
Sign in
Sign in
Recover your password.
A password will be e-mailed to you.
Breaking News/ମୁଖ୍ୟ ଖବର:
ଗ୍ରାମାଞ୍ଚଳ ଛାତ୍ରୀଙ୍କୁ ବିଜ୍ଞାନ ଓ ବୈଷୟିକ ଶିକ୍ଷାରେ ସଶକ୍ତ କରିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱଡ୍ରୋନ୍ ନିରୀକ୍ଷଣରେ ଅଗ୍ରଣୀ ପୂର୍ବତଟ ରେଳପଥଦେଶୀୟ ପର୍ଯ୍ୟଟନକୁ ପ୍ରୋତ୍ସାହନ ଦେଲେ ରାଜ୍ୟପାଳଓଡ଼ିଆ ଘରର ମହିଳାଙ୍କ ପ୍ରତିଭାକୁ ମିଳିବ ନୂଆ ପରିଚୟ, ଜୀ-ସାର୍ଥକରେ ଆସୁଛି ‘ଗୃହଲକ୍ଷ୍ମୀ’ସ୍ୱଚ୍ଛତା ଅଭିଯାନ ସହ ଯାତ୍ରୀଙ୍କ ସହ ଜନସମ୍ବାଦ ଜାରି ରଖିଛି ପୂର୍ବତଟ ରେଳପଥବିଶ୍ୱର ଶ୍ରେଷ୍ଠ ୨% ବୈଜ୍ଞାନିକ ତାଲିକାରେ କିଟ୍-କିସ୍ର ୩୪ ଅଧ୍ୟାପକଅପରାଧୀଙ୍କୁ ଧରିବାକୁ ପୁଲିସର ନୂଆ ପ୍ରସ୍ତୁତିଗୋପବନ୍ଧୁଙ୍କ ଆଦର୍ଶରେ ଗଢ଼ିବ ସମୃଦ୍ଧ ଓଡ଼ିଶା!କିଟ୍ ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ପ୍ରୟାସ: ପବ୍ଲିକ ସର୍ଭିସ୍ ଆଶାୟୀଙ୍କୁ କୋଚିଂ ସୁବିଧାସ୍ୱାସ୍ଥ୍ୟ ଉପକରଣ କ୍ରୟରେ ବାହ୍ୟ ହସ୍ତକ୍ଷେପକୁ ରୋକିବାକୁ ସ୍ୱାସ୍ଥ୍ୟ ବିଭାଗର କଡ଼ା ନିର୍ଦ୍ଦେଶକିଟ୍ର ୨୨ତମ ବାର୍ଷିକ ସମାବର୍ତ୍ତନ ଉଦ୍ଯାପିତସମାଜସେବୀ କାବ୍ୟା ପ୍ରିୟା ଧଳଙ୍କୁ ପିଏଚ୍ଡି ଡିଗ୍ରୀକିଟ୍ ଓ କିସ୍ର କାର୍ଯ୍ୟକୁ ଭୁଟାନ ପ୍ରତିନିଧିମଣ୍ଡଳୀଙ୍କ ପ୍ରଶଂସାସୁପୋଷିତ ଓଡ଼ିଶା ଗଠନ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ: ମୁଖ୍ୟମନ୍ତ୍ରୀମୟୂରଭଞ୍ଜ ବାଉଁଶ ଚାଷକୁ ‘ପ୍ରମାଣ’ ସାର୍ଟିଫିକେଟ୍ସଂଶୋଧିତ ଏମଏମଡିଆର ଆଇନ ଓଡ଼ିଶାର ସ୍ୱାର୍ଥରେ: ଡା. ସମ୍ବିତ ପାତ୍ରଖଣ୍ଡଗିରି-ଉଦୟଗିରିରେ ଲାଇଟ୍ ଆଣ୍ଡ ସାଉଣ୍ଡ ଶୋ’ର ଶୁଭାରମ୍ଭପଦବୀଠାରୁ ବଡ଼ ମାଟିର ଡାକ: ନିଜ ଅଞ୍ଚଳ ପାଇଁ କାବ୍ୟାପ୍ରିୟାଙ୍କ ପ୍ରୟାସଓଡ଼ିଶାରେ ପାଳିତ ହେଲା ବିଶ୍ୱ ପର୍ଯ୍ୟଟନ ଦିବସ ୨୦୨୬ରାଷ୍ଟ୍ର ନିର୍ମାଣରେ ସକ୍ରିୟ ଭୂମିକା ନେବାକୁ ଆହ୍ୱାନ: ମନମୋହନ ସାମଲ

