧ୍ୟମରେ ପିଏଫ୍ ଟଙ୍କା ଉଠାଇପାରିବେ !ସ୍ୱତନ୍ତ୍ର ଅଧିବେଶନ ପୂର୍ବରୁ ରାଜ୍ୟପାଳଙ୍କୁ ଭେଟିଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ

କେବଳ କାଗଜ ପତ୍ରରେ ପ୍ରକଳ୍ପ କାମ ଚାଲିଥିବାର ଅଭିଯୋଗ
*ଜେଇ, ପି.ଇ.ଓ. ,ସରପଂଚ ଏବଂ ଭେଣ୍ଡରଙ୍କ ସଲାସୁତୁରା ରେ ବ୍ୟାପକ ଦୁର୍ନିତୀ ଅଭିଯୋଗ ଆଣିଲେ ଗ୍ରାମବାସୀ
ବାରିପଦା(ନିରପେକ୍ଷ ଖବର) ତା-୦୨/୦୯- ଗ୍ରାମାଂଚଳରେ ଲୋକଙ୍କୁ କାମ ଯୋଗାଇ ଦେବା ସହ ଅଂଚଳର ପ୍ରଗତୀ ସହ ରାସ୍ତାଘାଟ ଜଳସେଚନ, କୃଷି ଆଦିର ବିକାଶ ପାଇଁ କେନ୍ଦ୍ର ସରକାର…
ମୟୂରଭଞ୍ଜ ସାଂସଦଙ୍କ ହାତପାଣ୍ଠିରେ ଜାଲିଆତି ଅଭିଯୋଗ
ବାରିପଦା(ନିରପେକ୍ଷ ଖବର) ତା-୦୧/୦୯-ମୟୂରଭଞ୍ଜ ସାଂସଦଙ୍କ ପାଣ୍ଠିରେ ଜାଲିଆତି ହୋଇଥିବା ଅଭିଯୋଗ ହୋଇଛି।ଏନେଇ ଖୋଦ ମୟୂରଭଞ୍ଜ ସାଂସଦ ଇଂ ବିଶେଶ୍ୱର ଟୁଡୁ ବାରିପଦା ଟାଉନ ଥାନାରେ ଅଭିଯୋଗ କରିଛନ୍ତି।ଅଭିଯୋଗ ଅନୁଯାୟୀ,ମୟୂରଭଞ୍ଜ ସାଂସଦଙ୍କ ଉନ୍ନୟନ ପାଣ୍ଠିରୁ ଜାଲ ଦସ୍ତଖତ କରି ଭାରତୀୟ ଜନତା…
ସହ ସହ ଏକର ଚାଷ ଜମି ଜଳମଗ୍ନ
କଟକ, ନିରପେକ୍ଷ ଖବର:ଲଘୁଚାପ ବର୍ଷା ଥମିବା ପରେ ସବୁ ନଦୀରେ ବନ୍ୟା ଆସିଛି।ଦେବି ନଦୀରେ ବନ୍ୟା ଜଳ ବୃଦ୍ଧି ପାଇବାରେ ଲାଗିଛି।ଏହି ପାଣି ଏବେ ଗାଁ ମୁହାଁ ହୋଇ ଚାଷ ଜମିରେ ଏବଂ ଘରେ ପଶିବା ଆରମ୍ଭ କରିଛି।ନିଆଳି ବ୍ଳକର ସଡାସଂ ପଞ୍ଚାୟତ ଅନ୍ତର୍ଗତ ଗୁଣ୍ଡର,ସାତ କାଳିଆ, କରାଙ୍ଗ, କଣ୍ଟି ସାଳ,…
ବନ୍ୟା ପାଣିରେ ନିଖୋଜ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର
ବାରିପଦା(ନିରପେକ୍ଷ ଖବର) ତା-୩୦/୦୮-ଲଘୁଚାପ ଜନିତ ବର୍ଷାରେ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଯାହା ଦ୍ୱାରା ଗଙ୍ଗାହାର ନଦୀ ବନ୍ୟାଜଳରେ ଭାସିଯାଇ ଜଣେ ମହିଳା ନିଖୋଜ ହୋଇଥିଲେ।ସେହି ନିଖୋଜ ହୋଇଥିବା ମହିଳା ଜଣଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ଗ୍ରାମବାସୀ ମାନଙ୍କ ଦ୍ବାରା…
ଡାକ୍ତର ଅଭୟ ପଟ୍ଟନାୟକ ଙ୍କୁ ସମ୍ମାନିତ କଲା ବ୍ରାଜିଲ ର ଏକ ସଂସ୍ଥା
କଟକ, ନିରପେକ୍ଷ ଖବର:ତା ୩୦/୦୮ ମାନବାଧିକାର ରକ୍ଷାକାରୀ ଡାକ୍ତର ଅଭୟ ରଞ୍ଜନ ପଟ୍ଟନାୟକ ଚଳିତ ବର୍ଷ ର ମର୍ଯ୍ୟାଦା ଜନକ ସମ୍ମାନ ପାଇବାର ସୌଭାଗ୍ୟ ଅର୍ଜନ କରିଛନ୍ତି।ସମାଜରେ ସଚେତନତା ସୃଷ୍ଟି କରି ଅନେକ ଅମୂଲ୍ୟ ଜୀବନ ବଞ୍ଚେଇବା ସହିତ ଉତ୍ସାଗିକୃତ ମନୋଭାବ ନେଇ ସେବା କରି ଥିବାରୁ ବ୍ରାଜିଲ…
ଜିଲ୍ଲାରେ କୋଭିଡ଼ ଟେଷ୍ଟ ସଂଖ୍ୟା ଏକ ଲକ୍ଷ ପହଞ୍ଚିଲା
