
Sign in
Sign in
Recover your password.
A password will be e-mailed to you.
Breaking News/ମୁଖ୍ୟ ଖବର:
ଗ୍ରାମାଞ୍ଚଳ ଛାତ୍ରୀଙ୍କୁ ବିଜ୍ଞାନ ଓ ବୈଷୟିକ ଶିକ୍ଷାରେ ସଶକ୍ତ କରିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱଡ୍ରୋନ୍ ନିରୀକ୍ଷଣରେ ଅଗ୍ରଣୀ ପୂର୍ବତଟ ରେଳପଥଦେଶୀୟ ପର୍ଯ୍ୟଟନକୁ ପ୍ରୋତ୍ସାହନ ଦେଲେ ରାଜ୍ୟପାଳଓଡ଼ିଆ ଘରର ମହିଳାଙ୍କ ପ୍ରତିଭାକୁ ମିଳିବ ନୂଆ ପରିଚୟ, ଜୀ-ସାର୍ଥକରେ ଆସୁଛି ‘ଗୃହଲକ୍ଷ୍ମୀ’ସ୍ୱଚ୍ଛତା ଅଭିଯାନ ସହ ଯାତ୍ରୀଙ୍କ ସହ ଜନସମ୍ବାଦ ଜାରି ରଖିଛି ପୂର୍ବତଟ ରେଳପଥବିଶ୍ୱର ଶ୍ରେଷ୍ଠ ୨% ବୈଜ୍ଞାନିକ ତାଲିକାରେ କିଟ୍-କିସ୍ର ୩୪ ଅଧ୍ୟାପକଅପରାଧୀଙ୍କୁ ଧରିବାକୁ ପୁଲିସର ନୂଆ ପ୍ରସ୍ତୁତିଗୋପବନ୍ଧୁଙ୍କ ଆଦର୍ଶରେ ଗଢ଼ିବ ସମୃଦ୍ଧ ଓଡ଼ିଶା!କିଟ୍ ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ପ୍ରୟାସ: ପବ୍ଲିକ ସର୍ଭିସ୍ ଆଶାୟୀଙ୍କୁ କୋଚିଂ ସୁବିଧାସ୍ୱାସ୍ଥ୍ୟ ଉପକରଣ କ୍ରୟରେ ବାହ୍ୟ ହସ୍ତକ୍ଷେପକୁ ରୋକିବାକୁ ସ୍ୱାସ୍ଥ୍ୟ ବିଭାଗର କଡ଼ା ନିର୍ଦ୍ଦେଶକିଟ୍ର ୨୨ତମ ବାର୍ଷିକ ସମାବର୍ତ୍ତନ ଉଦ୍ଯାପିତସମାଜସେବୀ କାବ୍ୟା ପ୍ରିୟା ଧଳଙ୍କୁ ପିଏଚ୍ଡି ଡିଗ୍ରୀକିଟ୍ ଓ କିସ୍ର କାର୍ଯ୍ୟକୁ ଭୁଟାନ ପ୍ରତିନିଧିମଣ୍ଡଳୀଙ୍କ ପ୍ରଶଂସାସୁପୋଷିତ ଓଡ଼ିଶା ଗଠନ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ: ମୁଖ୍ୟମନ୍ତ୍ରୀମୟୂରଭଞ୍ଜ ବାଉଁଶ ଚାଷକୁ ‘ପ୍ରମାଣ’ ସାର୍ଟିଫିକେଟ୍ସଂଶୋଧିତ ଏମଏମଡିଆର ଆଇନ ଓଡ଼ିଶାର ସ୍ୱାର୍ଥରେ: ଡା. ସମ୍ବିତ ପାତ୍ରଖଣ୍ଡଗିରି-ଉଦୟଗିରିରେ ଲାଇଟ୍ ଆଣ୍ଡ ସାଉଣ୍ଡ ଶୋ’ର ଶୁଭାରମ୍ଭପଦବୀଠାରୁ ବଡ଼ ମାଟିର ଡାକ: ନିଜ ଅଞ୍ଚଳ ପାଇଁ କାବ୍ୟାପ୍ରିୟାଙ୍କ ପ୍ରୟାସଓଡ଼ିଶାରେ ପାଳିତ ହେଲା ବିଶ୍ୱ ପର୍ଯ୍ୟଟନ ଦିବସ ୨୦୨୬ରାଷ୍ଟ୍ର ନିର୍ମାଣରେ ସକ୍ରିୟ ଭୂମିକା ନେବାକୁ ଆହ୍ୱାନ: ମନମୋହନ ସାମଲ

