Breaking News/ମୁଖ୍ୟ ଖବର:
ଶିକ୍ଷା, ସଚେତନତା ମାଧ୍ୟମରେ ମଧ୍ୟସ୍ଥତା ସଂସ୍କୃତି ସୃଷ୍ଟି କରିବା ଉପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗୁରୁତ୍ୱାରୋପରନ୍ଧନ ଗ୍ୟାସ ବ୍ୟବହାର କରୁଛନ୍ତି କି ହେଇ ଯାଆନ୍ତୁ ସାବଧାନ !ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଓଡ଼ିଶା କମ୍ୟୁନିଟି ଟ୍ୟାଙ୍କ ବିକାଶ ସମିତି ପରିଚାଳନା ପରିଷଦର ଦ୍ୱାଦଶ ବୈଠକ ଅନୁଷ୍ଠିତଦ୍ଵିତୀୟ ନ୍ୟାସନାଲ ମେଡିଏସନ କର୍ମଶାଳା ନେଇ ପ୍ରସ୍ତୁତି ବୈଠକଏନ୍.ଭାସ୍କର ରାଓ ଓ ହିମିରିକାଙ୍କ ଇସ୍ତଫାକଟକ ଜିଲ୍ଲାରେ ରାଜସ୍ୱ ଓ ଭୂଅର୍ଜନ ସମ୍ବନ୍ଧୀୟ ସମୀକ୍ଷା ବୈଠକ ଅନୁଷ୍ଠିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ

ଦାନ ଲକ୍ଷ୍ମୀ : ଆଇ.ସି.ସି ମହିଳା ଉଦ୍ୟୋଗୀ ପରିଷଦ ଓ ଜୟ ଓଡ଼ିଶାର ଏକ ନିଆରା ପ୍ରୟାସ
ଭୁବନେଶ୍ୱର,ନିରପେକ୍ଷ ଖବର :ତା ୦୬/୧୧ ଆଇ.ସି.ସି ମହିଳା ଉଦ୍ୟୋଗୀ ପରିଷଦ, ଜୟ ଓଡ଼ିଶା ଓ ଭୁବନେଶ୍ୱର କ୍ଲବ ସହଯୋଗର ଭୁବନେଶ୍ୱରର ନାଗରିକଙ୍କ ପାଇଁ ଅବ୍ୟହୃତ ଘରୋଇ ସାମଗ୍ରୀ ଦାନ କରିବା ପାଇଁ ଦାନ ଲକ୍ଷ୍ମୀ ଏକ ସ୍ୱତନ୍ତ୍ର ପଦକ୍ଷେପ ଆରମ୍ଭ କରାଯାଇଛି । ଭୁବନେଶ୍ୱର କ୍ଲବରେ ଏହି ପଦକ୍ଷେପର…
Read More...
Read More...
UBEAU Advanced Aesthetics announces its collaboration with Celebrity Brow Artist, Suman Jalaf from…
Bhubaneswar, Nirapakhya Khabar:Dt 02/11/22 UBÊAU,, Odisha’s 1st premium skincare clinic invited to Bhubaneswar for the first time, famous London based brow expert Suman Jalaf as part of its collaboration program with her brand Brow Magician…
Read More...
Read More...
ରେଳ ଷ୍ଟେସନ ମଧ୍ୟରେ ଦୋହରୀକରଣ କାର୍ଯ୍ୟ ସମ୍ପାଦନର କାର୍ଯ୍ୟକାରିତାକୁ ଦୃଷ୍ଟିରେ ରଖି ନିମ୍ନଲିଖିତ ଅନୁଯାୟୀ ଟ୍ରେନ୍…
ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୨/୧୧/୨୨ ଟିଟିଲାଗଡ-ସମ୍ବଲପୁର ରେଳ ମାର୍ଗରେ ସିକିର-ବଡମାଲ ଷ୍ଟେସନ ମଧ୍ୟରେ ଦୋହରୀକରଣ କାର୍ଯ୍ୟ ସମ୍ପାଦନର କାର୍ଯ୍ୟକାରିତାକୁ ଦୃଷ୍ଟିରେ ରଖି ନିମ୍ନଲିଖିତ ଅନୁଯାୟୀ ଟ୍ରେନ୍ ସେବା ପ୍ରଭାବିତ ହେବ |
ଟ୍ରେନର ବାତିଲ୍:
• 08317/08318…
Read More...