ବାପା-ମାଆ ଛେଉଣ୍ଡ ପିଲାଙ୍କ ମଧ୍ୟରେ ନୂତନ ବର୍ଷ ପାଳିଲେ ହେଲପିଙ୍ଗ୍ ଫ୍ୟାମିଲି…
ବାରିପଦା (ନିରପେକ୍ଷ ଖବର) ତା ୨/ଜାନୁଆରୀ/୨୦୧୯-ନୂଆ ବର୍ଷ ୨୦୨୦ର ପ୍ରଥମ ଦିନକୁ ସ୍ମରଣୀୟ ରଖିବା ପାଇଁ ‘ହେଲପିଙ୍ଗ ଫ୍ୟାମିଲି ନାମରେ ଏକ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଅଭିନବ ଉପାୟରେ ନୂତନ ବର୍ଷର ପ୍ରଥମ ଦିନଟିକୁ ପାଳନ କରିଛି । ସ୍ଥାନୀୟ ତଖତପୁର ସ୍ଥିତ ‘ଆଦୃତା ଶିଶୁ ସଦନ’ରେ ଥିବା ବାପ-ମାଆ…
ଦେଖନ୍ତୁ ବିରଳ କଙ୍କଡା…..
ବାରିପଦା (ନିରପେକ୍ଷ ଖବର)ତା-୦୨/ଜାନୁଆରୀ/୨୦୨୦: ବିରଳ ପ୍ରଜାତିର ସାମୁଦ୍ରିକ କଙ୍କଡା ଉଦ୍ଧାର ହୋଇଛି।ଆଜି ବାରିପଦା ସହରର ସାପ୍ତାହିକ ହାଟରେ ପଶ୍ଚିମବଙ୍ଗ ରାଜ୍ୟ ବର୍ଦ୍ଧମାନ ଅଞ୍ଚଳର ସୁନିଲ ବିଶ୍ବାସ ଏହି କଙ୍କଡ଼ା ବିକ୍ରି କରୁଥିବା ବେଳେ ଧରା ପଡିଛି। କଙ୍କଡାଟି ବିଲୁପ୍ତ ପ୍ରଜାତିର ଅଶ୍ବ…
ବ୍ରିଜ ତଳେ ଝୁଲୁଛି ମୃତଦେହ….
ବାରିପଦା(ନିରପେକ୍ଷ ଖବର)ତା-୨/ଜାନୁଆରୀ/୨୦୨୦-ବାରିପଦା ସହରର ମଧୁବନ ବାରୁଣୀ ଶିବମନ୍ଦିର ନିକଟରେ ଥିବା ଜରାଳୀସରାଳୀ ନଦୀ ବ୍ରିଜ ତଳେ ଝୁଲୁଛି ଏକ ମୃତଦେହ।ଝୁଲନ୍ତା ଅବସ୍ଥାରେ ଥିବା ବ୍ୟକ୍ତି ହେଲେ ଖୁଣ୍ଟା ଅଞ୍ଚଳର ଶରତ ମାଝୀ ।ତାଙ୍କ ମୃତ ଶରୀର ଉଦ୍ଧାର ହୋଇଛି । ଏହି ମୃତ ବ୍ୟକ୍ତି ଙ୍କ…
ବରଦା ଦାସଙ୍କୁ ଲୋକସଂପର୍କ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ପଦବୀକୁ ପଦନ୍ନୋତି
ଭୁବନେଶ୍ୱର,ନିରପେକ୍ଷ ଖବର: ତା-୧.୧.୨୦୨୦ ଆଜି ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ଉପ ନିର୍ଦ୍ଦେଶକ ତଥା ଉପ ଶାସନ ସଚିବ ଭାବେ କାର୍ଯ୍ୟ କରୁଥିବା ଶ୍ରୀ ବରଦା ପ୍ରସନ୍ନ ଦାସ ବିଭାଗୀୟ ପଦନ୍ନୋତି ପାଇ ଯୁଗ୍ମ ନିର୍ଦ୍ଦେଶକ ପଦରେ ନିଯୁକ୍ତି ହୋଇଛନ୍ତି ।