ବାରିପଦା ରେଞ୍ଜରୁ ହାତୀ ଦାନ୍ତ ଉଦ୍ଧାର
ବାରିପଦା୧୩/୨(ନିରପେକ୍ଷ ଖବର): ବାରିପଦା ଜଙ୍ଗଲ ରେଞ୍ଜ ଅଧିନରେ ଯାଉଥିବା ଟିଟିଆ ଛକ ଠାରେ ସାଧାରଣ ଗାଡିଚେକିଂ ସମୟରେ ଓଡି ୧୧ ୫୨୮୦ ନମ୍ବର ର ଏକ ଅଟୋ ରୁ ଦୁଇଟି ହାତୀ ଦାନ୍ତ ଉଦ୍ଧାର ହେବା ସହିତ ୫ ଜଣ ଯୁବକ ଗିରଫ ହୋଇଛନ୍ତି। ବାରିପଦା ଜଙ୍ଗଲ ରେଞ୍ଜ ଅଫିସ୍ ହାଜତରେ ତାକୁ ରଖାଯାଇଛି ।…
ବାରିପଦାରେ ଧରା ପଡିଲା ନକଲି ତେଲ କାରବାର।
ବାରିପଦା(ନିରପେକ୍ଷ ଖବର)ତା-୧୩/୦୨-ବାରିପଦା ସହର ଭିତରେ ଚାଲିଛି ଚୋରା ତେଲ କାରବାର। ନକଲି ତେଲ ବିକ୍ରି କରୁଥିବା ବେଳେ ଜଣେ ଅଭିଯୁକ୍ତ ବ୍ୟବସାୟୀକୁ ଗିରଫ କରିଛି ବାରିପଦା ଟାଉନ ଥାନା ପୁଲିସ। ଅଭିଯୁକ୍ତ ପାଖରୁ ଦୁଇ ଲିଟର ନକଲି ସୋରିଷ ତେଲ ଜବତ କରାଯାଇଛି।
ଏଥିସହିତ ବ୍ୟବସାୟୀ…
ଆଦିବାସୀମେଳାର ସଂଧ୍ୟା ଦର୍ଶକଙ୍କ ମନ ମୋହୁଛି ଜନଜାତି କଳାକାରଙ୍କ ପାରମ୍ପରିକ ନୃତ୍ୟ
ଭୁବନେଶ୍ୱର,ନିରପେକ୍ଷ ଖବର: ୨୯/୧-ଆଦିବାସୀମେଳାର ମୁଖ୍ୟ ଆକର୍ଷଣ ସାଜିଛି ପାରମ୍ପରିକ ଜନଜାତି ନୃତ୍ୟ । ପ୍ରତ୍ୟେହ ସଂଧ୍ୟା ୬ଟାରୁ ୮.୩୦ ପର୍ଯ୍ୟନ୍ତ ବାଦ୍ୟର ତାଳେ ତାଳେ ଜନଜାତି କଳାକାରଙ୍କ ନୃତ୍ୟ ଦେଖିବାପାଇଁ ଦର୍ଶକଙ୍କ ବେଶ୍ ଭିଡ ଜମୁଛି । ଗତକାଲି ମେଳାରେ ପାରଳାଖେମୁଣ୍ଡିର ସଉରା…
ସ୍କୁଲ୍ ଛାତ୍ରଙ୍କ କାଠ ବୋହାଇବା ଭିଡିଓ ଭାଇରାଲ ।
ବାରିପଦା(ନିରପେକ୍ଷ ଖବର)ତା-୨୯/ଜାନୁଆରୀ/୨୦୨୦-ସରକାରଙ୍କ ନିର୍ଦ୍ଧେଶକୁ ଖାତିର କରୁ ନାହାଁନ୍ତି ଶିକ୍ଷକ। ସର୍ବଶିକ୍ଷା ଅଭିଯାନକୁ ଦଳିମକଚି ଦେଉଛନ୍ତି। ବିଦ୍ୟାଳୟରେ ପାଠ ପଢ଼ା ବ୍ୟତୀତ ଅନ୍ୟ କୋୖଣସି କାର୍ଯ୍ୟରେ ଛାତ୍ରଛାତ୍ରୀମାନଙ୍କୁ ନିୟୋଜନ ନ କରାଇବା ପାଇଁ ଗଣ ଶିକ୍ଷା ରୋକଠୋକ ମନା ବି…