Read More...
ପର୍ଯ୍ୟଟନ ମନ୍ତ୍ରୀଙ୍କ ଦ୍ୱାରା ଓଡ଼ିଶା ଟ୍ରାଭେଲ୍ ବଜାର ୨୦୨୨ ପ୍ରଦର୍ଶନୀ ଉଦ୍ଘାଟିତ
ଭୁବନେଶ୍ୱର,ନିରପେକ୍ଷ ଖବର:ତା ୨୯/୧୦ ଓଡ଼ିଶାର ମାନ୍ୟବର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି, ଅବକାରୀ ଏବଂ ପର୍ଯ୍ୟଟନ ମନ୍ତ୍ରୀ, ଶ୍ରୀଯୁକ୍ତ ଅଶ୍ୱିନୀ କୁମାର ପାତ୍ର ଆଜି ଓଡ଼ିଶା ଟ୍ରାଭେଲ ବଜାର ୨୦୨୨ର ପ୍ରଦର୍ଶନୀକୁ ହୋଟେଲ ସ୍ୱସ୍ତି ପ୍ରିମିୟମଠାରେ ଶୁଭ ଉଦଘାଟନ କରିଛନ୍ତି । ଏହି ଅବସରରେ ସେ…
Read More...
Read More...
ସୁପର ୭ କ୍ରିକେଟ୍ : ଓଡିଶା ଦଳ ଘୋଷଣା
ଭୁବନେଶ୍ବର,ନିରପେକ୍ଷ ଖବର : ଉତ୍ତର ପ୍ରଦେଶରେ ନଭେମ୍ବର ୧୦ରୁ ୧୭ତମ ସିନିୟର ସୁପର ୭ କ୍ରିକେଟ୍ ଜାତୀୟ ଚାମ୍ପିଅନସିପ୍ ଆୟୋଜନ ହେବାକୁ ଯାଉଛି । ଏଥିରେ ଭାଗନେଵା ପାଇଁ ଓଡ଼ିଶା ସୁପର ୭ କ୍ରିକେଟ୍ ସଂଘ ପକ୍ଷରୁ ୧୩ ଜଣିଆ ପୁରୁଷ ଦଳ ଘୋଷଣା କରାଯାଇଛି।
ଦଳରେ କୋଚ୍ ସନ୍ତୋଷ କୁମାର ଗୌଡ଼…
Read More...
Read More...
ଅକ୍ଟୋବର ୨୮ରୁ ୩-ଦିନିଆ ଓଡ଼ିଶା ଟ୍ରାଭେଲ୍ ବଜାର ୨୦୨୨
ଭୁବନେଶ୍ୱର,ନିରପେକ୍ଷ ଖବର : ଡୋମେଷ୍ଟିକ୍ ଓ ବିଦେଶୀ ଟୁର ଅପରେଟରମାନଙ୍କ ମଧ୍ୟରେ ଓଡ଼ିଶାର ପ୍ରସାର କରିବା ଲାଗି ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ଏବଂ ଶିଳ୍ପ ସଂଘ ଫିକିର ମିଳିତ ସହଯୋଗରେ ଅକ୍ଟୋବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ଓଡ଼ିଶା…
Read More...
Read More...
ଇସ୍ରୋ/ଏନ୍ଏସ୍ଆଇଏଲ୍ ଦ୍ୱାରା ୩୬ଟି ୱାନ୍ୱେବ୍ ସାଟେଲାଇଟ୍ର ସଫଳ ଉତ୍କ୍ଷେପଣ
ଭୁବନେଶ୍ୱର,ନିରପେକ୍ଷ ଖବର:ତା ୨୫/୧୦ ୱାନ୍ୱେବ୍ ପକ୍ଷରୁ ଆଜି ଭାରତର ଶ୍ରୀହରିକୋଟାଠାରେ ସତିଶ ଧୱନ୍ ସ୍ପେଶ୍ ସେଂଟର୍ (ଏସ୍ଡିଏସ୍ସି-ଏସ୍ଏଚ୍ଏଆର୍)ରୁ ନ୍ୟୁସ୍ପେଶ୍ ଇଣ୍ଡିଆ ଲିମିଟେଡ୍ (ଏନ୍ଏସ୍ଆଇଏଲ୍) ଦ୍ୱାରା ଶୁଭାରମ୍ଭ କରାଯାଇଥିବା ୩୬ଟି ସାଟେଲାଇଟ୍ର ସଫଳ ନିୟୋଜନକୁ ନିଶ୍ଚିତ କରାଯାଇଛି ।…
Read More...