ବାରିପଦା(ନିରପେକ୍ଷ ଖବର) ତା-୨୭/୦୮-ଜିଲ୍ଲା ପ୍ରସାଶନ ପକ୍ଷରୁ କୋଭିଡ଼ ଟେଷ୍ଟକୁ ବ୍ୟାପକ କରାଯାଇ ନମୁନା ପରୀକ୍ଷାର ସଂଖ୍ୟା ବୃଦ୍ଧି କରାଯାଇଛି। ଏଥି ସହିତ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ଘଟୁଛି। ପ୍ରତେକ ଦିନ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତଙ୍କ ନମୁନା ପରୀକ୍ଷଣ…
ଜିଲ୍ଲାରେ ବନ୍ୟାଜନୀତ ବ୍ୟାପକ କ୍ଷୟକ୍ଷତି
ବାରିପଦା (ନିରପେକ୍ଷ ଖବର) ତା ୨୭/୦୮ ଗତ ୨୫ ରାତିରେ ଲଘୁଚାପ ଜନୀତ ପ୍ରବଳ ବର୍ଷାରେ ୨୬ ତାରିଖରେ ସୁବର୍ଣ୍ଣରେଖା, ବୁଢାବଳଙ୍ଗ, ଜଳକା, ଜରାଳି, ସରାଳି, ଜମ୍ଭୀରା ଆଦି ନଦୀରେ ବନ୍ୟା ଆସି ବ୍ୟାପକ କ୍ଷୟ କ୍ଷତି ହୋଇଥିବା ବେଳେ ବହୁ ଲୋକଙ୍କ ଘରେ ପାଣିପଶି ଯାଇଛି । ବହୁ କଚ୍ଚାଘର ଏପରିକି…
ଲଗାଣ ବର୍ଷାରେ ଭୁଶୁଡିଲା କାନ୍ଥ, ମା’ ମୃତ ଝିଅ ଗୁରୁତର
ବାରିପଦା(ନିରପେକ୍ଷ ଖବର)ତା-୨୬/୦୮-ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଘରର କାନ୍ଥ ଭୁଶୁଡି ପଡିଲା। ଏହି ଦୁଃଖଦ ଘଟଣା ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରରେ ଘଟିଛି। ଲଗାଣ ବର୍ଷାରେ ଘର କାନ୍ଥ ଭୁଶୁଡିବା ଫଳରେ ମାଆର ମୃତ ହେବା ସହିତ ଝିଅ ଗୁରୁତର ହୋଇଛି। ଆହତ ଝିଅକୁ ଡାକ୍ତରଖାନାରେ ଭର୍ତ୍ତି…
ବନ୍ୟା ପାଣିରେ ଭାସିଗଲେ ୩ ଜଣ…
ବାରିପଦା(ନିରପେକ୍ଷ ଖବର)ତା-୨୬/୦୮-ଲଘୁଚାପ ଜନିତ ବର୍ଷାରେ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି କରିଛି। ଯାହା ଦ୍ୱାରା ଗଙ୍ଗାହାର ନଦୀ ବନ୍ୟାଜଳରେ ଭାସିଯାଇ ଜଣେ ମହିଳା ନିଖୋଜ ହୋଇଥିବା ବେଳେ ଜମ୍ଭିରା ନଦୀ ବନ୍ୟା ଜଳରେ ଭାସି ଯାଇଥିବା ବୃଦ୍ଧା ଦମ୍ପତି ଉଦ୍ଧାର ହୋଇଥିବା ଜଣାପଡିଛି।…
ଲଘୁଚାପ ଜନିତ ବର୍ଷା ହେଲା କାଳ
ବାରିପଦା(ନିରପେକ୍ଷ ଖବର) ତା-୨୬/୦୮- ବାରିପଦା ସହର ଏକ ଲଗାଣ ବର୍ଷା ଯେ ସହିବାକୁ ଅସମର୍ଥ ତାହା ଆଜି ଧରା ପଡ଼ିଯାଇଛି।ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଲୋ ପ୍ରେସରରେ ପରିଣତ ହେବା ଦ୍ୱାରା ରାଜ୍ୟର ଅଧିକାଶଂ ଜିଲ୍ଲାରେ ବର୍ଷା ଲାଗି ରହିଛି। ମୟୁରଭଞ୍ଜ ଜିଲ୍ଲାର ସମେତ ବାରିପଦାରେ ସୋମବାର ଠାରୁ…
ନାବଳିକାକୁ ଅପହରଣ କରି ଦୁଷ୍କର୍ମ କରିଥିବା ଅଭିଯୋଗ।
ବାରିପଦା(ନିରପେକ୍ଷ ଖବର) ତା-୨୨/୦୮-ଘରେ କେହି ନଥିବାର ଫାଇଦା ନେଇ ନାବାଳିକାଙ୍କୁ ଅପହରଣ କରିବା ସହ ଦୀର୍ଘ ୩୫ ଦିନ ଧରି ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଅଭାବନୀୟ ଘଟଣା ମୟୁରଭଞ୍ଜ ଜିଲ୍ଲାର ବଡ଼ସାହି ଥାନା ଅନ୍ତର୍ଗତ ଭିମଦା ଫାଣ୍ଡି ଅଞ୍ଚଳରେ ଘଟିଯାଇଛି। ଅଭିଯୁକ୍ତ ଜଣକ…