ଜାତୀୟ ସ୍ତରୀୟ ହସ୍ତତନ୍ତ ମେଳାରେ ଟସର ବସ୍ତ୍ର
ଭୁବନେଶ୍ୱର ,ନିରପେକ୍ଷ ଖବର: ୨୮/୦୧/୨୦୨୦
ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ‘ବୟନିକା’ ଦ୍ୱାରା ଜାନୁଆରୀ ୨୬ ତାରିଖଠାରୁ ଜାତୀୟ ସ୍ତରୀୟ ହସ୍ତତନ୍ତ ମେଳା-୨୦୨୦ ଆରମ୍ଭ ହୋଇଛି । ଏହି ମେଳାରେ କାରିଗରମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ ତଥା ଓଡ଼ିଶାର ପ୍ରତ୍ୟେକ ଉତ୍ପାଦକୁ…
ଭାରତ ଏବଂ ବ୍ରାଜିଲର ବନ୍ଧୁତାରେ ନୂଆ ଅଧ୍ୟାୟ ଆରମ୍ଭ…
* ଜୈବ ଉର୍ଜା ତଥା ତୈଳ ଓ ଗ୍ୟାସ କ୍ଷେତ୍ରରେ ୨ଟି ଏମଓୟୁ ସ୍ୱାକ୍ଷରିତ ...
* ଦ୍ୱିପାକ୍ଷିକ ଋଣନୈତିକ ସହଯୋଗକୁ ଆହୁରି ମଜବୁତ୍ କରିବା ପାଇଁ ବୃହତ ବଡ ଯୋଜନା ପ୍ରସ୍ତୁତ ହେଉଛି ...
* ଏମଓୟୁ ଦ୍ୱାରା ଦେଶରେ ଇଥାନଲର ଉତ୍ପାଦନରେ ଅଭିବୃଦ୍ଧି ହେବ ...
* ଆଇଓସିଏଲ ଏବଂ ବ୍ରାଜିଲର…
ଭଗବାନଙ୍କ ଭରଷାରେ ପିଆରଏମ୍ ମେଡିକାଲର ରୋଗୀ
ଶିଶୁକୁ ନିଜେ ମା ଅକ୍ସଞ୍ଜେନ ଦେଉଥିବା ଭିଡ଼ିଓ ଭାଇରାଲ।
ବାରିପଦା(ନିରପେକ୍ଷ ଖବର)ତା-୨୫/୦୧/୨୦୨୦-ପିଆରଏମ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ ହେବା ପରେ ମୟୁରଭଞ୍ଜ ଜିଲ୍ଲାରେ ଖୁସିର ଲହରୀ ଖେଳି ଯାଇଥିଲା। ଜିଲ୍ଲାବାସୀଙ୍କ ସବୁ ଦୁଃଖ ଲାଘବ ହେଲା ଭଳି ଲାଗୁଥିଲା। ହେଲେ ଲୋକଙ୍କର ଦୁଃଖ ଦୂର…
ଶିକ୍ଷକଙ୍କୁ ଛାତ୍ର ମାଲିସ କରୁଥିବାର ଭିଡିଓ ଭାଇରାଲ୍ ।
ବାରିପଦା(ନିରପେକ୍ଷ ଖବର)ତା-୨୪/୦୧-ଜଣେ ଶିକ୍ଷକଙ୍କୁ ଛାତ୍ରମାନେ ମାଲିସ କରୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହୋଇଛି ।ତେବେ ଉକ୍ତ ଭିଡ଼ିଓଟି ଦୁଇଦିନ ପୂର୍ବରୁ ଭାଇରଲ ହେବା ପରେ ବିଦ୍ୟାଳୟ, ଗ୍ରାମବାସୀ ଓ ଅବିଭାବକଙ୍କ ମହଲରେ ଉତ୍ତେଜନା ଦେଖାଦେଇଛି। ସୂଚନା ଅନୁଯାୟୀ ଏହି ସୋସିଆଲ…