ଶ୍ରୀ ଦାସ ତାଙ୍କର ୩୫ ବର୍ଷ…
ପୁରୀଠାରେ ଇଣ୍ଡିଆନ ଅଏଲ୍ ପକ୍ଷରୁ ନିର୍ମିତ ସର୍ବସାଧାରଣ ପାଠାଗାର ଉଦଘାଟନ କଲେ କେନ୍ଦ୍ର ପେଟ୍ରୋଲିଅମ ଓ ପ୍ରାକୃତିକ…
ପୁରୀ,ନିରପେକ୍ଷ ଖବର, ୩୧-୧୨-୨୦୧୯ପୁରୀ ୱାଟର ୱାର୍କ୍ସ ରୋଡ଼ସ୍ଥିତ ମହୋଦଧି ମହାବୀର କ୍ଲବଠାରେ ଭାରତୀୟ ତୈଳ ନିଗମ ବା ଇଣ୍ଡିଆନ ଅଏଲ୍ ର କର୍ପୋରେଟ ସାମାଜିକ ଦାୟିତ୍ୱବୋଧ ଅନ୍ତର୍ଗତ ଜ୍ଞାନୋଦୟ ଯୋଜନାରେ ଜନସାଧାରଣଙ୍କ ନିମନ୍ତେ ନିର୍ମିତ ଏକ ପାଠାଗାର କେନ୍ଦ୍ର ପେଟ୍ରୋଲିଅମ ଓ ପ୍ରାକୃତିକ…
ସହରରେ ବୁଲୁଛି ଭିକାରୀ ଧରା ଗାଡି…
ବାରିପଦା(ନିରପେକ୍ଷଖବର)ତା୩୧/ଡ଼ିସେମ୍ବର/୨୦୧୯:କିଏ ମନ୍ଦିର ତୋଳି ପୂର୍ଣ୍ଣ ଅର୍ଜନ କରୁଛନ୍ତି ତ ଆଉ କିଏ ଦାନ କରି। ପୁଣି କିଏ ଅନାଥ ଓ ଭିନ୍ନକ୍ଷମ ପିଲାଙ୍କୁ ଆଶ୍ରୟ ଦେଇ ପୂର୍ଣ୍ଣୟ ଅର୍ଜନ କରିବାକୁ ଚେଷ୍ଟା କରୁଛନ୍ତି।
ହେଲେ ଶୀତ କାକରରେ ଜୀବନ ବିତାଉଥିବା ଭିକାରୀମାନଙ୍କୁ ଆଶ୍ରୟ…
କୋଣାର୍କ ଇଂଟରପ୍ରିଟେସେନ ସେଂଟର ବୁଲିଲେ କେନ୍ଦ୍ରମନ୍ତ୍ରୀ
* ରାଜ୍ୟରେ ଉଚ୍ଚସ୍ତରର ପର୍ଯ୍ୟଟନ ସ୍ଥଳ ବନାଇବା ସମସ୍ତଙ୍କ ଦାୟିତ୍ୱ
କୋଣାର୍କ,ନିରପେକ୍ଷ ଖବର: ଡିସେମ୍ବର ୩୦ – ଓଡିଶାରେ ପର୍ଯ୍ୟଟନ ବଢାଇବା ସମସ୍ତଙ୍କ ଦାୟିତ୍ୱ । ପୁରୀ, କୋଣାର୍କ,
ଚିଲିକା ସବୁ ଅଂଚଳକୁ ମିଶାଇ ପର୍ଯ୍ୟଟକମାନଙ୍କ ପାଇଁ ଏକ ଉଚ୍ଚସ୍ତରର ପର୍ଯ୍ୟଟନ ସ୍ଥଳ ବନାଇବା ପାଇଁ…
ମହିଳା ସାମ୍ବାଦିକଙ୍କୁ ଆକ୍ରମଣ ପ୍ରତିବାଦରେ ମୟୁରଭଞ୍ଜ ଜିଲ୍ଲାର କାର୍ଯ୍ୟରତ ସାମ୍ବାଦିକଙ୍କ ବିକ୍ଷୋଭ ।
ବାରିପଦା(ନିରପେକ୍ଷ ଖବର)ତା-୨୯/ଡ଼ିସେମ୍ବର/୨୦୧୯- କାର୍ଯ୍ୟରତ ସାମ୍ବାଦିକଙ୍କ ଉପରେ ବାରମ୍ବାର ଆକ୍ରମଣ ହେଉଥିବା ବେଳେ ଗତ କାଲି ପୁଣି ଖବର ସଂଗ୍ରହ ପାଇଁ ଆସିଥିବା ଜଣେ ମହିଳା ସାମ୍ବାଦିକଙ୍କୁ ଏସ୍ପ୍ଲାନେଡ୍ ମଲରେ ମରଣାନ୍ତକ ଆକ୍ରମଣ ହୋଇଛି। ସାମ୍ବାଦିକଙ୍କ ପ୍ରତି ହୋଇଥିବା ଆକ୍ରମଣ…