ସାର୍ବଜନୀନ ସ୍ଥାନରେ ଗଣେଶ ପୂଜା ମନା
ବାରିପଦା(ନିରପେକ୍ଷ ଖବର) ତା-୨୧/୦୮-ମୟୁରଭଞ୍ଜ ଜିଲାର କୌଣସି ସର୍ବସାଧାରଣ ସ୍ଥାନରେ ଏଥର ଗଣେଶ ପୂଜା ହେବ ନାହିଁ। କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏହି ପ୍ରକାର ନିଷ୍ପତ୍ତି ଗ୍ରହଣ କରାଯାଇଛି। କୌଣସି ସାର୍ବଜନୀନ ସ୍ଥାନରେ ଗଣେଶ ପୂଜା କରିପାରିବେ ନାହିଁ…
ପ୍ରକାଶ ଡାଙ୍ଗଙ୍କୁ ବିଜେଡିର ଯୁଗ୍ମ ସମ୍ପାଦକ ଦାୟିତ୍ୱ
ବାରିପଦା(ନିରପେକ୍ଷ ଖବର) ତା-୨୧/୦୮-ବିଜେଡି ସଂଗଠନର ପୁନର୍ବିନ୍ୟାସ ଜାରି ରହିଛି। ଦଳର ସଙ୍ଗଠନକୁ ଆହୁରି ମଜବୁତ କରିବା ପାଇଁ ଦଳର ସାଙ୍ଗଠନିକ ପଦ ପଦବୀର ପୁନର୍ଗଠନ କରାଯାଇଛି। ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୪୫ ଜଣଙ୍କୁ ଦଳର ସମ୍ପାଦକ ଓ ୪୧ ଜଣଙ୍କୁ ଯୁଗ୍ମ ସମ୍ପାଦକ…
ପ୍ରକାଶ ପାଇଲା ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷା ଫଳ
ବାରିପଦା(ନିରପେକ୍ଷ ଖବର) ତା-୧୯/୦୮-ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ)ପକ୍ଷରୁ ଯୁକ୍ତ ୨ ବାଣିଜ୍ୟର ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ବହୁ ଘାତ ପ୍ରତିଘାତ ମଧ୍ୟରେ ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ଫଳ ବାହାରିଥିବା ବେଳେ ରେଜଲ୍ଟ ମଧ୍ୟ ବେଶ୍ ଉତ୍ସାହଜନକ ରହିଛି।…
ଧାର୍ଯ ଲକ୍ଷ୍ୟ ଠାରୁ ବହୁ ଦୂରରେ ସୂବର୍ଣ୍ଣର୍ରେଖା ବୃହତ ଜଳସେଚନ ପ୍ରକଳ୍ପ
ବାରିପଦା (ନିରପେକ୍ଷ ଖବର) ତା୧୮/୦୮-ଓଡିଶାର ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲା ଦେଇ ଯାଇଥିବା ବୃହତ ଜଳ ସେଚନ ପ୍ରକଳ୍ପ ସୂବର୍ଣ୍ଣର୍ରେଖା ଜଳସେଚନ ପ୍ରକଳ୍ପ ଦୀର୍ଘ ବର୍ଷ ହେଲା ମୟୂରଭଞ୍ଜ ଜିଲ୍ଲାରେ କାର୍ଯ୍ୟକାରୀ ହୋଇଆସୁଥିବା ବେଳେ ଅଦ୍ୟାବଧି ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇ ପାରୁନାହିଁ…
କରୋନା ସମୟରେ ରାଜ କରୁଛନ୍ତି ଗଞ୍ଜେଇ ବେପାରୀ
ବାରିପଦା(ନିରପେକ୍ଷ ଖବର)ତା-୧୭/୦୮-କରୋନା ସମୟରେ ଲୋକେ ଖାଇବାକୁ ପାଉନାହାନ୍ତି କିନ୍ତୁ ଚୋରା ଗଞ୍ଜେଇ ବେପାରୀଙ୍କ ବେପାର କମୁନି।ସାଧାରଣ ଜନତା ବରଂ ମରନ୍ତୁ କିନ୍ତୁ ଆମେ ବେପାର କରିବୁ। ରାତା ରାତି କୋଟିପତି ହେବାର ନିଶା ପାଇଁ ଗଞ୍ଜେଇ ନିଶାକୁ ଏହି ଚୋରା ବେପାରୀ ମାନେ ଆପଣେଇ ନେଇଛନ୍ତି।…
ସ୍ୱାଧୀନତାର ୭୪ ବର୍ଷ ପରେ ବି ଏମିତି ଏକ ଗାଁ ଅଛି ଯେଉଁ ଗାଁ କୁ ଯିବାକୁ ରାସ୍ତା ନାହିଁ….