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଭୁଜାଲି ମାଡ।
ବାରିପଦା(ନିରପେକ୍ଷ ଖବର)ତା୧୬/୦୧/୨୦୨୦-ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଭୁଜାଲି ମାଡ।ଦିବଲୋକ ରେ ବିଚ ରାସ୍ତାରେ ଚୁରା ମାଡ କଲେ ଯୁବକ।ଯାହା ଫଳରେ ସ୍ଥାନୀୟ ଲୋକ ଜାତୀୟ ରାଜପଥ ଅବରୋଧ କରି ବସି ରହିଛନ୍ତି।ଉଭୟ ପାର୍ଶ୍ୱରେ ଶହ ଶହ ସଂଖ୍ୟ ର ଟ୍ରକ ବସ ସବୁ ଅଟକି ରହିଛି।ସ୍ଥାନୀୟ ଲୋକଙ୍କ…
ଯୁବ ଦିବସରେ ରକ୍ତଦାନ କଲା ମା’ବାସନ୍ତୀ ସ୍ବେଚ୍ଛାସେବୀ ଯୁବ ସଙ୍ଗଠନ
ଏବିସିଟି ରସାଳପୁର ଚମ୍ପିଆନ୍ ....
ନାଗରିକ ସଂଶୋଧନ ଆଇନ ସମର୍ଥନରେ ସ୍ଲୋଗାନ ଦେବା ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇଲା…
ଭୂବନେଶ୍ୱର,ନିରପେକ୍ଷ ଖବର: ତା.୧୩/୦୧: ନାଗରିକତା ସଂଶୋଧନ ବିଧେୟକ -୨୦୧୯ ସିଏଏକୁ ନେଇ ବିରୋଧୀଙ୍କ ଅପପ୍ରଚାର ବିରୁଦ୍ଧରେ ବିଜେପି ଯୁବମୋର୍ଚ୍ଚା ତରଫରୁ ଜନସଚେତନା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି ଏହି ଜନସଚେତନା ମାଧ୍ୟମରେ ଭୟଭୀତ ହେବାର କୌଣସି କାରଣ ନାହିଁ ବୋଲି ସାଧାରଣ ନାଗରିକଙ୍କୁ…
ଶିମିଳିପାଳରେ ବରଫ ବର୍ଷା….
ବାରିପଦା(ନିରପେକ୍ଷ ଖବର)ତା-୧୩/ଜାନୁଆରୀ/୨୦୨୦-ରାଜ୍ୟକୁ ପୁଣି ଫେରିଛି ଶୀତ ।ଶୀତ ର ପ୍ରକୋପରୁ ସାରା ଓଡିଶା ବର୍ତ୍ତି ପାରୁନାହିଁ । ପ୍ରବଳ ଜାଡରେ ଥରୁଛି ଓଡିଶା । ଆଂଚଳିକ ପାଣିପାଗ ବିଭାଗ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ ଓଡ଼ିଶାର ବିଭିନ୍ନ ସ୍ଥାନ ମାନଙ୍କ ରେ ଥଣ୍ଡା…
ଭତ୍ତା ନେଲା ଜୀବନ
*ରାସ୍ତା ପାରି ହେଉଥିବା ବେଳେ ଅଜଣା ଗାଡି ଧକ୍କାରେ ବୃଦ୍ଧା ଙ୍କ ମୃତ୍ୟୁ.....