ଭୁବନେଶ୍ୱର ଏମ୍ସରେ ବାଜପେୟୀଙ୍କ ପ୍ରତିମୂର୍ତି ଲୋକାର୍ପଣ ସହ ବିଭିନ୍ନ ରୋଗୀ ସୁବିଧାର ଶିଳାନ୍ୟାସ-ଉଦଘାଟନ
*ଓଡିଶା ପାଇଁ ଏମ୍ସ ବାଜପେୟୀଙ୍କ ଅବଦାନ - ଧର୍ମେନ୍ଦ୍ର ପ୍ରଧାନ।
ଭୁବନେଶ୍ୱର ,ନିରପେକ୍ଷ ଖବର: ୨୫/୧୨/୧୯ – ଓଡିଶା ପାଇଁ ଭୁବନେଶ୍ୱର ଏମ୍ସ ଅଟଳ ବିହାରୀ ବାଜପେୟୀଙ୍କ ଅବଦାନ ଥିଲା ବୋଲି ବୁଧବାର ଭୁବନେଶ୍ୱର ଏମ୍ସ ମେଡିକାଲ ପରିସରରେ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ପୂର୍ଣ୍ଣାଙ୍ଗ…
ରାଜଧାନୀରେ ହୁହୁ ହୋଇ ଜଳିଲା ବସ….
ଭୁବନେଶ୍ୱର,ନିରପେକ୍ଷ ଖବର:ତା,୨୫/୧୨/୧୯:ରାଜଧାନୀ ଭୁବନେଶ୍ୱରରେ ହୁ ହୁ ହୋଇ ଜଳିଲା ବସ। ନିଆଁକୁ ଆୟତ କରିବା ପାଇଁ ଅଗ୍ନିଶମ ବିଭାଗ ଦୀର୍ଘ ସମୟ ଧରି ଉଦ୍ୟମ ଜାରି ରଖିଥିଲେ ମଧ୍ୟ ନିଆଁ ଆୟତ ହେବା ବେଳକୁ ବସଟିର ୭୦ଭାଗ ଜଳି ପୋଡି ପାଉଁଶ ହୋଇଯାଇଥିଲା। ସୂଚନା ମୁତାବକ ବୁଧବାର ସହୀଦନଗରରେ…
ଦେଶର ପ୍ରଥମ ଦୂରଗାମୀ ସି.ଏନ୍.ଜି ବସ୍ ର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ…
*ପ୍ରଥମ ପର୍ଯ୍ୟାୟରେ ଦିଲ୍ଲୀରୁ ଡେରାଡୁନ ପର୍ଯ୍ୟନ୍ତ ଯାତାୟତ କରିବ ଏହି ବସ୍
*ଖୁବ ଶୀଘ୍ର ଦିଲ୍ଲୀରୁ ଜୟପୁର, ଚଣ୍ଡିଗଡ ଏବଂ ଆଗ୍ରାରେ ଗଡିବ ଏଭଳି ବସ୍
*ଆଗାମୀ ପିଢିଙ୍କ ଜୀବନଶୈଳି ପରିବର୍ତନ କରିବାରେ ଭାରତ ସରକାରଙ୍କ ବଡ ପଦକ୍ଷେପ
*ସିଏନଜି ଗ୍ୟାସ ଶସ୍ତା, ପରିବେଶ ସନ୍ତୁଳନ, ଅନ୍ୟ…
ଶୀତ ଦିନିଆ ନେପାଳି ମାର୍କେଟରେ ଜମୁଛି ବେପାର ।
ବାରିପଦା(ନିରପେକ୍ଷ ଖବର)ତା-୨୩/ଡ଼ିସେମ୍ବର/୨୦୧୯:ଆଜିର ଦିନରେ ଶୀତର ଚାଦୋର ରେ ସାରା ରାଜ୍ୟ ଘୋଡ଼ାଇ ହୋଇରହିଛି । ସେଥିପାଈ୍ ସବୁଠାରେ ଶୀତବସ୍ତ୍ର ବ୍ୟବସାୟୀମାନେ ନିଜ ପସରା ମେଲେଇ ବସିଲେଣି ।ସେହିପରି ଆମ ରାଜ୍ୟରେ ଆଦିବାସି ବହୁଳ ଜିଲ୍ଲା ଭାବେ ପରିଚିତ ମୟୂରଭଞ୍ଜ ଠାରେ ଶୀତର ତ୍ପକୋପ ଅନ୍ୟ…