Read More...
ହରି ଭାଇ କମେଡି କ୍ଲବ ପକ୍ଷରୁ ସମ୍ମାନିତ ହେଲେ ଦେବେନ୍ଦ୍ର ଦାସ ଓ ସବିତା ମହାନ୍ତି….
ଭୁବନେଶ୍ୱର, ନିରପେକ୍ଷ ଖବର:ତା ୨୩/୧୦ ହରି ଭାଇ କମେଡି କ୍ଲବ ଦ୍ୱାରା ଆୟୋଜିତ *ନାଟକ ଶାଢ଼ୀ ହରଣ* ପରିବେଷଣ ହୋଇଥିଲା। ଏଥିରେ ୫୦ ରୁ ଅଧିକ କଳାକାର ଭାଗ ନେଇଥିଲେ। ପ୍ରତ୍ୟେକ ବର୍ଷ ଏହିପରି ଭାବରେ ନିଟକ ପରିବେଷଣ କରିବା ସହ ଯେଉଁ କଳାକାର ମାନେ ଜୀଵନ ସାରା ସାଧନା କରିଛନ୍ତି ସେମାନଙ୍କୁ…
Read More...
Read More...
ଭୁବନେଶ୍ୱର ରନ୍ୱେ ୱିକ୍ ଓ ଓଡ଼ିଶା ଫ୍ୟାସନ୍ ଆଣ୍ଡ୍ ଲାଇଫ୍ ଷ୍ଟାଇଲ୍ ଆୱାର୍ଡ଼
ଓଡ଼ିଶା ଫ୍ୟାସନ୍ ଆଣ୍ଡ୍ ଲାଇଫ୍ ଷ୍ଟାଇଲ୍ ଆୱାର୍ଡ଼ରେ ସମ୍ମାନିତ ହେଲେ ୧୬ ଜଣ ବିଶିଷ୍ଟ ବ୍ୟକ୍ତି ବିଶେଷ....
Read More...
Read More...
ଭୁବନେଶ୍ୱରରେ ଖୋଲିଲା ଉତ୍କଳମ୍ରିତା’ ଷ୍ଟୋର….
ଭୁବନେଶ୍ୱର, ନିରପେକ୍ଷ ଖବର:ତା ୨୩/୧୦ ଆଜି ଭୁବନେଶ୍ୱର ସ୍ଥିତ ଶହୀଦ୍ ନଗର ପ୍ଲଟ ନମ୍ବର-୬୫୦ ଠାରେ ସାବତ ଏକ୍ସପୋର୍ଟସ୍ ପ୍ରାଇଭେଟ ଲିମିଟେଡ୍' ଯାହା ଏକ ଅଗ୍ରଣୀ ହସ୍ତତନ୍ତ ସଂସ୍ଥା ଭାବେ ପରିଚିତ, ୨୦୧୫ ମସିହାରେ ଡକ୍ଟର ଅନୀତା ସାବତ ଏବଂ ଅମ୍ରିତା ସାବତଙ୍କର ପ୍ରଚେଷ୍ଟାରେ ନିଜର ସପ୍ତମ…
Read More...
Read More...
କେନ୍ଦ୍ରୀୟ ଆୟୁର୍ବେଦ ଅନୁସନ୍ଧାନ ସଂସ୍ଥାନ ଭୁବନେଶ୍ବର ପକ୍ଷରୁ ସପ୍ତମ ଆୟୁର୍ବେଦ ଦିବସ ପାଳନ …
ଭୁବନେଶ୍ୱର, ନିରପେକ୍ଷ ଖବର:ତା ୨୩/୧୦ ଚଳିତ ବର୍ଷ ଆୟୁଷ ମନ୍ତ୍ରଣାଳୟ, ଭାରତ ସରକାରଙ୍କ ସମସ୍ତ ମନ୍ତ୍ରଣାଳୟ ଏବଂ ବିଭାଗର ସହଯୋଗରେ ଏହାକୁ ପାଳନ କରୁଛି ଯାହା ଦ୍ବାରା ଦେଶର ପ୍ରତ୍ୟେକ ବ୍ୟକ୍ତି 3Js – ଜନ ସନ୍ଦେଶ, ଜନ ଭାଗିଦାରୀ ଏବଂ ଜନ ଆନ୍ଦୋଳନ ଲକ୍ଷ୍ୟରେ ପାରମ୍ପାରିକ ଔଷଧ ପ୍ରଣାଳୀ…
Read More...