ବାରିପଦା(ନିରପେକ୍ଷ ଖବର)ତା-୧୦/ଜାନୁଆରୀ/୨୦୨୦-ଭତ୍ତା ନେବା ପାଇଁ ରାସ୍ତା ପାରି ହେଉଥିବା ବେଳେ ଅଜଣା ଗାଡି ଧକ୍କାରେ ବୃଦ୍ଧା ଙ୍କ ମୃତ୍ୟୁ।
ମୟୁରଭଞ୍ଜ ଜିଲ୍ଲା କୁଳିଅଣା ଥାନା ୧୮ ନମ୍ବର ଜାତୀୟ…
ରାଇରଙ୍ଗପୁର ଆଇଟିଡିଏ ଅଫିସରେ ମୟୂରଭଞ୍ଜ ସାଂସଦ ଓ ରାଇରଙ୍ଗପୁର ବିଧାୟକ ଙ୍କ ଦାଦାଗିରି।
*ପ୍ରକଳ୍ପ ପ୍ରଶାସକଙ୍କ ସହ ଯୁକ୍ତିତର୍କ...
*ସାଂସଦ ଓ ବିଧାୟକ ଙ୍କ ନାମରେ ଥାନାରେ ପଡିଲା ଏତଲା...
ବାରିପଦା(ନିରପେକ୍ଷ ଖବର)ତା-୧୦/ଜାନୁଆରୀ/୨୦୨୦:ମୟୁରଭଂଜ ଜିଲ୍ଲାର ରାଇରଙ୍ଗପୁର ଆଦିବାସୀ ସମନ୍ଵିତ ପ୍ରକଳ୍ପ ଅଫିସରେ ମୟୁରଭଞ୍ଜ ସାଂସଦ ଇଂ ବିଶେଶ୍ୱର ଟୁଡୁ, ରାଇରଙ୍ଗପୁର ବିଧାୟକ…
ମୟୁରଭଞ୍ଜ ବାସୀଙ୍କ ପାଇଁ ଖୁସି ଖବର…
ବାରିପଦା(ନିରପେକ୍ଷ ଖବର)ତା-୮/ଜାନୁଆରୀ/୨୦୧୯-ମୟୁରଭଞ୍ଜବାସୀଙ୍କ ପାଇଁ ଖୁସି ଖବର। ଦ୍ୱିତୀୟ ଶ୍ରୀକ୍ଷେତ୍ରର ଉନ୍ନତି ପାଇଁ ୫ କୋଟି ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ। ଏଥିସହିତ କିଟ ଆବାସିକ ଶିକ୍ଷା ଅନୁଷ୍ଠାନ ପାଇଁ ସମସ୍ତ ପ୍ରକାରର ସହଯୋଗ ଯୋଗାଇ ଦେବାକୁ ପ୍ରତିଶ୍ରୁତି…
ନିର୍ବାଚନ ପରେ ପ୍ରଥମ ଥର ମୟୂରଭଞ୍ଜ ଆସୁଛନ୍ତି ମୁଖ୍ୟମନ୍ତ୍ରୀ।
ବାରିପଦା(ନିରପେକ୍ଷ ଖବର)ତା:୦୭/ଜାନୁଆରୀ/୨୦୨୦-ମୁଖ୍ୟମନ୍ତ୍ରୀ ଙ୍କ ଗସ୍ତକୁ ନେଇ ଚଳଚଞ୍ଚଳ ହୋଇଉଠିଛି ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ। ଆଦାନୀ କିସ ରେସିଡେନସିଆଲ ସ୍କୁଲର ମୟୁରଭଞ୍ଜ ଠାରେ ସ୍ଥାପିତ ହୋଇଥିବା ଶାଖା ଉଦଘାଟନ କରିବେ।ଏଥି ସମେତ ଜିଲ୍ଲାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ମଧ୍ୟ…
ଅନ୍ତସତ୍ତ୍ଵା ନାବାଳିକା ଝିଅର ଦୁଃଖ କହିଲେ ସରୁନି, କିଏ ବୁଝିବ ତାଙ୍କ କଥା?