୨୭ ଜାନୁୟାରୀ ସୁଦ୍ଧା ଦାବି ପୂରଣ ନ ହେଲେ ଆତ୍ମାହୂତି ଦେବି: ସୁର ରାଉତରାୟ
ଭୁବନେଶ୍ୱର,ନିରପେକ୍ଷ ଖବର: ଜଟଣୀ ନିର୍ବାଚନମଣ୍ଡଳୀ ଅଧିନରେ ଥିବା ୨୭ଟି ଗାଁର ସ୍ଥିତିବାନ ସଂପତ୍ତିକୁ ପୂର୍ବ ସ୍ଥିତିକୁ ଫେରାଇବା ସହ ଦାରେୁଠଙ୍ଗ ଡମ୍ପିଂୟାର୍ଡକୁ ସ୍ଥାନାନ୍ତର କରିବାର କଥା ଚିନ୍ତା କରୁନାହାନ୍ତି ସରକାର ।
ଏଥି ପାଇଁ ବାରମ୍ବାର ଅଭିଯୋଗ ସତ୍ତ୍ୱେ ପ୍ରଶାସନ ଚୁପ୍…
ଚତୁର୍ଦ୍ଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ଅଷ୍ଟମ ସନ୍ଧ୍ୟାରେ ହସ୍ତତନ୍ତର ବିଶ୍ୱାଦୃତି ନିମନ୍ତେ ‘ବୟନିକା’ ପକ୍ଷରୁ…
ଭୁବନେଶ୍ୱର ନିରପେକ୍ଷ ଖବର:୨୨/୧୨/୨୦୧୯
ସାରା ଦେଶର ହସ୍ତଶିଳ୍ପ କାରିଗର, ବୁଣାକାର ଓ ସ୍ଥପତିକାରମାନଙ୍କୁ ପ୍ରୋତ୍ସାହନ ଦେବା ସହ ସେମାନଙ୍କ କଳା-କାରିଗରୀର ପ୍ରଦର୍ଶନ ନିମନ୍ତେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ୨୦୧୯ ଭୁବନେଶ୍ୱରସ୍ଥିତ ଜନତା…
ବଲାଙ୍ଗୀରଠାରେ ବିପିସିଏଲ୍ ଏଲ୍ପିଜି ବଟଲିଂ ପ୍ଲାଣ୍ଟର ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପଣ….
* ଭାରତର ମାନନୀୟ ଉପରାଷ୍ଟ୍ରପତି ଶ୍ରୀ ଏମ୍. ଭେଙ୍କିଆ ନାଇଡୁଙ୍କ କରକମଳରେ ଡିସେମ୍ବର ୨୭ ତାରିଖରେ ବଲାଙ୍ଗୀର ଠାରେ ୧୦୩ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏଲ୍ପିଜି ବଟଲିଂ ପ୍ଲାଣ୍ଟ ହେବ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପଣ.....
* ୨୦୧୮ ମସିହା ମେ ୨୧ ତାରିଖରେ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ,…
୧୫୭ତମ ରାଜ୍ୟସ୍ତରୀୟ ବ୍ୟାଙ୍କିଂ କମିଟି ବୈଠକ….