କଟକ, ନିରପେକ୍ଷ ଖବର:ତା ୧୫/୦୮/୨୦୨୦ ଏମିତି ଏକ ଗାଁ ଅଛି ଯେଉଁ ଗାଁ କୁ ଯିବାକୁ ରାସ୍ତାଟିଏ ନାହିଁ। ନାଉଗାଁ ବ୍ଲକ୍ ର ବ୍ରାହ୍ମଣୀ ଗାଁ ଯେଉଁ ଗାଁ କୁ ଯିବାକୁ ରାସ୍ତାଟିଏ ନାହିଁ। ଏହି ଗାଁର ଲୋକେ ବର୍ଷାଦିନେ ଗାଁ ଭିତରେ ବନ୍ଦୀ ହୋଇ ରହୁଛନ୍ତି।ନେତା,ମନ୍ତ୍ରୀ, ପ୍ରଶାସନ କେହି ବି ଏହି…
୭୪ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ
ବାରିପଦା(ନିରପେକ୍ଷ ଖବର)ତା-୧୫/ଅଗଷ୍ଟ/୨୦୨୦- ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି।ମୟୁରଭଞ୍ଜ ଜିଲ୍ଲାର ସଦର ମହକୁମା ବାରିପଦା ଠାରେ ପାଳିତ ହୋଇଥିବା ଏହି ସ୍ୱାଧୀନ ଭାରତର ୭୪ତମ ସ୍ୱାଧୀନତା ଦିବସରେ ପର୍ଯ୍ୟଟନ,ସାହିତ୍ୟ ଓ ସଂସ୍କୃତି ବିଭାଗର ମାନ୍ୟବର ମନ୍ତ୍ରୀ ଜ୍ୟୋତି…
ମୋତେ ଯେତେ ମାଠିବୁ ମାଠ, ମୁଁ ସେଇ ଦରପୋଡା କାଠ
ବାରିପଦା(ନିରପେକ୍ଷ ଖବର) ତା-୧୪/୦୮-ମୋତେ ଯେତେ ମାଠିବୁ ମାଠ ମୁଁ ସେଇ ଦରପୋଡା କାଠ। ଏ କଥା କହିବାର କାରଣ କଣ ଆପଣମାନେ ଜାଣିଛନ୍ତି ତ ! ଆମେ କହୁଛୁ ମୟୁରଭଞ୍ଜ ଜିଲ୍ଲାର ବିଜେଡି ନେତାଙ୍କର ମହାମାରୀ କରୋନା ସଂକ୍ରମଣ ରୋକିବାର ପ୍ରୟାସ କଥା । ଜିଲ୍ଲାରେ ଦିନକୁ ଦିନ କରୋନା ସଂକ୍ରମଣ…
ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ
ବାରିପଦା(ନିରପେକ୍ଷ ଖବର) ତା-୧୨/୦୮-ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ)ପକ୍ଷରୁ ଯୁକ୍ତ ୨ ବିଜ୍ଞାନର ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ଚଳିତବର୍ଷ ଉତ୍ତର ଓଡ଼ିଶା ଜୋନର ଯୁକ୍ତ ଦୁଇ ବିଜ୍ଞାନ ଛାତ୍ରଛାତ୍ରୀଙ୍କ ପାସ ହାର ୭୧.୭ ପ୍ରତିଶତ ରହିଛି।ତେବେ ପ୍ରକାଶ ପାଇଥିବା…