ବାରିପଦା(ନିରପେକ୍ଷ ଖବର)ତା-୫/ଜାନୁଆରୀ/୨୦୨୦-ପାଣି ପିଇବା ବାହାନାରେ ଆସି ସମ୍ପର୍କୀୟ ନାବାଳିକା ଭଉଣୀକୁ ଦୁଷ୍କର୍ମ କରି ଅଭିଯୁକ୍ତ ଭାଇ ଜେଲ ଯାଇଛି। ହେଲେ ଦୁଷ୍କର୍ମରେ ଶିକାର ହୋଇଥିବା ଭଉଣୀ ଆଉ ତାର ପରିବାର ମୁଣ୍ଡରେ ଲାଗିଥିବା କଳଙ୍କର ଟୀକା ପିଛା ଛାଡିନି। ସମ୍ପକୀୟ ଭାଇ ଦ୍ୱାରା…
ଶାମ୍ବ ଦଶମୀରେ ସୂର୍ଯ୍ୟଙ୍କୁ ପୂଜା କଲେ ମିଳେ କୋଟି ପୁଣ୍ୟ।
ବାରିପଦା(ନିରପେକ୍ଷ ଖବର)ତା-୫/ଜାନୁଆରୀ/୨୦୨୦-ହିନ୍ଦୁ ପରମ୍ପରା ଅବର୍ଣ୍ଣନୀୟ ଆଉ ତାଠାରୁ ଓଡିଶା ରେ ୧୨ ମାସ ରେ ୧୩ ଯାତ୍ରା ସତେ ଅନେକ ସୁନ୍ଦର । ସେହି ଆଧାର ରେ ସୂର୍ଯ୍ୟ ହେଉଛନ୍ତି ସକଳ ଶକ୍ତି ର ଆଧାର, ସୂର୍ଯ୍ୟ ଦେବତା ଙ୍କ ରଥାରୁଢ ପ୍ରତିମୂତି କୁ ସାମ୍ବଦଶମୀ ରେ ପୁଜା କଲେ କୋଟି ଜନ୍ମ…
ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଇସ୍ପାତ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଫଗନ ସିଂ କୁଲସ୍ତେ …
ଆସନ୍ତାକାଲି ଠୁ ଓଡିଶାରେ ଆରମ୍ଭ ହେବ ନାଗରିକତା ସଂଶୋଧନ ଆଇନ ଉପରେ ବ୍ୟାପକ ଜନଜାଗର:ବିଜେପି
* କେବଳ ନାଗରିକତା ଦେବା ପାଇଁ ତିଆରି ହୋଇଛି ନାଗରିକତା ସଂଶୋଧନ ଆଇନ
* ଆସନ୍ତାକାଲି ମହାକାଳପଡା ଠାରେ ବସବାସ କରୁଥିବା ଶରଣାର୍ଥୀ ମାନଙ୍କୁ ନାଗରିକତା ସଂଶୋଧନ ଆଇନ ସଂପର୍କରେ
ଅବଗତ କରାଇବେ…
ନିରଞ୍ଜନ ସେଠୀ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ (ବୈଷୟିକ) ହେଲେ ।
ଭୁବନେଶ୍ୱର,ନିରପେକ୍ଷ ଖବର :ତା-୨.୧.୨୦୨୦ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ତଥା ଯୁଗ୍ମ ଶାସନ ସଚିବ ଭାବେ କାର୍ଯ୍ୟ କରୁଥିବା ଶ୍ରୀ ନିରଞ୍ଜନ ସେଠୀଙ୍କର ନିର୍ଦ୍ଦେଶକ(ବୈଷୟିକ) ପଦବୀକୁ ପଦନ୍ନୋତି ହୋଇଛି ।
ଶ୍ରୀ ସେଠୀ ତାଙ୍କର ୩୦ ବର୍ଷ କାର୍ଯ୍ୟକାଳ…