ଭୁବନେଶ୍ୱର,ନିରପେକ୍ଷ ଖବର: ତା ୨/୧୨/୨୦୧୯,ରାଜ୍ୟରେ ଆର୍ଥିକ ବିକାଶ କ୍ଷେତ୍ରରେ ଏସ୍ଏଲ୍ବିସି, ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ, ନାବାର୍ଡ, ଅର୍ଥ ବିଭାଗ ଏବଂ ସମସ୍ତ ବ୍ୟାଙ୍କିଂ କ୍ଷେତ୍ରର ସହଭାଗିତା ଜାରି ରହି ଆର୍ଥିକ ଅନ୍ତର୍ଭୁକ୍ତିକରଣ କାର୍ଯ୍ୟ ସକି୍ରୟ ଭାବେ ସଂପାଦନା କରାଯାଉଥିବା …
ମୟୁରଭଞ୍ଜ ଗସ୍ତରେ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ।
ବାରିପଦା(ନିରପେକ୍ଷ ଖବର)ତା-୨୦/ଡ଼ିସେମ୍ବର/୨୦୧୯-ଆଜି ମୟୁରଭଞ୍ଜ ଗସ୍ତରେ ଆସିଛନ୍ତି ରାଜ୍ୟ ସରକାରଙ୍କ ମୂଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ। ଜିଲ୍ଲାର ବିଭିନ୍ନ ଉନ୍ନତି ମୂଳକ କାମର ତଦାରଖ କରିବା ସହିତ ଅଧିକାରୀ ମାନଙ୍କ ସହ ସେ ଆଲୋଚନା କରିଛନ୍ତି।ଏଥି ସହିତ ପଣ୍ଡିତ ରଘୁନାଥ…
ନାଗରିକତା ସଂଶୋଧନ ବିଧେୟକ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବାର୍ତା
ଦିଲ୍ଲୀ, ନିରପେକ୍ଷ ଖବର:୧୯/୧୨/୧୯ ସମସ୍ତ ଦେଶ ବାସୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଟ୍ୱିଟ ଜରିଆରେ ଆଶ୍ୱାସନା ଦେଇଛନ୍ତି । ଟ୍ୱିଟ ଜରିଆରେ କହିଛନ୍ତି, “ନାଗରିକତା ସଂଶୋଧନ ବିଧେୟକ ବିରୋଧରେ ହିଂସାତ୍ମକ ପ୍ରତିବାଦ ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଏବଂ ଦୁଃଖଦାୟକ” । ଆଲୋଚନା, ବିତର୍କ…
ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ଦ୍ୱାରା ମାଲକାନଗିରିଠାରେ ଶିକ୍ଷକ ଆବାସିକ ଭବନ ଓ ଅତିରିକ୍ତ ଶ୍ରେଣୀ ଗୃହ…
ଭୁବନେଶ୍ୱର,ନିରପେକ୍ଷ ଖବର:୧୮/୧୨/୨୦୧୯ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ ମାଲକାନଗିରି ଜିଲ୍ଲା ଗସ୍ତରେ ଯାଇ ଚିତ୍ରକୋଣ୍ଡା ବ୍ଳକ୍ ଅନ୍ତର୍ଗତ ସ୍ୱାଭିମାନ ଅଞ୍ଚଳରେ କାର୍ଯ୍ୟରତ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କର ରହଣି ସୁବିଧା ଏବଂ
ଛାତ୍ରଛାତ୍ରୀମାନଙ୍କର…
ବିଧାନସଭା ବାଚସ୍ପତିମାନଙ୍କର ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଡ. ସୂର୍ଯ୍ୟ ନାରାୟଣ ପାତ୍ର
ଭୁବନେଶ୍ୱର,ନିରପେକ୍ଷ ଖବର: ୧୮/୧୨/୨୦୧୯ ଉତ୍ତରାଖଣ୍ଡ ବିଧାନସଭା ଆନୁକୂଲ୍ୟରେ ଡେରାଡୁନ୍ଠାରେ ଆୟୋଜିତ ୭୯ତମ ବିଧାନସଭା ବାଚସ୍ପତିମାନଙ୍କର ସମ୍ମିଳନୀରେ ବାଚସ୍ପତି ଡ. ସୂର୍ଯ୍ୟ ନାରାୟଣ ପାତ୍ର ଆଜି ଯୋଗଦେଇଛନ୍ତି । ଲୋକସଭା ବାଚସ୍ପତି ଶ୍ରୀ ଓମ୍ ବିର୍ଲାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି…