Read More...
୨୫ତମ କଳିଙ୍ଗ ପୁସ୍ତକ ମେଳା-୨୦୨୨
♦ ୨୫ତମ ବର୍ଷ ପୂର୍ତ୍ତି ଅବସରରେ ରୌପ୍ୟ ଜୟନ୍ତୀ ସମାଗୋହ ପାଳନ ହେବ...
* ଆସନ୍ତା ଅକ୍ଟୋବର ୨୮ ତାରିଖ ରୁ ନଭେମ୍ବର ୬ ତାରିଖ ୨୦୨୨ ପର୍ଯ୍ୟନ୍ତ ଚାଲିବ
• ଓଡ଼ିଆ ସାହିତ୍ୟର ୧୧ ଗୋଟି ବିଭାଗରେ ଦିଆଯିବ 'ୟୁର୍ମେନ୍ଦ୍ର ମିଶ୍ର ସ୍ମୃତି ସ୍ମାରକୀ ସମ୍ମାନ'
♦ ମହିଳା ମାନଙ୍କ ଦ୍ବାରା…
Read More...
Read More...
Bhubaneswar Runway Week and Odisha Fashion & Lifestyle Awards
16 Eminent personalities honoured with Odisha Fashion and Lifestyle Awards.
Read More...
Read More...
ଵିଶାଳ ରକ୍ତ ଦାନ ଶିବିର
ଭୁବନେଶ୍ବର,ନିରପେକ୍ଷ ଖବର :ତା ୧୮/୧୦ ଆଜି ରସୁଲଗଡ଼ ଦୁର୍ଗା ମଣ୍ଡପ ନିକଟରେ ମା ବାସନ୍ତୀ ଦୁର୍ଗା ମିନି ଟ୍ରକ ଆସୋସିଏସନ ଓ ଓଡ଼ିଶା ମୋ ପରିବାର ମିଳିତ ଆନୁକୁଲ୍ୟରେ ଜୀବନ ବିନ୍ଦୁ ରକ୍ତ ଦାନ ଶିବିର ଆୟୋଜନ ହୋଇଯାଇଛି। ଏହି ଶିବିରକୁ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି…
Read More...
Read More...
ସନସାଇନ ହସ୍ପିଟାଲ ଭୁବନେଶ୍ବରରେ ସ୍ନାୟୁ ରୋଗ ଓ ଚିକିତ୍ସା ଅଗ୍ରଗତି ଆଲୋଚନା ଚକ୍ର
ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୬/୧୦ ଆଜି ଭୁବନେଶ୍ବର ଲକ୍ଷ୍ମୀସାଗର ସ୍ଥିତ ଥିବା ସନସାଇନ୍ ହସ୍ପିଟାଲରେ ନାଗରିକମାନଙ୍କୁ ଅନ୍ତର୍ଜାତୀୟ ମାନର ସ୍ୱାସ୍ଥ୍ୟ ସେବା ସୁଲଭ ମୁଲ୍ୟରେ ଯୋଗାଇ ଦେବାକୁ ପ୍ରତିବଦ୍ଧ । ଏହାସହ ଓଡ଼ିଶାର ପ୍ରଥମ ପସନ୍ଦର ଡାକ୍ତରଖାନା ହେବା ପାଇଁ ଦ୍ରୁତ ଗତିରେ ଅଗ୍ରଗତି…
Read More...
Read More...
ଟ୍ରେଣ୍ଡ୍ସ ପକ୍ଷରୁ “ଖୁସିର ପର୍ବ’ ପ୍ରତିଯୋଗିତା ବିଜେତାଙ୍କୁ ସମ୍ବର୍ଦ୍ଧନା
ଭୁବନେଶ୍ଵର,ନିରପେକ୍ଷ ଖବର : ଭାରତର ସର୍ବବୃହତ ଓ ଦ୍ରୁତ ଅଭିବୃଦ୍ଧିଶୀଳ ପୋଷାକ ଓ ଆସେସୋରିଜ୍ ସ୍ପେସିଆଲିଟି ରିଲାଏନ୍ସ ରିଟେଲ୍ ର ଟ୍ରେଣ୍ଡ୍ସ ପକ୍ଷରୁ ଦୁର୍ଗାପୂଜା ଓ ଦଶହରା ସମୟରେ ଅନୁଷ୍ଠିତ “ ଖୁସିର ପର୍ବ' ପ୍ରତିଯୋଗିତାର ବିଜେତା ଘୋଷଣା କରାଯାଇଛି ।
ଟ୍ରେଣ୍ଡ୍ସ ଖୁସିର ପର୍ବ ଓ ପୂଜା…
Read More...
Read More...
ଏପିଆର୍ଏଏସ୍ଓ ଏବଂ ସୁଶ୍ରୁତ୍ ହସ୍ପିଟାଲ୍ ଦ୍ୱାରା ରାଇନୋପ୍ଲାଷ୍ଟି ଓ ଫେସିଆଲ୍ ଏସ୍ଥେଟିକ୍ ଚଉପରେ ଲାଇଭ୍ ଅପରେଟିଭ୍…
ଭୁବନେଶ୍ୱର,ନିରପେକ୍ଷ ଖବର:ତା ୧୫/୧୦ ଆସୋସିଏସନ୍ ଅଫ୍ ପ୍ଲାଷ୍ଟିକ୍ ରିକନ୍ଷ୍ଟ୍ରକ୍ଟିଭ୍ ଆଣ୍ଡ୍ ଏସ୍ଥେଟିକ୍ ସର୍ଜନ୍ ଅଫ୍ ଓଡିଶା(ଏପିଆର୍ଏଏସ୍ଓ), ସୁଶ୍ରୁତ୍ ହସ୍ପିଟାଲ୍ ଏବଂ ଟ୍ରମା କେୟାର୍, ଭୁବନେଶ୍ୱର ଏବଂ ଇଣ୍ଡିଆନ୍ ଆସୋସିଏସନ୍ ଅଫ୍ ଏସ୍ଥେଟିକ୍
ପ୍ଲାଷ୍ଟିକ୍ ସର୍ଜନ…
Read More...
Read More...
ସ୍ଥାପନା ଚାରିଟେବୁଲ୍ ଟ୍ରଷ୍ଟ୍ ପକ୍ଷରୁ “ମିଟି କା ଗୁମାନ” ସମ୍ମାନ
ଭୁବନେଶ୍ୱର,ନିରପେକ୍ଷ ଖବର :ତା ୧୭/୧୦ ଓଡ଼ିଶାର ହଜିଯାଉଥିବା କୀର୍ତ୍ତନ, ଭାଗବତ ଓ ଲୋକକଳାକୁ ପୁନର୍ଜୀବିତ କରିବାକୁ ସ୍ଥାପନା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ସ୍ୱତନ୍ତ୍ର ଉଦ୍ୟମ କରାଯାଇଛି । ଗାଁ ଗହଳିର କୁଟୀର ଶିଳ୍ପଠାରୁ ଆରମ୍ଭ କରି ଓଡ଼ିଶାର ନିଚ୍ଛକ କଳା ଓ ସଂସ୍କୃତିକୁ ଖୋଜିବାର ଏକ ନୂଆ…
Read More...
Read More...
ହିମାଚଳ ପ୍ରଦେଶର ଉନା ଠାରୁ ନୂଆଦିଲ୍ଲୀ ପର୍ଯ୍ୟନ୍ତ ବନ୍ଦେ ଭାରତ ଏକ୍ସପ୍ରେସ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଶୁଭାରମ୍ଭ…
ହିମାଚଳ ପ୍ରଦେଶ,ନିରପେକ୍ଷ ଖବର:ତା ୧୩/୧୦ ଆଜି ଉନାର ଅମ୍ବ ଅଂଦୌରା ଠାରୁ ନୂଆଦିଲ୍ଲୀ ପର୍ଯ୍ୟନ୍ତ ନୂତନ ବନ୍ଦେ ଭାରତ ଏକ୍ସପ୍ରେସର ଉଦଘାଟନୀ ଉତ୍ସବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସବୁଜ ପତାକା ପ୍ରଦର୍ଶନ କରି ଶୁଭାରମ୍ଭ କରାଇଛନ୍ତି |
ପ୍ରଧାନମନ୍ତ୍ରୀ ବନ୍ଦେ ଭାରତ…
Read More...
Read More...